ଗୋଆ ପାଇଁ ପ୍ରାର୍ଥୀ ଘୋଷଣା କରିବ ଭାଜପା
ନୂଆଦିଲ୍ଲୀ,୨୦।୧: ଆସନ୍ତା ଫେବୃୟାରୀ ୧୪ରୁ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି। ଉତ୍ତରପ୍ରଦେଶ, ଗୋଆ, ମଣିପୁର, ପଞ୍ଜାବ ଏବଂ ଉତ୍ତରାଖଣ୍ଡ ଏହି ୫ ରାଜ୍ୟ ଆଗାମୀ ନିର୍ବାଚନକୁ ନେଇ ପ୍ରସ୍ତୁତ ହେଉଛନ୍ତି। ତେବେ ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ଗୁରୁବାର…
୮ ମାସର ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ଟପିବା ସହିତ ଗତ ୮…
ଦେଶ ବିରୋଧରେ ଭୁଲ ଖବର ପ୍ରଚାର ପ୍ରସାର କରୁଥିବା ୱେବସାଇଟ ଓ ଚ୍ୟାନେଲକୁ କରାଯିବ ବ୍ଲକ
ନୂଆଦିଲ୍ଲୀ,୨୦ ।୧: ଦେଶ ବିରୋଧି ଖବର ପ୍ରଚାର ପ୍ରସାର କରୁଥିବା ୨୦ ୟୁଟ୍ୟୁବ ଚ୍ୟାନେଲ ଓ ୨ ୱେବସାଇଟକୁ ବନ୍ଦ କରିବା ପରେ ଏବେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଦେଶ ବିରୋଧି ଖବର ପ୍ରସାରଣ କଲେ…
କରୋନା ଯୋଗୁ ପରୀକ୍ଷା ଦେଇ ପାରି ନ ଥିବା ବିଦ୍ୟାର୍ଥୀଙ୍କୁ ମିଳିବ ସୁବିଧା
ଭୋପାଳ,୨୦ ।୧: ମଧ୍ୟପ୍ରଦେଶର ଉଚ୍ଚଶିକ୍ଷା ମନ୍ତ୍ରୀ ଡାକ୍ତର ମୋହନ ଯାଦବ ଏକ ବଡ ଘୋଷଣା କରିଛନ୍ତି । ରାଜ୍ୟର ବିଶ୍ୱବିଦ୍ୟାଳୟରେ ସ୍ନାତକତ୍ତୋର ପାଠ୍ୟକ୍ରମରେ ପ୍ରଥମ ଓ ତୃତୀୟ ବର୍ଷରେ ଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ କେହି ଯଦି କରୋନା ପାଇଁ ପରୀକ୍ଷା ଦେଇ…
ପ୍ରାଣୀଙ୍କ ପାଇଁ କରୋନା ଟିକା, ୨୩ କୁକୁରଙ୍କ ଉପରେ ପରୀକ୍ଷଣ ସଫଳ…
ନୂଆଦିଲ୍ଲୀ, ୧୯।୧ : ହରିୟାଣାର ହିସାରରେ ଅବସ୍ଥିତ ସେଣ୍ଟ୍ରାଲ ହର୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ବୈଜ୍ଞାନିକମାନେ ପ୍ରାଣୀମାନଙ୍କ ପାଇଁ ଦେଶର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି। ୨୩ ସେନା କୁକୁର ଉପରେ ଏହାର ପରୀକ୍ଷା ସଫଳ ହୋଇଛି। ଟିକାକରଣର…
ଅନୁପ୍ରିୟାଙ୍କ ଦଳକୁ ମିଳିପାରେ ୨୦ ଆସନ
ନୂଆଦିଲ୍ଲୀ, ୨୦ା୧: ୟୁପି ବିଧାନସଭା ନିର୍ବାଚନ ପୂର୍ବରୁ ଆଞ୍ଚଳିକ ଦଳଗୁଡ଼ିକ ସହ ଭାଜପା ମେଣ୍ଟ ଘୋଷଣା କରିଛି ା କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲଙ୍କ ଅପ୍ନା ଦଳ ଓ ସଞ୍ଜୟ ନିଷାଦଙ୍କ ନିଷାଦ ପାର୍ଟି ସହିତ ମିଶି ଆସନ ଭାଗବଣ୍ଟା କରାଯିବ ବୋଲି…
ଅରୁଣାଚଳରୁ ନାବାଳକଙ୍କୁ ଅପହରଣ କଲା ଚାଇନା
ନୂଆଦିଲ୍ଲୀ, ୨୦ା୧: ଚାଇନାର ପିପଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ଭାରତୀୟ ଭୂଖଣ୍ଡକୁ ଅନୁପ୍ରବେଶ କରି ଜଣେ ନାବାଳକଙ୍କୁ ଅପହରଣ କରିନେଇଛି। ଅରୁଣାଚଳ ପ୍ରଦେଶର ଅପର ସିଆଙ୍ଗ ଜିଲାରୁ ୧୭ ବର୍ଷୀୟ ବାଳକଙ୍କୁ ପିଏଲ୍ଏ ସୈନ୍ୟମାନେ ଉଠାଇନେଇଥିବା ବୁଧବାର ସେଠାକାର ଏମ୍ପି ତାପିର…
କୋଭିଡ୍ ଡେଡ୍ଲାଇନ ମାର୍ଚ୍ଚ ୧୧
ନୂଆଦିଲ୍ଲୀ, ୨୦ା୧: ଦେଶ ଏବେ କରୋନାର ତୃତୀୟ ଲହରକୁ ସାମ୍ନା କରୁଥିବାବେଳେ ଦୈନିକ ସଂକ୍ରମଣରେ ହ୍ରାସ ବୃଦ୍ଧି ଲାଗିରହିଛି। ଦିଲ୍ଲୀ, ମୁମ୍ବାଇ ଭଳି ସହରରେ କରୋନା କେସ୍ ଶୀର୍ଷରେ ପହଞ୍ଚିବା ପରେ ଏହି ସଂଖ୍ୟା ଏବେ କମୁଥିବା ଦେଖାଯାଇଛି। ଯଦି ଏହା…
ବଜାରରେ ମିଳିବ କରୋନା ଟିକା!
ନୂଆଦିଲ୍ଲୀ,୨୦ ।୧: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)ର ସବଜେକ୍ଟ ଏକ୍ସପର୍ଟ କମିଟି(ଏସ୍ଇସି) ବୁଧବାର ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଓ ଭାରତ ବାୟୋଟେକର କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡକୁ କିଛି ସର୍ତ୍ତରେ ବଜାରରେ ବିକ୍ରି କରିବାକୁ ଅନୁମତି ପ୍ରଦାନ…
ଅନାଥଙ୍କ ଘରକୁ ଯାଇ କ୍ଷତିପୂରଣ ଦିଅ
ନୂଆଦିଲ୍ଲୀ,୨୦ା୧: କୋଭିଡ୍-୧୯ରେ ନିଜ ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ପାଖକୁ ଯାଇ କ୍ଷତିପୂରଣ ଦିଅ। ସେମାନେ କେବେ କ୍ଷତିପୂରଣ ଦାବିରେ ଆବେଦନ କରିବେ ତାକୁ ଅପେକ୍ଷା କରନାହିଁ ବୋଲି ବୁଧବାର ରାଜ୍ୟ ସରକାରମାନଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଏତିକି ନୁହେଁ, ମହାମାରୀ…
ବିଷାକ୍ତ ଧୂଆଁ ନେଲା ୪ ଶିଶୁ, ମା’ଙ୍କ ଜୀବନ
ନୂଆଦିଲ୍ଲୀ, ୧୯ା୧: ବିଷାକ୍ତ ଧୂଆଁ କାରଣରୁ ଜଣେ ୩୦ ବର୍ଷୀୟା ମହିଳା ଓ ତାଙ୍କ ୪ ଛୁଆ ପ୍ରାଣ ହରାଇଛନ୍ତି। ଏହି ଘଟଣା ରାଜଧାନୀର ଓଲ୍ଡ ସୀମାପୁରୀ ଅଞ୍ଚଳରେ ବୁଧବାର ମଧ୍ୟାହ୍ନରେ ଘଟିଥିଲା। ପ୍ରାଥମିକ ତଦନ୍ତରୁ ଶାସରୁଦ୍ଧ ହୋଇ ସେମାନେ ପ୍ରାଣ…
ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା ବିମାନ, ମଝି ଆକାଶରେ ହୋଇଥାନ୍ତା ମୁହାଁମୁହିଁ
ବେଙ୍ଗାଲୁରୁ/ଭୁବନେଶ୍ୱର,୧୯ା୧(ବ୍ୟୁରୋ): ମଝିଆକାଶରେ ମୁହାଁମୁହିଁ ହୋଇ ଚୁରମାର ହୋଇଯାଇଥାନ୍ତା ଦୁଇ ଯାତ୍ରୀବାହୀ ବିମାନ। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇଟି ବିମାନ ମଧ୍ୟରୁ ଗୋଟିଏ ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା। ଆଉ ଗୋଟିଏ ବେଙ୍ଗାଲୁରୁରୁ କୋଲକାତା ଯାଉଥିଲା। ୩ ହଜାର ଫୁଟରେ ଏହି ଦୁଇ ବିମାନ…
Archives


