କଂଗ୍ରେସରେ ସାମିଲ ହେଲେ ହରକ ସିଂ ରାୱତ
ଡେରାଡୁନ,୨୧ ।୧: ଉତ୍ତରାଖଣ୍ଡର ପୂର୍ବତନ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ହରକ ସିଂ ରାୱତ ଶୁକ୍ରବାର କଂଗ୍ରେସରେ ସାମିଲ ହୋଇଛନ୍ତି । ଏହାପରେ ସେ ହରିଶ ରାୱତଙ୍କ ସହ ସାକ୍ଷାତ୍ କରିଛନ୍ତି । ହରକ ସିଂ ରାୱତ ୧୫ ଜିଆର୍ପିର କଂଗ୍ରେସ…
ଜାନୁୟାରୀ ୨୩ରୁ ତାମିଲନାଡୁରେ ସମ୍ପୂର୍ଣ୍ଣ ଲକ୍ଡାଉନ
ତାମିଲନାଡୁ,୨୧।୧: ତାମିଲନାଡୁରେ କୋଭିଡ୍ ସଂକ୍ରମଣ ବଢିଚାଲିଛି। ତେବେ ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁରେ ଜାନୁୟାରୀ ୨୩ରୁ ସମ୍ପୂର୍ଣ୍ଣ ଲକ୍ଡାଉନ ଲାଗୁ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଶୁକ୍ରବାର ଘୋଷଣା କରିଛନ୍ତି। ନିୟମ ଅନୁଯାୟୀ, ସମସ୍ତ ଦୋକାନ, ବଜାର ବନ୍ଦ…
‘ଅମର ଯବାନ ଜ୍ୟୋତି’ର ଠିକଣା ବଦଳିଲା
ନୂଆଦିଲ୍ଲୀ,୨୧।୧: ବଦଳିଲା ଠିକଣା। ଶୁକ୍ରବାର ଇଣ୍ଡିଆ ଗେଟ୍ରୁ ‘ଅମର ଯବାନ ଜ୍ୟୋତି’କୁ ଜାତୀୟ ଯୁଦ୍ଧ ସ୍ମାରକୀକୁ ସ୍ଥାନାନ୍ତର କରାଯାଇଛି। ଫଳରେ ଗତ ୫୦ ବର୍ଷ ଧରି ଜଳୁଥିବା ଅମର ଯବାନ ଜ୍ୟୋତିର ବିଲୟ ଘଟିଛି। ଜଣେ ମଶାଲ ବାହକଙ୍କ ଦ୍ୱାରା ଏହି…
ରାଜଧାନୀରୁ ହଟିବନି ୱିକଏଣ୍ଡ କର୍ଫ୍ୟୁ ଅବା ଅଡ ଇଭିନ: କେଜରିୱାଲଙ୍କ ପ୍ରସ୍ତାବକୁ ଗ୍ରହଣ କଲେନି ଉପରାଜ୍ୟପାଳ
ନୂଆଦିଲ୍ଲୀ,୨୧ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ କିଛିକାଂଶରେ କମିଛି ସତ । ହେଲେ ଏବେବି ରାଜଧାନୀବାସୀ ସୁରକ୍ଷିତ ନୁହେଁ । ଏବେବି ଦିଲ୍ଲୀରେ ୱିକଏଣ୍ଡ କର୍ଫ୍ୟୁ ଓ ବଜାରରେ ଅଡଇଭିନ ନମ୍ବର ନିୟମ ଜାରି ରହିବ । ମୁଖ୍ୟମନ୍ତ୍ରୀ ଅରବିନ୍ଦ…
ବେରୋଜଗାର ସମସ୍ୟା ଦୂର କରିବ କଂଗ୍ରେସ
ନୂଆଦିଲ୍ଲୀ,୨୧।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉସ୍ମତା ବଢିବାରେ ଲାଗିଛି। ପ୍ରମୁଖ ରାଜନୈତିକ ଦଳଗୁଡିକ ଲୋକଙ୍କୁ ଆକୃଷ୍ଟ କରିବାକୁ ଲାଗି ପଡିଛନ୍ତି। ଏଭଳି ସ୍ଥିତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର…
ଇଣ୍ଡିଆ ଗେଟ୍ରେ ସ୍ଥାପନ ହେବ ନେତାଜୀଙ୍କ ପ୍ରତିମୂର୍ତ୍ତି
ନୂଆଦିଲ୍ଲୀ,୨୧।୧: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍ରେ ନେତାଜୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ନେଇ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ନେତାଜୀଙ୍କ ୧୨୫ ତମ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ।…
ଭାଜପା ବିଧାୟକଙ୍କୁ ଗୋଡ଼େଇ ଗୋଡ଼େଇ ଗାଁରୁ ତଡ଼ିଲେ ଗ୍ରାମବାସୀ
ଲକ୍ଷ୍ନୌ,୨୧।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରଚାର କରୁଥିବା ଜଣେ ଭାଜପା ବିଧାୟକଙ୍କୁ ଗାଁ ଲୋକେ ଗୋଡ଼େଇ ଗୋଡ଼େଇ ତଡ଼ି ଦେଇଛନ୍ତି। ମୁଜାଫରନଗରରେ ଘଟିଥିବା ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଖାଟୌଲି ନିର୍ବାଚନ ମଣ୍ଡଳୀରୁ ବିଧାୟକ ଥିବା…
‘କିଛି ଲୋକେ ଦେଶଭକ୍ତି ବୁଝିପାରନ୍ତି ନାହିଁ’
ନୂଆଦିଲ୍ଲୀ,୨୧।୧: ଦୀର୍ଘ ୫୦ ବର୍ଷ ହେଲା ଜଳୁଥିବା ଅମର ଜବାନ ଜ୍ୟୋତିକୁ ରାଜଧାନୀର ଇଣ୍ଡିଆ ଗେଟ୍ରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏହା ଉପରେ ଦୁଃଖ ପ୍ରକାଶ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। “ଏହା ଏକ ବଡ଼ ଦୁଃଖର…
ସପ୍ତାହାନ୍ତ କର୍ଫ୍ୟୁ ଉଠାଇବାକୁ ନିବେଦନ
ନୂଆଦିଲ୍ଲୀ,୨୧।୧: କୋଭିଡ୍ ମାମଲା ହ୍ରାସକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଶୁକ୍ରବାର ରାତି ୧୦ରୁ ସୋମବାର ସକାଳ ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ଉଠାଇବାକୁ ପରାମର୍ଶ ଦେଇଛନ୍ତି। ତେବେ ଅନୁମୋଦନ ପାଇଁ ଫାଇଲଟି ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନୀଲ ବାଇଜାଲଙ୍କ କାର୍ଯ୍ୟାଳୟକୁ ପଠାଯାଇଛି। ରାଜ୍ୟରେ…
ଦେଶରେ ଦୈନିକ ସଂକ୍ରମଣ ଉପରମୁହାଁ, ଆଜି ୩ ଲକ୍ଷ ୪୭ ହଜାର ୨୫୪ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୧।୧: କରୋନାର ତୃତୀୟ ଲହର ଦ୍ରୁତ ଗତିରେ ବଢିଚାଲିଛି। ଏବେ ଦୈନିକ ସଂକ୍ରମଣ ୩ଲକ୍ଷ ଉପରେ ରହୁଛି। ତେବେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୪୭ ହଜାର ୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦୈନିକ ପଜିଟିଭିଟି ହାର…
ଟ୍ରେନରୁ ଉଦ୍ଧାର ହେଲା ୭ ଶାଗୁଣା
ଭୋପାଳ,୨୧।୧: ମଧ୍ୟପ୍ରଦେଶ ପୋଲିସ ଗୁରୁବାର ଖାଣ୍ଡଓ୍ବା ଜିଲାରୁ ଏକ ଆନ୍ଥଃ ରାଜ୍ୟ ଶାଗୁଣା ଚୋରାଚାଲାଣ ର଼୍ୟାକେଟ ଉପରୁ ପର୍ଦାଫାଶ କରିଛି। ଏହି ର଼୍ୟାକେଟରେ ସମ୍ପୃକ୍ତ ୬୦ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରାଯିବା ସହ ବିଲୁପ୍ତ ପ୍ରାୟ ୭ ଇଜିପ୍ଟିଆନ ଶାଗୁଣାଙ୍କୁ ଉଦ୍ଧାର…
‘ପୁଷ୍ପା’ ଫିଲ୍ମ ଦେଖିବା ପରେ ଜଣଙ୍କୁ ହତ୍ୟା କରି ଭିିଡିଓ ଶୁଟ୍ କଲେ
ନୂଆଦିଲ୍ଲୀ,୨୧।୧: ରାଜଧାନୀର ଜାହାଙ୍ଗିରପୁରୀ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଛୁରୀ ଭୁଷି ହତ୍ୟା କରିଛନ୍ତି ୩ ନାବାଳକ। ପୋଲିସଠାରୁ ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତମାନେ ‘ପୁଷ୍ପା’ ଓ ’ଭୌକାଲ’ ଭଳି ଗ୍ୟାଙ୍ଗଷ୍ଟର ଫିଲ୍ମରୁ ଅନୁପ୍ରାଣିତ ହୋଇ ଏହି ହତ୍ୟାକାଣ୍ଡ ଘଟାଇଛନ୍ତି। ମୋବାଇଲ ଫୋନରେ…
Archives


