ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର…
ନୂଆଦିଲ୍ଲୀ,୫।୮: ଆତଙ୍କବାଦୀମାନେ ଭାରତରେ ଆକ୍ରମଣ କରିବାକୁ ଷଡଯନ୍ତ୍ର ରଚିଛନ୍ତି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପଞ୍ଜାବ ଏବଂ ଜମ୍ମୁ ସୀମାରେ ଆତଙ୍କବାଦୀମାନେ ବଡ଼ ଧରଣର ଆକ୍ରମଣ ଲାଗି ପ୍ରସ୍ତୁତ ହେଉଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ...
ଅନାଥ ପିଲାଙ୍କ ପାଇଁ ୫ ଲକ୍ଷର ସ୍ବାସ୍ଥ୍ୟ ବୀମା…
ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ନିଜର ମାତାପିତାଙ୍କୁ ହରାଇ ଥିବା ଅନାଥ ପିଲାଙ୍କ ପାଇଁ ପ୍ରଧାନମନ୍ତଦ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବୀମା ଘୋଷଣା କରାଯାଇଛି। କେନ୍ଦ୍ରୀୟ ମନ୍ତ୍ରୀ ଅନୁରାଗ ଠାକୁର ଏସମ୍ପର୍କରେ ସୂଚନା ଦେଇଛନ୍ତି।...
କ୍ୟାପଟେନ ଅମରିନ୍ଦର ସିଂଙ୍କ ‘ମୁଖ୍ୟ ପରାମର୍ଶଦାତା’ ପଦରୁ ଇସ୍ତଫା ଦେଲେ ପ୍ରଶାନ୍ତ କିଶୋର
ଚଣ୍ଡିଗଡ଼,୫ ।୮: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶେ।।ର ପଞ୍ଜାବ ବିଧାନସଭା ନିର୍ବାଚନର ଠିକ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ‘ମୁଖ୍ୟ ପରାମର୍ଶଦାତା’ ପଦରୁ ଇସ୍ତଫା ଦେଇଛନ୍ତି । ଇସ୍ତଫା ଦେବା ସମୟରେ ପ୍ରଶାନ୍ତ କିଶୋର ଲେଖିଛନ୍ତି, ସାଧାରଣ...
ଦିନେ କମିଲେ ପୁଣି ବଢୁଛି, ଅନ୍ଲକ୍ ଯୋଗୁ ବଢୁଛି ଭିଡ଼…
ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।...
ସରକାରୀ ବିଦ୍ୟାଳୟରେ ରହିବ ପ୍ଲେ ସ୍କୁଲ
ନୂଆଦିଲ୍ଲୀ, ୫ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଶିକ୍ଷା ଯୋଜନା ୨.୦ ଲାଗୁ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି। ୧ ଏପ୍ରିଲ ୨୦୨୧ରୁ ୩୧ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ ହେବ ବୋଲି...
କେମିତି ଅଛି କଶ୍ମୀର ସ୍ଥିତି
ନୂଆଦିଲ୍ଲୀ/ଶ୍ରୀନଗର,୫ା୮ :୩୭୦ ଉଚ୍ଛେଦକୁ ଗୁରୁବାର ୨ ବର୍ଷ ପୂରିଛି। ଯେଉଁ ଉଦ୍ଦେଶ୍ୟ ନେଇ ଏହି ସାମ୍ବିଧାନିକ ପଦକ୍ଷେପ ନିଆଯାଇଥିଲା ତାହା କେତେ ସାଧିତ ହୋଇଛି? ଜମ୍ମୁ-କଶ୍ମୀରରୁ ଆତଙ୍କବାଦର ମୂଳପୋଛ କରାଯାଇପାରିଛି କି? କେନ୍ଦ୍ରୀୟ ଶାସନ ଚାଲିଥିବା କେନ୍ଦ୍ରଶାସିତ ଅଞ୍ଚଳରେ ସାଧାରଣ...
ଟୁଇଟ୍ କରି ଅଡ଼ୁଆରେ ରାହୁଲ
ନୂଆଦିଲ୍ଲୀ, ୪।୮: ଦକ୍ଷିଣ-ପଶ୍ଚିମ ନୂଆଦିଲ୍ଲୀର କ୍ୟାଣ୍ଟନମେଣ୍ଟ ଏରିଆରେ ରବିବାର ରାତିରେ ଜଣେ ଦଳିତ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା କରାଯିବା ଘଟଣାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। କଂଗ୍ରେସ, ଆମ୍ ଆଦମୀ ପାର୍ଟି (ଏଏପି) ସମେତ ବିରୋଧୀ ଦଳଗୁଡ଼ିକ ଏହି...
ଦକ୍ଷିଣ ଚାଇନା ସି’କୁ ଯୁଦ୍ଧଜାହାଜ ପଠାଇଲା ଭାରତ
ନୂଆଦିଲ୍ଲୀ, ୪।୮: ବନ୍ଧୁ ରାଷ୍ଟ୍ରଗୁଡ଼ିକ ସହ ସୁରକ୍ଷା ସମ୍ପର୍କ ବୃଦ୍ଧି ପାଇଁ ଭାରତ ଚଳିତ ମାସରେ ସାଉଥ୍ ଚାଇନା ସି’କୁ ଯୁଦ୍ଧଜାହାଜ ପଠାଇଛି। ଗୋଟିଏ ଗାଇଡେଡ୍ ମଶାଇଲ୍ ଡେଷ୍ଟ୍ରୟର ଓ ଗୋଟିଏ ମିଶାଇଲ୍ ପ୍ରିଗେଟ ସହ ଭାରତର ୪ଟି ଯୁଦ୍ଧଜାହାଜ...
ଲଦାଖରେ ରାସ୍ତା ନିର୍ମାଣରେ ଭାରତର ରେକର୍ଡ
ନୂଆଦିଲ୍ଲୀ,୪।୮: ଲଦାଖର ପୂର୍ବାଞ୍ଚଳରେ ୧୯,୩୦୦ ଫୁଟ୍ ଉପରେ ରାସ୍ତା ନିର୍ମାଣ କରିଛି ସୀମା ସଡକ ସଂଗଠନ (ବିଆରଓ)। ଏହାକୁ ବିଶ୍ୱର ଉଚ୍ଚତମ ରାସ୍ତା ବୋଲି ସରକାରଙ୍କ ପକ୍ଷରୁ ବୁଧବାର ଏକ ବିବୃତିରେ କୁହାଯାଇଛି। ମାଉଣ୍ଟ ଏଭରେଷ୍ଟ ବେସ କ୍ୟାମ୍ପଠାରୁ ଢେର...
ତିହାର ଜେଲରୁ ମିଳିଲା ମୋଷ୍ଟ ଓ୍ବାଣ୍ଟେଡ୍ ଅପରାଧୀର ମୃତଦେହ
ନୂଆଦିଲ୍ଲୀ,୪।୮: ଦିଲ୍ଲୀର ତିହାର ଜେଲର ଏକ ସେଲରୁ ମିଳିଛି ଜଣେ ଗ୍ୟାଙ୍ଗଷ୍ଟରର ମୃତଦେହ। ବୁଧବାର ସକାଳେ ଜେଲର ୩ ନଂ ସେଲରେ ଅଙ୍କିତ ଗୁଜରଙ୍କ ମୃତଦେହ ଠାବ କରିଥିଲେ ଜେଲ ଅଧିକାରୀ। ଉତ୍ତର ପ୍ରଦେଶର ମୋଷ୍ଟ ଓ୍ବାଣ୍ଡେଡ୍ ଅପରାଧୀ ତାଲିକାରେ...
ଟର୍ଚ ଲାଇଟ୍ ଲଗାଇ ଶିଶୁର ଚିକିତ୍ସା
ପାଟନା,୪।୮: ପୁଣି ଥରେ ପଦାରେ ପଡ଼ିଛି ବିହାରର ସ୍ବାସ୍ଥ୍ୟ ସେବା। ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଘୁରି ବୁଲିଛି, ଯେଉଁଥିରେ ଡାକ୍ତର ଟର୍ଚ ଲାଇଟ୍ ଲଗାଇ ଜଣେ ଶିଶୁର ଚିକିତ୍ସା କରୁଛନ୍ତି। ଏକ ବିଷାକ୍ତ ସାପ କାମୁଡିବା କାରଣରୁ...
ଡିସେମ୍ବର ୨୦୨୩ ସୁଦ୍ଧା ଭକ୍ତଙ୍କ ପାଇଁ ଖୋଲିବ ଅଯୋଧ୍ୟା ରାମ ମନ୍ଦିର ଦ୍ୱାର
ଅଯୋଧ୍ୟା,୪।୮: ଉତ୍ତରପ୍ରଦେଶ ଅଯୋଧ୍ୟାରେ ଥିବା ରାମ ମନ୍ଦିରକୁ ନେଇ ବୁଧବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶେଷରେ ରାମ ଭକ୍ତଙ୍କ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ବର୍ତ୍ତମାନ ରାମ ମନ୍ଦିରର ବିଶାଳ ନିର୍ମାଣ କାର୍ଯ୍ୟ...
Archives


