ଜାତୀୟ

ପଦ୍ମ ଧରିଲେ ଦ’ ଗ୍ରେଟ୍‌ ଖଲି

ନୂଆଦିଲ୍ଲୀ,୧୦।୨: ପଦ୍ମ ଧରିଲେ ଖ୍ୟାତନାମା ରେସଲର ତଥା ଡବ୍ଲ୍ୟୁଡବ୍ଲ୍ୟୁଇ ତାରକା ଦିଲ୍ଲୀପ ସିଂହ ରାଣା ଓରଫ ଦ ଗ୍ରେଟ୍‌ ଖଲି। ଭାଜପା ମୁଖ୍ୟାଳୟକୁ ଆସି ଗୁରୁବାର ସେ ଦଳରେ ସାମିଲ ହୋଇଛନ୍ତି। ୪୯ ବର୍ଷୀୟ ଖଲି ପୂର୍ବତନ ବିଶ୍ୱ ହେଭିଓ୍ବେଟ୍‌ ଚାମ୍ପିୟନ୍‌,…

ମୁହଁ ଖୋଲିଲେ ନୀତିନ ଗଡ଼କରୀ…

ନୂଆଦିଲ୍ଲୀ, ୧୦।୨ : କର୍ନାଟକର ହିଜାବ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ କହିଛନ୍ତି ଯେ ଆମେ ସମସ୍ତ ଧର୍ମକୁ ସମ୍ମାନ ଦେବା ଏବଂ ସମାଜରେ ଧାର୍ମିକ ସମନ୍ବୟ ସୃଷ୍ଟି କରିବା ଉଚିତ। ଗଡକରୀ କହିଛନ୍ତି ଯେ ଆମେ ସବୁ ଧର୍ମ,…

‘ପ୍ରଥମେ ମତଦାନ, ପରେ ଜଳପାନ’

ଲକ୍ଷ୍ନୌ,୧୦।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ ପ୍ରଥମ ପର୍ଯ୍ୟାୟ ଗୁରୁବାର ଅନୁଷ୍ଠିତ ହେଉଛି। ମଥୁରାର ପାଞ୍ଚଟି ବିଧାନସଭା ଆସନରେ ଭୋଟ ଗ୍ରହଣ ଚାଲିଛି। ଗଣତନ୍ତ୍ରର ମହାନ ପର୍ବରେ ଭୋଟରମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରୁଛନ୍ତି। ପ୍ରଥମ ଥର ପାଇଁ ଭୋଟ ଦେଇଥିବା…

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ହେଲା ଟ୍ରାଭେଲ ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୧୦।୨: ଅନ୍ତର୍ଜାତୀୟ ଟ୍ରାଭେଲରଙ୍କ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନୂଆ ଟ୍ରାଭେଲ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ଫେବୃୟାରୀ ୧୪ରୁ ନୂଆ ଗାଇଡ୍‌ଲାଇନ୍‌ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏୟାର ସୁବିଧା ପୋର୍ଟାଲରେ ସେଲ୍‌ଫ ଡିକ୍ସାରେଶନକୁ ବାଧ୍ୟତାମୂଳକ କରାଯାଇଛି। ତେବେ ୭୨ ଘଣ୍ଟା…

ମତଦାନ କଲେ ୧୦୫ ବର୍ଷୀୟା ବୃଦ୍ଧା

ମୁଜଫରପୁରନଗର,୧୦।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଭୋଟରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଶୀତୁଆ ସକାଳରେ ପୁଲିଂ ବୁଥ୍‌ଗୁଡ଼ିକରେ ଭୋଟରମାନେ ଲମ୍ବା ଲାଇନରେ…

ହିଜାବ ବିବାଦରେ ‘ବୁଲେଟ୍‌’ ଏଣ୍ଟ୍ରି

ଭୋପାଳ,୧୦।୨: କର୍ନାଟକର ଏକ ସ୍କୁଲରୁ ଆରମ୍ଭ ହୋଇଥିବା ହିଜାବ ବିବାଦ ମାମଲା ଏବେ ମଧ୍ୟପ୍ରଦେଶରେ ପହଞ୍ଚିଛି। ବୁଧବାର ଝିଅମାନେ ହିଜାବ-ବୁର୍ଖାରେ ଫୁଟବଲ-କ୍ରିକେଟ ଖେଳିବା ପରେ ଏବେ ବୁଲେଟ ଚଳାଉଥିବା ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ବୁଲେଟରେ ବସିଥିବା ଜଣେ ଝିଅ…

ହିଜାବରେ ହସ୍ତକ୍ଷେପ ନ କରିବାକୁ କହିଲେ ସୁପ୍ରିମ୍‌କୋର୍ଟ, ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ପଦକ୍ଷେପ…

ନୂଆଦିଲ୍ଲୀ, ୧୦।୨ : କର୍ନାଟକରେ ଚାଲିଥିବା ହିଜାବ ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। କଂଗ୍ରେସ ନେତା ତଥା ଓକିଲ କପିଲ ସିବଲ ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। ଏହି ପ୍ରସଙ୍ଗରେ କର୍ନାଟକ…

ପ୍ରଚାର ମଇଦାନରେ କେଜ୍‌ରିଓ୍ବାଲଙ୍କ ସ୍ତ୍ରୀ, ଝିଅ

ଚଣ୍ଡିଗଡ଼,୧୦।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। ବିଭିନ୍ନ ଦଳ ପ୍ରଚାର ପାଇଁ କୌଣସି ସୁଯୋଗ ହାତଛଡା କରିବାକୁ ଚାହୁଁନାହାନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସ୍ତ୍ରୀ ସୁନୀତା ଝିଅ ହର୍ଷିତାଙ୍କ ସହ ନିର୍ବାଚନ ପ୍ରଚାର ପାଇଁ ପଞ୍ଜାବରେ…

ହିଜାବରେ ନୂଆ ମୋଡ଼, ଅଲ୍ଲା-ହୁ-ଆକବର କହିଥିବା ମୁସକାନ୍‌ଙ୍କୁ ଆର୍‌ଏସ୍‌ଏସ୍‌ ମୁସଲିମ୍‌ ଶାଖାର ସମର୍ଥନ …

ବେଙ୍ଗାଲୁରୁ, ୧୦।୨ : ହିଜାବ୍‌ ବିବାଦ ନେଇ ଦେଶର ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଏପରିସ୍ଥଳେ ଅଲ୍ଲା-ହୁ-ଆକବର କହିଥିବା ମୁସକାନ୍‌ଙ୍କୁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ମୁସଲିମ୍‌ ଶାଖା ଏମ୍‌ଆର୍‌ଏମ୍‌ ପକ୍ଷରୁ ସମର୍ଥନ କରାଯାଇଛି। ଫଳରେ ହିଜାବ ପ୍ରସଙ୍ଗରେ ଏକ…

ରିଜର୍ଭ ବ୍ୟାଙ୍କ ମୁଦ୍ରା ନୀତି ଜାରି, କୌଣସି ନୀତିଗତ ପରିବର୍ତ୍ତନ ନାହିଁ…

ନୂଆଦିଲ୍ଲୀ, ୧୦।୨ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଗୁରୁବାର ମୁଦ୍ରା ନୀତି ସମୀକ୍ଷାର ଫଳାଫଳ ପ୍ରକାଶିତ ହୋଇଛି। ଏଥିରେ ନୀତି ହାରରେକୌଣସି ପରିବର୍ତ୍ତନ କରାଯାଇନାହିଁ। ଏହା ଅନୁସାରେ ବର୍ତ୍ତମାନ ରେପୋ ରେଟ୍‌ ୪ ପ୍ରତିଶତରେ ଏବଂ ରିଭର୍ସ ରେପୋ…

ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ମିରଟର ଅଧିକାଂଶ କେନ୍ଦ୍ରରେ ଇଭିଏମ୍ ଖରାପ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଗୁରୁବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ପଶ୍ଚିମ ଉତ୍ତର ପ୍ରଦେଶର ଅଧିକାଂଶ ଜିଲା ମିରଟ, ଗାଜିଆବାଦ, ଗୌତମବୁଦ୍ଧନଗର, ହାପୁଡ, ବାଗପତ, ଶାମଲି, ମୁଜଫରନଗର, ଅଲିଗଡ଼, ମଥୁରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri