ଜାତୀୟ ଷ୍ଟାର୍ଟ ଅପ୍ ଡେ ଘୋଷଣା, ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ…
ନୂଆଦିଲ୍ଲୀ, ୧୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ଷ୍ଟାର୍ଟ ଅପ୍ ଡେ ପାଳନ ସମ୍ପର୍କରେ ଶନିବାର ଘୋଷଣା କରିଛନ୍ତି। ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ ଏହି ଦିବସ ପାଳନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଷ୍ଟାର୍ଟ ଅପ୍ ଉଦ୍ୟୋଗୀଙ୍କ ସହିତ…
ଗୋରଖପୁରରୁ ଲଢ଼ିବେ ଯୋଗୀ
ନୂଆଦିଲ୍ଲୀ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭାଜପା ପକ୍ଷରୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୫୮ ସିଟ୍ ପାଇଁ ୫୭ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି।…
ଅଖିଲେଶଙ୍କ ସହ ମେଣ୍ଟ କରିବେ ନାହିଁ ଚନ୍ଦ୍ରଶେଖର
ଲକ୍ଷ୍ନୌ,୧୫।୧: ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ହେବାକୁ ଥିବା ମେଣ୍ଟରେ ଶେଷ ମୁହୁର୍ତ୍ତରେ ଫାଟ ଦେଖାଦେଇଛି। ଖବରଦାତା ସମ୍ମିଳନୀରେ ଚନ୍ଦ୍ରଶେଖର ଆଜାଦ ତାଙ୍କ ଦଳ ସମାଜବାଦୀ ପାର୍ଟି ସହ ହେବାକୁ ଥିବା ମେଣ୍ଟରେ ସାମିଲ…
ମଦ ନେଲା ୫ ଜୀବନ
ପାଟନା,୧୫।୧: ବିହାରର ନାଳନ୍ଦା ଜିଲା ଅଞ୍ଚଳରେ ଶନିବାର ବିଷାକ୍ତ ମଦ ପିଇ ୫ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ନାଲନ୍ଦା ଜିଲାର ସୋହରସାଇ ଥାନା ଅଧୀନ…
ଦେଶରେ ଚିନ୍ତା ବଢାଉଛି କରୋନା, ଚିହ୍ନଟ ହେଲେ ୨,୬୮,୮୩୩ ପଜିଟିଭ୍
ନୂଆଦିଲ୍ଲୀ,୧୫।୧: କରୋନାର ତୃତୀୟ ଲହର ଦେଶରେ ବଢିଚାଲିଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୬୮,୮୩୩ ଥିବା ଜଣାପଡିଛି। ଗତ କାଲିଠାରୁ ଆଜି ୪ ହଜାର ୬୩୧ଜଣ ଅଧିକ ସଂକ୍ରମିତ ହୋଇଛନ୍ତି। ଏହାସହ ୪୦୨ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଆକ୍ଟିଭ…
ଅଖିଲେଶ-ଚନ୍ଦ୍ରଶେଖରଙ୍କ ମଧ୍ୟରେ ହେବ ଆସନ ବୁଝାମଣା
ଲକ୍ଷ୍ନୌ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଖିଲେଶଙ୍କ ସମାଜବାଦୀ ପାର୍ଟି ଏବଂ ଚନ୍ଦ୍ରଶେଖର ଆଜାଦଙ୍କ ଭୀମ ଆର୍ମି ମଧ୍ୟରେ ମେଣ୍ଟ ହେବା ନେଇ ନିଷ୍ପତ୍ତି ହୋଇଛି। ମେଣ୍ଟ ସମ୍ପର୍କରେ ଉଭୟ ନେତା ଶନିବାର ଖବରଦାତା ସମ୍ମିଳନୀରେ ଘୋଷଣା କରିବେ। ମଧ୍ୟାହ୍ନ…
ସର୍ବସାଧାରଣ ସମାବେଶ ଉପରେ ଲାଗିପାରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ
ନୂଆଦିଲ୍ଲୀ,୧୫।୧: ଦେଶରେ କରୋନା ସଂକ୍ରମଣ ବଢିଚାଲିଛି। ଏହାରି ଭିତରେ ୫ରାଜ୍ୟର ବିଧାନସଭା ନିର୍ବାଚନ ଫେବୃଆରୀ ୧୦ରୁ ଆରମ୍ଭ ହେବାକୁ ଯାଉଛି। ତେବେ କୋଭିଡ୍ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ପାଞ୍ଚଟି ମତଦାନ ରାଜ୍ୟରେ ରାଲିକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବ କି ନାହିଁ…
ଆହୁରି କିଛିଦିନ ଥରାଇବ ଜାଡ଼
ନୂଆଦିଲ୍ଲୀ,୧୫ ।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ ଭାରତ ଓ ଉପକୂଳ ଆନ୍ଧ୍ର ପ୍ରଦେଶରେ ଆସନ୍ତା ୨ ଦିନ ବର୍ଷା ଲାଗି ରହିବ । ଏହାସହ ଆଗାମୀ ୪-୫ ଦିନ ଉତ୍ତର ଭାରତରେ ଘନ କୁହୁଡି ଦେଖାଯିବ । ଆଗାମୀ…
ଓମିକ୍ରନର ହୋଇଛି ଗୋଷ୍ଠୀ ସଂକ୍ରମଣ
ନୂଆଦିଲ୍ଲୀ,୧୫ ।୧: ଦେଶରେ ପ୍ରଥମଥର ପାଇଁ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା ଜଣାପଡିଛି । ରାଜଧାନୀ ଦିଲ୍ଲୀରେ ହାଇବ୍ରିଡ ଇମ୍ୟୁନିଟି ବି ଆରମ୍ଭ ହୋଇଯାଇଛି । ଏବେ ପର୍ଯ୍ୟନ୍ତ ଅନୁମାନ କରାଯାଉଥିଲା କି କରୋନାର ଓମିକ୍ରନ୍ ଭାରିଏଣ୍ଟର ଗୋଷ୍ଠୀ ସଂକ୍ରମଣ ହୋଇଛି…
ବଜ୍ରପାତରେ ଓଡ଼ିଶାରେ ସର୍ବାଧିକ ମୃତ୍ୟୁ
ନୂଆଦିଲ୍ଲୀ,୧୫।୧(ପି.ଟି.): ବର୍ଷ ୨୦୨୧ରେ ବନ୍ୟା, ସାମୁଦ୍ରିକ ବାତ୍ୟା, ପ୍ରବଳ ବର୍ଷା, ଭୂସ୍ଖଳନ, ବଜ୍ରପାତ ଆଦି ଭୀଷଣ ପାଗ ଯୋଗୁ ୧,୭୫୦ ଲୋକଙ୍କ ଜୀବନ ଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୩୫୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏହା ପଛକୁ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ରହିଛି।…
ଆର୍ମି ଡେ: ପ୍ରଥମଥର ନୂଆ ୟୁନିଫର୍ମରେ ଶକ୍ତି ପ୍ରଦର୍ଶନ କରିବ ସ୍ଥଳସେନା
ନୂଆଦିଲ୍ଲୀ,୧୫ ।୧: ସେନା ଦିବସ ଅବସରରେ ସ୍ଥଳସେନା ତା’ର ଶକ୍ତି ପ୍ରର୍ଶନ କରିବ । ଏହି ଅବସରରେ ସ୍ଥଳସେନା ମୁଖ୍ୟ ଜେନରାଲ ଏମଏମ ନରୱଣେ ରାଜଧାନୀ ଦିଲ୍ଲୀର କ୍ୟାଣ୍ଟ ସ୍ଥିତ କରିଅପ୍ପା ଗ୍ରାଉଣ୍ଡରେ ଅନୁଷ୍ଠିତ ପରେଡରେ ସଲାମି ନେବେ । ସକାଳ…
ଅଲୱର ନାବାଳିକା ମାମଲାର ନୂଆ ମୋଡ: ଭିନ୍ନ କଥା କହୁଛି ମେଡିକାଲ ବୋର୍ଡ ଯାଞ୍ଚ ରିପୋର୍ଟ
ଅଲୱର,୧୫ ।୧: ରାଜସ୍ଥାନର ଅଲୱରରେ ମାନସିକ ବିକାର ଗ୍ରସ୍ତ ଜଣେ ନାବାଳିକାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯିବା ପରେ ଅନୁମାନ କରାଯାଉଥିଲା କି ସେ ବଳାତ୍କାରର ଶିକାର ହୋଇଛନ୍ତି । ହେଲେ ଶୁକ୍ରବାର ପୋଲିସ କହିଛି ଏହି ମାମଲାରେ ମେଡିକାଲ ବୋର୍ଡ…
Archives


