ଜାତୀୟ

ଟୁଇଟ୍‌ କରି ଆତ୍ମହତ୍ୟା କରିବାକୁ ଯାଉଥିବା ଯୁବକଙ୍କୁ ଉଦ୍ଧାର କଲେ ପୋଲିସ…

ନୂଆଦିଲ୍ଲୀ,୧୪।୩ : ପରୀକ୍ଷାରେ ଖରାପ ହେବାରୁ ଆତ୍ମହତ୍ୟା କରିବାକୁ ଯାଉଥିବା ଜଣେ ଯୁବକଙ୍କୁ ରାଜସ୍ଥାନ ପୋଲିସ ଉଦ୍ଧାର କରିଛନ୍ତି। ଯୁବକ ଜଣକ ଟୁଇଟ୍‌ କରି ସେ ଆତ୍ମହତ୍ୟା କରିବାକୁ ଯାଉଥିବା ସୂଚନା ଦେଇଥିଲେ। ତାଙ୍କର ଜଣେ ସାଙ୍ଗ ଏନେଇ ପୋଲିସକୁ ଖବର…

କର୍ନାଟକ ଉପକୂଳରୁ ମିଳିଲା ଦୁର୍ଲଭ କାରପେଣ୍ଟର ଶାର୍କ

ବେଙ୍ଗାଲୁରୁ,୧୪।୩: କର୍ନାଟକର ମାଲପେରେ ମାଛ ଧରାଳୀଙ୍କ ଜାଲରେ ଲାଗିଛି ଏକ ଦୁର୍ଲଭ ମାଛ। ସମୁଦ୍ରରେ ମାଛ ଧରାଳୀମାନେ ୧୦ ଫୁଟ୍‌ ଲମ୍ବା କାରପେଣ୍ଟର ଶାର୍କକୁ କ୍ରେନ ସହାୟତାରେ କୂଳକୁ ଆଣିଥିଲେ। ବିରାଟ କାୟ ମାଛକୁ କ୍ରେନ ଉଠାଉଥିବା ଦୃଶ୍ୟ ଏବେ ସୋସିଆଲ…

ନକ୍ସଲଙ୍କ ଆଇଡି ବିସ୍ଫୋରଣ: ଆଇଟିବିପି ଯବାନ ଶହୀଦ

ରାୟପୁର,୧୪।୩: ପୁଣି ଥରେ ନକ୍ସଲମାନଙ୍କ ଭୟଭୀତ କାର୍ଯ୍ୟ ସାମ୍ନାକୁ ଆସିଛି। ଛତିଶଗଡର ନାରାୟଣପୁରରେ ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ଜଣେ ଆଇଟିବିପି ଅଧିକାରୀ ଶହୀଦ ହୋଇଛନ୍ତି। ଏହି ବିସ୍ଫୋରଣରେ ଜଣେ ହେଡ କନଷ୍ଟେବଳ ମଧ୍ୟ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ବିମାନ ଉଡ଼ାଣ…

ଦଳ ପାଇଁ ବଳିଦାନ ଦେବାକୁ ପ୍ରସ୍ତୁତ ଗାନ୍ଧୀ ପରିବାର

ନୂଆଦିଲ୍ଲୀ,୧୪।୩: କଂଗ୍ରେସ ଆନ୍ତରୀଣ ସଭାପତି ସୋନିଆ ଗାନ୍ଧୀ ତାଙ୍କ ପରିବାର ସଦସ୍ୟ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି)ରେ ଇସ୍ତଫା ପ୍ରସ୍ତାବ ଦେଇଥିଲେ। କିନ୍ତୁ ସିଡବ୍ଲ୍ୟୁସି ସର୍ବସମ୍ମତି କ୍ରମେ ଏହାକୁ ପ୍ରତ୍ୟାଖ୍ୟାନ…

ବ୍ରହ୍ମୋସର ଲକ୍ଷ୍ୟଭେଦ କ୍ଷମତା ବୃଦ୍ଧି କଲା ଭାରତ…

ନୂଆଦିଲ୍ଲୀ,୧୪।୩ : ଭାରତର ବ୍ରହ୍ମୋସ ସୁପରସୋନିକ କ୍ଷେପଣାସ୍ତ୍ର ହଠାତ୍‌ ପାକିସ୍ତାନ ଅଞ୍ଚଳରେ ପଡ଼ିବା ନେଇ ବିବାଦ ମଧ୍ୟରେ ବି ଖୁସି ଖବର ଆସିଛି। ଭାରତ ବ୍ରହ୍ମୋସ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ ଶକ୍ତି ବୃଦ୍ଧି କରିବାକୁ ଯାଉଛି। ଏହି କ୍ଷେପଣାସ୍ତ୍ର ବର୍ତ୍ତମାନ…

ଭାରତ ବିରୋଧରେ ‘ମନୋବୈଜ୍ଞାନିକ ଯୁଦ୍ଧ’ ଷଡ଼ଯନ୍ତ୍ର କରୁଛି ଚାଇନା, ବାଂଲାଦେଶରେ କ୍ଷେପଣାସ୍ତ୍ର ରକ୍ଷାଣବେକ୍ଷଣ କେନ୍ଦ୍ର ନିର୍ମାଣ…

ନୂଆଦିଲ୍ଲୀ,୧୪।୩ : ବାଂଲାଦେଶକୁ ମୋହରା କରି ଚାଇନା ବର୍ତ୍ତମାନ ଭାରତ ବିରୋଧରେ ମାନସିକ ଚାପ ସୃଷ୍ଟି କରିବାରେ ଲାଗିଛି। ଏହା ବାଂଲାଦେଶରେ ଭୂପୃଷ୍ଠରୁ ବାୟୁ କ୍ଷେପଣାସ୍ତ୍ର ପାଇଁ ଏକ ରକ୍ଷଣାବେକ୍ଷଣ କେନ୍ଦ୍ର ସ୍ଥାପନ କରିବାରେ ନିୟୋଜିତ ଅଛି। ଏହି ରକ୍ଷଣାବେକ୍ଷଣ କେନ୍ଦ୍ର…

୨ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୩୦ରୁ କମ୍‌…

ନୂଆଦିଲ୍ଲୀ, ୧୪।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧ ହଜାର ୯୦୧…

ଶତ୍ରୁଘ୍ନ ସିହ୍ନା, ବାବୁଲ ସୁପ୍ରିୟୋ ଟିଏମ୍‌ସି ପ୍ରାର୍ଥୀ

କୋଲକାତା,୧୪।୩(ଆଇଏଏନ୍‌ଏସ୍‌): ପଶ୍ଚିମବଙ୍ଗରେ ଏପ୍ରିଲ ୧୨ରେ ହେବାକୁ ଥିବା ଉପନିର୍ବାଚନ ଲାଗି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶତ୍ରୁଘ୍ନ ସିହ୍ନା ଏବଂ ବାବୁଲ ସୁପ୍ରିୟୋଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଆସାନସୋଲ ଲୋକ ସଭା ଆସନ ଲାଗି ଶତ୍ରୁଘ୍ନ ଟିଏମ୍‌ସି ପ୍ରାର୍ଥୀ…

ଯୋଗୀ ୨.୦: ଉତ୍ତର ପ୍ରଦେଶରେ ହୋଇପାରନ୍ତି ୨ରୁ ଅଧିକ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୪ ।୩: ଉତ୍ତର ପ୍ରଦେଶରେ ଚଳିତ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବିପୁଳ ବିଜୟ ମିଳିବା ପରେ ଏବେ ସେଠାରେ ଯୋଗୀ ଆଦିତ୍ୟନାଥ ସରକାର ଗଠନ କରିବାକୁ ଯାଉଛନ୍ତି । ଏ ନେଇ ରବିବାର ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା…

ୟୁପି: ୫୧% ବିଧାୟକଙ୍କ ନାଁରେ ଆପରାଧିକ ମାମଲା

ଲକ୍ଷ୍ନୌ,୧୪।୩(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ନବନିର୍ବାଚିତ ୪୦୩ ବିଧାୟକଙ୍କ ମଧ୍ୟରୁ ୨୦୫ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଥିବା ସେମାନେ ଘୋଷଣା କରିଛନ୍ତି। ଅର୍ଥାତ୍‌ ପାଖାପାଖି ୫୧ ପ୍ରତିଶତ ବିଧାୟକଙ୍କ ବିରୋଧରେ ବିଭିନ୍ନ ଅପରାଧ ମାମଲା ରହିଛି। ୨୦୧୭ ୟୁପି ବିଧାନସଭା ନିର୍ବାଚନ ବେଳେ…

୪ ଘଣ୍ଟାର ବୈଠକ ପରେ ନିଷ୍ପତ୍ତି ହେଲା ସୋନିଆ ଧରିବେ ମଙ୍ଗ

ନୂଆଦିଲ୍ଲୀ,୧୩ା୩: ସଦ୍ୟ ଅନୁଷ୍ଠିତ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଦଳର ନେତୃତ୍ୱ ପରିବର୍ତ୍ତନ କରିବାକୁ ଜୋର ଧରିଥିଲା। ଏହି ପରିପ୍ରେକ୍ଷୀରେ ରବିବାର କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକ ବସିଥିଲା।…

ଅଢେଇ ଘଣ୍ଟା ଧରି ଆଲୋଚନା କଲେ ମୋଦି-ଯୋଗୀ

ନୂଆଦିଲ୍ଲୀ,୧୩।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଜୟ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ରାତି ୫ଟାରୁ ଆରମ୍ଭ ହୋଇଥିବା ଏହି ସଭା ପ୍ରାୟ ଅଢେଇ ଘଣ୍ଟା ଧରି ଚାଲିଥିଲା। ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?