ଜାତୀୟ

ଆତ୍ମନିର୍ଭର ଭାରତ ଗଠନରେ ଜାତୀୟ ହାଇଡ୍ରୋଜେନ୍‌ ମିଶନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ,୧୫।୮: ସମ୍ପ୍ରତି ଭାରତ ବହୁବିଧ କ୍ଷେତ୍ରରେ ବିକାଶ କରୁଥିବାବେଳେ ଶକ୍ତି କ୍ଷେତ୍ର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପାଲଟିଛି। ଏବେ ଦେଶ କ୍ୱାଣ୍ଟମ ଜମ୍ପ ଦେବାକୁ ଯାଉଛି। ଦେଶର ବହୁବିଧ ବିକାଶ ଲାଗି ଆଜି ସବୁଜ ଶକ୍ତି ଅପରିହାର୍ଯ୍ୟ ହୋଇପଡ଼ିଛି। ଏହାକୁ...

କ୍ରୀଡ଼ା ପାଠପଢ଼ାର ଅଂଶ ବିଶେଷ, ମୁଖ୍ୟ ସ୍ରୋତରେ ହେବ ସାମିଲ୍‌…

ନୂଆଦିଲ୍ଲୀ,୧୫।୮: ପାଠପଢ଼ାରେ କ୍ରୀଡ଼ାକୁ ଏକ ଅଂଶ ବିଶେଷ ଭାବେ ଗ୍ରହଣ କରାଯାଇ ମୁଖ୍ୟ ସ୍ରୋତରେ ସାମିଲ୍‌ କରାଯିବା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି। ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ ନିଜ ଭାଷଣରେ ସେ ଏଭଳି...

ହୋଟେଲ କ୍ରିଷ୍ଣାରେ ଅଗ୍ନିକାଣ୍ଡ: ୨ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ,୧୫ ।୮: ରାଜଧାନୀ ଦିଲ୍ଲୀର ଦ୍ୱାରକା ସେକ୍ଟର ୮ରେ ଥିବା ହୋଟେଲ କ୍ରିଷ୍ଣାରେ ରବିବାର ସକାଳେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଆଖପାଖରେ ଥିବା ଲୋକେ ଭୟଭିତ ହୋଇଯାଇଛନ୍ତି । ଏହି ଘଟଣା ସକାଳ ପ୍ରାୟ ସଢେ ସାତଟାରେ ହୋଇଥିବା...

ସୈନିକ ସ୍କୁଲ୍‌ରେ ପଢ଼ିବେ ବାଳିକା…

ନୂଆଦିଲ୍ଲୀ,୧୫।୮: ଏଣିକି ବାଳିକାମାନେ ସୈନିକ ସ୍କୁଲରେ ପଢ଼ିବେ। ସମ୍ପ୍ରତି ସମସ୍ତ କ୍ଷେତ୍ରରେ ବାଳିକାମାନେ ଭଲ ପ୍ରଦର୍ଶନ କରୁଛନ୍ତି। ବାଳିକାମାନେ ସୈନିକ ସ୍କୁଲ୍‌ରେ ପଢ଼ିବାକୁ ଚାହୁଁଛନ୍ତି। ତେଣୁ ସେମାନଙ୍କୁ ଏହି ସୁଯୋଗ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର...

ସବ୍‌କା ସାଥ୍‌-ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ସହିତ ସବ୍‌କା ପ୍ରୟାସ ମଧ୍ୟ ଜରୁରୀ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮: ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ସହିତ ସବ୍‌କା ପ୍ରୟାସ ମଧ୍ୟ ଜରୁରୀ ବୋଲି ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ମୋଦି ଏଭଳି କହିଛନ୍ତି।...

ରାହୁଲଙ୍କ ଉପରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି

ନୂଆଦିଲ୍ଲୀ,୧୪।୮: ବଳାତ୍କାର ପୀଡ଼ିତାଙ୍କ ପରିଚୟ ପ୍ରଘଟ କରିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଇନଷ୍ଟାଗ୍ରାମ ପ୍ରୋଫାଇଲ ଉପରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଫେସବୁକ ଅଧିକାରୀଙ୍କୁ ଏଭଳି ପ୍ରଶ୍ନ କରିଛି ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌)। କମିଶନର ସମନ...

‘ଝିଅଙ୍କୁ ସୁଯୋଗ ଦେଲେ ଦେଶ ଆଗେଇବ’

ନୂଆଦିଲ୍ଲୀ, ୧୪।୮: ଝିଅମାନଙ୍କୁ ସୁଯୋଗ ଦେଲେ ହିଁ ଦେଶ ଆଗେଇବ। ୭୫ତମ ସ୍ବାଧୀନତା ଦିବସର ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରି ଏଭଳି କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ଖେଳାଳିମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନକୁ ସେ ଉଚ୍ଚ...

ପୋଲିସ ଅଧିକାରୀଙ୍କୁ ଘୋଷାଡ଼ି ନେଲା କାର୍‌

ପଟିଆଲା,୧୪।୮: ପଞ୍ଜାବର ପଟିଆଲାରେ ଗାଡ଼ି ଚେକିଂ ବେଳେ ଏକ କାର୍‌ ଜଣେ ପୋଲିସ କର୍ମୀଙ୍କୁ ଘୋଷାଡ଼ି ନେଇଥିଲା। ଏହି ଘଟଣାରେ ଜଣେ ପୋଲିସ କର୍ମୀ ଆହତ ହୋଇଛନ୍ତି। ଘଟଣାର ଭିଡିଓରେ ଜଣେ ପୋଲିସ କର୍ମୀ ଏକ ଧଳା କାରକୁ ରୋକିବାକୁ...

ଗାଙ୍ଗୁଲିଙ୍କ ବଡ଼ ଭାଇ ଅସୁସ୍ଥ

କୋଲକାତା,୧୪।୮: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସ୍ନେହାଶିଷ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପାକସ୍ଥଳୀରେ ସଂକ୍ରମଣ କାରଣରୁ ତାଙ୍କୁ ଶନିବାର ଚିକିତ୍ସା ପାଇଁ ନିଆଯାଇଥିଲା। ତେବେ ତାଙ୍କ କୋଭିଡ-୧୯...

ଆସାମ ସ୍କୁଲରେ ବିସ୍ଫୋରଣ: ସୀମାରେ ପୁଣି ଉତ୍ତେଜନା

ଗୁଆହାଟି,୧୪ ।୮: ଆସାମର ଏକ ସ୍କୁଲରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ବିସ୍ଫୋରଣ ଫଳରେ ଆସାମ-ମିଜୋରାମ ସୀମାରେ ପୁଣିଥରେ ଉତ୍ତେଜନା ଦେଖାଦେଇଛି । ଆମାସ-ମିଜୋରାମ ସୀମାରେ କିଛିଦିନ ହେବ ଶାନ୍ତି ଫେରିଥିବା ବେଳେ ପୁଣିଥରେ ଏଭଳି ଘଟଣା ଉତ୍ତେଜନା ସୃଷ୍ଟି...

ତ୍ରିରଙ୍ଗା ଲଗାଇବା ସମୟରେ ଦୁର୍ଘଟଣା: ୩ ମୃତ

ଗ୍ୱାଲିୟର,୧୪ ।୮: ଆଉ କିଛି ଘଣ୍ଟା ପରେ ପାଳନ କରାଯିବ ଦେଶରେ ସ୍ୱାଧିନତା ଦିବସ । ସ୍ୱାଧିନତା ଦିବସ ପୂର୍ବରୁ ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏକ ଦୁଃଖଦ ଘଟଣା ଘଟିଛି । ସ୍ୱାଧିନତା ଦିବସର ପ୍ରସ୍ତୁତି ସମୟରେ ଗ୍ୱାଲିୟରର ମହାରାଜା ବାଡା...

ଉତ୍ତରପ୍ରଦେଶ ନିର୍ବାଚନ: ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ ବାଧ୍ୟତାମୂଳକ ଅବସର ନେଇଥିବା ଆଇପିଏସ୍

ଲକ୍ଷ୍ନୌ,୧୪ ।୮: ଭାରତୀୟ ପୋଲିସ ସେବା(ଆଇପିଏସ୍‌)ର ପୂର୍ବତନ ଅଧିକାରୀ ଅମିତାଭ ଠାକୁର ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ପାଦ ରଖୁଛନ୍ତି । ସେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିପକ୍ଷରେ ଲଢିବେ ବୋଲି ଘୋଷଣା କରି ସାରିଲେଣି । ଉତ୍ତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri