ଜାତୀୟ

ୟୁକ୍ରେନ-ରୁଷିଆ ବିବାଦ ଉପରେ ପ୍ରତିକ୍ରିୟା ରଖିଲେ ରାଜନାଥ ସିଂହ

ନୂଆଦିଲ୍ଲୀ,୨୪।୨: ୟୁକ୍ରେନ-ରୁଷ ବିବାଦକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ୟୁକ୍ରେନରେ ଫସି ରହିଥିବା ଛାତ୍ରଙ୍କୁ ନେଇ ସେ ନିଜର ବୟାନ ରଖିଛନ୍ତି। ସେ କହିଛନ୍ତି, ପୂର୍ବରୁ କେନ୍ଦ୍ର ସରକାର ଆଡଭାଇଜରୀ ଜାରି କରିସାରିଛନ୍ତି। କେନ୍ଦ୍ର ସରକାର…

ପ୍ରୟାଗରାଜରେ ଗର୍ଜିଲେ ମୋଦି

ଲକ୍ଷ୍ନୌ,୨୪ ।୨: ଉତ୍ତର ପ୍ରଦେଶର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରୁବାର ପ୍ରୟାଗରାଜରେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ସେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି…

ଶିଖ୍‌ ଛାତ୍ରୀଙ୍କୁ ପଗଡ଼ି ଖୋଲିବାକୁ କହିଲା ବେଙ୍ଗାଲୁରୁ କଲେଜ

ବେଙ୍ଗାଲୁରୁ,୨୪।୨: କର୍ନାଟକ ହାଇକୋର୍ଟଙ୍କ ଆନ୍ତରୀଣ ରାୟ ଯୋଗୁ ବେଙ୍ଗାଲୁରୁର ଏକ କଲେଜ ଶିଖ୍‌ ଛାତ୍ରୀଙ୍କୁ କ୍ଲାସରେ ପଗଡ଼ି ବ୍ୟବହାର କରିବାକୁ ମନା କରି ଦେଇଛନ୍ତି। ୩ ଜଣିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ କ୍ୟାମ୍ପସରେ ହିଜାବ ପ୍ରତିବନ୍ଧକ ବିରୋଧରେ ଦାୟର କରାଯାଇଥିବା…

ମୋଦିଙ୍କୁ ସହଯୋଗ ମାଗିଲେ ୟୁକ୍ରେନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ୟୁକ୍ରେନ ବିପକ୍ଷରେ ଯୁଦ୍ଧ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି ୟୁକ୍ରେନ ରାଷ୍ଟ୍ରଦୂତ। ଭାରତରେ ଥିବା ୟୁକ୍ରେନ ରାଷ୍ଟ୍ରଦୂତ ଆଇଗୋର୍‌ ପୋଲିଖା ଗୁରୁବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ରୁଷିଆ ସହ…

ଆହୁରି ମହଙ୍ଗା ହେଲା ସୁନା ଦର

ନୂଆଦିଲ୍ଲୀ,୨୪।୨: ଆହୁରି ମହଙ୍ଗା ହେଲା ସୁନା ଓ ରୂପା। ଭାରତରେ ୧୦ ଗ୍ରାମ ପିଛା ସୁନା ଦର ପାଖାପାଖି ୧୪୦୦ ଟଙ୍କା ବଢିିଛି। ସେପଟେ ଏକ କିଲୋ ରୁପା ଦାମ୍‌ରେ ମଧ୍ୟ ୨ ହଜାରରୁ ଅଧିକ ଟଙ୍କା ବୃଦ୍ଧି ପାଇଛି। ଭାରତୀୟ…

ଯେଉଁଠି ଅଛ ସୁରକ୍ଷିତ ରୁହ,ଭାରତୀୟ ଦୂତାବାସ ପକ୍ଷରୁ ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ/କ୍ୱିଭ୍‌,୨୪।୨ : ୟୁକ୍ରେନର ରାଜଧାନୀ କ୍ୱିଭ୍‌ରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଏକ ଆଡଭାଇଜରୀ ଜାରି କରାଯାଇଛି ଯେ ୟୁକ୍ରେନରେ ଅନେକ ଅନିଶ୍ଚିତତା ରହିଛି। ତୁମେ ନିଜ ଘର, ହଷ୍ଟେଲ ଏବଂ ରାସ୍ତାରେ ଯେଉଁଠାରେ ବି ଥାଅ , ଶାନ୍ତ ରୁହ…

ଯିଏ ଯେଉଁଠି ଅଛ, ସେଇଠି ରୁହ: ଦୂତାବାସ

ନୂଆଦିଲ୍ଲୀ,୨୪ା୨: ୟୁକ୍ରେନ ଉପରେ ଗୁରୁବାର ରୁଷିଆ ଆକ୍ରମଣ କରିଛି। ଏହା ପରେ ୟୁକ୍ରେନରେ ସ୍ଥିତି ଗମ୍ଭୀର ରହିଛି। ଇତି ମଧ୍ୟରେ ୟୁକ୍ରେନରେ ରହୁଥିବା ଭାରତୀୟଙ୍କୁ ପରାମର୍ଶ ଦେଇଛି କ୍ୱିଭ୍‌ସ୍ଥିତ ଭାରତୀୟ ଦୂତାବାସ। ଯିଏ ଯେଉଁଠି ଅଛନ୍ତି ସେଠି ରୁହନ୍ତୁ। ଶାନ୍ତ ଏବଂ…

୧୮ ହଜାରରୁ ଅଧିକ ଭାରତୀୟ ଆତଙ୍କିତ, ବିମାନ ଉଡ଼ାଣ ବନ୍ଦ, ବଙ୍କରରେ ଆଶ୍ରୟ…

ନୂଆଦିଲ୍ଲୀ/କ୍ୱିଭ୍‌,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଟିଭି ଚ୍ୟାନେଲ ମାଧ୍ୟମରେ ଭାରତର ଘରେ ଘରେ ଯୁଦ୍ଧକାଳୀନ ସାଇରନ୍‌ ଶବ୍ଦ ଶୁଣାଯାଉଛି। ୟୁକ୍ରେନର ଆକାଶରେ ବହଳ ଧୂଆଁ ଦେଖି ଭାରତୀୟ ବହୁ ପରିବାର ଆତଙ୍କିତ ହୋଇଯାଇଛନ୍ତି। ଯେଉଁ ଭାରତୀୟମାନଙ୍କର ସମ୍ପର୍କୀୟ…

ବୁଡ଼ିଗଲା ନିବେଶକଙ୍କ ୭.୫୯ ଲକ୍ଷ କୋଟି…

ମୁମ୍ବାଇ,୨୪।୨ : ଭାରତୀୟ ଦଲାଲ ଷ୍ଟ୍ରିଟ୍‌ର ଷ୍ଟକ ମାର୍କେଟରେ ଗୁରୁବାର ଦେଖାଦେଇଥିବା ପତନ ଯୋଗୁ ନିବେଶକମାନେ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କର ସମ୍ପତ୍ତିର ବହୁ ଲକ୍ଷ କୋଟି ଟଙ୍କା ବୁଡି ଯାଇଛି। ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ…

ୟୁକ୍ରେନରୁ ଫେରିଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଯୁଦ୍ଧ ଘୋଷଣା କରିବା ପରେ ୟୁକ୍ରେନ ପୂର୍ବାଞ୍ଚଳର ବିଭିନ୍ନ ସ୍ଥାନରେ ରକେଟ୍‌ ମାଡ଼ କରାଯାଇଛି। ଏଥିଯୋଗୁ ୟୁକ୍ରେନ ଏହାର ଏୟାରସ୍ପେସ୍‌କୁ ବନ୍ଦ କରି ଦେଇଛି। ଏୟାରସ୍ପେସ୍‌ ବନ୍ଦ କରି ଦିଆଯାଇଥିବାରୁ ଏୟାର ଇଣ୍ଡିଆ ବିମାନ…

ଭାରତୀୟ ଶେୟାର ବଜାରରେ ସଙ୍କଟ, ରୁଷିଆ-ୟୁକେନ୍‌ ଯୁଦ୍ଧର ପ୍ରଭାବ…

ମୁମ୍ବାଇ,୨୪।୨ : ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧର ପ୍ରଭାବ ଭାରତୀୟ ଘରୋଇ ଷ୍ଟକ ବଜାର ଉପରେ ପଡ଼ିଛି। ଯୁଦ୍ଧ ଆରମ୍ଭ ହେବାର ଖବର ଯୋଗୁଁ ବଜାରରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରି-ଓପନିଂରେ ବଜାର ୩ ପ୍ରତିଶତରୁ ଅଧିକ ହ୍ରାସ ଦୃଷ୍ଟି ଗୋଚର…

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିଲେ ମଧ୍‌ୟ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?