କାଶୀ-ବିଶ୍ୱନାଥ କରିଡର ଲୋକାର୍ପିତ…
କାଶୀ-ବିଶ୍ୱନାଥ କରିଡର ଲୋକାର୍ପିତ… କାଶୀ, ୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କାଶୀ ବିଶ୍ୱନାଥ କରିଡରର ଲୋକାର୍ପିତ କରିଛନ୍ତି। ଶହ ଶହ ସାଧୁ ତଥା ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ବାବାଙ୍କ ଧାମରେ ନିର୍ମିତ କରିଡର ଉତ୍ସର୍ଗ କରାଯାଇଛି। ଲୋକର୍ପଣ ପୂର୍ବରୁ ପ୍ରଧାନମନ୍ତ୍ରୀ…
ସ୍ତ୍ରୀଙ୍କ ବିନା ଅନୁମତିରେ ସ୍ବାମୀ କରିପାରିବେନି କଲ୍ ରେକର୍ଡ…
ଚଣ୍ଡିଗଡ଼, ୧୩।୧୨: ସ୍ତ୍ରୀଙ୍କ ବିନା ଅନୁମତିରେ ସ୍ବାମୀ ତାଙ୍କର କଲ୍ ରେକର୍ଡ କରିପାରିବେନି। ଏଭଳି କରିବା ସ୍ତ୍ରୀଙ୍କ ଗୋପନୀୟ ଅଧିକାରର ଉଲ୍ଲଂଘନ ହୋଇଥାଏ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଏକ ମାମଲାର ବିଚାର ସମୟରେ କୋର୍ଟ ଦାଖଲ…
ମିସ୍ଡ କଲରେ ମିଳିବ ଗ୍ୟାସ
ଭୁବନେଶ୍ୱର,୧୩|୧୨: ବର୍ତ୍ତମାନ ଏଲ୍ପିଜି ସିଲିଣ୍ଡର ବୁକିଂ ପାଇଁ ଦେଶର ପ୍ରମୁଖ ଇନ୍ଧନ ବିପଣନ (ଗ୍ୟାସ୍) କମ୍ପାନୀ ବିଭିନ୍ନ ପ୍ରକାରର ସହଜ ସୁବିଧା ସେବା ଗ୍ରାହକଙ୍କ ପାଇଁ ଉପଲବ୍ଧ କରାଇଛନ୍ତି। କମ୍ପାନୀର କାରବାର ବୃଦ୍ଧି ପାଇଁ ଏଭଳି ନିଷ୍ପତ୍ତି ସହ ଗ୍ୟାସ୍ ସିଲିଣ୍ଡର…
ମିସ୍ ୟୁନିଭର୍ସ ଟାଇଟେଲ୍ ଜିତି ଇତିହାସ ରଚିଥିବା ହରନାଜ୍ ସାନ୍ଧୁଙ୍କ ବିଷୟରେ ଜାଣନ୍ତୁ
ଜେରୁଜେଲମ୍,୧୩।୧୨: ଅଭିନେତ୍ରୀ-ମଡେଲ ହର୍ନାଜ୍ ସାନ୍ଧୁ ସୋମବାର ଇତିହାସ ସୃଷ୍ଟି କରିଛନ୍ତି। ସେ ମିସ ୟୁନିଭର୍ସ ୨୦୨୧ ଟାଇଟେଲ୍ ଜିତିଛନ୍ତି। ୨୧ ବର୍ଷ ପରେ ସେ ଭାରତ ପାଇଟାଇଟଲ ଜିତିଛି – ୮୦ ଟି ଦେଶରୁ ପ୍ରତିଯୋଗୀଙ୍କୁ ପରାସ୍ତ କରିଛି। ସାନ୍ଧୁଙ୍କ ପୂର୍ବରୁ…
‘ଅନ୍ୟ ସହ ନିଜକୁ ତୁଳନା ନ କରି ଆତ୍ମବିଶ୍ୱାସ ବୃଦ୍ଧି କରିବା ଉଚିତ’ ଉତ୍ତର ଦେଲେ ହରନାଜ୍…
ଇଲାଟ୍, ୧୩।୧୨: ଲାରା ଦତ୍ତା ମିସ୍ ୟୁନିଭର୍ସ ଭାବରେ ବିଜୟୀ ହେବାର ୨୧ବର୍ଷ ପରେ ପୁଣି ଥରେ ଭାରତ ପାଇଁ ଗର୍ବର ଏକ ମୁହୂର୍ତ୍ତ ଆସିଛି। ଭାରତର ହରନାଜ କୌର ସାନ୍ଧୁଙ୍କୁ ମିସ୍ ୟୁନିଭର୍ସ ଭାବେ ଚୟନ କରାଯାଇଛି। ତାଙ୍କୁ ମିସ୍…
ସୁସ୍ଥତା ହାର ୯୮.୩୭ ପ୍ରତିଶତ…
ନୂଆଦିଲ୍ଲୀ, ୧୩।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର…
ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୩।୧୨: ପାର୍ଲାମେଣ୍ଟ ଉପରେ ହୋଇଥିବା ଆକ୍ରମଣକୁ ୨୦ ବର୍ଷ ପୂରଣ ହୋଇଛି। ୨୦ ବର୍ଷ ତଳେ ୨୦୦୧ ଡିସେମ୍ବର ୧୩ରେ ଆତଙ୍କବାଦୀଙ୍କ ଦ୍ୱାରା ପାର୍ଲାମେଣ୍ଟ ଉପରେ ଆକ୍ରମଣ ହୋଇଥିଲା। ଜୈଶ୍-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଏହି ଆକ୍ରମଣ ରେ…
ବ୍ରହ୍ମାଣ୍ଡ ସୁନ୍ଦରୀ ହେଲେ ଭାରତ ଝିଅ ହରନାଜ
ମୁମ୍ବାଇ,୧୩।୧୨: ଦୀର୍ଘ ୨୧ ବର୍ଷ ପରେ ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି ଭାରତର ଝିଅ ହରନାଜ ସାନ୍ଧୁ। ସେ ୨୦୨୧ ମସିହା ବ୍ରହ୍ମାଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ଏହି ମୁକୁଟ ହାସଲ କରିଛନ୍ତି। ଇସ୍ରାଏଲର ଇଲାଟରେ ଅନୁଷ୍ଠିତ ୭୦ତମ ମିସ୍ ୟୁନିଭର୍ସରେ ହାରନାଜ…
‘ପାକ୍ ସହ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଛୁ, ପରୋକ୍ଷ ବି ଜିତିବୁ’
ନୂଆଦିଲ୍ଲୀ, ୧୩।୧୨: ଭାରତ ୧୯୭୧ରେ ପାକିସ୍ତାନ ବିରୋଧରେ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଥିଲା। ଏବେ ପାକିସ୍ତାନ ପ୍ରେରିତ ଆତଙ୍କବାଦ ବିରୋଧରେ ପରୋକ୍ଷ ଯୁଦ୍ଧରେ ମଧ୍ୟ ଆମେ ଜିତିବୁ ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର କହିଛନ୍ତି। ସ୍ବାଧୀନତା ସମୟରେ ଧର୍ମ…
ରାତିରେ ଦେଖାଯାଉଛି ଓମିକ୍ରନ୍ର ଏମିତି କିଛି ଲକ୍ଷଣ
ନୂଆଦିଲ୍ଲୀ,୧୩ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି । ହେଲେ ଏହାର ନିର୍ଦ୍ଦିଷ୍ଟ ଲକ୍ଷଣ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନାହିଁ । ଡେଲ୍ଟା ଭାରିଏଣ୍ଟ ସଂକ୍ରମଣରେ…
କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ମୋଦି, କ’ଣ ରହିଛି ଏହାର ବିଶେଷତ୍ୱ
ନୂଆଦିଲ୍ଲୀ,୧୩ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ବାରାଣସୀ ଗସ୍ତରେ ଯାଇ ସାମବାର କାଶୀ ବିଶ୍ୱନାଥ ମନ୍ଦିରର ଶିଳାନ୍ୟାସ କରିବେ । ୧୩ ତାରିଖ ଅର୍ଥାତ୍ ସୋମବାର ଦିନ ପ୍ରାୟ ୧ଟା ବେଳେ ସେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବେ…
ନିର୍ବାଚନ ପୂର୍ବରୁ ୟୁପିରେ ଭାଜପାକୁ ବଡ଼ ଝଟ୍କା
ଲକ୍ଷ୍ନୌ,୧୩।୧୨: ୨୦୨୨ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ବହୁଜନ ସମାଜ ପାର୍ଟି (ବିଏସ୍ପି) ଅଧ୍ୟକ୍ଷା ମାୟାବତୀଙ୍କୁ ବଡ଼ ଝଟ୍କା ଲାଗିଛି। ଉଭୟ ଦଳର ଜଣେ ଲେଖାଏ ବିଧାୟକ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି…
Archives


