ଦିଲ୍ଲୀରେ ଭୂକମ୍ପ ଝଟକା
ନୂଆଦିଲ୍ଲୀ,୫।୨: ଜମ୍ମୁ-କଶ୍ମୀରରେ ସମେତ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ଏହା ପ୍ରାୟ ୨୦ ସେକେଣ୍ଡ ଧରି ଏହା ଅନୁଭୂତ ହୋଇଛି। କଶ୍ମୀରର କିଛି ଘରେ ଝଟକା ଯୋଗୁ ଫାଟ ଚିହ୍ନ ସୃଷ୍ଟି…
ନିମିଷକରେ ଉଜୁଡିଗଲା ବାହାଘର ଖୁସି: ସଡ଼କ ଦୁର୍ଘଟଣାରେ କନ୍ୟା ପିତାଙ୍କ ସମେତ ୫ ମୃତ
ରାମପୁର,୫ ।୨: ଉତ୍ତର ପ୍ରଦେଶର ଟାଂଡା ଥାନା ଅଞ୍ଚଳର ସିକମପୁର ଗାଁ ନିକଟରେ ଏକ ମାରୁତି ଇକୋ କାର୍ ସ୍ପିଡ ବ୍ରେକରରେ ନିୟନ୍ତ୍ରଣ ହରାଇ ଓଲଟି ପଡିବାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଉକ୍ତ କାରରେ ୬ ଜଣ…
ରାହୁଲ ଗାନ୍ଧୀ ଜଣେ ଟୁରିଷ୍ଟ ପଲିଟିସିଆନ୍: ଭାଜପା ନେତା
ପଣଜୀ,୫ ।୨: ଗୋଆ ବିଧାନସଭା ନିର୍ବାଚନ ପାଇଁ ଏବେ ପ୍ରଚାର ମଇଦାନରେ ସବୁ ରାଜନୈତିକ ଦଳ । କଳେ କଳେକୌଶଳେ ଏମାନେ ଭୋଟରଙ୍କୁ ନିଜ ଆଡକୁ ପ୍ରଭାବିତ କରିବାକୁ ଚେଷ୍ଟା ଚଳାଇଛନ୍ତି । ଗୋଟିଏ ଦିନ ପୂର୍ବରୁ କଂଗ୍ରେସ ନେତା ରାହୁଲ…
ଜମ୍ମୁ-କଶ୍ମୀର ଏନ୍କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୨ ଆତଙ୍କବାଦୀ ନିହତ
ଶ୍ରୀନଗର,୫ ।୨: ଶ୍ରୀନଗର ସହରର ଜକୁରା ଅଞ୍ଚଳରେ ଶନିବାର ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତ ଆତଙ୍କବାଦୀ ଲସ୍କର-ଇ-ତୋଏବା ଓ ଟିଆରଏଫର ସଦସ୍ୟ ବୋଲି…
ଚନ୍ନି ମୁଖ୍ୟମନ୍ତ୍ରୀ ହେଲେ ସିଦ୍ଧୁ ନେଇପାରନ୍ତି ବଡ ପଦକ୍ଷେପ
ଚଣ୍ଡିଗଡ଼,୫ ।୨: ପଞ୍ଜାବର ଶାସକ କଂଗ୍ରେସ ଦଳ ମଧ୍ୟରେ ଲାଗି ରହିଥିବା ଅନ୍ତଃ କଳହ ତୁଟିବାର ନାଁ ନେଉନି । ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଦଳରେ ତୁତୁ ମେମେ ଲାଗି ରହିଛି । ଏବେ ନବଜୋତ ସିଂ…
କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟା ତୁରନ୍ତ କର
ନୂଆଦିଲ୍ଲୀ,୫।୨ କୋଭିଡ୍ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କାର୍ଯ୍ୟ ତ୍ୱରାନ୍ବିତ କରିବା ଲାଗି ନୋଡାଲ ଅଫିସର ନିଯୁକ୍ତ କରିବାକୁ ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ପ୍ରଦାନ ପ୍ରକ୍ରିୟାକୁ ଶୀଘ୍ର କରାଇବାରେ ନୋଡାଲ ଅଫିସରମାନେ…
ହେଲିକପ୍ଟର ଦାନ କଲେ
ଅହମଦାବାଦ,୫।୨: ନିକଟରେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହୋଇଥିବା ହରିକୃଷ୍ଣ ହୀରା କମ୍ପାନୀର ମାଲିକ ସାବଜି ଢୋଲକିଆ ୫୦ କୋଟି ଟଙ୍କାର ଏକ ନୂଆ ହେଲିକପ୍ଟର ସାମାଜିକ କାର୍ଯ୍ୟ ପାଇଁ ସୁରଟବାସୀଙ୍କୁ ଦାନ କରିଛନ୍ତି। ଢୋଲକିଆଙ୍କୁ ମେଡିକାଲ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ…
୨୧୬ ଫୁଟ ‘ଷ୍ଟାଚ୍ୟୁ ଅଫ ଇକ୍ୱେଲିଟି’କୁ ରାଷ୍ଟ୍ରକୁ ସମର୍ପିତ କରିବେ ମୋଦି
ହାଇଦ୍ରାବାଦ,୫ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସନ୍ଥ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କ ସ୍ୱୃତିରେ ହାଇଦ୍ରାବାଦରେ “ଷ୍ଟାଚ୍ୟୁ ଅଫ୍ ଇକ୍ୱେଲିଟି”ର ଲୋକର୍ପଣ କରି ଏହାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିବେ । ଏହା ବ୍ୟତୀତ ମୋଦି ରାଜ୍ୟର ପାଟନଚେରୁରେ ଅନ୍ତରାଷ୍ଟ୍ରୀୟ ଫସଲ ଅନୁସନ୍ଧାନ…
ନିର୍ବାଚନ ପରେ ଏମ୍ଏସ୍ପି କମିଟି: ତୋମାର
ନୂଆଦିଲ୍ଲୀ,୫।୨: ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ଉପରେ କମିଟି ଗଠନ ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ। ତେବେ ୫ ରାଜ୍ୟ ବିଧାନସଭା ନିର୍ବାଚନ ପରେ ଏହି କମିଟି ହେବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର…
ଦେଶକୁ ମିଳିବ ଆଉ ଏକ ଭ୍ୟାକ୍ସିନ, ଡିସିଜିଆଇ ରୁଷିଆର ସ୍ପୁଟନିକ ଲାଇଟକୁ ଦେଲା ମଞ୍ଜୁରୀ
ନୂଆଦିଲ୍ଲୀ,୫ ।୨: ଦେଶରେ ଏବେ କରୋନାର ସ୍ଥିତି ଚିନ୍ତାଜନକ ରହିଛି । ଏପଟେ ଏହାଠାରୁ ଦୂରେଇ ରହିବାର ଗୋଟିଏ ଉପାୟ ହେଉଛି ଟିକାକରଣ । ଦୁଇଟି ଯାକ ଟିକା ନେବା ଜରୁରୀ । ଏପଟେ ଦେଶକୁ ଆଉ ଏକ ଭ୍ୟାକ୍ସିନ ମିଳିବାର…
ଅମ୍ବାନୀଙ୍କୁ କାଟିଲେ ଆଦାନୀ, ଜୁକରବର୍ଗ ପଡ଼ିଲେ ପଛରେ
ନୂଆଦିଲ୍ଲୀ,୪।୨: ଅମ୍ବାନୀଙ୍କୁ ପଛରେ ପକାଇଲେ ଆଦାନୀ। ଏବେ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ପାଲଟିଛନ୍ତି ସେ। ଫୋର୍ବସ ରିୟଲ୍ ଟାଇମ୍ ବିଲେନିୟର୍ସ ରିପୋର୍ଟ ତାଲିକାରେ ଗୌତମ ଅଦାନୀ ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ସ୍ଥାନିତ ହୋଇଛନ୍ତି। ଏଥିରେ ମୁକେଶ ଅମ୍ବାନୀ…
ଦରକାର ନାହିଁ ଜେଡ ସୁରକ୍ଷା: ଅସଦୁଦ୍ଦିନ
ନୂଆଦିଲ୍ଲୀ,୪ ।୨: ଏଆଇଏମଆଇଏମ୍ ଅଧ୍ୟକ୍ଷ ଓ ଏମ୍ପି ଅସଦୁଦ୍ଦିନ ଓୱାଇଇସି ଉତ୍ତର ପ୍ରଦେଶର ହାପୁଡରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଶୁକ୍ରବାର ଲୋକ ସଭାରେ ବୟାନ ଦେଇଛନ୍ତି । ସେ ସରକାରଙ୍କୁ ଚେତାବନୀ ଦେଇଛନ୍ତି କି ଦେଶର ଏକ ବର୍ଗ…
Archives


