ଭାରତୀୟ ସେନା ଉପରେ ନିର୍ମାଣ ହୋଇଥିବା ଏହି ଫିଲ୍ମକୁ ମିଳି ନ ଥିଲା ଏନ୍ଓସି: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧୨।୨: ବଲିଉଡ୍ରେ ଦେଶର ସେନା ଓ ଯବାନଙ୍କୁ ନେଇ ଅନେକ ଫିଲ୍ମ ତିଆରି କରାଯାଇଛି। ଆଉ ଏଭଳି ଫିଲ୍ମଗୁଡ଼ିକୁ ବଲିଉଡ୍ ପ୍ରଥମେ ଆଗ୍ରାଧିକାର ଦେଉଥିବା ବେଳେ ଦର୍ଶକ ମଧ୍ୟ ଏହାକୁ ବେଶ୍ ପସନ୍ଦ କରିଥାନ୍ତି। କିନ୍ତୁ ଜାଣିଛନ୍ତି କି, ଚଳିତ ଥର…
ଭୋପାଳ ସହରର କାଜି କହିଲେ ମହିଳା ପିନ୍ଧନ୍ତୁ ବୁର୍ଖା, ହିଜାବ
ଭୋପାଳ,୧୨ ।୨: କର୍ନାଟକର ଉଡୁପି ସହରରେ ଆରମ୍ଭ ହୋଇଥିବା ହିଜାବ ଏବେ ପ୍ରାୟ ସାରା ଦେଶରେ ପ୍ରସାର ହୋଇଗଲାଣି । ଏବେ ମୁସଲମାନ ମହିଳାଙ୍କ ହିଜାବକୁ ନେଇ ଆରୋପ ପ୍ରତ୍ୟାରୋପ ଚାଲିଥିବା ବେଳେ ଏବେ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳ ସହରର କାଜି…
ଥରିଲା ଉତ୍ତରାଖଣ୍ଡ
ଡେରାଡୁନ,୧୨।୨: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଶନିବାର ସକାଳେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଏହାର କେନ୍ଦ୍ରସ୍ଥଳ ଉତ୍ତରକାଶୀରୁ ୩୯ କିଲୋମିଟର ଦୂରରେ ରହିଥିବା ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…
୧୬ ଯାଏ କଲେଜ ବନ୍ଦ
ଉଡ଼ୁପି,୧୨।୨: କର୍ନାଟକରେ ହିଜାବକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ କଲେଜ ଛୁଟିକୁ ୧୬ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ୧୪ ତାରିଖରେ ସ୍କୁଲ୍ ଖୋଲିବାକୁ ଥିବାରୁ ଆଇନ ଶୃଙ୍ଖଳା ସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ପୋଲିସ ପକ୍ଷରୁ ସତର୍କତା ପଦକ୍ଷେପ ସ୍ବରୂପ…
ରାଜ୍ୟରେ ସୋମବାରରୁ ଖୋଲିବ ସମସ୍ତ ସ୍କୁଲ
ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରେ କରୋନା ପ୍ରକୋପ କମିବାରେ ଲାଗିିଛି। ତେଣୁ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣି ଥରେ ରାଜ୍ୟରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବୃଆରୀ ୧୪ ତଥା ସୋମବାରରୁ ରାଜ୍ୟରେ ନର୍ସରୀ କ୍ଲାସଠାରୁ ଆରମ୍ଭ କରି ସମସ୍ତ…
ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ
ନୂଆଦିଲ୍ଲୀ,୧୨ା୨ପି.ଟି.): ସାଧାରଣ ବଜେଟ ଓ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ପରେ ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି। ଜାନୁୟାରୀ ୩୧ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହୋଇଥିଲା ଏବଂ…
ବିଚାରପତି ଗଣେଦିଓ୍ବାଲାଙ୍କ ଇସ୍ତଫା
ମୁମ୍ବାଇ,୧୨ା୨: ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ପ୍ରସଙ୍ଗରେ ଲଗାତର ବିବାଦୀୟ ରାୟ ଦେବା ଜଣେ ମହିଳା ବିଚାରପତିଙ୍କୁ ମହଙ୍ଗା ପଡ଼ିଛି। ‘ସ୍କିନ୍-ଟୁ-ସ୍କିନ୍ କଣ୍ଟାକ୍ଟ’ ରାୟକୁ ନେଇ ଚର୍ଚ୍ଚିତ ଓ ସମାଲୋଚିତ ଜଷ୍ଟିସ୍ ପୁଷ୍ପା ବୀରେନ୍ଦ୍ର…
ଲଦାଖ ଲୋକଙ୍କୁ ଅଟକାଇଲା ପିଏଲ୍ଏ
ନୂଆଦିଲ୍ଲୀ,୧୨ା୨(ଆଇଏଏନ୍ଏସ୍): ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ସୈନ୍ୟମାନେ ଗତ ମାସରେ ଲଦାଖକୁ ଅନୁପ୍ରବେଶ କରି ସ୍ଥାନୀୟ ଲୋକଙ୍କୁ ଗୋରୁ ଚରାଇବାକୁ ଛାଡ଼ି ନ ଥିଲେ। ଏନେଇ ନ୍ୟୋମା ଅଞ୍ଚଳର ପୂର୍ବତନ ଭାଜପା କାଉନସିଲର ଉର୍ଗାଇନ୍ ଚୋଡନ୍ ଶୁକ୍ରବାର ଏହି ସୂଚନା…
ପଞ୍ଜାବ ବିଧାନସଭା ନିର୍ବାଚନ: କଂଗ୍ରେସ ଜିତିଲେ ସିଦ୍ଧୁ ହେବେ ସୁପର ସିଏମ୍
ଚଣ୍ଡିଗଡ଼,୧୨ ।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିକଟରେ ବିଧାନସଭା ନିର୍ବାଚନକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛନ୍ତି । ଏହି ଘୋଷଣାର କିଛିଦିନ ପରେ ଏବେ ଦଳର ଏମ୍ପି ରବନୀତ ସିଂ ବିଟ୍ଟୁ ଦାବି…
୨୫% ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା
ଚଣ୍ଡିଗଡ଼,୧୨ା୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୫ ପ୍ରତିଶତଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ୧୧୭ ନିର୍ବାଚନମଣ୍ଡଳୀ ମଧ୍ୟରୁ ୫୭ ଆସନ (୪୯%)ରେ ୩ କିମ୍ବା ତଦୂର୍ଦ୍ଧ୍ୱ ପ୍ରାର୍ଥୀ ସେମାନଙ୍କ ନାମରେ ଆପରାଧିକ ମାମଲା…
ରାହୁଲଙ୍କୁ ରାଜୀବଙ୍କ ପୁଅ ବୋଲି ପ୍ରମାଣ ମାଗିଛୁ କି
ନୂଆଦିଲ୍ଲୀ,୧୨ା୨: ଆସାମ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ହିମନ୍ତ ବିଶ୍ୱଶର୍ମା ଦଳୀୟ ନିର୍ବାଚନ ପ୍ରଚାର ପାଇଁ ଶୁକ୍ରବାର ଉତ୍ତରାଖଣ୍ଡ ଯାଇଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ରାହୁଲ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ…
ୟୁପିରେ ପ୍ରିୟଙ୍କା ଗାନ୍ଧୀ କାହିଁକି ଲଢୁ ନାହାନ୍ତି ନିର୍ବାଚନ
ନୂଆଦିଲ୍ଲୀ,୧୨ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ସେଠାରେ ରାଜନୀତି ହୋଇଛି ସରଗରମ । ପ୍ରଚାର ଯୋରସୋରରେ ହେଉଥିବା ବେଳେ ଶାସକ ଓ ବିରୋଧିଙ୍କ ମଧ୍ୟରେ ଟଣାଭିଡା ଲାଗି ରହିଛି । ଇତିମଧ୍ୟରେ ଅନେକଙ୍କ ମନରେ ପ୍ରଶ୍ନ ଉଠୁଛିକି…
Archives


