ଜାତୀୟ

ବାରାଣସୀ ଏଡିଏମ୍‌ ନିଲମ୍ବିତ

ଲକ୍ଷ୍ନୌ,୧୦।୩ (ପି.ଟି.): ଉତ୍ତରପ୍ରଦେଶରେ ଇଭିଏମ୍‌ରେ ଜାଲିଆତି କରାଯାଇଥିବା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଅଭିଯୋଗ ଆଣିବାର ଦିନକ ପରେ ବାରାଣସୀ ଏଡିଏମ୍‌ଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଇଭିଏମ୍‌ ସ୍ଥାନାନ୍ତର ବେଳେ ନିୟମ ଉଲ୍ଲଂଘନ କାରଣରୁ ଏଡିଏମ୍‌ ନଳିନୀକାନ୍ତ ସିଂଙ୍କୁ…

ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ, ୬୯୦ ଆସନ ପାଇଁ ହେବ ମତଗଣନା

ନୂଆଦିଲ୍ଲୀ,୧୦ ।୩: ଶେଷ ହେଲ ଅପେକ୍ଷା । ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ଆସିବାକୁ ଯାଉଛି । ଆଉ ମାତ୍ର କିଛି ସମୟ ପରେ ମତଗଣନା ଆରମ୍ଭ ହେବାକୁ ଯାଉଥିବା ବେଳେ ସମସ୍ତ ରାଜନୈତିକ ଦଳ…

ସରପଞ୍ଚଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୯।୩: ଶ୍ରୀନଗର ସହରର ସୀମାନ୍ତରେ ଥିବା ଖାନମୋହରେ ଆତଙ୍କବାଦୀମାନେ ଜଣେ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି। ମୃତ ଜଣଙ୍କ ହେଲେ ସମୀର ଭଟ୍ଟ। ଆତଙ୍କବାଦୀଙ୍କ ଗୁଳିମାଡରେ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ସମୀର ଶରୀରର ଅନେକ ସ୍ଥାନରେ ଗୁଳି…

୧୨-୧୭ ବର୍ଷର ପିଲାଙ୍କୁ ଦିଆଯିବ କୋଭୋଭାକ୍ସ

ନୂଆଦିଲ୍ଲୀ,୯।୩: ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର କରୋନା ଟିକା କୋଭୋଭାକ୍ସକୁ ୧୨-୧୭ ବର୍ଷର ପିଲାଙ୍କୁ ଜରୁରୀକାଳିନ ବ୍ୟବହାର ପାଇଁ ଅନୁମତି ମିଳିଛି। ୧୮ ବର୍ଷରୁ କମ ପିଲାଙ୍କ ମଧ୍ୟରେ ବ୍ୟବହାର ପାଇଁ ଅନୁମୋଦନ ପାଇବାରେ ଏହା ହେଉଛି ଚତୁର୍ଥ ଟିକା। ଗତ…

ଭାଜପାର ବିପୁଳ ବିଜୟ

ଗୁଆହାଟୀ,୯।୩: ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାପୂର୍ବରୁ ଆସାମର ପୌର ନିର୍ବାଚନରେ ଭାଜପା ଚମତ୍କାର ପ୍ରଦର୍ଶନ କରିଛି। ଆସାମ ରାଜ୍ୟ ନିର୍ବାଚନ ଆୟୋଗ ଦ୍ୱାରା ବୁଧବାର ଘୋଷିତ ନିର୍ବାଚନ ଫଳାଫଳ ଅନୁଯାୟୀ ପୌର ନିର୍ବାଚନରେ…

ଏବେଠୁ ଭୟ: ଗୋଆରେ ସବୁ ପ୍ରାର୍ଥୀଙ୍କୁ ରିସୋର୍ଟକୁ ନେଲା କଂଗ୍ରେସ

ପଣଜୀ,୯।୩: ଗୋଆରେ ନିର୍ବାଚନ ଫଳାଫଳ ଆସିବାର ଅବ୍ୟବହିତ ପୂର୍ବରୁ ସରକାର ଗଠନକୁ ନେଇ ଅଣ୍ଟା ଭିଡିଛି କଂଗ୍ରେସ। ବିଶେଷକରି ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇ ମଧ୍ୟ ଗୋଆରେ ସରକାର ଗଠନ କରିପାରି ନ ଥିଲା। ଏଥର…

ଘରୁ ଫେରାର ହେବା ପରେ ପୋଲିସକୁ ସୁରକ୍ଷା ମାଗିଲେ ମନ୍ତ୍ରୀଙ୍କ ଝିଅ

ବେଙ୍ଗାଲୁରୁ,୯।୩: ଘରୁ ଫେରାର ହୋଇ ଜଣେ ବ୍ୟବସାୟୀଙ୍କୁ ବିବାହ କରିଥିବା ତାମିଲନାଡୁ ମନ୍ତ୍ରୀଙ୍କ ଝିଅ ବେଙ୍ଗାଲୁରୁରେ ପୋଲିସ ଠାରୁ ସୁରକ୍ଷା ଦାବି କରିଛନ୍ତି। ପେଶାରେ ଡାକ୍ତର ଥିବା ଜୟକଲ୍ୟାଣି ହେଉଛନ୍ତି ହିନ୍ଦୁ ଧାର୍ମିକ ଏବଂ ଚାରିଟେବୁଲ ଏଣ୍ଡୋମେଣ୍ଟ ମନ୍ତ୍ରୀ ପି କେ…

ଏନ୍‌ଇଇଟି ୟୁଜି ଲାଗି ସର୍ବୋଚ୍ଚ ବୟସସୀମା ହଟିଲା

ନୂଆଦିଲ୍ଲୀ,୯।୩: ଜାତୀୟ ମେଡିକାଲ କମିଶନ (ଏନ୍‌ଏମ୍‌ସି) ଏନ୍‌ଇଇଟି-ଅଣ୍ଡରଗ୍ରାଜୁଏଟ୍‌ ୨୦୨୨ ପରୀକ୍ଷା ଦେବାକୁ ଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ସର୍ବୋଚ୍ଚ ବୟସ ସୀମାକୁ ହଟାଇ ଦେଇଛନ୍ତି। ୨୦୧୭ରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଅଣସଂରକ୍ଷିତ ପ୍ରାର୍ଥୀଙ୍କ ପାଇଁ ସର୍ବୋଚ୍ଚ ବୟସସୀମା ୨୫…

ଟ୍ରେନ୍‌ରେ ମିଳିଲା ଡବଲ୍‌ ଖୁସି

ଲକ୍ଷ୍ନୌ,୯।୩: ଜଣେ ମହିଳାଙ୍କୁ ଟ୍ରେନରେ ଡବଲ୍‌ ଖୁସି ମିଳିଛି। ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ମହିଳା ଜଣଙ୍କ ଯମଜ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଉଭୟ ଶିଶୁ ଏବଂ ମା’ ସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହରଦା ହସ୍ପିଟାଲରେ…

ଇଭିଏମ୍‌ ଚୋରି ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ଇସି

ଲକ୍ଷ୍ନୌ,୯।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଭୋଟ ଗଣତିର ୪୮ ଘଣ୍ଟା ପୂର୍ବରୁ ଇଲେକ୍‌ଟ୍ରୋନିକ୍‌ ଭୋଟିଂ ମେସିନ୍ସ (ଇଭିଏମ୍‌) ଚୋରି ଘଟଣାରେ ସମ୍ପୃକ୍ତ ବରିଷ୍ଠ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯିବ। ଟ୍ରେନିଂ ଇଭିଏମ୍‌ ପରିବହନ ନିୟମ ଭଙ୍ଗ ହୋଇଥିବାରୁ ବାରଣାସୀର ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ୍‌…

‘ମୋଦି ଭାରତର ସଙ୍କଟମୋଚକ’

ନୂଆଦିଲ୍ଲୀ,୯।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଚାଲିଛି। ୟୁକ୍ରେନରେ ଫସିଥିବା ଲୋକଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଭାରତ ସରକାର ଲଗାତର ଉଦ୍ୟମ କରୁଛନ୍ତି। ତେବେ ବୁଧବାର ଭାରତର ପ୍ରୟାସ ଉପରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।…

ଫଡନବିସଙ୍କୁ ଅଟକ ରଖିଲା ମୁମ୍ବାଇ ପୋଲିସ

ମୁମ୍ବାଇ,୯।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଅଟକ ରଖିଛି ମୁମ୍ବାଇ ପୋଲିସ। ସେ ଏନ୍‌ସିପି ନେତା ତଥା ମନ୍ତ୍ରୀ ଥିବା ନବାବ ମଲିକଙ୍କ ଇସ୍ତଫା ଦାବି କରି ବୁଧବାର ଶୋଭାଯାତ୍ରା ବାହାର କରିଥିଲେ। ହେଲେ ପୋଲିସ ସେମାନଙ୍କୁ ମେଟ୍ରୋ ଜଙ୍କସନଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?