ଜାତୀୟ

ପରେଡ଼ରୁ ହଟିଲା ଦିଦିଙ୍କ ପ୍ରଜ୍ଞାପନ ମେଢ଼, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି…

କୋଲକାତା, ୧୬।୧: ଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡ଼ରୁ ପ୍ରଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼କୁ ହଟାଇ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟର ସ୍ବତନ୍ତ୍ରତା ସେନାନୀଙ୍କର ପ୍ରଜ୍ଞାପନ ମେଢ଼କୁ ସାମିଲ…

ଭାଜପା ଉପରେ କମେଣ୍ଟ କରି ଶୋ’ରୁ ବିଦା

ନୂଆଦିଲ୍ଲୀ,୧୬।୧: ସାଥି ଆର୍ଟିଷ୍ଟଙ୍କ ସହ ଖରାପ ବ୍ୟବହାର ପାଇଁ ମରାଠୀ ଅଭିନେତା କିରନ ମାଣେଙ୍କୁ ‘ମୁଲଗି ଝାଲି ହୋ’ ଶୋ’ରୁ ବାଦ୍‌ ଦିଆଯାଇଛି। ଏ ନେଇ ରବିବାର ସୂଚନା ଦେଇଛି ଏଣ୍ଟରଟେନମେଣ୍ଟ ଚ୍ୟାନେଲ ଷ୍ଟାର ପ୍ରବାହ। କିନ୍ତୁ ସୋସିଆଲ ମିଡିଆରେ ଭାଜପା…

କୋଭିଡ୍‌ ନିୟମ ଭାଙ୍ଗିବାରୁ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧୬।୧: ଆଗାମୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ନୋଏଡାରେ ପ୍ରଚାର ବେଳେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଓ ଅନ୍ୟମାନଙ୍କ ବିରୋଧରେ କୋଭିଡ୍‌ ସେଫ୍ଟି ପ୍ରୋଟୋକଲ୍ସ ଭଙ୍ଗ କରିଥିବା ନେଇ ଏକ ମାମଲା ରୁଜୁ ହୋଇଛି। ଜିଲା ନିର୍ବାଚନ ଅଧିକାରୀ ନୋଏଡାର…

୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଏଏପି…

ଲକ୍ଷ୍ନୌ, ୧୬।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ପକ୍ଷରୁ ୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଉତ୍ତରପ୍ରଦେଶ ପ୍ରଭାରୀ ଏବଂ ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ ଲକ୍ଷ୍ନୌରେ ରବିବାର ଏକ ଗଣମାଧ୍ୟମ ସମ୍ମିଳନୀରେ ଏ…

ବିଏସ୍‌ଏଫ୍‌ ଅଫିସରଙ୍କ ପାଖରୁ ମିଳିଲା ୭ ଦାମୀ ଗାଡ଼ି, ୧୪ କୋଟି

ବିଏସ୍‌ଏଫ୍‌ ଅଫିସରଙ୍କ ପାଖରୁ ମିଳିଲା ୭ ଦାମୀ ଗାଡ଼ି, ୧୪ କୋଟି ଗୁରଗାଓଁ,୧୬।୧: ହରିୟାଣାର ଜଣେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଅଧିକାରୀଙ୍କଠାରୁ ୧୪ କୋଟି ଟଙ୍କା, ଏକ କୋଟି ଟଙ୍କାର ମୂଲ୍ୟର ସୁନା ଅଳଙ୍କାର ଜବତ ହୋଇଛି। ଏଥି ସହିତ…

ଏମ୍‌ସିଡି ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଯୋଜନା, ଝୁମ୍ପୁଡ଼ି ବସ୍ତିରେ ଖୋଲିବ ନମୋ ସେବା କେନ୍ଦ୍ର…

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ(ଏମ୍‌ସିଡି) ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ରାଜଧାନୀର ଝୁମ୍ପୁଡ଼ି ବସ୍ତିରେ ନମୋ ସେବା କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଉଛି। ରବିବାର ଦଳର ନେତାମାନେ ଏନେଇ ସୂଚନା ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଯୋଜନାକୁ ଲୋକଙ୍କ…

ମଦ ଉପରୁ କଟକଣା ହଟାଇବାକୁ ଦାବି

ପାଟଣା,୧୬।୧: ବିହାରରେ ବିଷାକ୍ତ ମଦ କାରଣରୁ ଶନିବାର ନାଳନ୍ଦା ଜିଲାରେ ୧୧ ଜଣଙ୍କ ମୃତ୍ୟୁ ହେବା ପରେ ଭାଜପା ଓ ଜନତା ଦଳର ମେଣ୍ଟ ସରକାରକୁ ଟାର୍ଗେଟ କରିଛନ୍ତି ବିରୋଧୀ। ରାଜ୍ୟରେ ଘଟିଥିବା ବିଷାକ୍ତ ମଦ ମୃତ୍ୟୁ ଘଟଣା କାରଣରୁ ମଦ…

ନିର୍ବାଚନ ଫିକା ଫିକା, ଆସିବେନି ଷ୍ଟାର ପ୍ରଚାରକ !…

ଲକ୍ଷ୍ନୌ, ୧୬।୧: ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଛକାପଞ୍ଝା ଚାଲିଛି। ତେବେ ଚଳିତ ବିଧାନସଭା ନିର୍ବାଚନ ସମ୍ପୂର୍ଣ୍ଣ ଫିକା ଫିକା ହେବାର ଆଶଙ୍କା…

ଟିକାର ଉଭୟ ଡୋଜ୍‌ ନେଇଛନ୍ତି ୭୦ ପ୍ରତିଶତ ଭାରତୀୟ…

ନୂଆଦିଲ୍ଲୀ, ୧୬।୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ଗତ ଏକ ବର୍ଷରେ ଦେଶର ୬୯.୮ ପ୍ରତିଶତ ଜନ ସଂଖ୍ୟା ଟିକାର ଉଭୟ ଡୋଜ୍‌ ନେଇ ସାରିଛନ୍ତି। ସେହିପରି ଦେଶର ୯୩…

ନିଷାଦ ପାର୍ଟି ୧୫ ଆସନରେ ଲଢ଼ିବ ବିଧାନସଭା ନିର୍ବାଚନ…

ଲକ୍ଷ୍ନୌ, ୧୬।୧: ଉତ୍ତରପ୍ରଦେଶରେ ଭାଜପା ମେଣ୍ଟରେ ନିଷାଦ ପାର୍ଟି ୧୫ଟି ବିଧାନସଭା ଆସନରେ ନିର୍ବାଚନ ଲଢ଼ିବ ବୋଲି ଘୋଷଣା କରିଛି। ଏନେଇ ପାର୍ଟି ଅଧ୍ୟକ୍ଷ ସଞ୍ଜୟ ଦିଷାଦ ସୂଚନା ଦେଇଛନ୍ତି। ଭାଜପାର ଶୀର୍ଷ ନେତାଙ୍କ ସହିତ ସୋମବାର ଦିଲ୍ଲୀଠାରେ ଆଲୋଚନା ପରେ…

ଦୁଇ ମହାମାରୀ ସହିତ ଲଢୁଛି ପୃଥିବୀ…

ନୂଆଦିଲ୍ଲୀ, ୧୬।୧: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୈଜ୍ଞାନିକମାନେ ଏହି ଭୂତାଣୁର ପ୍ରକୃତି ଏବଂ ପରିବର୍ତ୍ତନ ବିଷୟରେ ନିରନ୍ତର ଗବେଷଣା ଜାରି ରଖୁଛନ୍ତି। ଏପରିସ୍ଥଳେ ଖ୍ୟାତିସମ୍ପନ୍ନ ଭିରୋଲୋଜିଷ୍ଟ ତଥା ଇଣ୍ଡିଆନ କାଉନସିଲ ଅଫ…

ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କୁ ଟିକେଟ ଦେଲାନି କଂଗ୍ରେସ

ଚଣ୍ଡିଗଡ଼,୧୬।୧: ପଞ୍ଜାବ ବିଧାନସଭା ନିର୍ବାଚନା ପୂର୍ବରୁ କଂଗ୍ରେସରେ ମୁଣ୍ଡ ଟେକିଛି ଏକ ବଡ଼ ବିଦ୍ରୋହ। ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନିଙ୍କ ସାନ ଭାଇ ଡ. ମନୋହର ସିଂଙ୍କୁ କଂଗ୍ରେସ ଟିକେଟ ଦେବାକୁ ମନା କରିଛି। ଏହାକୁ ଅନ୍ୟାୟ କହିବା ସହ ସ୍ବାଧୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri