ଜାତୀୟ

୪ ମାସ ପରେ ଜେଲ୍‌ରୁ ବାହାରିଲେ ଆଶିଷ…

ଲଖିମପୁର, ୧୫।୨ : ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଜାମିନ୍‌ ମିଳିଛି। ୪ ମାସ ପରେ ସେ ଲଖିମପୁର ଜେଲ୍‌ରୁ ବାହାରକୁ ଆସିଛନ୍ତି। ଗତ ସପ୍ତାହରେ ଆହ୍ଲାବାଦ୍‌ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍‌ ଆଶିଷଙ୍କ ଜାମିନ୍‌ ମଞ୍ଜୁର…

ଦଣ୍ଡାଦେଶ ଆସିବା ଯାଏ ହଟଓ୍ବାର ଜେଲ୍‌ରେ ରହିବେ ଲାଲୁ

ରାଞ୍ଚି,୧୫।୨: ଗୋଖାଦ୍ୟ ଦୁର୍ନୀତି ମାମଲା ସହ ଜଡିତ ଡୋରାଣ୍ଡା ଟ୍ରେଜେରୀରୁ ୧୩୯.୩୫କୋଟି ଟଙ୍କା ବେଆଇନ ଭାବେ ପ୍ରତ୍ୟାହାର କରାଯିବା ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ରାଞ୍ଚି ସ୍ଥିତ…

ଆସନ୍ତାକାଲି ରାଜ୍ୟରେ ଖୋଲିବ ଅଙ୍ଗନଓ୍ବାଡି-ପ୍ରାଥମିକ ସ୍କୁଲ

କୋଲକାତା,୧୫।୨: ଦେଶରେ କରୋନା ମାମଲା ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ସ୍କୁଲ ଖୋଲିବା ଏବେ ଆରମ୍ଭ ହୋଇଛି। ପଶ୍ଚିମବଙ୍ଗରେ ମଧ୍ୟ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖୋଲିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ଫେବୃଆରୀ ୧୬ରୁ ରାଜ୍ୟରେ ପୁଣିଥରେ…

ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କୋଭିଡ୍‌ ପଜିଟିଭ୍‌

ଭୋପାଳ,୧୫।୨: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କୋଭିଡ୍‌ ପଜିଟିଭ୍‌ ହୋଇଛନ୍ତି। ଏ ନେଇ ସେ ନିଜେ ଆଜି କରେନାରେ ଆକ୍ରାନ୍ତ ଥିବା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ମୁଁ ମୋର କୋଭିଡ୍‌ ପରୀକ୍ଷା କରିଛି। ଯେଉଁଥିରେ ମୋର…

ଭାଲେଣ୍ଟାଇନ୍ସ ଡେ’ରେ ସ୍ବାମୀଙ୍କୁ ଲିଭର ଉପହାର ଦେଲେ ପତ୍ନୀ

ଥିରୁଭାନନ୍ତପୁରମ,୧୫।୨: ପ୍ରେମର ପ୍ରତୀକ ଭାବେ ଭାଲେଣ୍ଟାଇନ୍ସ ଡେ’କୁ ଜଣାଯାଏ। ପ୍ରେମୀଯୁଗଳମାନେ ଏହି ଦିନକୁ ବେଶ୍‌ ଉଲ୍ଲାସ ସହ ପାଳନ କରିବା ସହ ନିଜର ମନର ଭାବନାକୁ ପରିପ୍ରକାଶ କରିଥାନ୍ତି। କିଏ ଗିଫ୍ଟ ତ ଆଉ କିଏ ଫୁଲ ଦେଇ ନିଜର ପ୍ରେମର…

ଦାଉଦ୍‌ଙ୍କ ଭଉଣୀଙ୍କ ଘରେ ଇଡ଼ି ଚଢ଼ାଉ, ରାଜନୈତିକ ଲିଙ୍କର ଖିଅ ଖୋଜା ଜାରି..

ମୁମ୍ବାଇ, ୧୫।୨ : ଅଣ୍ଡରୱାଲର୍‌ଡ କାର୍ଯ୍ୟକଳାପ, ବେଆଇନ ସମ୍ପତ୍ତି କ୍ରୟ ବିକ୍ରୟ ତଥା ହାୱାଲା କାରବାର ସହ ଜଡିତ ମନି ଲଣ୍ଡରିଂ ମାମଲାର ଯାଞ୍ଚ ଅନ୍ତର୍ଗତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ମୁମ୍ବାଇର ୯ ଟି ଏବଂ ଠାଣେର ଗୋଟିଏ ସ୍ଥାନରେ…

କଂଗ୍ରେସକୁ ବଡ଼ ଝଟ୍‌କା: ୪୬ ବର୍ଷ ପରେ ଦଳର ହାତ ଛାଡ଼ିଲେ ଅଶ୍ୱିନୀ କୁମାର

ଚଣ୍ଡିଗଡ଼,୧୫।୨: ପଞ୍ଜାବ ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶ୍ୱିନୀ କୁମାର ୪୬ବର୍ଷ ପରେ ଦଳରୁ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଅନ୍ୟପଟେ ଇସ୍ତଫା…

ନିର୍ବାଚନ ସମୟରେ ଗୋଖାଦ୍ୟ ଦୁର୍ନୀତି ଫଇସଲା: ୭୫ ଦୋଷୀ, ୬ ଫେରାର୍‌ …

ପାଟନା, ୧୫।୨ : ବିଧାନସଭା ନିର୍ବାଚନ ସମୟରେ ପୁଣି ବିହାରରେ ଗୋଖାଦ୍ୟ ଦୁର୍ନୀତିକୁ ନେଇ ରାଜନୈତିକ ସ୍ଥିତି ସରଗରମ ହୋଇଉଠିଛି। ୫ ରାଜ୍ୟର ବିଧାନସଭାରୁ ଫାଇଦା ନେବା ପାଇଁ କେନ୍ଦ୍ର ସରକାର ଏଭଳି କରୁଥିବା ବିରୋଧୀ ଅଭିଯୋଗ କରିଛନ୍ତି। ୨୬ ବର୍ଷ…

‘ଲୋକେ ଦ୍ୱିତୀୟ କିମ୍‌ ଜଙ୍ଗ ଚାହୁଁଛନ୍ତି କି ?’

ଲଖିମପୁର,୧୫।୨: “ଜନସାଧାରଣଙ୍କ ପ୍ରତିନିଧିତ୍ୱ କରୁଥିବା ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ଦରକାର ନା ଦ୍ୱିତୀୟ କିମ ଜଙ୍ଗ (ଉତ୍ତର କୋରିଆ) ଭଳି ପ୍ରତିନିଧି ଚାହୁଁଛନ୍ତି। ଲୋକଙ୍କୁ ନିଷ୍ପତ୍ତି ନେବାକୁ ପଡ଼ିବ। ଆମେ କୌଣସି ରାଜ୍ୟରେ ଏକ ଛତ୍ରବାଦ ଶାସନ ଚାହୁଁ ନାହିଁ। ଆମେ…

୮୭ ବର୍ଷୀୟା ବୃଦ୍ଧାଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୧୫।୨: ଜାତୀୟ ରାଜଧାନୀର ତିଲକ ନଗର ଅଞ୍ଚଳରେ ୮୭ ବର୍ଷୀୟା ବୃଦ୍ଧାଙ୍କୁ ବଳାତ୍କାର କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ବୃଦ୍ଧାଙ୍କୁ ବଳାତ୍କାର କରିବା ପରେ ଆକ୍ରମଣ କରିବା ସହ ତାଙ୍କ ମୋବାଇଲ ନେଇ ଚାଲି ଯାଇଥିଲେ। ଅଭିଯୋଗ କରାଯିବାର ୧୬…

ଅପରାହ୍ନ ୪ଟାରେ ବସିବ କେନ୍ଦ୍ର କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ, ୧୫।୨: ଆଜି ବସିବ କେନ୍ଦ୍ର କ୍ୟାବିନେଟ ବୈଠକ । ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଆଜିର ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ।…

କଂଗ୍ରେସକୁ ପୁଣି ଝଟ୍‌କା, ଦଳ ଛାଡିଲେ ବରିଷ୍ଠ ନେତା

ନୂଆଦିଲ୍ଲୀ,୧୫।୨: କଂଗ୍ରେସକୁ ପୁଣି ଏକ ବଡ ଝଟ୍‌କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଆଇନମନ୍ତ୍ରୀ ଅଶ୍ୱିନୀ କୁମାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି। ସେ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri