ଜାତୀୟ

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୪୦୧ରେ ପହଞ୍ଚିଛି। ଏହି...

ଗଣମାଧ୍ୟମରେ ବିଚାରପତି ନିଯୁକ୍ତି ରିପୋର୍ଟ: ସିଜେଆଇ କ୍ଷୁବ୍ଧ

ନୂଆଦିଲ୍ଲୀ, ୧୯।୮(ଆଇଏଏନ୍‌ଏସ୍‌): ସର୍ବୋଚ୍ଚ ଅଦାଲତରେ ବିଚାରପତି ନିଯୁକ୍ତି ନିମନ୍ତେ କଲେଜିୟମ ବୈଠକକୁ ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିବାରୁ ଏଥିରେ ପ୍ରଧାନ ବିଚାରପତି ଏନ୍‌.ଭି. ରମନା ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ଅବସର ଗ୍ରହଣ କରିଥିବା ସୁପ୍ରିମକୋର୍ଟ ବିଚାରପତି ନବୀନ...

କେନ୍ଦ୍ର, ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ, ୧୯।୮(ପି.ଟି.): ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ ପାଇଁ ପଶ୍ଚିମବଙ୍ଗ ସରକାର ତଦନ୍ତ କମିଶନ ଗଠନ କରିଥିବାରୁ ସୁପ୍ରିମକୋର୍ଟ ବୁଧବାର ଏନେଇ କେନ୍ଦ୍ର ଓ ଉକ୍ତ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି....

ସିବିଆଇକୁ ମିଳୁ ସ୍ବୟଂକ୍ରିୟ କ୍ଷମତା

ଚେନ୍ନାଇ, ୧୯।୮(ଆଇଏଏନ୍‌ଏସ୍‌): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ପିଞ୍ଜରାବଦ୍ଧ ଶୁଆ ନ କରି ଏହାକୁ ମୁକ୍ତ କରିବା ବା ସ୍ବୟଂକ୍ରିୟ କ୍ଷମତା ଦେବା ପାଇଁ ମାଡ୍ରାସ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଫାଇନାନ୍ସ କମ୍ପାନୀର ଠକେଇ ମାମଲାର...

ସେପ୍ଟେମ୍ବରରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ, ୧୯ା୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବାବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିଯିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ନିକଟରେ ଦାଖଲ କରାଯିବ। ତେଣୁ ସେପ୍ଟେମ୍ବର ସୁଦ୍ଧା କିମ୍ବା ଏହା...

ଏହି ପାକିସ୍ତାନୀ ମହିଳା ୨୬ ବର୍ଷ ଧରି ମୋଦିଙ୍କ ହାତରେ ବାନ୍ଧି ଆସୁଛନ୍ତି ରାଖୀ, ଏଥର ବି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦୀର୍ଘ ୨୬ ବର୍ଷ ଧରି ଜଣେ ପାକିସ୍ତାନୀ ମହିଳା ରାଖୀ ବାନ୍ଧି ଆସୁଛନ୍ତି। ତାଙ୍କ ନାମ କମର ଜହାଁ। ସେ ମୋଦିଙ୍କ ପାଇଁ ବହୁତ ସୁନ୍ଦର ରାଖୀ ନିଜ ହାତରେ ପ୍ରସ୍ତୁତ କରିଥାନ୍ତି। ରାଖୀ...

ବଢ଼ିବାକୁ ଯାଉଛି କାଜୁ, କିସ୍‌ମିସ୍‌ ମୂଲ୍ୟ

ନୂଆଦିଲ୍ଲୀ,୧୯।୮ : ଭାରତରେ କାଜୁ, କିସ୍‌ମିସ୍‌ ଭଳି ଡ୍ରାଏ ଫ୍ରୁଟ୍ସର ଦାମ ବଢ଼ିପାରେ। କାରଣ ଭାରତ ସହ ଆଫଗାନିସ୍ତାନର ଆମଦାନୀ ଓ ରପ୍ତାନୀ ଉପରେ ରୋକ ଲଗାଇ ଦେଇଛି ତାଲିବାନ୍‌। ଫଳରେ ରବିବାର ଠାରୁ ଭାରତକୁ ଡ୍ରାଏ ଫୁଟ ଆସୁ...

ଭାଜପା ରାଲିରେ ଫୁଟିଲା ଗୁଳି

ବେଙ୍ଗାଲୁରୁ,୧୮।୮ : ଭାଜପାର ଜନ ଆଶୀର୍ବାଦ ଯାତ୍ରା ବେଳେ ଯାଦଗିରଠାରେ କିଛି କର୍ମୀ ଫାଙ୍କା ଗୁଳି ଚଳାଇଛନ୍ତି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ଜବତ ହୋଇଥିବା ୪ ବନ୍ଧୁକ ମଧ୍ୟରେ ଦୁଇଟିର ଲାଇସେନ୍ସ ଅଛି। ଅନ୍ୟ ଦୁଇ...

ତାଲିବାନ୍‌କୁ ପ୍ରଶଂସା କରି ଫସିଲେ ଏମ୍‌ପି

ଲକ୍ଷ୍ନୌ,୧୮।୮: ତାଲିବାନର ଆଫଗାନିସ୍ତାନ ଦଖଲକୁ ଭାରତର ସ୍ବାଧୀନତା ସଂଗ୍ରାମ ସହ ତୁଳନା କରିଥିବା ସମାଜବାଦୀ ପାର୍ଟି ଏମ୍‌ପି ଶଫିକୁର ରହମାନ ବାର୍କଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଭାଜପା ପଶ୍ଚିମ ଉତ୍ତରପ୍ରଦେଶ ଆଞ୍ଚଳିକ ଉପାଧ୍ୟକ୍ଷ ରାଜେଶ ସିଙ୍ଘଲଙ୍କ ଅଭିଯୋଗ...

ଆସନ୍ତା ମାସରୁ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୧୮।୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବା ବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ନିକଟରେ ଦାଖଲ କରାଯିବ। ତେଣୁ ସେପ୍ଟେମ୍ବର ସୁଦ୍ଧା କିମ୍ବା ଏହା...

ଅପରେଶନ ଭୟରେ ଡାକ୍ତରଖାନା ଝରକା ଡେଇଁ ପଳାଇଲେ ଗର୍ଭବତୀ ମହିଳା, ଆଉ ତା’ପରେ

ଜୟପୁର,୧୮।୮: ରାଜସ୍ଥାନର ବାଡମେର ଜିଲାରେ ଏକ ରୋଚକ ଘଟଣା ଘଟିଛି। ଭାରତ-ପାକ ସୀମାରେ ଅବସ୍ଥିତ ବାରମେର ଜିଲା ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣେ ଗର୍ଭବତୀ ମହିଳା ଅପରେଶନ ଭୟରେ ଝରକା ପଟେ ଡେଇଁ ପଳାଇଛନ୍ତି। ସମ୍ପର୍କୀୟଙ୍କ ସୂଚନା ପରେ ଡାକ୍ତରଖାନାରେ...

ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୮।୮: ଉତ୍ତରପ୍ରଦେଶ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ୬ ରୁ ୮ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡିକ ୨୩ ଅଗଷ୍ଟରୁ ଖୋଲାଯିବ, ୧ ରୁ ୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri