ଜାତୀୟ

ପ୍ରଚାର ବେଳେ କାନ୍ଦି କାନ୍ଦି ପ୍ରାର୍ଥୀ କହିଲେ ‘ଏଥର ପରାଜୟ ସହି ପାରିବି ନାହିଁ’

ନୂଆଦିଲ୍ଲୀ,୩।୨: ଏଥର ପରାଜୟ ସହି ପାରିବି ନାହିଁ। ଲୁହ ଭରା ଆଖିରେ ହାତ ଯୋଡ଼ି ଜଣେ ସମାଜବାଦୀ ପାର୍ଟି ପ୍ରାର୍ଥୀ ଭୋଟରଙ୍କ ଆଗରେ ଆକୁଳ ନିବେଦନ କରୁଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ସୁନୀଲ ଚୌଧାରୀଙ୍କୁ ଆଗାମୀ ବିଧାନସଭା ନିର୍ବାଚନ ଲାଗି…

‘ପୁଷ୍ପା’ ଷ୍ଟାଇଲରେ ଲାଲ ଚନ୍ଦନ କାଠ ଚୋରୀ

ନୂଆଦିଲ୍ଲୀ,୩ ।୨: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା’ର ଏବେ ସବୁଠି ଚର୍ଚ୍ଚା । ଲୋକେ ଏହାର ଗୀତ ଓ ଡାଏଲଗକୁ ମନେ ମନେ ଗୁଣି ହେଉଛନ୍ତି । ତେବେ ଏହି ପୁଷ୍ପା ଷ୍ଟାଇଲରେ ଏବେ ଜଣେ ବ୍ୟକ୍ତି…

ଅଲିମ୍ପିକ୍ସ ଟର୍ଚ୍ଚ ରାଲିରେ ଗଲଓ୍ବାନ ସୈନ୍ୟ ସାମିଲ ହେବାରୁ ବଡ଼ ନିଷ୍ପତ୍ତି ନେଲା ଭାରତ

ନୂଆଦିଲ୍ଲୀ,୩।୨: ୨୦୨୦ ଜୁନରେ ଗଲଓ୍ବାନ ଘାଟିରେ ଭାରତୀୟ ସେନା ସହ ଲଢ଼େଇ କରିଥିବା ଜଣେ ଚାଇନିଜ ସୈନିକଙ୍କୁ ଓ୍ବିଣ୍ଟର ଅଲିମ୍ପିକ୍ସ ଭଳି କ୍ରୀଡ଼ା ମହାକୁମ୍ବର ଟର୍ଚ୍ଚ ଧରିବା ଭଳି ଗୁରୁଦାୟିତ୍ୱ ଦିଆଯାଇଥିଲା। ଏହି ଖବର ସାମ୍ନାକୁ ଆସିବା ପରେ ଆୟୋଜକ ବେଜିଂକୁ…

ବୁନ୍ଦେଲଖଣ୍ଡରୁ ଟିକେଟ ପାଇଲେ ବୀରାପାନଙ୍କ ପୁଅ

ଲକ୍ଷ୍ନୌ,୩।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଜଙ୍ଗଲ ଦସ୍ୟୁ ବୀରାପାନଙ୍କ ନାଁ ପୁଣି ଚର୍ଚ୍ଚାକୁ ଆସିଛି। ଉତ୍ତରପ୍ରଦେଶର ବୁନ୍ଦେଲଖଣ୍ଡ ଅଞ୍ଚଳରେ ବୀରାପାନ ନିଜ ପ୍ରଭାବ ବିସ୍ତାର କରି ଚନ୍ଦନ କାଠ ଚୋରି କରୁଥିଲେ। ଶେଷରେ ପୋଲିସ ବୀରାପାନଙ୍କୁ ଏନ୍‌କାଉଣ୍ଟର କରିଥିଲା। ଏନ୍‌କାଉଣ୍ଟରକୁ ୧୪…

ଛାତ୍ରୀଙ୍କୁ କଲେଜ ଗେଟ୍‌ରେ ଅଟକାଇଲେ

ବେଙ୍ଗାଲୁରୁ,୩।୨: କର୍ନାଟକ ଏକ କଲେଜରେ ହିଜାବ ପିନ୍ଧି ଆସୁଥିବା ଛାତ୍ରୀଙ୍କୁ କ୍ଲାସରୁମ୍‌ରେ ପ୍ରବେଶ କରିବାକୁ ଦିଆଯାଉ ନାହିଁ। ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଏହି ରାଜ୍ୟର ଏଭଳି ଘଟଣା ସାମ୍ନାକୁ ଆସିଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ କର୍ନାଟକର…

ସ୍କୁଲ୍‌ ଖୋଲିବା ନେଇ ଜାରି ହେଲା ନୂଆ ଏସ୍‌ଓପି

ନୂଆଦିଲ୍ଲୀ,୩।୧:କେନ୍ଦ୍ର ସରକାର ସ୍କୁଲ୍‌ ଖୋଲିବା ନେଇ ଗୁରୁବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ସ୍କୁଲ୍‌ ଆସିବାକୁ ଅଭିଭାବକଙ୍କ ଅନୁମତି ଲୋଡା ନାହିଁ। ସେ ନିଷ୍ପତ୍ତି ରାଜ୍ୟ ନେବ। ସାମାଜିକ ଦୂରତ୍ୱ ଜାଗାରେ ଶାରୀରିକ ଦୂରତ୍ୱ ଶଦ୍ଦ ବ୍ୟବହାର ପାଇଁ ପରାମର୍ଶ ଦିଆଯାଇଛିି।…

କଂଗ୍ରେସର ଷ୍ଟାର୍‌ ପ୍ରଚାରକ ତାଲିକାରେ ଚନ୍ନି ଇନ୍‌, ସିଦ୍ଧୁ ଆଉଟ୍‌

ନୂଆଦିଲ୍ଲୀ,୩।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି। ଏଥିରେ କଂଗ୍ରେସ କାର୍ଯ୍ୟକାରୀ ସଭାପତି ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ୩୦ ଜଣଙ୍କ ନାମ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିପକ୍ଷରେ ମୈଦାନକୁ ଓହ୍ଲାଇଲେ ‘ଚାଚା ମ୍ୟାଗି ୱାଲା’

ପଟିଆଲା,୩।୨: ପଟିଆଲା ବିଧାନସଭା ଆସନରୁ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଚ୍ୟାଲେଞ୍ଜ କରିବାକୁ ‘ଚାଚା ମ୍ୟାଗି ୱାଲା’ ମୈଦାନରେ ଅଛନ୍ତି। ‘ଚାଚା ମ୍ୟାଗି ୱାଲା’ ନାମରେ ଜଣାଶୁଣା ଜସବୀର ସିଂ ଦ୍ୱିତୀୟ ଥର ପାଇଁ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ବିପକ୍ଷରେ ଲଢିବାକୁ ନିଷ୍ପତ୍ତି…

ଦୁବାଇ ଶାସକଙ୍କ ମାଲାୟାଲମ ଟୁଇଟ୍‌ର ଉତ୍ତର ଆରବିକ୍‌ରେ ଦେଲେ କେରଳ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୩।୨: ଦୁବାଇର ଶାସକ ତଥା ୟୁଏଇର ପ୍ରଧାନମନ୍ତ୍ରୀ ଶେଖ ମହମ୍ମଦ ବିନ ରଶିଦ ଅଲ ମାକତୁମ ଗୁରୁବାର ମାଲାୟାଲମ ଭାଷାରେ ଏକ ଟୁଇଟ୍‌ କରିଥିଲେ। ଏମିରେଟ୍ସରେ କେରଳର ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନଙ୍କ ସହ ବୈଠକ ପରେ ଶେଖ ମହମ୍ମଦ କରିଥିବା ଟୁଇଟ୍‌…

ବଜେଟକୁ ନେଇ ସରକାରଙ୍କ ଉପରେ ବର୍ଷିଲେ କୃଷକ ନେତା

ନୂଆଦିଲ୍ଲୀ,୩।୨: କୃଷକ ନେତା ରାକେଶ ଟିକାୟତ ବଜେଟ ୨୦୨୨କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ବଜେଟରେ କୃଷକମାନଙ୍କ ଆଶା ମୁତାବକ ସର୍ବନିମ୍ନ ସହାୟତା ମୂଲ୍ୟ ପାଇ ନାହାଁନ୍ତି ବୋଲି ସେ ଅଭିଯୋଗ କରିଛନ୍ତି । ସେ କହିଛନ୍ତି, ‘ବଜେଟ ଉପରେ ଚାଷୀଙ୍କ…

ଟାଟା ହାତକୁ ଏୟାର ଇଣ୍ଡିଆ ଫେରିବା ପରେ ରତନ ଟାଟା କହିଲେ ଏମିତି

ନୂଆଦିଲ୍ଲୀ,୩ା୨: ଦୀର୍ଘ ୬୯ ବର୍ଷ ପରେ ଟାଟା ଗ୍ରୁପ୍‌ ହାତକୁ ପୁଣିଥରେ ଏୟାର ଇଣ୍ଡିଆ ଫେରିଛି। ଏହା ଫେରିବା ପରେ ଚେୟାରମ୍ୟାନ ରତନ ଟାଟା ଏୟାର ଇଣ୍ଡିଆ ବିମାନଯାତ୍ରୀମାନଙ୍କୁ ଏକ ବିଶେଷ ବାର୍ତ୍ତା ପ୍ରଦାନ କରିଛନ୍ତି। ସେ ଏୟାର ଇଣ୍ଡିଆର ସମସ୍ତ…

ଚର୍ଚ୍ଚାରେ ଚନ୍ନିଙ୍କ ଟୁଇଟ୍‌

ଚଣ୍ଡିଗଡ଼,୩ ।୨: ପାଖେଇ ଆସିଲାଣି ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଏବେ ଏହାକୁ ନେଇ ସବୁ ରାଜନୈତିକ ଦଳ ଜୋରସୋରରେ ପ୍ରସ୍ତୁତ ହେଉଥିବା ବେଳେ କଂଗ୍ରେସ କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଚେହେରା କିଏ ହେବ ତାହା ଘୋଷଣା କରିନାହିଁ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri