ଭାଜପା ସହ ମିଶି ନିର୍ବାଚନ ଲଢିବେ କ୍ୟାପଟେନ
ଚଣ୍ଡିଗଡ଼,୬ ।୧୨: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଆସନ୍ତା ବିଧାନସଭା ନିର୍ବାଚନକୁ ନେଇ ସୋମବାର ବଡ ଘୋଷଣା କରିଛନ୍ତି । ତାଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ ଆଗମୀ ବିଧାନସଭା ନିର୍ବାଚନ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଅକାଳିଦଳକୁ…
ଜାଣନ୍ତୁ କାହିଁକି ଓମିକ୍ରନ ମାରାତ୍ମକ
କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ ପୁଣି ଥରେ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହି ଭୂତାଣୁର ସଂକ୍ରମଣକୁ ନେଇ ଲଗାତର ଭୟଙ୍କର କଥା ସବୁ ଶୁଣିବାକୁ ମିଳୁଛି। ଏହା ମଧ୍ୟରେ ମେଡାନ୍ତାର ଚେୟାରମ୍ୟାନ୍ ଡ. ନରେଶ ତ୍ରେହାନ ଏହି ଭାଇରସ୍କୁ…
ଅସାଲ୍ଟ ରାଇଫଲ ଚୁକ୍ତି ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କକୁ ସୁଦୃଢ଼ କରିବ…
ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ବ୍ଳାଡ଼ିମୀର ପୁଟିନଙ୍କ ଭାରତ ଗସ୍ତ ପୂର୍ବରୁ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ତାଙ୍କ ପ୍ରତିପକ୍ଷ ଜେନେରାଲ ସେର୍ଜେଇ ଶୋଇଗୁଙ୍କୁ ଭେଟିଛନ୍ତି। ଶୋଇଗୁଙ୍କ ସହ କଥାବାର୍ତ୍ତା ବେଳେ ରାଜନାଥ ସିଂ କହିଛନ୍ତି ଯେ ବହୁପକ୍ଷବାଦ, ବିଶ୍ୱ ଶାନ୍ତି,…
ଏମିତି ମହିଳାଙ୍କୁ ସଲାମ
କୋଲକତା,୬।୧୨:ବିବାହ ସମାରୋହରେ ଖାଦ୍ୟର ବହୁତ ଅପଚୟ ହୁଏ। ବିବାହରେ ଲକ୍ଷ୍ୟଠାରୁ ଅଧିକ ଖାଦ୍ୟ ପ୍ରସ୍ତୁତ ହୁଏ। କିନ୍ତୁ ବେଳେବେଳେ ଖାଦ୍ୟ ବଳକା ରହିଯାଏ। ପରେ ସେହି ଖାଦ୍ୟ ଅଳିଆ ଆବର୍ଜନାରେ ପକାଯାଏ। କିନ୍ତୁ ଖାଦ୍ୟ ନଷ୍ଟ କରିବା ପରିବର୍ତ୍ତେ କୋଲକାତାର ଜଣେ…
ଓ୍ବାସିମ୍ ରିଜଭି ଇସଲାମ ଛାଡ଼ି ହିନ୍ଦୁଧର୍ମ ଗ୍ରହଣ କଲେ…
ନୂଆଦିଲ୍ଲୀ,୬।୧୨: ଶିଆ ୱାକଫ ବୋର୍ଡର ପୂର୍ବତନ ଚେୟାରମ୍ୟାନ ୱାସିମ ରିଜଭି ଇସଲାମ ଛାଡି ସୋମବାର ହିନ୍ଦୁଧର୍ମରେ ଦୀକ୍ଷିତ ହୋଇଛନ୍ତି। କୁରାନର ଆୟତଗୁଡ଼ିକୁ ହଟାଇବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିବା ୱାସିମ ରିଜଭି ହିନ୍ଦୁଧର୍ମ ଗ୍ରହଣ କରିଛନ୍ତି। ସେ ୱାସିମ ରିଜଭିରୁ ଜିତେନ୍ଦ୍ର…
୪୩ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍
ହାଇଦ୍ରାବାଦ,୬।୧୧: ତେଲେଙ୍ଗାନାର କରିମନଗର ଜିଲାର ବମ୍ମାକାଲରେ ଥିବା ଚାଲମେଡା ଆନନ୍ଦ ରାଓ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସ କଲେଜରୁ ୪୩ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ କରିମନଗର ଜିଲା ମେଡିକାଲ ସ୍ବାସ୍ଥ୍ୟ ଅଧିକାରୀ…
ବୁଷ୍ଟର ଡୋଜ୍ ନେବାକୁ ଦେଶ ଛାଡୁଛନ୍ତି ଭାରତୀୟ…
ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ର ଆତଙ୍କ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଏକ ରିପୋର୍ଟ ପ୍ରକାଶ ପାଇଛି ଯେ, ଓମିକ୍ରନ୍ ଭୟରେ ବହୁ ଭାରତୀୟ ଦେଶ ଛାଡୁଛନ୍ତି। ସେମାନେ ବୁଷ୍ଟର ଡୋଜ୍ ନେବାକୁ ବିଦେଶ ପଳାୟନ କରୁଛନ୍ତି। ଏପର୍ଯ୍ୟନ୍ତ…
୨୧ ଛୁଇଁଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୬।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୧ ଜଣ ଓମିକ୍ରନ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ର, ରାଜସ୍ଥାନ ଏବଂ ଦିଲ୍ଲୀରୁ ଏସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମହାରାଷ୍ଟ୍ରରୁ ପିମ୍ପିରିରୁ…
ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି…
ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଏହାଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୩୦୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…
ପରମବୀର ହ୍ବିସିଲବ୍ଲୋୟର ନୁହନ୍ତି
ନୂଆଦିଲ୍ଲୀ, ୬।୧୨(ପି.ଟି.): ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଆଇନ ଅନୁଯାୟୀ ହ୍ବିସିଲ୍ବ୍ଲୋୟର ବିବେଚନା କରାଯାଇପାରିବ ନାହିଁ। କାରଣ ତାଙ୍କର ବଦଳି ହେବା ପରେ ଯାଇ ସେ ତତ୍କାଳୀନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିଲେ ବୋଲି…
ଅଧିକାର ଫେରିପାଇବାକୁ ଚାଷୀଙ୍କ ଭଳି ତ୍ୟାଗ କରିବାକୁ ହେବ: ଫାରୁକ୍
ଶ୍ରୀନଗର, ୬।୧୨: କୃଷି ଆଇନ ବିରୋଧରେ ଚାଷୀମାନେ ଦୀର୍ଘଦିନ ଆନ୍ଦୋଳନ ଚଳାଇବା ପରେ ଏହାକୁ ରଦ୍ଦ କରିବା ଲାଗି ସରକାର ବାଧ୍ୟ ହୋଇଛନ୍ତି। ବର୍ଷେରୁ ଊର୍ଦ୍ଧ୍ୱ ସମୟ ଆନ୍ଦୋଳନରେ ୭୦୦ରୁ ଅଧିକ ଚାଷୀ ଜୀବନ ଦେଇଛନ୍ତି। ଶେଷରେ ନରେନ୍ଦ୍ର ମୋଦି ସରକାର…
ଆଜି ଆସୁଛନ୍ତି ପୁଟିନ୍
ନୂଆଦିଲ୍ଲୀ, ୬ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ସୋମବାର ଭାରତ ଆସିବେ। ୨୧ତମ ଭାରତ-ରୁଷିଆ ବାର୍ଷିକ ସମ୍ମିଳନୀରେ ସେ ଯୋଗଦେବେ। ୨୦୧୯ ନଭେମ୍ବରରେ ବ୍ରିକ୍ସ ସମ୍ମିଳନୀ ପରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ କରି ପୁଟିନଙ୍କୁ ସାମ୍ନା ସାମ୍ନି ଭେଟିବେ। ଏହି…
Archives


