ଜାତୀୟ

କୋଲକାତା ଫେରିଲେ ଦିଦି, କହିଲେ ବିରୋଧି ଏକଜୁଟ ହେବା ଜରୁରୀ

ନୂଆଦିଲ୍ଲୀ,୩୦ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ୫ ଦିନିଆ ଦିଲ୍ଲୀ ଗସ୍ତ ସାରି ଶୁକ୍ରବାର କୋଲକାତା ଫେରିଛନ୍ତି । ଏହାପୂର୍ବରୁ ସେ ଦିଲ୍ଲୀରେ କହିଛନ୍ତି ତାଙ୍କ ୫ ଦିନିଆ ଗସ୍ତ ଭିତରେ ସେ ବହୁ ନେତାଙ୍କ ସହ...

ଆତଙ୍କବାଦୀଙ୍କ ଗ୍ରେନେଡ ମାଡ: ୪ ଯବାନ ଆହତ

ଜମ୍ମୁ,୩୦ ।୭: କଶ୍ମୀର ଘାଟିର ବାରାମୂଳାରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଗ୍ରେନେଡ ମାଡ କରିଛନ୍ତି । ଏଥିରେ ୪ ଜଣ ଯବାନ ଆହତ ହୋଇଥିବା ବେଳେ ଜଣେ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା...

ମଇଳା ସ୍ବେରେଜ ପାଣିରେ ଚାଲିଲେ ଭାଜପା ବିଧାୟକ

ହାପୁର,୩୦।୭: ଉତ୍ତରପ୍ରଦେଶ ଜନପଦ ହାପୁଡ ଜିଲାର ଗଡ଼ମୁକ୍ତେଶ୍ୱରରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଭାଜପା ବିଧାୟକ କମଲ ସିଂହଙ୍କୁ ଗ୍ରାମବାସୀଙ୍କ ବିରୋଧର ସାମ୍ନା କରିବାକୁ ପଡ଼ିଛି। ଉତ୍ତ୍ୟକ୍ତ ଗ୍ରାମବାସୀ...

ଭାରତରୁ ପ୍ରଥମଥର ଲଣ୍ଡନ ରପ୍ତାନୀ ହେଲା ସବୁଠୁ ରାଗ ଲଙ୍କା, ମୋଦି କହିଲେ…

ନୂଆଦିଲ୍ଲୀ,୩୦ା୭: ନାଗାଲାଣ୍ଡର ‘କିଙ୍ଗ୍‌ ଚିଲି’ ବା ଭୂତ ଜ୍ୱାଳା କୁହାଯାଉଥିବା ଲଙ୍କା ପ୍ରଥମଥର ଲଣ୍ଡନକୁ ରପ୍ତାନୀ ହୋଇଛି। ଏହାକୁ ବିଶ୍ୱର ସବୁଠୁ ରାଗ ଲଙ୍କା ବୋଲି କୁହାଯାଏ। ବାଣିଜ୍ୟ ମନ୍ତ୍ରଣାଳୟ ଏନେଇ ସୂଚନା ଦେଇଛି। ମନ୍ତ୍ରଣାଳୟ କହିଛି ‘ରାଜା ଲଙ୍କା’ର...

୩୧ ଅଗଷ୍ଟ ଯାଏ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦।୭: କରୋନାର ସମ୍ଭାବ୍ୟ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପୁଣି ଥରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ସେବା ଉପରେ ଥିବା ପ୍ରତିବନ୍ଧକକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଗଷ୍ଟ ୩୧ ଯାଏ ବିମାନ ଉଡାଣ ସେବା...

ମେଡିକାଲ କଲେଜରେ ସ୍ଥାନ ସଂରକ୍ଷରକୁ ନେଇ ମାୟାବତୀ କହିଲେ ଏହା ସରକାରଙ୍କ ନିର୍ବାଚନୀ ନିଷ୍ପତ୍ତି

ଲକ୍ଷ୍ନୌ,୩୦ ।୭: ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ଅଧ୍ୟକ୍ଷା ମାୟାବତୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ମେଡିକାଲ କଲେଜରେ ଅଦର ବ୍ୟାକୱାର୍ଡ କ୍ଲାସେସ(ଓବିସି)ଙ୍କ ପାଇଁ ୨୭ ପ୍ରତିଶତ ଓ ଇକୋନମିକାଲି ୱିକର ସେକ୍ସନ(ଇଡବ୍ଲୁଏସ୍‌)ଙ୍କ ପାଇଁ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ...

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ଫଳାଫଳ: ୯୯.୩୭% ଉତ୍ତୀର୍ଣ୍ଣ

ନୂଆଦିଲ୍ଲୀ,୩୦।୭: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ଦ୍ୱାଦଶ ଶ୍ରେଣୀର ଫଳାଫଳ ପ୍ରକାଶ ପାଇଛି। ଏଥର ୯୯.୩୭ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯.୬୭ ପ୍ରତିଶତ ଛାତ୍ରୀ ଏବଂ ୯୯.୧୭ ପ୍ରତିଶତ ଛାତ୍ର ପାସ୍‌ କରିଛନ୍ତି।...

ବିଚାରପତିଙ୍କ ସନ୍ଦେହ ଜନକ ମୃତ୍ୟୁ: ରାଜ୍ୟ ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ ।୭: ଝାଡ଼ଖଣ୍ଡର ଧନବାଦରେ ଜଣେ ବିଚାରପତିଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ସୁପ୍ରିମକୋର୍ଟ ନିଜ ଆଡୁ ନେଇ ବିଚାର କରିବାକୁ ସ୍ଥିର କରିଛନ୍ତି । ମୁଖ୍ୟ ବିଚାରପତି ଏନ ବି ରମଣ ଓ ଜଷ୍ଟିଶ ସୁର୍ଯ୍ୟକାନ୍ତଙ୍କ ଦ୍ୱାରା ଗଠିତ ଏକ...

ମୋଦିଙ୍କ ଅଗଷ୍ଟ-୧୫ ଭାଷଣରେ ସାମିଲ ହେବ ଆପଣଙ୍କ ମତାମତ: ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୩୦।୭: ସ୍ବାଧୀନତା ଦିବସ ୨୦୨୧ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିବେ। ଏଥର ପ୍ରଧାନମନ୍ତ୍ରୀଙ୍କ ଭାଷଣ କେମିତି ହେବା ଆବଶ୍ୟକ ସେନେଇ ଆପଣ ମଧ୍ୟ ରାୟ ଦେଇପାରିବେ। ପିଏମ୍‌ଓ ପକ୍ଷରୁ ଟୁଇଟ କରାଯାଇ ଏନେଇ ସୂଚନା...

ବିବାହ ରାତିରେ ଛାତରୁ ଡେଇଁ ପଳାଇଲେ କନ୍ୟା, କାରଣ ଜାଣିଲେ…

ଭୋପାଳ,୩୦ା୭: ମଧ୍ୟପ୍ରଦେଶର ଭିଣ୍ଡ୍‌ ଜିଲାରେ ଜଣେ କନ୍ୟା ବିବାହ ଦିନ ରାତିରେ ହିଁ ଛାତରୁ ଡେଇଁ ପଳାଇଥିଲେ। କାରଣ ବର ଜଣକ ବିବାହ କରିବା ପାଇଁ କନ୍ୟାଙ୍କୁ ୧ ଲକ୍ଷ ଟଙ୍କା ଦେବେ ବୋଲି କହିଥିଲେ। ମାତ୍ର ବର ୯୦...

କର୍ନାଟକରେ ହେବେ ୫ ଉପମୁଖ୍ୟମନ୍ତ୍ରୀ!

ବେଙ୍ଗାଲୁରୁ,୩୦ ।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି । ଲିଙ୍ଗାୟତ ସମ୍ପ୍ରଦାୟ ସହ ମଜଭୁତ ସମ୍ପର୍କ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଇସ୍ତଫା ଦେବା...

‘ମୁଁ ବିହାରୀ ଗୁଣ୍ଡା ନୁହେଁ’

ନୂଆଦିଲ୍ଲୀ,୩୦।୭: ଆଜି ମୌସୁମୀ ଅଧିବେଶନର ଦଶମ ଦିନ। ପେଗାସସ, ମୁଦ୍ରାସ୍ଫୀତି, କରୋନା ଏବଂ କୃଷି ଆଇନକୁ ନେଇ ଲୋକ ସଭା ଓ ରାଜ୍ୟ ସଭାରେ ପ୍ରତିଦିନ ହଟ୍ଟଗୋଳ ଦେଖାଦେଇଛି। ଶୁକ୍ରବାର ମଧ୍ୟ ଉଭୟ ସଦନରେ ହଟ୍ଟଗୋଳ ଜାରି ରହିଥିଲା। ଫଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri