ଜାତୀୟ

‘ମୁଁ ମୁଖ୍ୟମନ୍ତ୍ରୀ, ଆତଙ୍କବାଦୀ ନୁହେଁ’

ଚଣ୍ଡିଗଡ଼,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପାଇଁ ଉଡାଣ ଲାଗି ଅନୁମତି ନ ମିଳିବାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ରାଲିରେ ମୋତେ ଯୋଗଦେବାକୁ ଦିଆଗଲା ନାହିଁ। ଏଭଳି ଅଭିଯୋଗ ଆଣିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜୀତ ସିଂ ଚନ୍ନି। “ଚରନଜିତ ସିଂ…

ସଂସଦ ଟିଭି ଆକାଉଣ୍ଟକୁ ବନ୍ଦ କଲା ୟୁଟ୍ୟୁବ

ନୂଆଦିଲ୍ଲୀ,୧୫।୨: ଲୋକସଭା ଓ ରାଜ୍ୟସଭାର ଅଧିବେଶନୀ ସିଧାସଳଖ ପ୍ରସାରଣ ଏବଂ ପ୍ରୋଗ୍ରାମକୁ ରେକର୍ଡ କରୁଥିବା ସଂସଦ ଟିଭିର ୟୁଟ୍ୟୁବ ଆକାଉଣ୍ଟକୁ ମଙ୍ଗଳବାର ସକାଳେ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି। ୟୁଟ୍ୟୁବର କମ୍ୟୁନିଟି ଗାଇଡ୍‌ଲାଇନ ଭଙ୍ଗ କରିବା ପାଇଁ ପ୍ଲାଟଫର୍ମ ପକ୍ଷରୁ ଏଭଳି ପଦକ୍ଷେପ…

ଚାରା ଦୁନୀତିର ଡୋରଣ୍ଡା ମାମଲାରେ ଲାଲୁ ଦୋଷୀ ସାବ୍ୟସ୍ତ

ରାଞ୍ଚି,୧୫।୨: ଦେଶର ବହୁ ଚର୍ଚ୍ଚିତ ଚୋରା ଦୁର୍ନୀତିର ଡୋରଣ୍ଡା ମାମଲାରେ ରାଷ୍ଟୀୟ ଜନାତା ଦଳ(ଆରଜେଡି)ର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ମଙ୍ଗଳବାର ରାଞ୍ଚି ସ୍ଥିତ ସିବିଆଇର ସ୍ବତନ୍ତ୍ର କୋର୍ଟ ଲାଲୁଙ୍କ ଦୋଷୀ ସାବ୍ୟସ୍ତ କରିଛନ୍ତି। ରାଞ୍ଚିର ଡୋରାଣ୍ଡା…

‘ଯୋଗୀ ଆଦିତ୍ୟନାଥ ମୋତେ ମାରିବାକୁ ଚାହୁଁଛନ୍ତି’

ଲକ୍ଷ୍ନୌ,୧୫।୨: ସୁହେଲଦେବ ଭାରତ ସମାଜ ଦଳ(ଏସ୍‌ବିଏସ୍‌ପି)ର ସଭାପତି ଓମ ପ୍ରକାଶ ରାଜଭର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଓମ ପ୍ରକାଶ ରାଜଭର କହିଛନ୍ତି, ମୁଖ୍ୟମନ୍ତ୍ରୀ ଯୋଗୀ ମୋତେ ମାରିବାକୁ ଚାହୁଁଛନ୍ତି। ଓପି ରାଜଭାର ଏକ…

ଆସାମରେ ରାହୁଲ ଗାନ୍ଧୀଙ୍କ ନାମରେ ହଜାରେ ଅଭିଯୋଗ

ଗୁଆହାଟି,୧୫।୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ‘ଭାରତର ଆତ୍ମା’ ଟୁଇଟ୍‌ ବିରୋଧରେ ଶହ ଶହ ଅଭିଯୋଗ ରୁଜୁ କରିଛନ୍ତି ଆସାମ ଭାଜପା ଓ ଏହାର ବିଭିନ୍ନ ସଂଗଠନ। ଓ୍ବେନାଡ୍‌ ଏମ୍‌ପିଙ୍କ ବିରୋଧରେ ‘ବାପ-ପୁଅ’ କମେଣ୍ଟ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱା…

ବଡ଼ ସଡ଼କ ଦୁର୍ଘଟଣା: ୪ ପୋଲିସକର୍ମୀଙ୍କ ସମେତ ଚାଲିଗଲା ୫ ଜୀବନ

ଜୟପୁର,୧୫।୨: ରାଜସ୍ଥାନର ଜୟପୁର ଜିଲାର କୋଟପୁଟଲି ଅଞ୍ଚଳରେ ସୋମବାର ବିଳମ୍ବିତରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଭାବରୁ ପୋଲିସ ଷ୍ଟେଶନ ପରିସରରେ ଥିବା ଏକ ଡିଭାଇଡର୍‌ ଉପରେ ଏକ ଫର୍ଚୁନର୍‌ କାର୍‌ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ…

ଭାଜପା ବିଧାୟକଙ୍କ ଧମକ: ଯେଉଁ ଲୋକ ଭାଜପା ଭୋଟ ଦେଉନାହାନ୍ତି, ତାଙ୍କର ହେବ ଏମିତି ଅବସ୍ଥା

ହାଇଦ୍ରାବାଦ୍‌,୧୫।୨: ଉତ୍ତର ପ୍ରଦେଶରେ ଦୁଇଟି ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏବେ ସମସ୍ତ ତୃତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାପୂର୍ବରୁ ଜଣେ ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛି। ହାଇଦ୍ରାବାଦର ଗୋଶାମହାଲ ବିଧାନସଭାର ଭାଜପା…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୫।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୪୦୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୪୭ ଜଣଙ୍କ ମୃତ୍ୟୁ ଘଟିଛି।…

ଜନ୍ମଦିନରେ ଗରମ ସାମ୍ବରରେ ପଡ଼ି ପ୍ରାଣ ହରାଇଲେ

ହାଇଦ୍ରାବାଦ୍‌,୧୫।୨: ଆନ୍ଧ୍ରପ୍ରଦେଶରେ ଗତ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ଗରମ ସାମ୍ବର ରଖାଯାଇଥିବା ପାତ୍ରରେ ପଡ଼ି ପ୍ରାଣ ହରାଇଛନ୍ତି ଦୁଇ ବର୍ଷୀୟା ଝିଅ। ଏଭଳି ଘଟଣା ଆନ୍ଧ୍ର ପ୍ରଦେଶର କ୍ରିଷ୍ଣା ଜିଲାର କାଲାଗାରା ଗାଁରେ ଘଟିଛି। ଶିଶୁକନ୍ୟାଙ୍କୁ ହସ୍ପିଟାଲ ନିଆଯାଇଥିଲା…

ସରକାରଙ୍କୁ ସମର୍ଥନ କରିବାରୁ ନିଲମ୍ବିତ ହେବେ ୫ ବିଧାୟକ

ଗୁଆହାଟୀ,୧୫।୨: ମେଘାଳୟର ଭାଜପା ସମର୍ଥତ୍ତ ସରକାରରେ ଯୋଗଦେଇଥିବା ୫ କଂଗ୍ରେସ ବିଧାୟକ ଦଳରୁ ନିଲମ୍ବନ ହେବେ। ମେଘାଳୟ କଂଗ୍ରେସ ସଭାପତି ଭିନ୍‌ସେଣ୍ଟ ଏଚ୍‌. ପାଲା ସେମାନଙ୍କୁ ନିଲମ୍ବନ କରାଯିବା ଲାଗି ଏଆଇସିସିକୁ ସୁପାରିସ କରିଛନ୍ତି। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ପଠାଯିବ…

ୟୁନିଫର୍ମ ରଙ୍ଗର ହିଜାବ ପିନ୍ଧିବାକୁ ଅନୁମତି ଦିଆଯାଉ

ବାଙ୍ଗାଲୁରୁ,୧୫।୨: କେନ୍ଦ୍ରୀୟ ବିଦ୍ୟାଳୟରେ ମୁସଲିମ ଛାତ୍ରୀଙ୍କୁ ସ୍କୁଲ ୟୁନିଫର୍ମ ସହ ମ୍ୟାଚ୍‌ କରୁଥିବା ରଙ୍ଗର ହେଡ୍‌ସ୍କାର୍ଫ ପିନ୍ଧିବାକୁ ବିକଳ୍ପ ଦିଆଯାଇଛି। ଏହାକୁ ଆଧାର କରି ସମାନ ଅନୁମତି ଦେବାକୁ କର୍ନାଟକ ହାଇକୋର୍ଟରେ ସରକାରୀ ଶିକ୍ଷାନୁଷ୍ଠାନରେ ହିଜାବ ପ୍ରତିବନ୍ଧକ ବିରୋଧରେ ଆବେଦନକାରୀଙ୍କ ପାଇଁ…

ଶେଷ ହେଲା କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୧୫ ।୨: ଦେଶରେ କରୋନା ମହାମାରୀର ତୃତୀୟ ଲହର କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୭,୪୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଲଗାତାର ତୃତୀୟ ଦିନରେ ସଂକ୍ରମଣ ସଂଖ୍ୟା ୫୦ ହଜାର ତଳେ ରହିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri