ଜାତୀୟ

୧୪ ଦିନର ଟ୍ରାଭେଲ ହିଷ୍ଟ୍ରି ଦାଖଲ କରିବେ ଅନ୍ତର୍ଜାତୀୟ ଯାତ୍ରୀ

ନୂଆଦିଲ୍ଲୀ, ୨୮।୧୧: ଅନ୍ତର୍ଜାତୀୟ ବିମାନ ଯାତ୍ରା ଲାଗି କେନ୍ଦ୍ର ସରକାର ରବିବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଡିସେମ୍ବର ୧ରୁ ଏହି ସଂଶୋଧିତ ଗାଇଡ୍‌ଲାଇନ ଲାଗୁ ହେବ। ଏଥିରେ ଅନ୍ତର୍ଜାତୀୟ ଯାତ୍ରୀଙ୍କୁ ୧୪ ଦିନର ଟ୍ରାଭେଲ ହିଷ୍ଟ୍ରି (ଯାତ୍ରା ବିବରଣୀ) ଦାଖଲ…

ମସ୍‌ଜିଦରେ କୃଷ୍ଣ ମୂର୍ତ୍ତି ସ୍ଥାପନ ଘୋଷଣା ପରେ ମଥୁରାରେ ୧୪୪ ଧାରା

ଆଗ୍ରା,୨୮।୧୧: ଆସନ୍ତା ମାସ ୬ ତାରିଖରେ ଉତ୍ତରପ୍ରଦେଶର ମଥୁରାସ୍ଥିତ ଶାହି ଇଦ୍‌ଗା ମସ୍‌ଜିଦରେ ଭଗବାନ କୃଷ୍ଣଙ୍କ ମୂର୍ତ୍ତି ସ୍ଥାପନ କରାଯିବ ବୋଲି ଏକ ହିନ୍ଦୁ ସଂଗଠନ ଘୋଷଣା କରିବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମଥୁରାରେ ୧୪୪ ଧାରା ଜାରି…

‘ଘୃଣାର ବିଜୟ ହେଲା, ହାରିଗଲା ଆର୍ଟିଷ୍ଟ’

ନୂଆଦିଲ୍ଲୀ,୨୮।୧୧: ଷ୍ଟାଣ୍ଡ ଅପ୍‌ କମେଡିଆନ ମୁନାଓ୍ବର ଫାରୁକି ରବିବାର କମେଡି ଛାଡ଼ୁଥିବା ସଙ୍କେତ ଦେଇଛନ୍ତି। ଭଙ୍ଗାରୁଜା ଭୟରେ ଗତ ଦୁଇ ମାସ ମଧ୍ୟରେ ତାଙ୍କର ୧୨ଟି ଶୋ ବାତିଲ ହୋଇଯାଇଛି। ନୂଆ ବର୍ଷ ଲାଗି ଇନ୍ଦୋରରେ ଆୟୋଜିତ ଏକ ଇଭେଣ୍ଟରେ ହିନ୍ଦୁ…

ଶିକ୍ଷକଙ୍କ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌: ୨୩ ଗିରଫ

ନୂଆଦିଲ୍ଲୀ, ୨୮ା୧୧: ଉତ୍ତରପ୍ରଦେଶ ଟିଚର୍ସ ଏଲିଜିବିଟି ଟେଷ୍ଟ (ୟୁପିଟିଇଟି) ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗ ଆସିବା ପରେ ଏହି ପରୀକ୍ଷାକୁ ବାତିଲ କରାଯାଇଛି। ନଭେମ୍ବର ୨୮ (ରବିବାର) ଏହି ପରୀକ୍ଷା ଅନୁଷ୍ଠିତ ହେବାକୁ ସ୍ଥିର ହୋଇଥିଲା। ଘଟଣାରେ ପୋଲିସ ୨୩ ଅଭିଯୁକ୍ତଙ୍କୁ…

୧୪ ରାଜ୍ୟର ମହିଳାଙ୍କ ମତ ‘ସ୍ତ୍ରୀଙ୍କୁ ସ୍ବାମୀ ମାଡ଼ ମାରିବା ଠିକ୍‌’

ନୂଆଦିଲ୍ଲୀ,୨୮।୧୧: ତୁମ ମତରେ ସ୍ତ୍ରୀଙ୍କୁ ସ୍ବାମୀ ମାଡ଼ ମାରିବା ଉଚିତ କି? ଏହି ପ୍ରଶ୍ନର ଉତ୍ତର ପାଇଁ ୧୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍‌ଏଚ୍‌ଏଫ୍‌ଏସ୍‌) ପକ୍ଷରୁ ଏକ ସର୍ଭେ କରାଯାଇଥିଲା। ଏଥିରେ ୧୪…

‘ଓମିକ୍ରନ’କୁ ନେଇ ଚିନ୍ତା ପ୍ରକଟ କଲେ ଗୁଲେରିଆ

ନୂଆଦିଲ୍ଲୀ,୨୮।୧୧: କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ’କୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଛି। ବିଭିନ୍ନ ଦେଶଗୁଡିକ ଆଗୁଆ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିସାରିଲେଣି। ତେବେ କରୋନାର ଏହି ନୂଆ ଭାରିଏଣ୍ଟର ୩୦ରୁ ଅଧିକ ମ୍ୟୁଟେସନ ଅଛି। ଏହା ବିରୁଦ୍ଧରେ ଟିକାକରଣର…

ଥିଏଟରରେ ବାଣ ଫୁଟାଉଥିବା ଫ୍ୟାନ୍ସଙ୍କ ପାଇଁ ଏମିତି କହିଲେ ଭାଇଜାନ

ନୂଆଦିଲ୍ଲୀ,୨୮।୧୧: ନିକଟରେ ରିଲିଜ ହୋଇଛି ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ‘ଅନ୍ତିମ: ଦି ଫାଇନାଲ ଟ୍ରୁଥ୍‌’। ଏହି ଫିଲ୍ମର ସ୍କ୍ରିନିଂ ବେଳେ ଥିଏଟରରେ ବାଣ ଫୁଟାଇ ଉତ୍ସବ ମନାଇଛନ୍ତି ଭାଇଜାନଙ୍କ ଫ୍ୟାନମାନେ। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ…

ବାଜିମାରିଲା ଭାଜପା

ଅଗରତାଲା,୨୮।୧୧: ଅଗରତାଲା ମ୍ୟୁନିସିପାଲିଟି କର୍ପୋରେସନ (ଏଏମ୍‌ସି) ଏବଂ ତ୍ରିପୁରାର ୧୩ଟି ପୌର ସଂସ୍ଥାରେ ୨୨୨ଟି ଆସନ ପାଇଁ ହୋଇଥିବା ଭୋଟ ଗଣତିରେ ବିଜେପି ବହୁମତ ପାଇଛି। ବିରୋଧୀ କଂଗ୍ରେସ, ତ୍ରୁଣମୂଳ କଂଗ୍ରେସ ଏବଂ ଅନ୍ୟମାନଙ୍କୁ ପରାସ୍ତ କରି ୨୨୨ଟି ଆସନରୁ ଭାଜପା…

ଓମିକ୍ରନକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜରୁରୀକାଳୀନ ବୈଠକ

ନୂଆଦିଲ୍ଲୀ,୨୮।୧୧: ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା କରୋନାର ନୂଆ ଭିରିଏଣ୍ଟ୍‌ ଓମିକ୍ରନ୍‌କୁ ରବିବାର ଦିନ ଗୃହ ବିଭାଗର ସଚିବଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ସମୟରେ ଓମିକ୍ରନକୁ ଏଡାଇବା ପାଇଁ ସୁରକ୍ଷା ମାନ ବୃଦ୍ଧି…

ଶାସନକାଳର ୨ ବର୍ଷ ପୂର୍ତ୍ତି ଉପଲକ୍ଷେ ଜନତାଙ୍କୁ ଧନ୍ୟବାଦ ଦେଲେ ଠାକରେ

ମୁମ୍ବାଇ,୨୮ ।୧୧: ମହାରାଷ୍ଟ୍ର ସରକାରଙ୍କ ଶାସନକୁ ୨ ବର୍ଷ ପୂରଣ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ୨ ବର୍ଷ ମଧ୍ୟରେ ଅଧିକାଂଶ ଦିନ କରୋନା ମହାମାରୀ ମଧ୍ୟରେ କଟିଛି । ହେଲେ ମହାବିକାଶ ଅଘାଡି(ଏମ୍‌ବିଏ) ଏହି…

ସର୍ବଦଳୀୟ ବୈଠକରେ ଯୋଗ ଦେଲେନି ପ୍ରଧାନମନ୍ତ୍ରୀ, ଏଏପି କଲା ବହିଷ୍କାର…

ନୂଆଦିଲ୍ଲୀ,୨୮।୧୧: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରବିବାର ଡକାଯାଇଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକରେ ଯୋଗଦେଇ ନାହାନ୍ତି। କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ, ଆଧୀର ରଞ୍ଜନ ଚୌଧୁରୀ, ଆନନ୍ଦ ଶର୍ମା,…

୨୦୨୪ରେ ‘ମୋଦି ବନାମ ଦିଦି’ ଶଙ୍ଖନାଦ, କଂଗ୍ରେସ ବୈଠକରୁ ଦୂରେଇଲା ତୃଣମୂଳ…

ନୂଆଦିଲ୍ଲୀ,୨୮।୧୧: ସଂସଦର ଶୀତ ଅଧିବେଶନ ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଗୃହରେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ସୋମବାର କଂଗ୍ରେସ ବିରୋଧୀ ଦଳର ଏକ ବୈଠକ ଡାକିଛି। କିନ୍ତୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri