ଜାତୀୟ

ପୌର ନିର୍ବାଚନ ପୋଛିନେଲା ଟିଏମ୍‌ସି

କୋଲକାତା,୧୪।୨: କୋଲକାତା ପରେ ପଶ୍ଚିମବଙ୍ଗର ବିଧାନନଗର, ସିଲିଗୁଡ଼ି, ଆସାନସୋଲ ଏବଂ ଚାନ୍ଦେରନାଗୋରେ ପୌର ନିଗମ ନିର୍ବାଚନ ଜିତିନେଇଛି ତୃଣମୂଳ କଂଗ୍ରେସ(ଟିଏମ୍‌ସି)। ସିଲିଗୁଡ଼ି ଏବଂ ଆସାନସୋଲରେ ଭାଜପା ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ବିଧାନନଗର ଏବଂ ଚାନ୍ଦେରନାଗୋରେ ପୌର ନିଗମରେ ବାମ ସାମ୍ମୁଖ୍ୟ…

ଟେକା ମାଡ଼ରେ ଭାଜପା ପ୍ରାର୍ଥୀ ଗୁରୁତର

ଚଣ୍ଡିଗଡ଼,୧୫।୨: ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ପଞ୍ଜାବ ଗିଲ୍‌ ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସୁଚାରାମ ଲାଧାରଙ୍କ କାରକୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି। ଫଳରେ ସେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୁଚାରାମ ଲୁଧିଆନାର ଏକ ଗ୍ରାମରେ…

କକ୍ଷପଥରେ ଇଓଏସ୍‌-୦୪

ଶ୍ରୀହରିକୋଟା, ୧୪ା୨: ଚଳିତ ବର୍ଷର ପ୍ରଥମ ମିଶନ ଭାବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସୋମବାର ସଫଳତାର ସହ ପିଏସ୍‌ଏଲ୍‌ଭି-ସି୫୨ ଯୋଗେ ଇଓଏସ୍‌-୦୪ ଉପଗ୍ରହକୁ ସଫଳତାର ସହ ପ୍ରେରଣ କରିଛି। ଏହା ସହ ଦୁଇଟି ଛୋଟ ସାଟେଲାଇଟ୍‌ ଇନ୍‌ସ୍ପାୟାରସାଟ୍‌-୧ ଏବଂ…

ହିଜାବ ବ୍ୟାନ୍‌ ପାଇଁ ଆଇନ ନାହିଁ

ବେଙ୍ଗାଲୁରୁ,୧୫।୨: ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ବ୍ୟବହାର ନିଷେଧ କରିବା ପାଇଁ କୌଣସି ଆଇନ ନାହିଁ ବୋଲି କର୍ନାଟକ ହାଇକୋର୍ଟରେ ଛାତ୍ରୀମାନେ ଯୁକ୍ତି ବାଢ଼ିଛନ୍ତି। ହିଜାବ ପିନ୍ଧିଥିବାରୁ କଲେଜରେ ପ୍ରବେଶ ଅନୁମତି ମିଳି ନ ଥିବା ଛାତ୍ରୀମାନଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବଦତ୍ତ କାମାତ୍‌…

ହିଜାବ ପିନ୍ଧିଥିବା ଛାତ୍ରୀଙ୍କୁ ଫେରାଇଦେଲା ସ୍କୁଲ

ମାଡ଼ିକେରି,୧୪।୨: କର୍ନାଟକ କୋଡାଗୁ ଜିଲାର ଏକ ପବ୍ଲିକ୍‌ ସ୍କୁଲ୍‌କୁ ସୋମବାର ହିଜାବ ପିନ୍ଧି ଆସିଥିବା ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ପ୍ରବେଶ ଅନୁମତି ଦିଆଯାଇ ନାହିଁ। ଫଳରେ ସେମାନେ ଘରକୁ ଫେରିଯିବାକୁ ବାଧ୍ୟ ହୋଇଛନ୍ତି। ନ୍ୟାୟ ମିଳିବ ବୋଲି ଛାତ୍ରୀମାନଙ୍କ ମାଆବାପା ଆଶାବାଦୀ…

ଶ୍ରୀନଗରରେ ଫାରୁକ୍‌ ଗୃହବନ୍ଦୀ

ଶ୍ରୀନଗର,୧୫।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ସୋମବାର ତାଙ୍କ ଶ୍ରୀନଗରସ୍ଥିତ ବାସଭବନରେ ଗୃହବନ୍ଦୀ ରଖାଯାଇଛି। ପୁଲ୍‌ଓ୍ବାମା ଆକ୍ରମଣର ତୃତୀୟ ବାର୍ଷିକୀରେ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ବାସଭବନ ବାହାରକୁ ଛଡ଼ାଯାଇ ନାହିଁ। ସେ ଏହାର ଦୃଢ଼…

ହନୁମାନ ଜନ୍ମସ୍ଥାନକୁ ନେଇ ୨ ଟ୍ରଷ୍ଟ ମଧ୍ୟରେ ବିବାଦ

ହାଇଦ୍ରାବାଦ,୧୫।୨: ଅଯୋଧ୍ୟା ରାମ ଜନ୍ମଭୂମି ବିବାଦ ୨୦୧୯ ନଭେମ୍ବରରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ସମାଧାନ ହେବା ପରେ ଏବେ ହନୁମାନ ଜନ୍ମସ୍ଥାନକୁ ନେଇ ନୂଆ ବିବାଦ ଦେଖାଦେଇଛି। ତେବେ ଏହି ବିବାଦ ଦୁଇ ଧର୍ମ ମଧ୍ୟରେ ନୁହେଁ, ବରଂ ଦୁଇ ହିନ୍ଦୁ ଟ୍ରଷ୍ଟ…

ୟୁକ୍ରେନ୍‌ ସଙ୍କଟ: କ’ଣ କରିବ ଭାରତ

ନୂଆଦିଲ୍ଲୀ, ୧୫ା୨: ୟୁକ୍ରେନ୍‌ ପ୍ରସଙ୍ଗରେ ରୁଷିଆକୁ ଘେରିବାକୁ ଉଦ୍ୟମ କରୁଛନ୍ତି ନାଟୋ ଦେଶ। ଆମେରିକା ଓ ପାଶ୍ଚାତ୍ୟ ଦେଶ ମସ୍କୋ ଉପରେ ଚାପ ପକାଇବାକୁ ସବୁ ପ୍ରକାର ଚେଷ୍ଟା ଚଳାଇଥିବାବେଳେ ରୁଷିଆ ନିଜ ଜିଦ୍‌ ଛାଡ଼ିବାକୁ ନାରାଜ। ବାରମ୍ବାର ଶାନ୍ତି ଉଦ୍ୟମ…

୧୨-୧୮ ବର୍ଷର କିଶୋରଙ୍କ ପାଇଁ ଖୁବଶୀଘ୍ର ଆସିବ ସ୍ୱଦେଶୀ କରୋନା ଭ୍ୟାକ୍ସିନ

ନୂଆଦିଲ୍ଲୀ,୧୫ ।୨: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ର ବିଷୟ ବିଶେଷଜ୍ଞ କମିଟି(ଏସ୍‌ଇସି) ୧୨ରୁ ୧୮ ବର୍ଷ ବୟସର ପିଲାମାନଙ୍କ ପାଇଁ ବାୟୋଲଜିକାଲ ଇର କୋଭିଡ ୧୯ ଟିକା କାର୍ବେଭ୍ୟାକ୍ସକୁ ଜରୁରୀକାଳିନ ପରିସ୍ଥିତିରେ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛନ୍ତି ।…

ୱାଇ କାଟାଗୋରୀ ସୁରକ୍ଷା ମାଗିଲେ ତେଜ ପ୍ରତାପ

ପାଟନା,୧୫ ।୨: ଆରଜେଡି ନେତା ତେଜ ପ୍ରତାପ ଯାଦବ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ । ଚର୍ଚ୍ଚାର କାରଣ ହେଉଛି ସେ ୱାଇ କାଟାଗୋରୀ ସୁରକ୍ଷା ମାଗିଛନ୍ତି । ତେଜ ପ୍ରତାପ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟକୁ ଚିଠିଲେଖି ନିଜ ଜୀବନ ପ୍ରତି ବିପଦ…

ଉତ୍ତରାଖଣ୍ଡ, ଗୋଆରେ ଭୋଟ ଶେଷ

ନୂଆଦିଲ୍ଲୀ,୧୫।୨:କୋଭିଡ୍‌ କଟକଣା ଓ କଡ଼ା ସୁରକ୍ଷା ବନ୍ଦୋବସ୍ତ ମଧ୍ୟରେ ସୋମବାର ଉତ୍ତରାଖଣ୍ଡ ବିଧାନସଭାର ୭୦ ଓ ଗୋଆର ୪୦ ଆସନରେ ନିର୍ବାଚନ ଶେଷ ହୋଇଛି। ଏହି ଦୁଇ ରାଜ୍ୟରେ ଯଥାକ୍ରମେ ୬୨.୫% ଓ ୭୮.୯୪% ମତଦାନ ହୋଇଛି। ସେହିପରି ଉତ୍ତର ପ୍ରଦେଶରେ…

ପ୍ରତିଶୋଧ ନେଲେ ପ୍ରଧାନମନ୍ତ୍ରୀ

ଜଳନ୍ଧର,୧୫।୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ୨୦୧୪ ସାଧାରଣ ନିର୍ବାଚନ ବେଳର ଏକ ଘଟଣାକୁ ନେଇ ଟାର୍ଗେଟ କରିଛନ୍ତି। କଂଗ୍ରେସ ଶାସିତ ପଞ୍ଜାବସ୍ଥିତ ଜଳନ୍ଧରରେ ଭାଜପାର ଏକ ନିର୍ବାଚନୀ ସଭାକୁ ସମ୍ବୋଧନ କରି ମୋଦି କହିଛନ୍ତି, ୨୦୧୪ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri