ନେପାଳ ସୀମାରେ ବଢ଼ୁଛି ମଦ୍ରାସା
ନୂଆଦିଲ୍ଲୀ,୭।୨: ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗକୁ ଲାଗିଥିବା ଭାରତ-ନେପାଳ ସୀମାବର୍ତ୍ତୀ ଅଞ୍ଚଳରେ ଗତ ୩ ବର୍ଷ ମଧ୍ୟରେ ମସ୍ଜିଦ ଓ ମଦ୍ରାସା ସଂଖ୍ୟା ଅନେକ ବଢ଼ିଛି। ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ଏହି ମସ୍ଜିଦ ଓ ମଦ୍ରାସା ଚଳାଇବା ପାଇଁ ଅର୍ଥ…
କେନ୍ଦ୍ରରୁ ୟୁପିକୁ ଫେରିବେ ୨ ସଚିବ
ନୂଆଦିଲ୍ଲୀ,୭ା୨: କେନ୍ଦ୍ର କୃଷି ସଚିବ ସଞ୍ଜୟ ଅଗ୍ରଓ୍ବାଲ ଓ ଶକ୍ତି ସଚିବ ଆଲୋକ କୁମାରଙ୍କୁ ଖୁବ୍ଶୀଘ୍ର ସେମାନଙ୍କ କ୍ୟାଡର ରାଜ୍ୟ ଉତ୍ତର ପ୍ରଦେଶକୁ ଫେରାଇ ନିଆଯାଇପାରେ। ଏହି ଦୁଇ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ୨,୨୬୮ କୋଟି ଟଙ୍କାର ଭବିଷ୍ୟନିଧି…
ଶେଷ ହେଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ୱାର୍କ ଫ୍ରମ ହୋମ
ନୂଆଦିଲ୍ଲୀ,୭ ।୨: କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ ସୋମବାରଠାରୁ ୧୦୦ ପ୍ରତିଶତ କ୍ଷମତାରେ କାର୍ଯ୍ୟ କରାଯିବ । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି, ମହାମାରୀର ସ୍ଥିତିକୁ ନେଇ ରବିବାର ସମିକ୍ଷା କରାଯିବା ପରେ କରୋନା ସଂକ୍ରମଣରେ ବ୍ରେକ୍ ଲାଗିଥିବାରୁ ଅର୍ଥାତ୍ ସଂକ୍ରମଣ କମି…
ସବୁ ଭାରିଆଣ୍ଟ ପାଇଁ ‘ଅଭିସ୍କୋଭାକ୍’
ନୂଆଦିଲ୍ଲୀ,୭ା୨: ଭାରତୀୟ ବୈଜ୍ଞାନିକମାନେ କୋଭିଡ୍ ମହାମାରୀର ସବୁ ଭାରିଆଣ୍ଟକୁ ପ୍ରତିହତ କରିବା ଭଳି ଏକ ଭାକ୍ସିନ ବିକଶିତ କରିଥିବା ଦାବି କରିଛନ୍ତି। ନୂଆ ଟିକାର ନାମ ‘ଅଭିସ୍କୋଭାକ୍’ ରଖାଯାଇଛି। ଏହି ଗବେଷଣାରେ ଭୁବନେଶ୍ୱରସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେଶନ ଆଣ୍ଡ ରିସର୍ଚ୍ଚ…
ଶହେ ପ୍ରତିଶତ କ୍ଷମତାରେ ଚାଲିବ କାର୍ଯ୍ୟାଳୟ, ଖୋଲିବ ସ୍କୁଲ
ନୂଆଦିଲ୍ଲୀ,୭ ।୨: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣରେ ବ୍ରେକ୍ ଲାଗିବା ପରେ ସୋମବାରଠାରୁ ସମସ୍ତ ସ୍କୁଲ, କଲେଜ, କୋଚିଂ ସେଣ୍ଟର ଖୋଲିବାକୁ ଅନୁମତି ଦିଆଯାଇଛି । ଏହାସହ ସମସ୍ତ କାର୍ଯ୍ୟାଳୟ ବି ୧୦୦ ପ୍ରତିଶତ କ୍ଷମତାରେ ଚାଲିବ । ଅନ୍ୟପଟେ ଦିଲ୍ଲୀରେ…
‘ମୋର କିଛି ହଜିଗଲା ଭଳି ଲାଗୁଛି’
ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଜୀବନର ଅଂଶ ହୋଇଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଭଳି କହିଛନ୍ତି ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର। ୯୨ ବର୍ଷ ବୟସରେ କୋକିଳକଣ୍ଠି ଗାୟିକାଙ୍କ ରବିବାର ମୃତ୍ୟୁ ଘଟିଛି। ସେ ମୁମ୍ବାଇର ବ୍ରିଚ୍…
‘ମୋତେ ବିଶ୍ୱାସ କରିଥିବାରୁ ହୃଦୟରୁ ଧନ୍ୟବାଦ’
ଚଣ୍ଡିଗଡ,୬।୨: ପଞ୍ଜାବ ବିଧାନସଭା ପୂର୍ବରୁ ରାଜ୍ୟରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ରବିବାର ଘୋଷଣା କରିଛି। ପଞ୍ଜାବର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂ ଚନ୍ନି ରାଜ୍ୟରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି ଦଳର ନେତା ରାହୁଲ ଗାନ୍ଧୀ ଘୋଷଣା କରିଛନ୍ତି। ଏହା ପରେ…
ଗୋଟିଏ ଡୋଜ୍, କରୋନା ଛୁ’: ସ୍ପୁଟ୍ନିକ୍ ଲାଇଟ ଟିକାକୁ ମିଳିଲା ସବୁଜ ସଙ୍କେତ
ନୂଆଦିଲ୍ଲୀ,୬।୨:ସମଗ୍ର ବିଶ୍ୱରେ ମହାମାରୀ କରୋନା ଆତଙ୍କ ସୃଷ୍ଟି କରିଛି। କରୋନା ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକ ପ୍ରାଣ ହରାଇଛନ୍ତି। କରୋନା ବିରୋଧ ଲଢେଇରେ କେବଳ ଟିକା ପ୍ରଭାବଶାଳୀ ବୋଲି ପ୍ରମାଣିତ ହେଉଛି। ଭାରତରେ ପୂର୍ବରୁ ଦୁଇଟି ସ୍ବଦେଶୀ କରୋନା ଟିକା…
୩୪ ବର୍ଷ ପରେ ତୁଷାରପାତ
ଇଟାନଗର,୬।୨: ଅରୁଣାଚଳ ପ୍ରଦେଶର ରାଜଧାନୀ ଇଟାନଗର ନିକଟରେ ଥିବା ଦରିଆ ହିଲରେ ରବିବାର ସକାଳେ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଥିଲା। ୩୪ ବର୍ଷ ପରେ ତୁଷାରପାତ ହୋଇଛି। ଏହା ବ୍ୟତୀତ ଅରୁଣାଚଳ ପ୍ରଦେଶର ପଶ୍ଚିମ କାମେଙ୍ଗ ଜିଲାର ରୂପା ସହରରେ…
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଯାଞ୍ଚ୍ ଟିମ୍ଙ୍କ ଘଟଣାସ୍ଥଳ ପରିଦର୍ଶନ…
ନୂଆଦିଲ୍ଲୀ, ୬।୨ : ଜାନୁୟାରୀ ୫ରେ ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ସମୟରେ ହୋଇଥିବା ସୁରକ୍ଷା ଅବହେଳାର ଯାଞ୍ଚ୍ ପାଇଁ ଗଠିତ ହୋଇ ଥିବା ଟିମ୍ ରବିବାର ଫିରୋଜପୁରରେ ପହଞ୍ଚିଛନ୍ତି। ଅବସର ପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ୫…
ନିର୍ବନ୍ଧର ୩ ଦିନ ପୂର୍ବରୁ ପାଣି ଡ୍ରମରୁ ମିଳିଲା ଯୁବତୀଙ୍କ ମୃତଦେହ
ଖଣ୍ଡଓ୍ବା,୬।୨: ଜଣେ ୨୭ ବର୍ଷୀୟା ଯୁବତୀଙ୍କ ମୃତଦେହ ତାଙ୍କ ଘରେ ରଖାଯାଇଥିବା ପାଣି ଡ୍ରମରୁ ଉଦ୍ଧାର କରାଯାଇଛି। ଏଭଳି ଘଟଣା ମଧ୍ୟପ୍ରଦେଶର ଖାଣ୍ଡଓ୍ବା ଜିଲାରେ ରବିବାର ଘଟିଛି। ପ୍ରାଥମିକ ତଦନ୍ତ ଅନୁଯାୟୀ, ଧାରୁଆ ଅସ୍ତ୍ରରେ ଯୁବତୀଙ୍କୁ ହତ୍ୟା କରିବା ପରେ ତାଙ୍କ…
ପଞ୍ଚଭୂତରେ ବିଲୀନ ପାର୍ଥିବ ଶରୀର…
ମୁମ୍ବାଇ, ୬।୨ : ମହାନ ଗାୟିକା ଲତା ମଙ୍ଗେସକରଙ୍କର ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଶିବାଜୀ ପାର୍କଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଲତାଙ୍କୁ ଲୋତକ ଭରା ଆଖିରେ ଦେଶବାସୀ ଚିର ବିଦାୟ ଦେଇଛନ୍ତି। ଭାଇ ହୃଦୟନାଥ ମଙ୍ଗେସକର ଲତାଙ୍କୁ ମୁଖାଗ୍ନି…
Archives


