ଇସ୍ତଫା ଦେବେ ବାଘେଲ!
ରାୟପୁର,୨୭ ।୮: ଛତିଶଗଡ଼ କଂଗ୍ରେସରେ ରାଜନୈତିକ ସଙ୍କଟ ଲାଗି ରହିଛି । ମୁଖ୍ୟମନ୍ତ୍ରୀ ଭୁପେଷ ବାଘେଲ ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ଦିଲ୍ଲୀରେ ପହଞ୍ଚିଛନ୍ତି । ସନ୍ଧ୍ୟାରେ ସେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ...
ଇସ୍ତଫା ଦେଲେ ସିଦ୍ଧୁଙ୍କ ପରାମର୍ଶଦାତା: କଶ୍ମୀର, ଇନ୍ଦିରା ଗାନ୍ଧୀଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ
ଚଣ୍ଡିଗଡ଼,୨୭ ।୮: କଶ୍ମୀର ଓ ଇନ୍ଦିରା ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ ଦେଇଥିବା ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କ ପରାମର୍ଶଦାତା ମାଲବିନ୍ଦର ସିଂ ମାଲି ତାଙ୍କ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି । କଂଗ୍ରେସ ହାଇକମାଣ୍ଡରଙ୍କ ପକ୍ଷରୁ...
ହସ୍ପିଟାଲରେ ଭର୍ତ୍ତି ହେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ
ଜୟପୁର,୨୭।୮:ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ସ୍ବସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଜୟପୁରର ସଓ୍ବାଇ ମାନସିଂହ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ବିଟାଲରେ ଭର୍ତ୍ତି ହୋଇଥିବା ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ...
ବିବାହର ୩ ମାସ ପରେ ସନ୍ତାନ ପ୍ରସବ କଲେ ମହିଳା, ସ୍ବାମୀ ଗଲେ କୋର୍ଟ; ପୂରା କାରଣ ଜାଣିଲେ…
ଲକ୍ଷ୍ନୌ,୨୭ା୮: ବିବାହର କିଛିଦିନ ପରେ ନବବଧୂଙ୍କ ପେଟ ଫୁଲିବାରୁ ଏହା ଗ୍ୟାସ ଯୋଗୁ ପେଟ ଫୁଲୁଛି ବୋଲି ସେ କହିଥିଲେ। ମାତ୍ର ଯେତେବେଳେ ଅଲଟ୍ରାସାଉଣ୍ଡ ହେଲା ସେତେବେଳେ ସମସ୍ତ ପୋଲ୍ ଖୋଲିଗଲା। ଏହା ପରେ ସ୍ବାମୀ କୋର୍ଟର ଦ୍ୱାରସ୍ଥ ହୋଇ...
୭ ଟ୍ରକରେ ନିଆଁ ଲଗାଇଲେ ଉଗ୍ରବାଦୀ: ୫ ଡ୍ରାଇଭର ମୃତ
ଗୁଆହାଟି,୨୭ ।୮: ଆସାମର ଦିମା ହସାଓ ଜିଲାରେ ଉଗ୍ରବାଦୀମାନେ ଲଙ୍କା ରୋଡରେ ୭ଟି ଟ୍ରକରେ ନିଆଁ ଲଗାଇ ଦେଇଛନ୍ତି । ଏଥିରେ ୫ ଜଣ ଚାଳକଙ୍କ ମୃତ୍ୟୁ ହୋଇଥବା କୁହାଯାଉଛି । ପୋଲିସ ଘଟଣାର ଯାଞ୍ଚ ଆରମ୍ଭ କରିଛି ।...
ଆରମ୍ଭ ହେବ ‘ଦେଶ କା ମେଣ୍ଟର’ କାର୍ଯ୍ୟକ୍ରମ: ସୋନୁ ସୁଦ ହେଲେ ବ୍ରାଣ୍ଡ ଆମ୍ବାସାଡର
ନୂଆଦିଲ୍ଲୀ,୨୭।୮: ଚଳଚ୍ଚିତ୍ର ଅଭିନେତା ସୋନୁ ସୁଦ ଶୁକ୍ରବାର ସକାଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ରାଘବ ଚଢା ଏବଂ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଅଭିନେତା ସୋନୁ ସୁଦ ଏବଂ କେଜ୍ରିଓ୍ବାଲଙ୍କ...
କେଜ୍ରିଓ୍ବାଲଙ୍କୁ ଭେଟିଲେ ସୋନୁ ସୁଦ
ନୂଆଦିଲ୍ଲୀ,୨୭।୮: ଚଳଚ୍ଚିତ୍ର ଅଭିନେତା ସୋନୁ ସୁଦ ଶୁକ୍ରବାର ସକାଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ରାଘବ ଚଢା ଏବଂ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। କୁହାଯାଉଛି ଯେ ଏହା ଏକ ଆନୁଷ୍ଠାନିକ...
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ଇଟାୱା ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ବସ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହେବାରୁ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।...
ବଢୁଛି ସଂକ୍ରମଣ
ନୂଆଦିଲ୍ଲୀ,୨୭।୮: ଦେଶରେ କରୋନା ସଂକ୍ରମିତଙ୍କ ଧୀରେ ଧୀରେ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୯୬ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ...
ନିନ୍ଦା କଲା ଭାରତ
ନୂଆଦିଲ୍ଲୀ,୨୭।୮: କାବୁଲ ବିମାନବନ୍ଦର ନିକଟରେ ହୋଇଥିବା ମାରାତ୍ମକ ବୋମା ବିସ୍ଫୋରଣକୁ ଭାରତ ଦୃଢ ନିନ୍ଦା କରିଛି। ଭାରତ କହିଛି ଯେ, ଏହି ବିସ୍ଫୋରଣ ପୁଣି ଥରେ ଚେତାଇ ଦେଇଛି ଯେ ଆତଙ୍କବାଦ ବିରୋଧରେ ବିଶ୍ୱ ଏକାଠି ହେବା ଆବଶ୍ୟକ। ଯେଉଁମାନେ...
ବନ୍ଦ ହେଲା ୟାହୁର ନ୍ୟୁଜ ୱେବସାଇଟ୍
ନୂଆଦିଲ୍ଲୀ,୨୬।୮: ଭାରତରେ ୟାହୁ ତା’ର ନ୍ୟୁଜ ୱେବସାଇଟ୍ ଗୁରୁବାର ବନ୍ଦ କରିଦେଇଛି। ଏଗୁଡ଼ିକ ମଧ୍ୟରେ ୟାହୁ ନ୍ୟୁଜ, ୟାହୁ କ୍ରିକେଟ ଫାଇନାନ୍ସ, ଏଣ୍ଟରଟେନମେଣ୍ଟ ଓ ମେକର୍ସ ଇଣ୍ଡିଆ ରହିଛି । କିନ୍ତୁ ୟାହୁ ଇ-ମେଲ ଓ ସର୍ଚ୍ଚ ସେବା ପୂର୍ବ...
୯ ମାମଲା ରୁଜୁ କଲା ସିବିଆଇ
ନୂଆଦିଲ୍ଲୀ,୨୬।୮: ପଶ୍ଚିମବଙ୍ଗ ନିର୍ବାଚନ ପରବର୍ତ୍ତୀ ହିଂସା ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଗୁରୁବାର ୯ଟି ମାମଲା ରୁଜୁ କରିଛି। ସିବିଆଇର ୪ଟି ସ୍ବତନ୍ତ୍ର ୟୁନିଟ୍ ବିଭିନ୍ନ ହିଂସାକାଣ୍ଡ ସ୍ଥଳକୁ ଯାଇ ତଦନ୍ତ କରିଛି। କେତେକ ମାମଲାର ତଦନ୍ତ ରାଜ୍ୟ ସରକାରଙ୍କୁ...
Archives


