ଜିଲା ଅଦାଲତରେ ବିସ୍ଫୋରଣ, ୨ ମୃତ, ୫ରୁ ଅଧିକ ଆହତ…
ଲୁଧିୟାନା, ୨୩।୧୨: ପଞ୍ଜାବର ଲୁଧିୟାନା ଜିଲା ଅଦାଲତରେ ଗୁରୁବାର ବିସ୍ଫୋରଣ ଘଟିଛି। ଅଦାଲତର ଦ୍ୱିତୀୟ ମହଲାରେ ବିସ୍ଫୋରଣ ଘଟିବାରୁ ଲୋକେ ଭୟରେ ଦୌଡ଼ାଦୌଡ଼ି ଆରମ୍ଭ କରିଥିଲେ। ଫଳରେ ଦଳାଚକଟା ଯୋଗୁ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୫ରୁ ଅଧିକ ଜଣ…
ଭର୍ଚୁଆଲ କୋର୍ଟ ମ୍ୟାରେଜ୍କୁ ହାଇକୋର୍ଟଙ୍କ ଅନୁମତି…
କୋଚି, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟର ଆତଙ୍କକୁ ଦୃଷ୍ଟିରେ ରଖି କେରଳ ହାଇକୋର୍ଟ ଏକ ଭର୍ଚୁଆଲ କୋର୍ଟ ମ୍ୟାରେଜ୍କୁ ଅନୁମତି ପ୍ରଦାନ କରିଛନ୍ତି। ବିଚାରପତି ଏନ୍. ନଗରେଶଙ୍କ ନେତୃତ୍ୱର ଗଠିତ ଖଣ୍ଡପୀଠ କୋର୍ଟ ମ୍ୟାରେଜ୍ ଲାଗି ଆବେଦନ କରିଥିବା…
ନାବାଳକକୁ ବୀଭତ୍ସ ହତ୍ୟା
ଝାଡଖଣ୍ଡ,୨୩।୧୨: ଝାଡଖଣ୍ଡର ଦେଓଗର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷୀୟ ବାଳକର ଗଳା କାଟି, ହାତ ,ଗୋଡ କାଟି ମୃତଦେହକୁ ଅଖା ଭିତରେ ଭର୍ତ୍ତି କରି ଏକ ଜଙ୍ଗଲରେ ପଡିଥିବା ଅଭିଯୋଗ ହୋଇଛି। ତେବେ ମୃତକ ବାଳକର…
ତାମିଲନାଡୁରେ ଆତଙ୍କ, ୩୩ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ତାମିଳନାଡୁରେ ୩୩ ଜଣ ନୂଆ ଓମିକ୍ରନ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ସହିତ ଦେଶରେ ମୋଯ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯ରେ ପହଞ୍ଚିଛି।…
୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ, ୮୧ ଆକ୍ରାନ୍ତ…
ନୂଆଦିଲ୍ଲୀ, ୨୩।୧୨: ଦେଶର ୧୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳ ୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ ଘଟିଛି। ଏସବୁ ସ୍କୁଲରେ ୮୧ ଜଣ ପିଲାଙ୍କ…
ଓମିକ୍ରନକୁ ନେଇ ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୩।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ଦେଶରେ ଚିନ୍ତା ବଢାଇଛି। ପ୍ରତିଦିନ ନୂଆ ନୂଆ ମାମଲା ସାମ୍ନାକୁ ଆସୁଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଶହ ପାର କରିସାରିଲଣି। ଏ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ସମୀକ୍ଷା…
ଟିକାକରଣ ପ୍ରମାଣପତ୍ର ନ ଥିଲେ ଦରମା ବନ୍ଦ, ସରକାରଙ୍କ କଡ଼ା ଆଇନ…
ଚଣ୍ଡିଗଡ଼, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏପରିସ୍ଥଳେ କରୋନାର ତୃତୀୟ ଲହର ଭୟକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ସମସ୍ତ କର୍ମଚାରୀଙ୍କ ଲାଗି…
ଏମିତି ବାପାଙ୍କୁ ସଲାମ: ଗୋଟିଏ ନିଷ୍ପତ୍ତି ବଦଳାଇ ଦେଲା ୯ ଜୀବନ
ଚେନ୍ନାଇ,୨୩।୧୨: ଅଢେଇ ବର୍ଷ ବୟସ୍କା ଅନାୟାକା ଆଉ ଏହି ଦୁନିଆରେ ନାହାଁନ୍ତି, କିନ୍ତୁ ତାଙ୍କ ବାପାଙ୍କ ସାହସିକ ନିଷ୍ପତ୍ତି ଯୋଗୁ ନଅ ଜଣ ରୋଗୀ ଏବେ ଏକ ନୂତନ ଜୀବନ ପାଇବେ। ଏକ ସଡକ ଦୁର୍ଘଟଣାରେ ସମଗ୍ର ପରିବାରକୁ ହରାଇବା ସତ୍ତ୍ୱେ…
ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…
ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର ୪୯୫…
ଦେଶରେ ୨୩୬ ଓମିକ୍ରନ୍ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…
ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୬ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫…
ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ
ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଓମିକ୍ରନ୍ ସଂକ୍ରମଣ ବଢ଼ିଚାଲିଥିବାରୁ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଳନ ଲାଗି…
ଶାହା, ସୋନିଆଙ୍କୁ ସୁରକ୍ଷା ଦେବେ ମହିଳା କମାଣ୍ଡୋ
ନୂଆଦିଲ୍ଲୀ, ୨୩ା୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଝିଅ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଅନ୍ୟ ଭିଆଇପିଙ୍କ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ ସିଆର୍ପିଏଫ୍ର ମହିଳା କମାଣ୍ଡୋ। ଏ ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।…
Archives


