ଅଗଷ୍ଟ ୧୫ ପୂର୍ବରୁ ଶ୍ରୀନଗର ଲାଲଚୌକରେ ଗ୍ରେନେଡ ମାଡ଼
ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରେ ସ୍ବାଧିନତାର ଅମୃତ ମହୋତ୍ସବ ମଧ୍ୟରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇଛି। ମଙ୍ଗଳବାର ସକାଳେ ଶୋପିଆନରେ ସିଆରପିଏଫ୍ର ପାଟ୍ରୋଲିଂ ପାର୍ଟି ଉପରେ ଆକ୍ରମଣ ପରେ ଦ୍ୱିପ୍ରହରରେ କେନ୍ଦ୍ର ଶାସିତ ପ୍ରଦେଶର ରାଜଧାନୀ ଶ୍ରୀନଗରରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି।...
ମିସ୍ କଲ୍ରେ ମିଳିବ ଗ୍ୟାସ୍ ସଂଯୋଗ, ଆଇଓସି କଲା ଘୋଷଣା…
ନୂଆଦିଲ୍ଲୀ,୧୦।୮: ବର୍ତ୍ତମାନ ନୂଆ ଏଲ୍ପିଜି ବ୍ୟାସ୍ ସଂଯୋଗ ପାଇବାକୁ କୌଣସି କମ୍ପାନୀର ବିତରକଙ୍କ କାର୍ଯ୍ୟାଳୟକୁ ଯିବାକୁ ପଡିବ ନାହିଁ। ଏଲ୍ପିଜି ବ୍ୟାସ୍ ସଂଯୋଗ ଚାହୁଁଥିଲେ କେବଳ ଗୋଟିଏ ମିସ କଲ କରିବାକୁ ପଡିବ। ବର୍ତ୍ତମାନ ଏହି ସୁବିଧା କେବଳ ଭାରତୀୟ...
ବିନା ମାସ୍କରେ ନଜର ଆସିଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୧୦।୮: ଦୀର୍ଘ ସମୟରୁ ମହାରାଷ୍ଟ୍ର ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଭାବେ ରହିଥିବା ବେଳେ ଏଠାରେ କୋଭିଡ-୧୯ର କଡ଼ା ନିୟମ ମଧ୍ୟ ପାଳନ କରାଯାଉଥିଲା। ବର୍ତ୍ତମାନ ମହାରାଷ୍ଟ୍ରରେ ଦୈନିକ କରୋନା ସଂକ୍ରମଣ ମାମଲା ପ୍ରାୟ ୬ରୁ ୭ହଜାର ତଳକୁ ଖସି...
ଗ୍ୟାସ୍ ସଂଯୋଗ ପାଇଁ ଏବେ ସେଲ୍ଫ ଡିକ୍ଲେରେଶନ୍ ପର୍ଯ୍ୟାପ୍ତ, ସୂଚନା ଦେଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍ୱଳା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ-୨.୦ ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶର ମହୋବା ଜିଲ୍ଲାର ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଏହି ଅବସରରେ ଏଲପିଜି ସଂଯୋଗ ହସ୍ତାନ୍ତର କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।...
୩୭୦ ଅନୁଚ୍ଛେଦ ହଟିବା ପରେ ୨ ବର୍ଷରେ କେତେ ଜଣ ଜମ୍ମୁ-କଶ୍ମୀରରେ କିଣିଛନ୍ତି ଜମି, ସରକାର ଦେଲେ ଉତ୍ତର…
ନୂଆଦିଲ୍ଲୀ,୧୦।୮: ଜମ୍ମୁ-କାଶ୍ମୀରରୁ ଅନୁଚ୍ଛେଦ ୩୭୦କୁ ହଟାଯିବା ଇତିମଧ୍ୟରେ ଦୁଇ ବର୍ଷରୁ ଅଧିକ ସମୟ ହୋଇଗଲାଣି। ନିୟମ ପରିବର୍ତ୍ତନ ପରେ ବର୍ତ୍ତମାନ ରାଜ୍ୟ ବାହାରର ଯେ କୌଣସି ବ୍ୟକ୍ତି ଜମ୍ମୁ-କଶ୍ମୀରରେ ଜମି କିଣି ପାରିବେ। ମଙ୍ଗଳବାର ଦିନ ସରକାରଙ୍କୁ ସଂସଦରେ ପଚରାଯାଇଥିବା...
କରୋନା ମଧ୍ୟରେ ଜିକା ସଂକ୍ରମଣ ବଢ଼ାଇଲା ବିପଦ
ମୁମ୍ବାଇ,୧୦।୮: କରୋନା ଭାଇରସ୍ ସଂକ୍ରମଣ ନସରୁଣୁ ଏବେ ଜିକା ଭାଇରସ୍ ସଂକ୍ରମଣ ବିପଦ ଦେଖାଦେଲାଣି। ବର୍ତ୍ତମାନ ମହାରାଷ୍ଟ୍ରରେ ଡେଙ୍ଗୁ ଚିନ୍ତାର କାରଣ ପାଲଟିଛି। ତେବେ ଜିକା ଭାଇରସ୍ର ପ୍ରଥମ ମାମଲା ପୁନେରେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ୭୯ଗାଁରେ ଏହି ଭାଇରସ୍...
ଜନପ୍ରତିନିଧିଙ୍କ ବିରୋଧରେ ମାମଲା ହାଇକୋର୍ଟଙ୍କ ଅନୁମତି ବିନା ପ୍ରତ୍ୟାହାର ହେବ ନାହିଁ…
ନୂଆଦିଲ୍ଲୀ,୧୦।୮: ଜନପ୍ରତିନିଧିଙ୍କ ବିରୋଧରେ ମାମଲା ହାଇକୋର୍ଟଙ୍କ ଅନୁମତି ବିନା ପ୍ରତ୍ୟାହାର ହେବ ନାହିଁ ବୋଲି ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି ହୋଇଛି। ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ହାଇକୋର୍ଟଙ୍କ ଅନୁମତି ବିନା ଅନୁମତିରେ ଏମ୍ପି...
ବିପଦ ଆସୁଛି ମାଡ଼ି, ୭୯ ବର୍ଷ ମଧ୍ୟରେ ଦେଶର ୧୨ ସହର ସମୁଦ୍ରରେ ଯିବ ବୁଡ଼ି…
ନୂଆଦିଲ୍ଲୀ,୧୦।୮: ଦେଶର ୧୨ଟି ସହର ଉପରେ ବିପଦ ମାଡ଼ି ଆସୁଛି। ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ଆସନ୍ତା ୭୯ ବର୍ଷ ମଧ୍ୟରେ ଦେଶର ୧୨ଟି ଉପକୂଳବର୍ତ୍ତୀ ସହର ସମୁଦ୍ରରେ ବୁଡ଼ିଯିବ। ସହରରେ ୩ ଫୁଟର ସମୁଦ୍ର ପାଣି ପ୍ରବାହିତ ହେବ। ମେରୁ...
ପ୍ରାର୍ଥୀ ଘୋଷଣାର ୪୮ ଘଣ୍ଟା ମଧ୍ୟରେ ଦାଖଲ କରିବାକୁ ପଡ଼ିବ ଅପରାଧିକ ମାମଲା ସୂଚନା…
ନୂଆଦିଲ୍ଲୀ,୧୦।୮: ରାଜନୈତିକ ଅପରାଧୀକରଣ ସହ ଜଡିତ ଥିବା ଏକ ମାମଲାରେ ସୁପ୍ରିମକୋର୍ଟ ମଙ୍ଗଳବାର ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ ପ୍ରାର୍ଥୀ ଘୋଷଣା ହେବାର ୪୮ ଘଣ୍ଟା ମଧ୍ୟରେ ସମ୍ପୃକ୍ତ ପ୍ରାର୍ଥୀଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲା...
କଳାବଜାର ରୋକିବା ପାଇଁ ଏମିତି ବେଶ ଧରିଲେ ଉପଜିଲାପାଳ
ବିଜୟଓ୍ବାଡା,୧୦।୮: ଆନ୍ଧ୍ରପ୍ରଦେଶର ବିଜୟୱାଡାଠାରେ କଳାବଜାର ରୋକିବା ପାଇଁ ଆଇଏଏସ ଜି ସୂର୍ଯ୍ୟ ସାଇ ପ୍ରବୀଣଚାନ୍ଦ ଏକ ଭିନ୍ନ ପନ୍ଥା ଆପଣାଇଥିଲେ। ଯାହା ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ବିଜୟଓ୍ବାଡାର ଉପଜିଲାପାଳ ଥିବା ଜି ସୂର୍ଯ୍ୟ ସାଇ ପ୍ରବୀଣ ଚାନ୍ଦ...
ଉତ୍ତେଜନା ସୃଷ୍ଟିକାରୀ ଭାଷଣ ମାମଲାରେ ୬ ଗିରଫ…
ନୂଆଦିଲ୍ଲୀ,୧୦।୮: ଅଗଷ୍ଟ ୮ ରେ ଦିଲ୍ଲୀର ଜନ୍ତର ମନ୍ତରଠାରେ ଭାରତ ଜୋଡୋ ଆନ୍ଦୋଳନ ସମୟରେ ଏକ ନିର୍ଦ୍ଦିଷ୍ଟ ଧର୍ମ ବିରୋଧରେ ସ୍ଲୋଗାନ ଦେଇଥିବା ଅଭିଯୋଗରେ ସୁପ୍ରିମକୋର୍ଟର ବରିଷ୍ଠ ଓକିଲ ଅଶ୍ୱିନୀ ଉପାଧ୍ୟାୟଙ୍କୁ ପୋଲିସ ଗିରଫ କରିଛି। ଅଗଷ୍ଟ ୯ ବିଳମ୍ବିତ...
ପୁଣି ନିଜ ଦଳର ସରକାରଙ୍କୁ ଟାର୍ଗେଟ କଲେ ସିଦ୍ଧୁ
ଜଳନ୍ଧର,୧୦।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ସହ ଦୀର୍ଘ ଦିନର ମନୋମାଳିନ୍ୟ ପରେ ନବଜୋତ ସିଂ ସିଦ୍ଧୁ ଏବେ ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଅଛନ୍ତି। ଅଧ୍ୟକ୍ଷ ହେବା ପରଠାରୁ ତାଙ୍କ କାର୍ଯ୍ୟ ଶୈଳୀ ସମ୍ପୂର୍ଣ୍ଣ ଭିନ୍ନ ହୋଇଯାଇଛି ଏବଂ...
Archives


