ଜାତୀୟ

ସୋନିଆ ପାଳିବେନି ଜନ୍ମଦିନ

ନୂଆଦିଲ୍ଲୀ,୯ ।୧୨: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କର ୯ ଡିସେମ୍ବର ଅର୍ଥାତ୍ ଗୁରୁବାର ଜନ୍ମଦିବସ । ହେଲେ ଏଥର ସେ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି କହିଛନ୍ତି । ଏମିତିକ ତାଙ୍କ ଜନ୍ମଦିନରେ କର୍ମୀମାନେ କୌଣସି ପ୍ରକାର…

କମୁଛି କୋଭିଡ୍‌ ଟିକା ଚାହିଦା

ନୂଆଦିଲ୍ଲୀ, ୯।୧୨: କୋଭିଡ୍‌ ଟିକା ଯୋଗାଣ ତୁଳନାରେ ଚାହିଦା କମିଗଲାଣି। ତେଣୁ ବୁଷ୍ଟର ଡୋଜ୍‌ ପ୍ରସ୍ତୁତି ପାଇଁ ଅନୁମତି ପ୍ରଦାନ ନିମନ୍ତେ ଭାରତୀୟ ଭାକ୍ସିନ୍‌ ନିର୍ମାତାମାନେ ସରକାରଙ୍କ ନିକଟରେ ଲବି କରୁଥିବା ଜଣାପଡ଼ିଛି। ରୁଷିଆର ସ୍ପୁଟ୍‌ନିକ ଟିକା ପ୍ରସ୍ତୁତ କରୁଥିବା ଏକ…

ବିପିନ ରାୱତଙ୍କ ପରଲୋକରେ ଆମେରିକା, ରୁଷିଆ, ପାକିସ୍ତାନ ସମେତ ବିଭିନ୍ନ ଦେଶର ଶୋକ ପ୍ରକାଶ

ନୂଆଦିଲ୍ଲୀ,୯ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନରାଲ ବିପିନ ରାୱତଙ୍କ ବିୟୋଗରେ ଆମେରିକା, ରୁଷିଆ, ପାକିସ୍ତାନ ସମେତ ବିଭିନ୍ନ ଦେଶ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି । ବୁଧବାର ତାମିଲନାଡୁର କୁନ୍ନୁରରେ ସେନା ହେଲିକପ୍ଟର ଏମ୍‌ଆଇ ୧୭…

ରାଲିରେ ଯୋଗ ଦେବାକୁ କଂଗ୍ରେସ ରଖିଲା ସର୍ତ୍ତ: ଆଣିବାକୁ ହେବ ୭୨ ଘଣ୍ଟା ପୂର୍ବରୁ କରାଯାଇଥିବା ଆର୍‌ଟିପିସିଆର୍ ଟେଷ୍ଟ ରିପୋର୍ଟ

ଜୟପୁର,୯ ।୧୨: କଂଗ୍ରେସ ନେତା ଜ୍ୟୋତି ଖଣ୍ଡେଲୱାଲ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖି କହିଛନ୍ତି କି ଜୟପୁରରେ ୧୨ ଡିସେମ୍ବରକୁ ହେବାକୁ ଥିବା ମହଙ୍ଗା ମାଡ ବିରୋଧୀ ରାଲିକୁ ସ୍ଥଗିତ ରଖିବା ଦରକାର । ଜ୍ୟୋତି ଖଣ୍ଡେଲୱାଲ ତାଙ୍କ…

ଆସନ୍ତା କାଲି ହେବ ସିଡିଏସ୍‌ଙ୍କ ଶେଷ କୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ,୯ ।୧୨: ତାମିଲନାଡୁର କନ୍ନୁରରେ ବୁଧବାର ହୋଇଥିବା ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପରଲୋକ ହୋଇଛି । ଗୁରୁବାର ଉଭୟଙ୍କ ପାର୍ଥିବ ଶରୀରକୁ ସେନା…

ଗୁରୁବାର ଆନ୍ଦୋଳନରୁ ହଟିବେ ଚାଷୀ

ନୂଆଦିଲ୍ଲୀ,୮।୧୨: କୃଷି ଆଇନ ବିରୋଧରେ ୧୫ ମାସ ଧରି ଚାଲିଥିବା ଆନ୍ଦୋଳନ ଶେଷ ହେବାକୁ ଯାଉଛି। ଏମ୍‌ଏସ୍‌ପି ଲାଗି ଆଶ୍ୱାସନା ସହ ଚାଷୀଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାକୁ ପ୍ରତ୍ୟାହାର କରିବାକୁ ସରକାର ରାଜି ହୋଇଥିବାରୁ ଚାଷୀ ସଂଗଠନଗୁଡ଼ିକ ଆନ୍ଦୋଳନ ଶେଷ…

ଗାଡ଼ି ରୋକିବାକୁ କୌଣସି ସଙ୍କେତ ମିଳି ନ ଥିଲା

ନୂଆଦିଲ୍ଲୀ, ୮।୧୨ : ”ଗାଡ଼ି ରୋକିବା ପାଇଁ ଆମକୁ କୌଣସି ସଙ୍କେତ ଦେଇ ନ ଥିଲେ। ହଠାତ୍‌ ଗୁଳି ବର୍ଷା ଆରମ୍ଭ ହୋଇଥିଲା“। ନାଗାଲାଣ୍ଡର ମୋନ୍‌ ଜିଲାରେ ଶନିବାର ଯବାନଙ୍କ ଆକ୍ରମଣରୁ ବର୍ତ୍ତିଯାଇଥିବା କୋଇଲା ଖଣି ଶ୍ରମିକ ଶେଇଓ୍ବାଙ୍ଗ ଏଭଳି କହିଛନ୍ତି।…

ଅଫିସରେ ଝଗଡ଼ା, ଘରକୁ ଡାକି କାଟିଦେଲେ ସହକର୍ମୀଙ୍କ ମୁଣ୍ଡ

ନୂଆଦିଲ୍ଲୀ,୮।୧୨: ଜଣେ ବ୍ୟକ୍ତି ତାଙ୍କ ସହକର୍ମୀଙ୍କୁ ଘରକୁ ଡାକି ହତ୍ୟା କରିବା ପରେ ମୃତଦେହର ପାଖରେ ଶୋଇଥିଲେ। ପର ଦିନ ସକାଳେ ଶବରୁ ମୁଣ୍ଡ ଅଲଗା କରି ଫିଙ୍ଗି ଦେଇଥିଲେ ଅଳିଆ ଗଦାରେ। ଏଭଳି ହତ୍ୟାକାଣ୍ଡ ଉତ୍ତରପ୍ରଦେଶର ଗାଜିଆବାଦରେ ଘଟିଥିବା ପୋଲିସ…

ବିଶ୍ୱରେ ପ୍ରଥମ: ସୁଖୋଇ ୩୦ ଏମ୍‌କେରୁ ସଫଳ ବ୍ରାହ୍ମୋସ୍‌ ସୁପରସୋନିକ ମିଶାଇଲ ପରୀକ୍ଷା

ନୂଆଦିଲ୍ଲୀ,୮।୧୨: ଓଡ଼ିଶାର ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରୁ ବୁଧବାର ସଫଳତାର ସହ ବ୍ରାହ୍ମୋସ୍‌ ସୁପରସୋନିକ୍‌ କ୍ରୁଜ ମିଶାଇଲର ପରୀକ୍ଷା କରାଯାଇଛି। ଏହାକୁ ସୁପରସୋନିକ ଫାଇଟର ଜେଟ ସୁଖୋଇ ୩୦ ଏମ୍‌କେ-ଆଇ ଏୟାରକ୍ରାଫ୍ଟରୁ ପରୀକ୍ଷା କରାଯାଇଥିଲା। ବିଶ୍ୱରେ ପ୍ରଥମ ଥର ପାଇଁ…

ବିପିନ ରାଓ୍ବତଙ୍କ ପୂର୍ବରୁ ଏସବୁ ନେତାମାନଙ୍କର ମଧ୍ୟ ବିମାନ ଦୁର୍ଘଟଣାରେ ଯାଇଛି ଜୀବନ

ନୂଆଦିଲ୍ଲୀ,୮ା୧୨: ସିଡିଏସ୍‌ ବିପିନ ରାଓ୍ବତଙ୍କ ବୁଧବାର ଭାରତୀୟ ବାୟୁସେନା ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହାନି ଘଟିଛି। ଏହି ଦୁର୍ଘଟଣା ସତେ ଯେମିତି ପୂର୍ବ ଘଟଣାର ସ୍ମୃତି ଫେରାଇ ଆଣିଛି। ଏହା ପୂର୍ବରୁ ଅନେକ ଭାରତୀୟ ରାଜନେତାଙ୍କ ବିମାନ ଦୁର୍ଘଟଣାରେ ପ୍ରାଣହାନି ଘଟିଛି।…

ଚପର ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବିପିନ ରାଓ୍ବତ

ନୂଆଦିଲ୍ଲୀ,୮।୧୨: ତାମିଲନାଡୁର କୁନୁରଠାରେ ବୁଧବାର ଘଟିଥିବା ଚପର ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୩ ଜଣଙ୍କ ମଧ୍ୟରେ ରହିଛନ୍ତି ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାଓ୍ବତ। ଦୁର୍ଘଟଣା ବେଳେ ଚପରରେ ଉପସ୍ଥିତ ଥିବା ତାଙ୍କ ପତ୍ନୀ ମଧୁଲିକା…

ବିପିନ୍‌ ରାଓ୍ବତଙ୍କ ପରିବାରରେ କିଏ କିଏ ଅଛନ୍ତି ଜାଣନ୍ତୁ

କୁନ୍ନୁର,୮ା୧୨: ତାମିଲନାଡୁର କୁନ୍ନୁର ନିକଟରେ ଭାରତୀୟ ବାୟୁସେନାର ଏକ ହେଲିକପ୍ଟର ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ହେଲିକପ୍ଟରରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ବିପିନ୍‌ ରାଓ୍ବତ ଥିଲେ। ତାଙ୍କ ସହ ସ୍ତ୍ରୀ ମଧୁଲିକାଙ୍କ ସମେତ ଆଉ ୧୪ ଜଣ ମଧ୍ୟ ହେଲିକପ୍ଟରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri