ଜାତୀୟ

କରୋନା ଟିକାକରଣରେ ଭାରତ ରଚିଲା ଇତିହାସ: ଟପ୍ ୧୦ରେ ରହିଲେ ଏହିସବୁ ରାଜ୍ୟ

ନୂଆଦିଲ୍ଲୀ,୨୧ ।୧୦: କରୋନା ମହାମାରୀକୁ ଦୂରେଇବା ପାଇଁ ଦେଶରେ ଆରମ୍ଭ କରାଯାଇଥିବା ଟିକାକରଣ କାର୍ଯ୍ୟକ୍ରମ ଇତିହାସ ରଚିଛି । ଜାନୁୟାରୀ ୧୬ରୁ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଅକ୍ଟୋବର ଶେଷ ଅର୍ଥାତ୍ ୨୧ ତାରିଖ ସୁଦ୍ଧା ଏହା ୧୦୦ କୋଟି…

ମଝି ଆକାଶରେ ଦୁଇଖଣ୍ଡ ହେଲା ବାୟୁସେନା ମିରାଜ ବିମାନ…

ଭୋପାଳ,୨୧।୧୦: ମଝି ଆକାଶରେ ବାୟୁସେନାର ମିରାଜ ଯୁଦ୍ଧ ବିମାନ ଦୁଇଖଣ୍ଡ ହୋଇଯାଇଛି। ତେବେ ପାଇଲଟ ସୁରକ୍ଷିତ ରହିଥିବା ବାୟୁସେନା ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟପ୍ରଦେଶ ଭିଣ୍ଡ ଅଞ୍ଚଳର ମନକାବାଗ୍‌ ଗାଁରେ ଏଭmଳି ଅଭାବନୀୟ ଘଟଣା ଘଟିଛି। ତେବେ ଏଥିରେ ଥିବା ପାଇଲଟ…

ପ୍ରିୟଙ୍କାଙ୍କ ନିର୍ବାଚନୀ ପ୍ରତିଶ୍ରୁତି, ଝିଅଙ୍କୁ ମିଳିବ ସ୍କୁଟି-ସ୍ମାର୍ଟଫୋନ୍‌…

ଲକ୍ଷ୍ନୌ,୨୧।୧୦: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ଫେବୃୟାରୀ-ମାର୍ଚ୍ଚରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟେjରଗତ ୩ ଦଶନ୍ଧି ଧରି କଂଗ୍ରେସ କ୍ଷମତାଠାରୁ ଦୂରରେ ରହି ବନବାସ କାଟୁଛି। ଏପରି ସ୍ଥଳେ ମିଶନ-୨୦୨୨ ଅନ୍ତର୍ଗତ ପୁଣି ଥରେ କ୍ଷମତା ଦଖଲ ପାଇଁ କଂଗ୍ରେସ ପକ୍ଷରୁ…

ପୁଣି ୧୮ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୮ ହଜାର ୪୫୪ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୬୦…

ଜମ୍ମୁ-କଶ୍ମୀରରେ ନିବେଶ ପାଇଁ ସୁମଲିମ୍‌ ରାଷ୍ଟ୍ରଙ୍କ ସହିତ ଭାରତର ଯୋଗାଯୋଗ ପ୍ରୟାସ…

ନୂଆଦିଲ୍ଲୀ,୨୧।୧୦: ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତ କୂଟନୈତିକ ସ୍ତରରେ ପାକିସ୍ତାନକୁ ଘେରିବାକୁ ପ୍ରସ୍ତୁତ ହେଉଛି। ଜମ୍ମୁ-କଶ୍ମୀରରେ ପର୍ଯ୍ୟାୟକ୍ରମେ ପୁଞ୍ଜି ନିବେଶ ପାଇଁ ଭାରତ ଏକ ସ୍ବତନ୍ତ୍ର ରଣନୀତି ଉପରେ କାର୍ଯ୍ୟ କରୁଛି। ଏହା ଅନ୍ତର୍ଗତ ମୁସଲିମ୍‌ ରାଷ୍ଟ୍ରମାନଙ୍କରୁ କାଶ୍ମୀରରେ ବ୍ୟାପକ ବିନିଯୋଗ ପାଇଁ…

ଇତିହାସ ରଚିଲା ଭାରତ, ୧୦୦ କୋଟି ଟପିଲା ଟିକାକରଣ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ଡ.ମନସୁଖ ମାଣ୍ଡବ୍ୟ ଗୁରୁବାର ଟୁଇଟ୍‌ କରି ସୂଚନା ଦେଇଛନ୍ତିି।ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି…

ପୁଣି ଥରେ ହେବ ଭାରତ-ଚାଇନା ସୀମା ବିବାଦ ଆଲୋଚନା…

ନୂଆଦିଲ୍ଲୀ,୨୧।୧୦: ସୀମା ବିବାଦକୁ ନେଇ ଭାରତ ଏବଂ ଚାଇନା ମଧ୍ୟରେ ବର୍ଷ ବର୍ଷ ଧରି ଚାଲିଥିବା ବିବାଦର ସମାପ୍ତି ଏପର୍ଯ୍ୟନ୍ତ ହୋଉନାହିଁ। ତେବେ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ ପାଇଁ ଉଭୟ ଦେଶ ପୁଣି ଥରେ ଉଦ୍ୟମ କରିବାକୁ ଯାଉଛନ୍ତିି। ୧୩ତମ…

୧୧୩ ଦେଶରୁ ୭୧ରେ ଭାରତ

ନୂଆଦିଲ୍ଲୀ, ୨୧ା୧୦: ନିକଟରେ ପ୍ରକାଶିତ ବିଶ୍ୱ କ୍ଷୁଧା ସୂଚକାଙ୍କ ରିପୋର୍ଟରେ ଭାରତ ପଡ଼ୋଶୀ ପାକିସ୍ତାନଠାରୁ ଖରାପ ପ୍ରଦର୍ଶନ କରିଥିବାବେଳେ ବିଶ୍ୱ ଖାଦ୍ୟ ସୁରକ୍ଷା ସୂଚକାଙ୍କ(ଜିଏଫ୍‌ଏସ୍‌)-୨୦୨୧ରେ ମଧ୍ୟ ଭାରତ ଖରାପ ପ୍ରଦର୍ଶନ କରିଛି। ୧୧୩ଟି ଦେଶକୁ ନେଇ ପ୍ରକାଶ ପାଇଥିବା ଏହି ରିପୋର୍ଟରେ…

ଆଗ୍ରାରେ ହାଜତ ମୃତ୍ୟୁ

ଆଗ୍ରା,୨୧।୧୦: ଉତ୍ତର ପ୍ରଦେଶର ଆଗ୍ରାସ୍ଥିତ ଜଗଦୀଶପୁରା ଥାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିବା ଅଭିଯୋଗରେ ପୋଲିସ ଜେରା କରୁଥିବାବେଳେ ଜଣେ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ହୋଇଛି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ପରିବାରକୁ ଭେଟିବା ପାଇଁ ଯାଉଥିବାବେଳେ…

ପଞ୍ଜାବରେ କ୍ୟାପଟେନଙ୍କ ଅଫର ଭାଜପା ପାଇଁ ହୋଇପାରେ ଗେମ ଚେଞ୍ଚର

ଚଣ୍ଡିଗଡ଼,୨୧ ।୧୦: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସ ଦଳ ଛାଡି ନିଜର ନୂଆ ଦଳ ଗଢିବେ ବୋଲି ଘୋଷଣା କରି ସାରିଛନ୍ତି । ପଞ୍ଜାବରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ବିରୋଧରେ ଲଢିବେ…

ଟିକାକରଣରେ ରେକର୍ଡ ପରେ ଲାଲକିଲାରେ ଉଡିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୧ ।୧୦: କରୋନା ଟିକାକରଣରେ ସରକାର କେର୍ଡ କରିବାକୁ ଯାଉଛନ୍ତି । ଗୁରୁବାର ଦେଶରେ ୧୦୦କୋଟି ଟିକାକରଣ ପୂରଣ ହେବା ପରେ ମୋଦି ସରକାର ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିବା ଜଣାପଡିଛି । ପ୍ରଥମେ ଏହି ଅବସରରେ ଦିଲ୍ଲୀର ଲାଲ କିଲାରେ…

ହ୍ବାଟ୍ସଆପ୍‌ ଚାଟ୍‌ରୁ ମିଳିଲା ସୁରାକ

ମୁମ୍ବାଇ, ୨୦।୧୦: ଆର୍ୟନ ନିୟମିତ ଭାବେ ଡ୍ରଗ୍ସ କାରବାରରେ ସମ୍ପୃକ୍ତ ଥିବା ତାଙ୍କ ହ୍ବାଟ୍ସଆପ୍‌ ଚାଟ୍‌ରୁ ଜଣାପଡ଼ିଛି। ତେଣୁ ସେ ଜାମିନରେ ଗଲେ ଏଭଳି ଅପରାଧ ଯେ କରିବେ ନାହିଁ, ତାହା କୁହାଯାଇପାରିବ ନାହିଁ ବୋଲି ବିଚାରପତି ଭି.ଭି. ପାଟିଲ କହିନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri