ଦେଶର ବିକାଶ ଗତିକୁ ବୃଦ୍ଧି କରିଛି ଜନ ଧନ ଯୋଜନା…
ନୂଆଦିଲ୍ଲୀ,୨୮।୮: ଦେଶର ବିକାଶରେ ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି। ଏହା ବିକାଶ ଗତିକୁ ବହୁଗୁଣା ବୃଦ୍ଧି କରିବାକୁ ସକ୍ଷମ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ ଧନ ଯୋଜନାର ୭ ବର୍ଷ ପୂର୍ତ୍ତିି ଅବସରରେ...
ଭାରତର ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବା ଅପରିହାର୍ଯ୍ୟ…
ଚେନ୍ନାଇ,୨୮।୮: ଭାରତର ସୀମାକୁ ସଶକ୍ତ କରିବା ଲାଗି ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବାର ଆବଶ୍ୟକତା ରହିଛି। ପୃଥିବୀରେ ଯେଉଁଭଳି ଭାବରେ ପରିବର୍ତ୍ତନ ଘଟୁଛି, ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଜରୁରୀ ହୋଇପଡ଼ିଛି। ପ୍ରତିଟି ଦେଶ ନିଜ ନିଜର ସାମରିକ ଶକ୍ତି...
କୃଷି ଆଇନ ବିରୋଧୀ ପ୍ରସ୍ତାବ ଆଣିଲେ ଷ୍ଟାଲିନ୍, ଭାଜପା କଲା ଗୃହତ୍ୟାଗ…
ଚେନ୍ନାଇ,୨୮।୮: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ସରକାରଙ୍କ ପକ୍ଷରୁ ଏକ ପ୍ରସ୍ତାବ ବିଧାନସଭା ଆଗତ ହେବା ପରେ ଦ୍ୱନିମତରେ ପାରିତ ହୋଇଛି। ଏହାକୁ ନେଇ ଭାଜପା ସଦସ୍ୟମାନେ ଗୃହତ୍ୟାଗ କରିଛନ୍ତି। ଷ୍ଟାଲିନଙ୍କ ସରକାରଙ୍କ...
ବଦଳୁଛି କଶ୍ମୀରର ରଙ୍ଗ, ଭିଟାମାଟିକୁ ଫେରୁଛନ୍ତି କଶ୍ମୀର ପଣ୍ଡିତ…
ଶ୍ରୀନଗର,୨୮।୮: କଶ୍ମୀରର ରଙ୍ଗ ବଦଳିବାକୁ ଆରମ୍ଭ କରିଛି। କେନ୍ଦ୍ର ସରକାରଙ୍କ ଅନୁଯାୟୀ, ଏପର୍ଯ୍ୟନ୍ତ ୩,୮୦୦ରୁ ଅଧିକ ପଣ୍ଡିତ ନିଜ ଭିଟାମାଟିକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପୁନର୍ବାସ ପ୍ୟାକେଜ ଅନ୍ତର୍ଗତ ୩,୮୪୧ କଶ୍ମୀରୀ ପଣ୍ଡିତ ଜମ୍ମୁ-କଶ୍ମୀରୀକୁ ବାହୁଡ଼ିଛନ୍ତି। ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ...
କୋର୍ଟଙ୍କର ଅବମାନନା କଲେ ଆଉ ଛାଡ଼ ପାଇବେନି ନେତା…
ନୂଆଦିଲ୍ଲୀ,୨୮।୮: ନେତାମାନେ କୋର୍ଟଙ୍କର ଅବମାନନା କଲେ ସେମାନଙ୍କଉ ଛଡ଼ାଯିବ ନାହିଁ। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁପ୍ରିମ୍କୋର୍ଟ (ଏସ୍ସି)ଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ସୁପ୍ରିମକୋର୍ଟ ପୂର୍ବରୁ ରାଜନୈତିକ...
ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଉପରେ…
ନୂଆଦିଲ୍ଲୀ,୨୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...
‘ତୁମ ସବୁ ଗୋପନ କଥା କହିବି’
ମୁମ୍ବାଇ, ୨୭।୮: ଗିରଫ ହେବାର ୩ ଦିନ ପରେ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ନାରାୟଣ ରାଣେ ପୁଣିଥରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କୁ ସମାଲୋଚନା କରିଛନ୍ତି। ଶୁକ୍ରବାର ରତ୍ନଗିରିଠାରେ ଭାଜପାର ‘ଜନ ଆଶୀର୍ବାଦ ଯାତ୍ରା’ରେ ଉଦ୍ବୋଧନ ଦେଇ ରାଣେ...
‘ପାଳି ସରକାର କଥା ଉଠୁ ନାହିଁ’
ନୂଆଦିଲ୍ଲୀ,୨୭।୮: “ ପାଳି ସରକାର କଥା ଉଠୁ ନାହିଁ। ମୋ ସପକ୍ଷରେ ଛତିଶଗଡ଼ର କଂଗ୍ରେସ ଇନଚାର୍ଜ ପି ଏଲ ପୁନିଆ ଅଛନ୍ତି। ମୋର ଯାହା କହିବାର ଥିଲା, ତାହା ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ କହିଛି। ଦଳର ସ୍ଥିତି...
ମୋତେ ନିଷ୍ପତ୍ତି ନେବାକୁ ଦିଅ, ନହେଲେ …
ଚଣ୍ଡିଗଡ,୨୭।୮: ବ୍ୟକ୍ତିଗତ ପରାମର୍ଶଦାତା ପଦରୁ ମାଲଭିନ୍ଦର ସିଂ ମାଲିଙ୍କ ଇସ୍ତଫା ପରେ ପତିକ୍ରିୟାଶୀଳ ହୋଇ ଉଠିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ୍ ସିଂ ସିଦ୍ଧୁ। ସେ ଶୁକ୍ରବାର ଦଳୀୟ ହାଇକମାଣ୍ଡଙ୍କ ଠାରୁ ନିଷ୍ପତ୍ତି ନେବାର ସ୍ବାଧିନତା ମାଗିଛନ୍ତି। ଯଦି ଦାବି...
ଭଗବାନଙ୍କ ସୁପର କମ୍ପ୍ୟୁଟର ସ୍ଥିର କରୁଛି କରୋନା ଭାଇରସ ଦ୍ୱାରା କିଏ ସଂକ୍ରମିତ ହେବ କାହାର ମୃତ୍ୟୁ ହେବ: ଆସାମ ମନ୍ତ୍ରୀ
ଗୁଆହାଟି,୨୭ ।୮: ଆସାମର ମନ୍ତ୍ରୀ ଚନ୍ଦ୍ର ମୋହନ ପଟୋୱାରୀଙ୍କ ଜ୍ଞାନ ବୃଦ୍ଧି ହୋଇଛି । ଶୁକ୍ରବାର ସେ ଦାବି କରିଛନ୍ତି କରୋନା ଭାଇରସ ସଂକ୍ରମଣ ଓ ଏହାଦ୍ୱାରା ହେଉଥିବା ମୃତ୍ୟୁ ସବୁ ଈଶ୍ୱରଙ୍କ ଦ୍ୱାରା ତିଆରି ହୋଇଥିବା ସୁପର କମ୍ପ୍ୟୁଟର...
ଗିରଫ ହେଲେ ପୂର୍ବତନ ଆଇପିଏସ୍ ଅମିତାଭ ଠାକୁର
ଲକ୍ଷ୍ନୌ,୨୭ ।୮: ପୂର୍ବତନ ଆଇପିଏସ୍ ଅମିତାଭ ଠାକୁରଙ୍କୁ ହଜରତଗଞ୍ଜ ପୋଲିସ ଗିରଫ କରିଛି । ତାଙ୍କ ବିରୋଧରେ ହଜରତଗଞ୍ଜ ଥାନାରେ ଶୁକ୍ରବାର ଏକ ମାମଲା ରୁଜୁ କରାଯାଇଛି । ଅଭିଯୋଗ ରହିଛି କି ସେ ବଳାତ୍କର ପୀଡ଼ିତାଙ୍କୁ ଆତ୍ମହତ୍ୟା କରିବାକୁ...
ଉତ୍ତରାଖଣ୍ଡରେ ଲଗାଣ ବର୍ଷା: ଭାଙ୍ଗିଲା ପୋଲ, ଭାସିଗଲା ଗାଡି
ଡେରାଡୁନ,୨୭ ।୮: ଉତ୍ତରାଖଣ୍ଡରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବର୍ଷା ଯୋଗୁଁ ଜାତୀୟ ରାଜପଥ ସହ ଅନ୍ୟ ସଡ଼କ ବି ବନ୍ଦ ହୋଇଯାଇଛି । ପ୍ରବଳ ବର୍ଷା ଯୋଗୁ ଡେରାଡୁନ-ରିଷିକେଶ ହାଇୱେରେ ଥିବା ପୋଲ...
Archives


