ଗୁରୁ ଗ୍ରନ୍ଥ ସାହିବ ମୁଣ୍ଡରେ ବୋହି ବିମାନ ବନ୍ଦର ବାହାରକୁ ଆଣିଲେ କେନ୍ଦ୍ରମନ୍ତ୍ରୀ…
ନୂଆଦିଲ୍ଲୀ,୨୪।୮: ଆଫଗାନିସ୍ତାନରେ ତାଲିବାନ ସଙ୍କଟ ମଧ୍ୟରେ ପୁଣି ଭାରତୀୟମାନେ ସ୍ବଦେଶ ଫେରିଛନ୍ତି। ତାଜିକିସ୍ତାନର ଦୁଶାନବେରୁ ଉଡ଼ାଣ କରୁଥିବା ଏୟାର ଇଣ୍ଡିଆ ବିମାନରେ ପ୍ରାୟ ୭୮ ଜଣ ଲୋକ ଥିଲେ। ବିମାନବନ୍ଦରରେ କେନ୍ଦ୍ର ମନ୍ତ୍ରୀ ହରଦୀପ୍ ସିଂ ପୁରୀ ସେମାନଙ୍କୁ ସ୍ବାଗତ...
ନାରାୟଣ ରାଣେଙ୍କୁ ଗିରଫ ନିର୍ଦ୍ଦେଶ…
ନାସିକ,୨୪।୮: ଜନ ଆଶୀର୍ବାଦ ଯାତ୍ରା ସମୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ନାସିକ ପୋଲିସର ଅପରାଧ ଶାଖା ଦ୍ୱାରା ଏହି...
ଦୈନିକ ସଂକ୍ରମଣ ୩୦ ହଜାର ତଳେ…
ନୂଆଦିଲ୍ଲୀ,୨୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୪୬୭ରେ ପହଞ୍ଚିଛି। ଲଗାତାର...
୬୭ ଏମ୍ପି-୨୯୬ ବିଧାୟକ ଅଯୋଗ୍ୟ ଘୋଷିତ ହେବା ଆଶଙ୍କା…
ନୂଆଦିଲ୍ଲୀ,୨୪।୮: ଦେଶର ୬୭ ଏମ୍ପି ଏବଂ ୨୯୬ ବିଧାୟକଙ୍କୁ ଏବେ ଅଯୋଗ୍ୟ ଘୋଷିତ ହେବା ଆଶଙ୍କା ଘାରିଛି। ସେମାନଙ୍କ ବିରୋଧରେ ଅପରାଧୀକ ମାମଲା ରହିଛି। ଦୋଷୀ ସାବ୍ୟସ୍ତ ହେଲେ ଏମ୍ପି ଏବଂ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବାର ଆଶଙ୍କା ରହିଛି।...
‘ୟୁଏପିଏରେ ଗିରଫ ଏକ ଚକ୍ରାନ୍ତ’
ନୂଆଦିଲ୍ଲୀ, ୨୪ା୮: ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଘଟଣାରେ ଷଡ଼ଯନ୍ତ୍ର କରାଯାଇ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍ୟୁ)ର ପୂର୍ବତନ ଛାତ୍ରନେତା ଉମର ଖଲିଦ୍ଙ୍କୁ ଗିରଫ କରାଯାଇଥିଲା ବୋଲି ସୋମବାର ଦିଲ୍ଲୀର ଏକ ଅଦାଲତରେ ତାଙ୍କ ଓକିଲ କହିଛନ୍ତି। ବେଆଇନ କାର୍ଯ୍ୟକଳାପ ନିରୋଧୀ ଆଇନ...
ଆତଙ୍କ ସୃଷ୍ଟିରେ ନିୟୋଜିତ ହୋଇଥିଲେ ଜେଏନ୍ୟୁ୍ ଛାତ୍ର
ମୁମ୍ବାଇ, ୨୪।୮(ଆଇଏଏନ୍ଏସ୍): ଭୀମା-କୋରେଗାଁଓ ଏବଂ ଏଲ୍ଗାର ପରିଷଦ ମାମଲାରେ ଅଭିଯୁକ୍ତମାନେ ଦୁଇଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରମାନଙ୍କୁ ମହାରାଷ୍ଟ୍ର ଏବ ଦେଶରେ ଆତଙ୍କବାଦୀ କାର୍ଯ୍ୟରେ ନିୟୋଜିତ କରିଥିଲେ। ଉକ୍ତ ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଏହା ଜାଣିବାକୁ...
ଆସେଟ୍ ମନିଟାଇଜେଶନ ପ୍ଲାନ୍ ଘୋଷଣା, ୨୦୨୫ ସୁଦ୍ଧା ୬ ଲକ୍ଷ କୋଟି ଟଙ୍କା ସଂଗ୍ରହ ଲକ୍ଷ୍ୟ
ନୂଆଦିଲ୍ଲୀ,୨୪।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୪ ବର୍ଷିଆ ଆସେଟ୍ ମନିଟାଇଜେଶନ ପ୍ଲାନ୍ ସମ୍ପର୍କରେ ସୋମବାର ଘୋଷଣା କରିଛନ୍ତି। ନ୍ୟାଶନାଲ ମନିଟାଇଜେଶନ ପାଇପଲାଇନ(ଏନ୍ଏମ୍ପି) ଅଧୀନରେ ୨୦୨୫ ସୁଦ୍ଧା ୬ ଲକ୍ଷ କୋଟି ଟଙ୍କା ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି।...
କେନ୍ଦ୍ରମନ୍ତ୍ରୀଙ୍କୁ କାଳିମାଡ଼ କଲେ ମହିଳା
ପାଟନା, ୨୩ା୮: କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇବା ପରେ ପ୍ରଥମ ଥର ପାଇଁ ନିଜ ଲୋକ ସଭା ନିର୍ବାଚନମଣ୍ଡଳୀ ବିହାରର ହାଜିପୁର ଗସ୍ତ କରିଥିବା ପଶୁପତି ପାରସଙ୍କ ଉପରକୁ ସୋମବାର କାଳିମାଡ଼ ହୋଇଛି। ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି) ଏମ୍ପି ପଶୁପତିଙ୍କ...
ତୃତୀୟ ଲହର ନିଶ୍ଚିତ, ପିଏମ୍ଓକୁ ଅବଗତ କଲା ବିଶେଷଜ୍ଞ କମିଟି
ନୂଆଦିଲ୍ଲୀ, ୨୩।୮: କରୋନା ମହାମାରୀର ତୃତୀୟ ଲହର ନିଶ୍ଚିତ ଏବଂ ଅକ୍ଟୋବର ବେଳକୁ ଏହା ଶୀର୍ଷ ଛୁଇଁପାରେ ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା (ଏନ୍ଆଇଡିଏମ୍) ଅଧୀନରେ ଗଠିତ ବିଶେଷଜ୍ଞ କମିଟି ସତର୍କ କରାଇଦେଇଛି। ତୃତୀୟ ଲହରରେ ବୟସ୍କଙ୍କ ସମେତ...
ପଞ୍ଚଭୂତରେ ବିଲିନ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ: ପୁଅ ରାଜବୀର ଦେଲେ ମୁଖାଗ୍ନି
ଆଲିଗଡ଼,୨୩ ।୮: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂଙ୍କର ବୁଲନ୍ଦସହରର ନରୌରା ଘାଟରେ ଅନ୍ତିମ ସଂସ୍କାର କରାଯାଇଛି । ପୁଅ ରାଜବୀର ସିଂ କଲ୍ୟାଣ ସିଂଙ୍କୁ ମୁଖାଗ୍ନି ଦେଇଛନ୍ତି । ତାଙ୍କର ଅନ୍ତିମ...
ଜାତିଗତ ଜନଗଣନା: ନୀତୀଶ କହିଲେ ଆଶା କରୁଛୁ ପ୍ରଧାନମନ୍ତ୍ରୀ ଆମ କଥା ରଖିବେ
ନୂଆଦିଲ୍ଲୀ,୨୩ ।୮: ଜାତିଗତ ଜନଗଣନାକୁ ନେଇ ସୋମବାର ବିହାରର ୧୦ ରାଜନୈତିକ ଦଳର ୧୧ ଜଣ ବଡ ବଡ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ସବୁଠୁ ଆଗରେ ଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି ପ୍ରଧାନମନ୍ତ୍ରୀ...
ପଶ୍ଚିମବଙ୍ଗ ବିଭାଜନ ନେଇ ଭାଜପାରେ ଫାଟ…
କୋଲକାତା, ୨୩।୮: ପଶ୍ଚିମବଙ୍ଗ ବିଭାଜନ ନେଇ ରାଜ୍ୟ ଭାଜପାରେ ଫାଟ ସୃଷ୍ଟି ହୋଇଛି। ରାଜ୍ୟ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଉତ୍ତର ପଶ୍ଚିମବଙ୍ଗକୁ ଅଲଗା ରାଜ୍ୟର ମାନ୍ୟତା ଦେବା ପାଇଁ ମୌଖିକ ଭାବେ କେନ୍ଦ୍ରୀୟ ମନ୍ତ୍ରୀ ଜନ୍ ବାର୍ଲାଙ୍କ ଦାବିକୁ ସମର୍ଥନ...
Archives


