ଦ୍ୱିତୀୟ ଚାର୍ଜଶିଟ୍ରେ ଚାଷୀଙ୍କୁ ଅଭିଯୁକ୍ତ କଲା ଏସ୍ଆଇଟି
ନୂଆଦିଲ୍ଲୀ,୨୨।୧: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ଦ୍ୱିତୀୟ ଚାର୍ଜଶିଟ୍ ଦାଖଲ ହୋଇଛି। ପୂର୍ବରୁ ଦାଖଲ ହୋଇଥିବା ଚାର୍ଜଶିଟ୍ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଏବଂ ଅନ୍ୟମାନଙ୍କ ନାମ ରହିଥିଲା। ଗାଡ଼ି ମଡ଼ାଇ ୪ ଚାଷୀ ଓ ଜଣେ…
୨୦ ମହଲା କୋଠାରେ ଲାଗିଲା ନିଆଁ
ମୁମ୍ବାଇ,୨୨।୧: ମୁମ୍ବାଇର ଟାର୍ଡେଓ ଅଞ୍ଚଳ ଗୋୱାଲିଆ ଟ୍ୟାଙ୍କର ଗାନ୍ଧୀ ହସ୍ପିଟାଲ ସମ୍ମୁଖରେ ଥିବା ଏକ ୨୦ ମହିଲା କୋଠାରେ ଶନିବାର ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କ…
ଆଜି ଦେଶରେ ୩ ଲକ୍ଷ ୩୭ ହଜାର ୭୦୪ ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୨୨।୧: କରୋନାର ତୃତୀୟ ଲହର ଦ୍ରୁତ ଗତିରେ ବଢିଚାଲିଛି। ଏବେ ଦୈନିକ ସଂକ୍ରମଣ ୩ଲକ୍ଷ ଉପରେ ରହୁଛି। ତେବେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୩୭ ହଜାର ୭୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦୈନିକ ପଜିଟିଭିଟି ହାର…
୨ ସପ୍ତାହ ମଧ୍ୟରେ ଉତ୍ତର ଦିଅ
ନୂଆଦିଲ୍ଲୀ,୨୧।୧: ନିର୍ଦ୍ଦେଶ କାର୍ଯ୍ୟକାରୀ କରି ନ ଥିବାରୁ ଗଞ୍ଜାମ ଜିଲାପାଳଙ୍କୁ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ଶୁକ୍ରବାର ନୋଟିସ ଜାରି କରିଛନ୍ତି। ଜିଲାରେ ଥିବା ଟେକ୍ ହୋମ୍ ରାଶନ ଛତୁଆ ଫ୍ୟାକ୍ଟ୍ରିକୁ ବନ୍ଦ କରିବା ଦିଗରେ ପଦକ୍ଷେପ ନେବା ଲାଗି ପୂର୍ବରୁ ଏନ୍ଜିଟି…
୫ ରାଜ୍ୟର ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିବେ ନିର୍ବାଚନ କମିଶନ
ନୂଆଦିଲ୍ଲୀ,୨୨।୧: ଆସନ୍ତା ଫେବୃୟାରୀ ୧୦ରୁ ୫ଟି ରାଜ୍ୟରେ ନିର୍ବାଚନ ଆରମ୍ଭ ହେବ। ତେବେ କୋଭିଡ୍ କଟକଣା ମଧ୍ୟରେ ନିର୍ବାଚନ କିପରି ହୋଇପାରିବ ସେନେଇ ନିର୍ବାଚନ କମିଶନ ଶନିବାର ଏକ ବୈଠକ ଡାକିଛନ୍ତି। କମିଶନ ନିର୍ବାଚନ ପରିଚାଳନା ବାବଦରେ ସ୍ବାସ୍ଥ୍ୟ ସଚିବଙ୍କ ସହିତ…
ବିଦେଶ ଫେରନ୍ତା ଏବେ ରହିବେ ହୋମ କ୍ୱାରାଣ୍ଟାଇନରେ
ନୂଆଦିଲ୍ଲୀ,୨୨ ।୧: କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭାରତ ସରକାର ବିଦେଶ ଯାତ୍ରୀଙ୍କ ପାଇଁ କୋୱିନ ଆପରେ ବଡ ପରିବର୍ତ୍ତନ କରିଛନ୍ତି । ଶନିବାରଠାରୁ ବିଦେଶରୁ ଫେରୁଥିବା ଯାତ୍ରୀମାନଙ୍କୁ ସରକାରୀ ଆଇସୋଲେଶନ ବ୍ୟବସ୍ଥାରେ ରଖିବା ଅନିର୍ବାର୍ଯ୍ୟ ହେବନାହିଁ । ସଂକ୍ରମିତ…
ଓମିକ୍ରନରେ ଶେଷ ହେବ ନାହିଁ କରୋନା ସଂକ୍ରମଣ, ଆଗକୁ ଆସିବ ନୂଆ ଭାରିଏଣ୍ଟ!
ନୂଆଦିଲ୍ଲୀ,୨୨ ।୧: ଦ ଲ୍ୟାସେଟର ଏକ ଗବେଷଣା ଅନୁଯାୟୀ, କରୋନା ମହାମାରୀ ଶୀଘ୍ର ଶେଷ ହୋଇଯିବ । ହେଲେ ଭାଇରସର ସଂକ୍ରମଣ ଜାରି ରହିବ । ଗବେଷଣା ଦାବି କରିଛି କି ଓମିକ୍ରନ ସଂକ୍ରମଣ ପରେ କୋଭିଡ ୧୯ ସଂକ୍ରମଣ ପୁଣିଥରେ…
୧୬୧ କୋଟି ଲୋକଙ୍କୁ ଦିଆ ଗଲାଣି କରୋନା ଭ୍ୟାକ୍ସିନ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୨ ।୧: ଦେଶରେ ଏପର୍ଯ୍ୟନ୍ତ ୧୬୧.୦୫ କୋଟି ଲୋକଙ୍କୁ କରୋନା ଭ୍ୟାକ୍ସିନ ଦିଆ ସରିଥିବା ସୂଚନା ମିଳିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଶୁକ୍ରବାର ଏହି ସୂଚନା ଦେଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଶୁକ୍ରବାର ସନ୍ଧ୍ୟା…
ସାଧାରଣତନ୍ତ୍ର ଦିବସ ପୂର୍ବରୁ ସୁରକ୍ଷା କୋର ଗ୍ରୁପର ବୈଠକ
ଜମ୍ମୁ,୨୨ ।୧: ସାଧାରଣତନ୍ତ୍ର ଦିବସ ପୂର୍ବରୁ ଶ୍ରୀନଗରରେ ସୁରକ୍ଷା କୋର ଗ୍ରୁପର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁରକ୍ଷା ସମିକ୍ଷା ଓ ୨୦୨୨ରେ ଆତଙ୍କବାଦୀ ବିରୋଧି ଗତିବିଧିକୁ ନେଇ ରଣନୀତି ପ୍ରସ୍ତୁତ କରିବାକୁ ନେଇ ଆଲୋଚନା ହୋଇଛି । ଶ୍ରୀନଗର…
ଅମର ଯବାନ ଜ୍ୟୋତିକୁ ନେଇ କେନ୍ଦ୍ର ସରକାରଙ୍କୁ ବିରୋଧିଙ୍କ ଟାର୍ଗେଟ
କୋଲକାତା,୨୨ ।୧: ଇଣ୍ଡିଆ ଗେଟରେ ଥିବା ଅମର ଯବାନ ଜ୍ୟୋତିକୁ ଶୁକ୍ରବାର ନ୍ୟାଶନାଲ ୱାର ମେମୋରିଆଲ ବା ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକ ସହ ମିଶାଇ ଦିଆଯାଇଛି । ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇ ଗଲାଣି । ପଶ୍ଚିମବଙ୍ଗର କିଛି…
ଭାରତ ବିରୋଧୀ କାର୍ଯ୍ୟ ଲାଗି ୩୫ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଭାରତ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ୩୫ ୟୁଟ୍ୟୁବ୍ ଚ୍ୟାନେଲକୁ ବ୍ୟାନ୍ କରିଛି। ଏଥିସହ ୨ ଓ୍ବେବ୍ସାଇଟ୍, ୨ ଟୁଇଟର ଆକାଉଣ୍ଟ, ଦୁଇ ଇନ୍ଷ୍ଟାଗ୍ରାମ ଆକାଉଣ୍ଟ ଏବଂ ୧ ଫେସବୁକ୍ ଆକାଉଣ୍ଟ ଉପରେ…
ଟିକେଟ ଦେଲାନି ଭାଜପା, ସ୍ବାଧୀନ ଭାବେ ଲଢ଼ିବେ ପାରିକରଙ୍କ ପୁଅ ଉତ୍ପଳ
ପାଣାଜୀ,୨୧।୧: ଗୋଆ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର ବିଧାନସଭା ନିର୍ବାଚନ ଲଢ଼ିବେ। ଭାଜପା ତାଙ୍କୁ ସ୍ବର୍ଗତ ପାରିକରଙ୍କ ଗଡ଼ ଭାବେ ପରିଚିତ ପାଣାଜୀରୁ ଟିକେଟ ଦେବ ବୋଲି ଉତ୍ପଳ ଆଶା କରିଥିଲେ। ହେଲେ ଦଳରୁ ନିରାଶ…
Archives


