ବିଗ୍ ବି’ଙ୍କ ବଙ୍ଗଳାରେ ବୋମା, ପୋଲିସ କଣ୍ଟ୍ରୋଲ ରୁମକୁ ଅଜଣା କଲ୍…
ମୁମ୍ବାଇ,୭।୮: ବିଗ୍ ବି’ ଅମିତାଭ ବଚ୍ଚନଙ୍କ ବଙ୍ଗଳାରେ ବୋମା ରହିଛି। ଏନେଇ ଏକ ଫୋନ କଲ ଆସିବା ପରେ ପୋଲିସ କଣ୍ଟ୍ରୋଲ ରୁମ୍ରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୁମ୍ବାଇର ଚାରିଟି ସ୍ଥାନରେ ବୋମା ଲଗାଯାଇଥିବା ଧମକ ଦେଇ ଶୁକ୍ରବାର ରାତିରେ...
୪୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।...
୨୦୩ ଦିନରେ ୫୦ କୋଟିରୁ ଅଧିକ ଲୋକଙ୍କୁ ଟିକା…
ନୂଆଦିଲ୍ଲୀ,୭।୮: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନରେ ଇତି ମଧ୍ୟରେ ୫୦ କୋଟି ଲୋକଙ୍କୁ ଡୋଜ୍ ପ୍ରଦାନ କରାଯାଇଛି। ଏଥି ଲାଗି ୨୦୩ ଦିନ ସମୟ ଲାଗିଛି ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶୁକ୍ରବାର...
ବଡଗାମ୍ରେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ବଡଗାମ୍ର ମୋଚଓ୍ବା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏଠାରେ ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ କଶ୍ମୀର...
ଗୋଗ୍ରାରୁ ହଟିଲେ ଭାରତ, ଚାଇନା ସୈନ୍ୟ
ନୂଆଦିଲ୍ଲୀ, ୭।୮: ପୂର୍ବ ଲଦାଖର ଗୋଗ୍ରା ଫ୍ରିକ୍ସନ ପଏଣ୍ଟରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତିର ପ୍ରାୟ ୧୫ ମାସ ପରେ ଉଭୟ ପକ୍ଷ ସେଠାରୁ ସେନା ପ୍ରତ୍ୟାହାର କରିନେଇଛନ୍ତି। ଏଥିସହିତ ସେଠାରେ ଦୁଇ ଦେଶର ସୈନ୍ୟବାହିନୀ...
ନ୍ୟାୟପାଳିକାକୁ ସାହାଯ୍ୟ କରୁନି ସିବିଆଇ
ନୂଆଦିଲ୍ଲୀ,୭ା୮: ବିଚାରପତିମାନଙ୍କୁ ବ୍ୟକ୍ତିଗତ ଭାବେ ଧମକ ଦିଆଯାଉଛି, ହ୍ବାଟ୍ସଆପ୍ ତଥା ଫେସ୍ବୁକ୍ରେ ମଧ୍ୟ ଦୁର୍ବ୍ୟବହାରପୂର୍ଣ୍ଣ ମେସେଜ୍ ପଠାଯାଉଛି। କିନ୍ତୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ଗୋଇନ୍ଦା ବ୍ୟୁରୋ(ଆଇବି) କିମ୍ବା ପୋଲିସ ନ୍ୟାୟପାଳିକାକୁ ଆଦୌ ସାହାଯ୍ୟ କରୁନାହାନ୍ତି। ଏପରି କି ଏଭଳି...
ମା’ଙ୍କ ସାଙ୍ଗିଆ ବ୍ୟବହାର କରିପାରିବ ଶିଶୁ
ନୂଆଦିଲ୍ଲୀ,୬ା୮: ମା’ଙ୍କ ଅନୁସାରେ ଉପନାମ ବା ସାଙ୍ଗିଆ ରଖିବା ଅଧିକାର ପ୍ରତ୍ୟେକ ଶିଶୁଙ୍କର ରହିଛି ବୋଲି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଜଣେ ନାବାଳିକାଙ୍କ ବାପା ହାଇକୋର୍ଟରେ ଏକ ପିଟିଶନ ଦାଏର କରିଥିଲେ। ଏଥିରେ ସେ...
ଡେପୁଟି କମିଶନରଙ୍କ ମୁହଁକୁ ବାଲି ପକାଇଲେ ମହିଳା ଅଫିସର
ହାଇଦ୍ରାବାଦ୍,୬।୮: ଆନ୍ଧ୍ର ପ୍ରଦେଶର ଭାଇଜାଗ ସ୍ଥିତ ଏକ ସରକାରୀ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅନୁଦାନ ବିଭାଗରେ ଆସିଷ୍ଟାଣ୍ଟ କମିଶନର ଭାବେ କାର୍ଯ୍ୟ କରୁଥିବା ଜଣେ ମହିଳା ଅଫିସରେ ଡେପୁଟି କମିଶନରଙ୍କ ମୁହଁକୁ ବାଲି ପକାଇଛନ୍ତି। ତାହା ପୁଣି...
ଏହି ସର୍ତ୍ତରେ ଭାଜପାକୁ ସମର୍ଥନ କରିବେ ମାୟାବତୀ
ଲକ୍ଷ୍ନୌ,୬।୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜାତିଭିତ୍ତିକ ଜନଗଣନା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିବାକୁ ସମୟ ମାଗିଥିବା ବେଳେ ବହୁଜନ ସମାଜ ପାର୍ଟି (ବିଏସ୍ପି) ଅଧ୍ୟକ୍ଷ ମାୟାବତୀ ପୁଣିଥରେ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଜନଗଣନା...
ଖେଳାଳିଙ୍କ ପାଇଁ ପୁରସ୍କାରର ପେଡି ଖୋଲିଲେ ହରିୟାଣା ସରକାର, ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ମିଳିବ ୬ କୋଟି
ଚଣ୍ଡିଗଡ଼,୬ ।୮: ହରିୟାଣା ସରକାର ଖେଳାଳିଙ୍କୁ ଉତ୍ସାହିତ କରିବା ଲାଗି ଚେଷ୍ଟା କରିଛନ୍ତି । ସରକାର ଘୋଷଣା କରିଛନ୍ତି ଅଲିମ୍ପିକ୍ସରେ ଗୋଲ୍ଡ ବା ସ୍ୱର୍ଣ୍ଣ ପଦକ ଜିତିଲେ ମିଳିବ ୬ କୋଟି ଟଙ୍କା । ସେହିପରି ସିଲଭର ବା ରୌପ୍ୟ...
ଖେଳରତ୍ନ ପୁରସ୍କାରର ନାମ ପରିବର୍ତ୍ତନକୁ ସ୍ୱାଗତ, ବଦଳୁ ନରେନ୍ଦ୍ର ମୋଦି ଷ୍ଟାଡିୟମର ନାମ: କଂଗ୍ରେସ
ନୂଆଦିଲ୍ଲୀ,୬ ।୮: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ହକି ଦଳ ପଦକ ଜିତିବା ପରେ ଦେଶରେ ଏକ ପ୍ରକାର ଉଲ୍ଲାସର ବାତାବରଣ ସୃଷ୍ଟି ହୋଇଛି । ଏହାରି ଭିତରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର’ର ନାମ...
କ୍ୟାପଟେନ କୁଲଙ୍କ ଟୁଇଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ୍
ନୂଆଦିଲ୍ଲୀ,୬।୮: ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ନିଜ କାର୍ଯ୍ୟକଳାପ, ଫ୍ୟାଶନ ଓ ହେୟାର ଷ୍ଟାଇଲକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ କ୍ୟାପଟେନ କୁଲଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମିଳିଥିବା...
Archives


