ଜାତୀୟ

ଭାରତ ତେଲ ନ କିଣିଲେ ବଡ଼ କ୍ଷତି ସହିବ ରୁଷିଆ! ହେବ ଏତେ କୋଟିର ଘାଟା…

ନୂଆଦିଲ୍ଲୀ,୪।୨: ଭାରତ କ’ଣ ପ୍ରକୃତରେ ରୁଷିଆରୁ ତେଲ କିଣିବା ବନ୍ଦ କରିଦେବ? ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଭାରତର ଶକ୍ତି ରଣନୀତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ କି? ରୁଷ ନିଜେ କହିଛି ଯେ ଭାରତଠାରୁ ଏପରି କୌଣସି ବାର୍ତ୍ତା ପାଇନାହିଁ,…

ମୃତ୍ୟୁ ପୂର୍ବରୁ ଏହି ବ୍ୟକ୍ତିଙ୍କୁ କଲ୍‌ କରିଥିଲେ ଅଜିତ ପାୱାର: ଜାଣନ୍ତୁ କ’ଣ ହୋଇଥିଲେ କଥା

ପୁଣେ,୪।୨: ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଜୀବନ ଯାଇଥିଲା। ସେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ର ମୁଖ୍ୟ ଥିଲେ। ଅଜିତ ପାୱାରଙ୍କ ଉପରେ ଅନେକ ଦାୟିତ୍ୱ ଥିଲା, ଯେଉଁଥିରୁ ଗୋଟିଏ ହେଉଛି ଆଗାମୀ…

ଅଧରାତିରେ ୯ ମହଲାରୁ ଡେଇଁଲେ ୩ ଭଉଣୀ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତିନି ଜଣ ନାବାଳିକା ଭଉଣୀ ଏକ କୋଠାର ୯ମ ମହଲାରୁ ଡେଇଁ ପଡ଼ି ମୃତ୍ୟୁବରଣ କରିଛନ୍ତି। କୁହାଯାଉଛି ଯେ, ସେମାନେ ଅନଲାଇନ ମୋବାଇଲ ଗେମ ଖେଳିବା ନିଶାରେ ଥିଲେ।…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ୪ ପ୍ରମୁଖ ସର୍ତ୍ତ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିଳମ୍ବିତ ରାତିରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଘୋଷଣା କରିଛନ୍ତି। ସେ ଭାରତ ଉପରେ ଲାଗୁ ହୋଇଥିବା ଟାରିଫ୍‌ରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘୋଷଣା କରିଛନ୍ତି, ଯାହା ଟାରିଫ୍‌କୁ ୧୮ପ୍ରତିଶତକୁ ହ୍ରାସ କରିଛି। ସପ୍ତାହର…

ବାଣିଜ୍ୟ ଚୁକ୍ତି ପରେ ଆମେରିକା ସହ ଭାରତର ବଡ଼ ବୈଠକ: ଜାଣନ୍ତୁ କ’ଣ ହେଲା…

ନୂଆଦିଲ୍ଲୀ,୪।୨: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ଆମେରିକାର ଏକ ଉଚ୍ଚସ୍ତରୀୟ ଗସ୍ତ ଆରମ୍ଭ କରିଛନ୍ତି। ତାଙ୍କ ଗସ୍ତର ପ୍ରଥମ ଦିନରେ, ସେ ଆମେରିକାର ଅର୍ଥ ସଚିବ ସ୍କଟ ବେସାଣ୍ଟ ଏବଂ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହିତ ଦୁଇଟି…

‘ନ୍ୟାୟ ପ୍ରଦାନରେ ବିଳମ୍ବ ଜଣାଶୁଣା ବ୍ୟାଧି’

ନୂଆଦିଲ୍ଲୀ,୪ା୨: ହାଇକୋର୍ଟଗୁଡ଼ିକ ରାୟକୁ ପ୍ରକାଶ ନ କରି ମାସ ମାସ ଧରି ସଂରକ୍ଷିତ ରଖିବା ଅଭ୍ୟାସ ଏକ ଜଣାଶୁଣା ବେମାରି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିବା ସହ ତାହାର ମୂଳୋତ୍ପାଟନ ହେବା ଜରୁରୀ ବୋଲି ମତ ଦେଇଛନ୍ତି। ଠିକ୍‌ ସମୟରେ ନ୍ୟାୟ…

ସଇତାନ ସାଜିଲେ ପ୍ରେମିକା: ଯାହାକୁ ହୃଦୟ ଦେଇ ବସିଥିଲେ ,ତାକୁ ମାରିଦେଲେ: ମାତ୍ର ଏହି ଭୁଲ୍‌ ପାଇଁ…

ରାୟପୁର, ୪ା୨: ସାମାନ୍ୟ ମତାନ୍ତରକୁ କେନ୍ଦ୍ରକରି ଜଣେ ୨୨ ବର୍ଷୀୟା ପ୍ରେମିକା ତାଙ୍କ ୨୫ ବର୍ଷୀୟ ପ୍ରେମିକଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ସ୍ପର୍ଶକାତର ଘଟଣା ଛତିଶଗଡ଼ ବିଳାସପୁର ଅଞ୍ଚଳରେ ଘଟିଛି। ୨୫ ବର୍ଷୀୟ କାମତା ସୂର୍ଯ୍ୟବଂଶୀ ଏଠାରେ ଏକ ହୋଟେଲରେ…

ସରକାରୀ ଚାକୀରିଆଙ୍କୁ ୟୁଟ୍ୟୁବରଙ୍କ ଟକ୍କର: ବିବାହରେ ମିଳିଲା ୭୧ ଲକ୍ଷ ଟଙ୍କା, ୨୧ ତୋଳା ସୁନା

ମୁମ୍ବାଇ,୩।୨: ଆଗରୁ ବାହାଘର ପାଇଁ ସରକାରୀ ଚାକିରିଆଙ୍କ ପ୍ରବଳ ଡିମାଣ୍ଡ ଥିଲା। ଏବେ ୟୁଟ୍ୟୁବର ମଧ୍ୟ ଏହି ରେସରେ ସାମିଲ ହୋଇଯାଇଛନ୍ତି। ଜଣେ ଲୋକପ୍ରିୟ ଭାରତୀୟ ୟୁଟ୍ୟୁବରଙ୍କ ବିବାହକୁ ନେଇ ସୋସିଆଲ ମିଡିଆରେ ଏବେ ଜୋରଦାର ଚର୍ଚ୍ଚା ଓ ବିବାଦ ଆରମ୍ଭ…

ମୁମ୍ବାଇ ବିମାନବନ୍ଦରରେ ଏୟାର ଇଣ୍ଡିଆ-ଇଣ୍ଡିଗୋ ବିମାନ ଧକ୍କା, ଦୁର୍ଘଟଣା ପରେ ଯାତ୍ରୀ…

ମୁମ୍ବାଇ,୩।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଟଳିଯାଇଛି। ରନୱେରେ ଟାକ୍ସି କରୁଥିବା ସମୟରେ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋର ଦୁଇଟି ବିମାନର ଡେଣା ପରସ୍ପର ସହ ଧକ୍କା ହୋଇଛି। ତେବେ…

ମ୍ୟାନମାରରେ ୫.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ: ଥରିଲା କଲିକତା

କୋଲକାତା,୩।୨: ମଙ୍ଗଳବାର ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ପ୍ରାୟ ୫.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର ପ୍ରଭାବରେ ପଶ୍ଚିମବଙ୍ଗର ରାଜଧାନୀ କଲିକତାରେ ମଧ୍ୟ ମୃଦୁ କମ୍ପନ ଅନୁଭୂତ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା…

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଦଳର ନେତା ଭାବେ ୟୁମନାମ୍‌ ଖେମଚାନ୍ଦ ସିଂହଙ୍କୁ ନିର୍ବାଚିତ କରାଯାଇଛି। ଫଳରେ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?