ଜାତୀୟ

ଟଳିନି ବିପଦ, ଦେଶର ୧୪୧ ଜିଲାରେ ଏବେବି କରୋନା ସଂକ୍ରମଣ ୧୦ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ,୧୧ ।୨: କରୋନା ସଂକ୍ରମଣକୁ ନେଇ ଏବେ ରାଷ୍ଟ୍ରୀୟ ସ୍ତରରେ ଏକ ଚିତ୍ର ସାମ୍ନାକୁ ଆସିଛି । ଗୋଟିଏ ପଟେ ଯେଉଁଠି ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି ଅନ୍ୟପଟେ ଦେଶର ୧୪୧ ଜିଲାରେ ଏବେବି ୧୦ ପ୍ରତିଶତରୁ…

ଉଠିଲା ୭ ଦିନିଆ କ୍ୱାରାଣ୍ଟାଇନ୍‌ ନିୟମ

ନୂଆଦିଲ୍ଲୀ,୧୧।୨(ପି.ଟି.):କୋଭିଡ୍‌ ସଂକ୍ରମଣ କମିଥିବାରୁ କେନ୍ଦ୍ର ସରକାର ଭାରତ ଆସୁଥିବା ବିଦେଶୀ ଯାତ୍ରୀଙ୍କ ପାଇଁ ସଂଶୋଧିତ ଗାଇଡ୍‌ଲାଇନ ଜାରି କରିଛନ୍ତି। ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ ବାଧ୍ୟତାମୂଳକ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ଅଷ୍ଟମ ଦିନରେ ଆର୍‌ଟି-ପିସିଆର୍‌ ପରୀକ୍ଷାକୁ ବାଦ୍‌ ଦିଆଯାଇଛି। ନୂଆ…

୧୦ ଲକ୍ଷ ଲୋକରେ ୨୧ ବିଚାରପତି

ନୂଆଦିଲ୍ଲୀ,୧୧।୨(ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୨୧ ଜଣ ବିଚାରପତି ରହିଛନ୍ତି। ଗୁରୁବାର ରାଜ୍ୟ ସଭାରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ଆଇନ ମନ୍ତ୍ରୀ କିରେନ ରିଜିଜୁ କହିଥିଲେ, ୨୦୧୧…

କ୍ରିପ୍ଟୋକରେନ୍ସି ଆର୍ଥିକ ସ୍ଥିରତା ପ୍ରତି ବିପଦ

ମୁମ୍ବାଇ,୧୧।୨:ମୁଦ୍ରାନୀତି ଘୋଷଣା ଅବସରରେ ଆର୍‌ବିଆଇ ଗଭର୍ନର କ୍ରିପ୍ଟୋକରେନ୍ସି ନିବେଶକମାନଙ୍କୁ ସତର୍କ କରାଇ ଦେଇଛନ୍ତି। ଏହି ଡିଜିଟାଲ ମୁଦ୍ରାରେ ପୁଞ୍ଜି ଲଗାଉଥିବା ବ୍ୟକ୍ତି ମନେରଖିବା ଉଚିତ ଯେ, ସେମାନେ ନିଜ ରିସ୍କରେ ନିବେଶ କରୁଛନ୍ତି। ଏହା ଆଧାରଭୂତ ସମ୍ପତ୍ତି (ଅଣ୍ଡରଲେଇଙ୍ଗ୍‌ ଆସେଟ୍‌) ନୁହେଁ।…

‘ନ୍ୟାୟ ଆଶା ନାହିଁ’

ଲକ୍ଷ୍ନୌ,୧୦।୨: ଲଖିମପୁର ଖେରି ଚାଷୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ୪ ମାସ ପରେ ଜାମିନ ମିଳିଛି। ଆଲାହାବାଦ୍‌ ହାଇକୋର୍ଟ ଗୁରୁବାର ତାଙ୍କ ଜାମିନ ମଞ୍ଜୁର କରିଛନ୍ତି। ଗତ ବର୍ଷ ଅକ୍ଟୋବର ୩…

‘ଦେଶ ନା ଧର୍ମ’ ଗୁରୁତ୍ୱପୂର୍ଣ୍ଣ କିଏ

ଚେନ୍ନାଇ,୧୦।୨: ଦେଶରେ ବଢ଼ୁଥିବା ଧାର୍ମିକ ଅସହଯୋଗ ଉପରେ ଉଦବେଗ ପ୍ରକାଶ କରି ମାଡ୍ରାସ ହାଇକୋର୍ଟ ଗୁରୁବାର ପ୍ରଶ୍ନ କରିଛନ୍ତି, କେଉଁଟା ବେଶୀ ଗୁରୁତ୍ୱପୂର୍ଣ୍ଣ ଦେଶ ନା ଧର୍ମ। “ କିଛି ଶକ୍ତି ସ୍କୁଲ, କଲେଜର ଡ୍ରେସ କୋଡ୍‌ ସମ୍ବନ୍ଧୀୟ ବିବାଦ ସୃଷ୍ଟି…

କର୍ନାଟକରେ ସୋମବାରଠୁ ଖୋଲିବ ସ୍କୁଲ

ବେଙ୍ଗାଲୁରୁ,୧୦।୨: କର୍ନାଟକରେ ହିଜାବ ପିନ୍ଧିବାକୁ ନେଇ ସ୍କୁଲ, କଲେଜ ବନ୍ଦ କରାଯାଇଥିଲା। ଗୁରୁବାର ରାଜ୍ୟ ସରକାର ନବମ ଓ ଦଶମ ଶ୍ରେଣୀ ପାଇଁ ସୋମବାରଠାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ସ୍କୁଲ ଖୋଲିବା ନେଇ…

ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୫୮ ଆସନରେ ୬୦% ମତଦାନ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ଟି ଆସନ ଲାଗି ଭୋଟ ଗ୍ରହଣ ହୋଇଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି…

୧୦ ବର୍ଷ ପରେ ଜେଲ୍‌ରୁ ବାହାରିଲେ ଉପ ମୁଖ୍ୟମନ୍ତ୍ରୀଙ୍କ ବାପା

ନୂଆଦିଲ୍ଲୀ,୧୦।୨: ପୂର୍ବତନ ଏମ୍‌ପି ଅଜୟ ଏସ୍‌ ଚୌତାଲା ଗୁରୁବାର ଦିଲ୍ଲୀର ତିହାର ଜେଲରୁ ମୁକୁଳିଛନ୍ତି। ତାଙ୍କୁ ଭେଟିବା ପାଇଁ ପୁଅ ତଥା ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତାଲା ତାଙ୍କର କିଛି ସମର୍ଥକଙ୍କ ସହ ପହଞ୍ଚିଥିଲେ। ହରିୟାଣାରେ ଶିକ୍ଷକ ନିଯୁକ୍ତ ସ୍କାମ…

କାହିଁକି କେନ୍ଦ୍ର ମନ୍ତ୍ରୀଙ୍କ ପୁଅକୁ ଜାମିନ ଦେଲେ କୋର୍ଟ

ନୂଆଦିଲ୍ଲୀ,୧୦।୨: ଗତବର୍ଷ ଉତ୍ତରପ୍ରଦେଶର ଲଖିମପୁର ଖେରି ଅଞ୍ଚଳରେ ଗାଡ଼ି ମଡ଼ାଇ ୪ ଚାଷୀଙ୍କୁ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରା ତେନିଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଜାମିନ ଆବେଦନର ଶୁଣାଣି ବେଳେ…

ସହାରନପୁରରେ ସମ୍ବୋଧନ ଦେବା ସମୟରେ ୫ ମିନିଟ ପର୍ଯ୍ୟନ୍ତ ମୁସଲମାନ ମହିଳାଙ୍କ କଥା କହିଲେ ମୋଦି

ନୂଆଦିଲ୍ଲୀ,୧୦ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସହାରନପୁରରେ ଏକ ବଡ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ବିରୋଧିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ବିଶେଷ ଭାବେ ମୋଦିଙ୍କ ଟର୍ଗେଟରେ ଥିଲେ କଂଗ୍ରେସ, ସମାଜବାଦୀ ପାର୍ଟି…

କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପରିବାରଙ୍କୁ ମିଳିବ ସହାୟତା

ନୂଆଦିଲ୍ଲୀ,୧୦।୨: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ସାମ୍ବାଦିକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ କେନ୍ଦ୍ର ସରକାର। କରୋନାରେ ମୃତ୍ୟୁ ହୋଇଥିବା ୧୨୩ ସାମ୍ବାଦିକ ପରିବାରବର୍ଗଙ୍କ ପାଇଁ କେନ୍ଦ୍ର ସରକାର ୬.୧୫ କୋଟି ଟଙ୍କା ଆର୍ଥିକ ସହାୟତା ମଞ୍ଜୁରୀ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?