ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼-ମନାଲି ଜାତୀୟ ରାଜପଥ ବନ୍ଦ
ଶିମଲା,୩୧।୭: ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ରାଜ୍ୟରେ ଅନେକ ରାସ୍ତା ବନ୍ଦ ହୋଇପଡ଼ିଥିବାରୁ ଯାତାୟତରେ ବାଧା ଉପୁଜିଛି। ଇତିମଧ୍ୟରେ ମଣ୍ଡି ଜିଲାର ପାଣ୍ଡୋହ ଅଞ୍ଚଳରେ ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼ ଓ...
ନୂଆ ଆଇପିଏସ୍ଙ୍କୁ ମୋଦିଙ୍କ ମନ୍ତ୍ର
ନୂଆଦିଲ୍ଲୀ,୩୧।୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସର୍ଦ୍ଦାର ବଲଭଭାଇ ପଟେଲ ନ୍ୟାସନାଲ ପୋଲିସ ଏକାଡେମୀରେ ତାଲିମପ୍ରାପ୍ତ ଆଇପିଏସ୍ ଅଧିକାରୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଲିମପ୍ରାପ୍ତ ଅଧିକାରୀଙ୍କୁ କିଛି ମନ୍ତ୍ର ଦେଇଛନ୍ତି। ପ୍ରଶିକ୍ଷକ...
ପ୍ରେମିକାଙ୍କଠୁ ଧୋକା ଖାଇବା ପରେ ନିଜ ଚା’ ଦୋକାନର ଏମିତି ନାଁ ରଖିଲେ ପ୍ରେମିକ, ଲୋକେ କରୁଛନ୍ତି ପ୍ରଶଂସା
ଭୋପାଳ,୩୧ା୭: ମଧ୍ୟପ୍ରଦେଶର ବୈତୁଲରେ ଆଜିକାଲି ଏକ ଚା’ ଦୋକାନ ବେଶ୍ ଚର୍ଚ୍ଚାରେ ରହିଛି। କାରଣ ଏହି ଚା’ ଦୋକାନର ଅଦ୍ଭୁତ ନାମକରଣକୁ ନେଇ ଚାରିଆଡ଼େ ଚର୍ଚ୍ଚା ହେଉଛି। ଏହି ଦୋକାନର ନାଁ ‘ବଓ୍ବେଫା ଚାୟ ଓ୍ବାଲା’। ଏମିତି ନାମକରଣ ପଛରେ...
ସମୟ ପୂର୍ବରୁ ମୌସୁମୀ ଅଧିବେଶନ ଶେଷ ହେବା ଆଶଙ୍କା, ହେଲାଣି ୨୬.୯୨୫ କୋଟି କ୍ଷତି…
ନୂଆଦିଲ୍ଲୀ,୩୧।୭: ସଂସଦର ମୌସୁମୀ ଅଧିବେଶନ ଅଚଳ ହୋଇପଡ଼ିଛି। ଜୁଲାଇ ୧୯ରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି। ଅଧିବେଶନରେ ୧୯ଟି ସାଧାରଣ କାର୍ଯ୍ୟ ଦିବସକୁ ସାମିଲ୍ କରାଯାଇଛି । ବିରୋଧୀଙ୍କ ପ୍ରବଳ...
୨.୨୭ ଲକ୍ଷରୁ ଅଧିକ ଗର୍ଭବତୀଙ୍କୁ ଦିଆଯାଇଛି ଟିକା…
ନୂଆଦିଲ୍ଲୀ,୩୧।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ୪୬ କୋଟି ୧୫ ଲକ୍ଷ ୧୮ ହଜାର ୪୭୯ ଜଣ ଲୋକଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ଶୁକ୍ରବାର...
କରୋନା ମୃତ୍ୟୁ ହାର ୧.୩୪ ପ୍ରତିଶତ ଛୁଇଁଲା…
ନୂଆଦିଲ୍ଲୀ,୩୧।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧ ହଜାର ୬୪୯...
ପୁଲଓ୍ବାମା ଏନ୍କାଉଣ୍ଟର, ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ପୁଲଓ୍ବାମାେରେ ହୋଇଥିବା ଏନ୍କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ନାଗବେରାନ୍-ତାରସାର ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ଜମ୍ମୁ-କଶ୍ମୀର ପୋଲିସ, ସିଆରପିଏଫ୍ ଏବଂ...
ଝାଡ଼ଖଣ୍ଡ ମୁଖ୍ୟ ସଚିବ, ଡିଜିପିଙ୍କୁ ସୁପ୍ରିମକୋର୍ଟଙ୍କ ରିପୋର୍ଟ ତଲବ
ନୂଆଦିଲ୍ଲୀ, ୩୧।୭: ଝାଡ଼ଖଣ୍ଡ ଧାନବାଦ ଜିଲାର ଅତିରିକ୍ତ ଜିଲା ଓ ଦୌରା ଜଜ୍ ଉତ୍ତମ ଆନନ୍ଦଙ୍କୁ ଅଟୋ ମଡ଼ାଇ ହତ୍ୟା ଘଟଣାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିଜ ଆଡ଼ୁ ବିଚାର ପାଇଁ ଗ୍ରହଣ କରିବା ସହ ରାଜ୍ୟ ମୁଖ୍ୟ ଶାସନ ସଚିବ...
ବୁଦ୍ଧିମତ୍ତା କମାଉଛି କୋଭିଡ୍
ଲଣ୍ଡନ, ୩॥୭: କୋଭିଡ୍ ସଂକ୍ରମଣ ସହ ବୁଦ୍ଧିମତ୍ତାର ସମ୍ପର୍କ ରହିଥିବା ଏକ ନୂଆ ଗବେଷଣାରୁ ଜଣାପଡ଼ିଛି। ଏହି ଅଧ୍ୟୟନ ଅନୁଯାୟୀ ଗୁରୁତର ସଂକ୍ରମିତ କୋଭିଡ୍ ରୋଗୀଙ୍କର ବୁଦ୍ଧିମତ୍ତା ହ୍ରାସ ପାଉଛି। କୋଭିଡ୍-୧୯ରୁ ଆରୋଗ୍ୟ ହୋଇଥିବା ଲୋକେ ଯୋଜନା ପ୍ରସ୍ତୁତ କରିବା,...
୧୫୦ ବର୍ଷର ସୀମା ସଂଘର୍ଷ
ନୂଆଦିଲ୍ଲୀ,୩୧ା୭ : ଉତ୍ତର-ପୂର୍ବର ଆସାମ ଓ ମିଜୋରାମ ମଧ୍ୟରେ ଦେଢ଼ ଶତାବ୍ଦୀ ପୁରୁଣା ସୀମା ବିବାଦ ଜୁଲାଇ ୨୬ରେ ହଠାତ୍ ଉଗ୍ରରୂପ ଧାରଣ କରିଥିଲା। ଦୁଇ ପଡ଼ୋଶୀ ରାଜ୍ୟ ମୁହଁାମୁହିଁ ହେବାରୁ ୬ ଆସାମ ପୋଲିସଙ୍କ ଜୀବନ ଯାଇଥିଲା। ମିଜୋରାମ...
ବ୍ୟାଙ୍କ ଭିତରେ ମ୍ୟାନେଜରଙ୍କୁ ହତ୍ୟା
ମୁମ୍ବାଇ,୩୦।୭: ମହାରାଷ୍ଟ୍ରର ପାଲଘର ଜିଲା ଭିରାରସ୍ଥିତ ଏକ ଘରୋଇ ବ୍ୟାଙ୍କର ଜଣେ ମ୍ୟାନେଜରଙ୍କୁ ହତ୍ୟା କରାଯାଇଛି। ଏଥିରେ ଅନ୍ୟ ମହିଳା ଅଫିସର ଆହତ ହୋଇଛନ୍ତି। ଗୁରୁବାର ରାତିରେ ଆଇସିଆଇସିଆଇ ବ୍ୟାଙ୍କ ଭିରାର ପୂର୍ବ ଶାଖାରେ ଏହି ଆକ୍ରମଣ ହୋଇଥିଲା। ସେତେବେଳେ...
ଆମେରିକାକୁ ଉଡ଼ିବ ଅଧିକ ବିମାନ
ନୂଆଦିଲ୍ଲୀ,୩୦।୭: ଉଚ୍ଚଶିକ୍ଷା ପାଇଁ ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କ ନିମନ୍ତେ ଏୟାର ଇଣ୍ଡିଆ ଶୁକ୍ରବାର ଏକ ବଡ଼ ଘୋଷଣା କରିଛି। ଅଗଷ୍ଟ ପ୍ରଥମ ସପ୍ତାହରୁ ଆମେରିକାକୁ ଅଧିକ ବିମାନ ଉଡିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି। ଭାରତରେ କରୋନା...
Archives


