ଜାତୀୟ

ନ୍ୟାୟିକ କାର୍ଯ୍ୟବାହୀ ଜନସାଧାରଣଙ୍କ ଦେଖିବା ପାଇଁ ଖୋଲାଯିବା ଆବଶ୍ୟକ…

ନୂଆଦିଲ୍ଲୀ, ୩୦।୧ : ନ୍ୟାୟ ହେଉଥିବାରୁ ପ୍ରମାଣ ମିଳିଥାଏ ଯେତେବେଳେ ନ୍ୟାୟିକ କାର୍ଯ୍ୟବାହୀ ଜନସାଧାରଣଙ୍କ ଦେଖିବା ପାଇଁ ଖୋଲାଯାଏ ପାରିଥାଏ। ନିଜ ଆଖି ସାମ୍ନାରେ ଜନସାଧାରଣ ନ୍ୟାୟିକ ପ୍ରକ୍ରିୟାକୁ ହୃଦୟଙ୍ଗମ କରିପାରିଥାନ୍ତି। ତେଣୁ ନ୍ୟାୟିକ କାର୍ଯ୍ୟବାହୀ ଜନସାଧାରଣଙ୍କ ଦେଖିବା ପାଇଁ ଖୋଲାଯିବା…

୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୩୦।୧: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଚଳିତ ବିଧାନସଭା ନିର୍ବାଚନରେ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଚନ୍ନି ଚମକୌର ସାହିବ ବିଧାନସଭା ଆସନ ବ୍ୟତୀତ ଭଦୌଡ ଆସନରୁ ମଧ୍ୟ ଲଢିବେ ବୋଲି ଜଣାପଡିଛି। କଂଗ୍ରେସ ରବିବାର ୮ ଜଣ ପ୍ରାର୍ଥୀଙ୍କ…

‘କଂଗ୍ରେସକୁ କେହି ହରାଇପାରିବେ ନାହିଁ, ଦଳ ନିଜକୁ ହିଁ ନିଜେ ହରାଇପାରିବ’

ଚଣ୍ଡିଗଡ,୩୦।୧: ପଞ୍ଜାବରେ ନିର୍ବାଚନ ପାଖେଇ ଆସୁଥିବାରୁ ବିଭିନ୍ନ ଦଳର ନେତାଙ୍କ ମଧ୍ୟ ଆରୋପ-ପ୍ରତ୍ୟାରୋପ ଲମ୍ବିବାରେ ଲାଗିଛି। ଶିରୋମଣି ଅକାଳୀ ଦଳର ବିଧାୟକ ବିକ୍ରମ ମାଜିଠିଆ ଏବଂ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଛି। ରବିବାର…

‘ସ୍ବର୍ଣ୍ଣ ମନ୍ଦିରରେ କିଏ ରାହୁଲଙ୍କ ପକେଟ୍‌ ମାରିଛି’

ଚଣ୍ଡିଗଡ଼,୩୦।୧: ‘ଶ୍ରୀ ହରମନ୍ଦିର ସାହିବରେ କିଏ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପକେଟ ମାର କରିଛି’। ଏଭଳି ପ୍ରଶ୍ନ କରିଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସିରୋମଣି ଅକାଳି ଦଳ (ଏସ୍‌ଏଡଟ୍ର ଏମ୍‌ପି ହରସିମରତ କୌର ବାଦଲ। ଆଗାମୀ ବିଧାନସଭା…

ଅମିତ ଶାହାଙ୍କ ଚ୍ୟାଲେଞ୍ଜ୍‌ ସ୍ବୀକାର କଲେ ଅଖିଳେଶ

ଲକ୍ଷ୍ନୌ,୩୦।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଦଳୀୟ ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ରବିବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରିବାକୁ ଘୋଷଣା କରିଛନ୍ତି। ଶନିବାର ମୁଜାଫରନଗରରେ ଏକ କାର୍ଯ୍ୟକ୍ରମରେ…

ଲୋକତନ୍ତ୍ର ଆଇନ ଦ୍ୱାରା ପରିଚାଳିତ ହୋଇଥାଏ, ବ୍ୟକ୍ତି ବିଶେଷଙ୍କ ଶାସନରେ ନୁହେଁ…

ନୂଆଦିଲ୍ଲୀ, ୩୦।୧ : : ପଶ୍ଚିମବଙ୍ଗରେ ରାଜ୍ୟପାଳ ଜଗଦୀପ ଧନଖର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ଥମିବାର ନା ଧରୁନି। ଦୀର୍ଘ ଦିନ ଧରି ବିଭିନ୍ନ ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ସଦ୍ୟତମ ବିବୃତ୍ତିରେ…

ମୃତ୍ୟୁର ତାଣ୍ଡବ ଆରମ୍ଭ, ୨୪ ଘଣ୍ଟାରେ ୮୯୩ ମୃତ…

ନୂଆଦିଲ୍ଲୀ, ୩୦।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୪ ହଜାର ୨୮୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

ରେକର୍ଡ କଲା ଭାରତ, ୭୫ ପ୍ରତିଶତ ବୟସ୍କଙ୍କ ଟିକାକରଣ…

ନୂଆଦିଲ୍ଲୀ, ୩୦।୧ : ଭାରତ ପୁଣି ନୂଆ ରେକର୍ଡ କରିଛି। ସାର୍ବଜନୀକ ଟିକାକରଣ ଅଭିଯାନରେ ଦେଶର ୭୫ ପ୍ରତିଶତ ବୟସ୍କଙ୍କୁ ଟିକା ପ୍ରଦାନ କରାଯାଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଦେଶର ନାଗରିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି,…

ଦୁର୍ନୀତି ମୁକ୍ତ ସମାଜ ଅପରିହାର୍ଯ୍ୟ, ପ୍ରୟାସ ମାଧ୍ୟମରେ ସ୍ବପ୍ନ ହେବ ପୂରଣ…

ନୂଆଦିଲ୍ଲୀ, ୩୦।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ମନ କି ବାତ୍‌ରେ ଯୋଗଦେଇ କହିଛନ୍ତି ଯେ, ଦେଶର ବିକାଶ ପାଇଁ ଦୁର୍ନୀତି ମୁକ୍ତ ସମାଜ ଅପରିହାର୍ଯ୍ୟ । ଦୁର୍ନୀତି ଉଈ ଭଳି ସମାଜକୁ ନଷ୍ଟ କରିଥାଏ।…

ଗୋଟିଏ ଡିଜିଟାଲ ଆଇଡିରେ ରହିବ ସମସ୍ତ ପରିଚୟପତ୍ର

ନୂଆଦିଲ୍ଲୀ,୩୦ା୧: ସମସ୍ତ ପ୍ରକାର ପରିଚୟପତ୍ର ପାଇଁ ଗୋଟିଏ ଡିଜିଟାଲ ୟୁନିକ୍‌ ଆଇଡି ରହିବ। ଏହା ଉପରେ ବିଜ୍ଞାନ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ କାମ କରୁଛି। ମନ୍ତ୍ରଣାଳୟ ଫେଡରେଟେଡ୍‌ ଡିଜିଟାଲ ଆଇଡେଣ୍ଟିଟ ପ୍ରକଳ୍ପ ନେଇ ପ୍ରସ୍ତାବ ଦେଇଛି । ପ୍ରସ୍ତାବକୁ ମନ୍ତ୍ରଣାଳୟ…

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି, ରାହୁଲ

ନୂଆଦିଲ୍ଲୀ,୩୦ା୧: ଆଜି ହେଉଛି ଜାତିର ପିତା ମହାତ୍ମାଗାନ୍ଧଙ୍କ ତିରୋଧାନ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସମସ୍ତ ନେତା ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ରାଜଘାଟରେ ପହଞ୍ଚିଛନ୍ତି। ଏଠାରେ ପ୍ରଧାନମନ୍ତ୍ରୀ ଏବଂ ରାହୁଲ ଗାନ୍ଧୀଙ୍କ ସମେତ ଅନେକ…

ମୋଦିଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମରେ ପରିବର୍ତ୍ତନ

ନୂଆଦିଲ୍ଲୀ, ୩୦ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ଚଳିତ ବର୍ଷର ପ୍ରଥମ ଏପିସୋଡ ଜାନୁୟାରୀ ୩୦ରେ ପ୍ରଚାରିତ ହେବ । ରବିବାର ସେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କ୍‌ୁ ସମ୍ବାଧିତ କରିବେ । ‘ମନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri