ଜାତୀୟ

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ ସିଧାସଳଖ ଆଲୋଚନା କରଛନ୍ତି। ଏହି ଅବସରରେ ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତଙ୍କ ଖାଦ୍ୟ…

ଶହ ଶହ କାଉଙ୍କ ମଡ଼କ, ବାର୍ଡ ଫ୍ଲୁ ଆତଙ୍କ

ଚେନ୍ନାଇ,୬।୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶହ ଶହ କାଉଙ୍କ ମୃତ୍ୟୁକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ପରୀକ୍ଷାଗାରରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଏହି ପକ୍ଷୀମାନଙ୍କ ମୃତ୍ୟୁ ‘H5N1’ ଭୂତାଣୁ ଯୋଗୁଁ ହୋଇଛି। ଯାହାକୁ ସାଧାରଣ ଭାଷାରେ ‘ବାର୍ଡ ଫ୍ଲୁ’ କୁହାଯାଏ।…

ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା କରାଯାଇଛି। ସହରର ପୋଶ୍ ଅଞ୍ଚଳ କୁହାଯାଉଥିବା ‘ମଡେଲ ଟାଉନ’ସ୍ଥିତ ଗୁରୁଦ୍ୱାର ସାହିବ ବାହାରେ…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି ବିକ୍ଷୋଭ ହୋଇଥିଲା। ଟୁଇବୋଙ୍ଗ ବଜାର ନିକଟରେ ବିକ୍ଷୋଭକାରୀ କିପ୍‌ଗେନ୍‌ଙ୍କ ବିରୋଧରେ ସ୍ଳୋଗାନ ଦେଇ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଖୋଲାଖୋଲି ଭାବରେ କଥା ହୋଇଥିଲେ। ଉପମୁଖ୍ୟମନ୍ତ୍ରୀ ଭାବରେ ସୁନେତ୍ରା ପାୱାରଙ୍କ ପଦବୀ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd ମିଳିତ ପ୍ରବେଶିକା ପରୀକ୍ଷା ୨୦୨୬’ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ ଦୃଶ୍ୟପଟ ଏବଂ ତାଙ୍କ ସମର୍ଥକମାନଙ୍କୁ ଭାବପ୍ରବଣ କରିଦେଇଛି। ଜିଲା ପରିଷଦ ନିର୍ବାଚନ ପ୍ରଚାର…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ପ୍ରଥମେ ଏହା ଏକ ‘ହିଟ୍-ଏଣ୍ଡ-ରନ୍’ ମାମଲା ଭଳି ମନେ ହେଉଥିଲେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ ଯେ କଂଗ୍ରେସ ହଜମ କରିପାରୁନାହିଁ ଯେ ମୋଦି କିପରି ପ୍ରଧାନମନ୍ତ୍ରୀ ପଦବୀରେ ପହଞ୍ଚିଛନ୍ତି।…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ ଅନେକ ଶ୍ରମିକ ଖଣି ଭିତରେ ଫସି ରହିଥିବା ଆଶଙ୍କା କରାଯାଉଛି। ମେଘାଳୟର DGP…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର ଓ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ନିଜ ବାପାକୁ ଗିରଫ କରିଛି। ଡିଏନଏ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ ଆଣିଦେବ। ଏହି ସଫଳତା ପରେ ଭାରତ ଏବଂ ଗଲ୍ଫ କୋଅପରେସନ୍ କାଉନସିଲ୍ (GCC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?