ଜାତୀୟ

୧୮ ଛାତ୍ରୀଛାତ୍ର ନିଲମ୍ବିତ

ଅମରାବତୀ,୮ା୨: ଜୁନିୟର ପିଲାଙ୍କୁ ର଼୍ୟାଗିଂ ଅଭିଯୋଗରେ ଆନ୍ଧ୍ରପ୍ରଦେଶ ସ୍ଥିତ ଜବାହରଲାଲ ନେହେରୁ ଟେକ୍ନୋଲୋଜି ୟୁନିଭର୍ସିଟି (ଜେଏନ୍‌ଟିୟୁ) ଅନନ୍ତପୁର କଲେଜରେ ୧୮ ଛାତ୍ରୀଛାତ୍ର ନିଲମ୍ବିତ ହୋଇଛନ୍ତି। ସିନିୟର ଛାତ୍ରୀଛାତ୍ରମାନେ ଶୁକ୍ରବାର ରାତିରେ ଜୁନିୟର ପିଲାଙ୍କୁ ଜବରଦସ୍ତି ସେମାନଙ୍କ ହଷ୍ଟେଲକୁ ନେଇ ଅର୍ଦ୍ଧନଗ୍ନ କରାଇବା…

ଉତ୍ତର ପ୍ରଦେଶ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଆଜି ଶେଷ ହେବ ପ୍ରଚାର, ଭାଜପା ଜାରି କରିବ ଘୋଷଣା ପତ୍ର

ଲକ୍ଷ୍ନୌ,୮ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରଥମ ପର୍ଯ୍ୟାୟ ପ୍ରଚାର ମଙ୍ଗଳବାର ସନ୍ଧ୍ୟା ୫ଟାରେ ଶେଷ ହେବ । ଏଥିରେ ପଶ୍ଚିମ ୟୁପିର ୧୧ ଜିଲା ମିରଠ, ଗାଜିଅ।।ବଦ, ଗୌତମବୁଦ୍ଧ ନଗର, ହାପୁଡ, ବାଗପତ, ବୁଲନ୍ଦସର, ମୁଜଫରନଗର, ଶାବଲୀ,…

‘ଟୁକ୍‌ଡେ-ଟୁକ୍‌ଡେ ଗ୍ୟାଙ୍ଗ୍‌ ଲିଡର କଂଗ୍ରେସ’

ନୂଆଦିଲ୍ଲୀ,୮ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପାର୍ଲାମେଣ୍ଟରେ କଂଗ୍ରେସ ଦଳକୁ କଡ଼ା ସମାଲୋଚନା କରିଛନ୍ତି। ବ୍ରିଟିଶ ଶାସକ ଚାଲିଯାଇଛନ୍ତି ହେଲେ ସେମାନଙ୍କ ‘ବିଭାଜନ ଓ ଶାସନ’ ନୀତି ଏହି ଦଳର ଚରିତ୍ରରେ ପରିଣତ ହୋଇଛି। କଂଗ୍ରେସ ‘ଟୁକ୍‌ଡେ-ଟୁକ୍‌ଡେ ଗ୍ୟାଙ୍ଗ’ର ନେତା ପାଲଟିଥିବା…

କରୋନା ମହାମାରୀରେ ନଦୀରେ ମୃତଦେହ ଭାସୁଥିବା ବେଳେ ଯୋଗୀ ଦେଉଥିଲେ ବିଜ୍ଞାପନ: କେଜରିୱାଲ

ନୂଆଦିଲ୍ଲୀ,୮ ।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କରୋନା ମହାମାରୀର ଦ୍ୱିତୀୟ ଲହରରେ ମୃତ ବ୍ୟକ୍ତିଙ୍କର ଶରୀର ନଦୀରେ ଭାସୁଥିବା ସମୟରେ ଯୋଗୀ ଆଦିତ୍ୟନାଥ ଟାଇମ ମାଗାଜିନକୁ…

ଟିକା ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୮ା୨: କୋଭିଡ୍‌-୧୯ ଟିକାକରଣ ଲାଗି କୋଓ୍ବିନ୍‌ ପୋର୍ଟାଲରେ ନାମ ପଞ୍ଜୀକରଣ ବେଳେ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ପାସ୍‌ପୋର୍ଟ, ଡ୍ରାଇଭିଂ ଲାଇସେନ୍ସ, ପାନ୍‌ କାର୍ଡ, ଭୋଟର ପରିଚୟପତ୍ର, ରାଶନ କାର୍ଡ ଆଦି ୯ଟି…

‘ତୁମେ ୧୦୦ ବର୍ଷ ପର୍ଯ୍ୟନ୍ତ ସରକାରକୁ ନ ଫେରିବା ପାଇଁ ନିଷ୍ପତ୍ତି ନେଇଛ’

ନୂଆଦିଲ୍ଲୀ,୭।୨: କଂଗ୍ରେସ ତା’ର ବୟାନ ଏବଂ କାର୍ଯ୍ୟ ପାଇଁ ୧୦୦ ବର୍ଷ ପର୍ଯ୍ୟନ୍ତ ସରକାରକୁ ଫେରିପାରିବ ନାହିଁ। ଲୋକସଭାରେ ସୋମବାର ଏଭଳି କହି କଂଗ୍ରେସକୁ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। “ନାଗାଲାଣ୍ଡରେ ୨୪ ଏବଂ ଓଡ଼ିଶାରେ ୨୭ ବର୍ଷ ତଳେ…

ପ୍ରବାସୀ ସଙ୍କଟ ପାଇଁ କଂଗ୍ରେସ ଦାୟୀ

ନୂଆଦିଲ୍ଲୀ,୭।୨: ପ୍ରଥମ କୋଭିଡ୍‌-୧୯ ଲହର ବେଳେ ଦେଶରେ ସୃଷ୍ଟି ହୋଇଥିବା ପ୍ରବାସୀ ସଙ୍କଟ ପାଇଁ ବିରୋଧୀ ତଥା କଂଗ୍ରେସକୁ ଦାୟୀ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। “କଂଗ୍ରେସ ତା’ର ସବୁ ସୀମା ଡେଇଁଛି। ପ୍ରଥମ ଲହର ବେଳେ ଦେଶରେ ଲକ୍‌ଡାଉନ ଜାରି…

ଜେଡ୍‌ ସୁରକ୍ଷାକୁ ପୁଣି ଥରେ ମନା କଲେ ଓଓ୍ବାଇସି

ନୂଆଦିଲ୍ଲୀ,୭।୨: ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଗାଡ଼ି ଉପରେ ନିକଟରେ ଗୁଳି ମାଡ଼ କରାଯାଇଥିଲା। ଏଥିଯୋଗୁ ତାଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଅନୁରୋଧ କରିଥିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କିନ୍ତୁ ଏହାକୁ ସେ ପ୍ରତ୍ୟାଖ୍ୟାନ କରି…

ଦ୍ୱିତୀୟ କୋଭିଡ୍‌ ଲହର ବେଳେ ଗଙ୍ଗାରୁ କେତେ ମୃତଦେହ ମିଳିଥିଲା?

ନୂଆଦିଲ୍ଲୀ,୭।୨: ଦ୍ୱିତୀୟ କୋଭିଡ୍‌ ଲହର ଶୀର୍ଷରେ ଥିବାବେଳେ ଗଙ୍ଗା ନଦୀରେ କେତେ ସଂଖ୍ୟାରେ ମୃତଦେହ ମିଳିଥିଲା? ଏ ସମ୍ପର୍କୀତ କୌଣସି ତଥ୍ୟ ଉପଲବ୍ଧ ନ ଥିବା ରାଜ୍ୟସଭାରେ ସୋମବାର କେନ୍ଦ୍ର ସରକାର କହିଛନ୍ତି। ଗଙ୍ଗ ନଦୀରୁ କେତେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ମୃତଦେହ…

‘ଗୋଟିଏ ଭୋଟ୍‌ କିଛି ଫରକ ପକାଇବ ନାହିଁ’

ଲକ୍ଷ୍ନୌ,୭।୨: ଆଗ୍ରାର ଫତେହାବାଦରେ ଜଣେ ଭିନ୍ନକ୍ଷମଙ୍କୁ ଭାଜପାକୁ ଭୋଟ ଦେବାକୁ ବାଧ୍ୟ କରିଥିବା ଅଭିଯୋଗ ହୋଇଛି। ସେ ଭାଜପା ବଦଳରେ ଅନ୍ୟ ଦଳକୁ ଭୋଟ ଦେବାକୁ ଚାହୁଁଥିଲେ। ମାତ୍ର ପୋଲିଂ ଅଧିକାରୀ ତାହା କରାଇ ଦେଇ ନ ଥିଲେ। ଏ ଘଟଣା…

ଲୋକ ସଭାରେ ଲତାଙ୍କୁ ଶ୍ରଦ୍ଧାଞ୍ଜଳି, ଓମ ବିରଲା କହିଲେ ଅପୂରଣୀୟ କ୍ଷତି

ନୂଆଦିଲ୍ଲୀ,୭ ।୨: ସଂସଦର ବଜେଟ ଅଧିବେଶନ ସମୟରେ ସୋମବାର ଲୋକ ସଭାରେ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ସଂସଦ ପକ୍ଷରୁ ଲୋକ ସଭା ଅଧ୍ୟକ୍ଷ ଓମ ବିର୍ଲା ଲତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାସହ କହିଥିଲେ, ସ୍ୱରର ମଲିକା ଭାବେ…

ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ହଟାଇଲା ଏହି ରାଜ୍ୟ

ଗୌହାଟୀ,୭।୨: ଦୀର୍ଘ ଦୁଇ ବର୍ଷ ହେଲା କରୋନା ପାଇଁ ବିଭିନ୍ନ କଟକଣା ଲଗାଯାଉଛି। କେତେକ ରାଜ୍ୟରେ କଟକଣା କୋହଳ କରାଯାଇଛି, ଏହାରି ମଧ୍ୟରେ ପ୍ରଥମ ରାଜ୍ୟ ଭାବେ ଆସାମରୁ ଲାଗୁ ହୋଇଥିବା ସମସ୍ତ କରୋନା କଟକଣା ହଟିବାକୁ ଯାଉଛି। ଗତ ଦୁଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri