‘ତ୍ରିପୁରା ସରକାରଙ୍କ ବିରୋଧରେ ଅଦାଲତଙ୍କ ଦ୍ୱାରସ୍ଥ ହେବି’
କୋଲକାତା,୨୨।୧୧: ନୂଆଦିଲ୍ଲୀ ଗସ୍ତରେ ଯାଉଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଏସ୍ଏଫ୍ର କାର୍ଯ୍ୟ ପରିସର ବୃଦ୍ଧି ପ୍ରସଙ୍ଗରେ ତାଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୋମବାର କହିଛନ୍ତି। ଏଥିସହିତ ସେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ସମେତ…
୩ କୃଷି ଆଇନ ଖାରଜ ପାଇଁ ଅଣାଯିବ ବିଲ୍
ନୂଆଦିଲ୍ଲୀ,୨୨।୧୧: ୩ ବିବାଦୀୟ କୃଷି ଆଇନକୁ ଖାରଜ କରିବା ପାଇଁ ଏକ ବିସ୍ତୃତ ବିଲ ଅଣାଯିବ। କେନ୍ଦ୍ର ସରକାର ଏହି ବଲ୍କୁ ପ୍ରସ୍ତୁତ ହେବା ପରେ ସଂସଦରେ ପାରିତ ହେବ ବୋଲି ସୂତ୍ରରୁ କୁହାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ କୃଷି…
ଶେଷ ହୋଇନି ମହାମାରୀ: କମଲ ହାସନ
ମୁମ୍ବାଇ,୨୨ ।୧୧: ବଲିଉଡ ଅଭିନେତା କମଲ ହାସନଙ୍କ ପ୍ରଶଂସକଙ୍କ ପାଇଁ ଏକ ଚମକାଇବା ଭଳି ଖବର ଆସିଛି । ଅଭିନେତା ନିକଟରେ ଆମେରିକାରୁ ଫେରିଥିବା ବେଳେ ସାମାନ୍ୟ ଥଣ୍ଡା ସର୍ଦ୍ଦିର ଶିକାର ହୋଇଥିଲେ । ଆଉ ଏବେ ପରୀକ୍ଷା ପରେ ସେ…
ସ୍ତ୍ରୀଙ୍କ ପାଇଁ ତାଜମହଲ ଭଳି ଘର
ଭୋପାଳ,୨୨।୧୧: ମଧ୍ୟପ୍ରଦେଶର ବୁର୍ହାନପୁରର ଜଣେ ବସିନ୍ଦା ଆନନ୍ଦ ପ୍ରକାଶ ଚୋକସି ତାଙ୍କ ସ୍ତ୍ରୀ ମଞ୍ଜୁଶା ଚୋକସିଙ୍କୁ ଉପହାର ଆକାରରେ ଦେଇଛନ୍ତି ତାଜମହଲ ଭଳି ଘର। ୪ ବେଡ୍ରୁମ୍ ବିଶିଷ୍ଟ ଘର ନିର୍ମାଣ ପୂର୍ବରୁ ଏହି ଦମ୍ପତି ତାଜମହଲ ଦେଖିବା ଲାଗି ଆଗ୍ରା…
ଇମ୍ପ୍ରୁଭ୍ମେଣ୍ଟ୍ ପରୀକ୍ଷାରେ କମ୍ ନମ୍ବର ଅବା ଫେଲ୍ ହେଲେ ପୂର୍ବ ମାର୍କ ବଜାୟ ରଖୁ ସିବିଏସ୍ଇ, ଡିସେମ୍ବରରେ ଶୁଣାଣି …
ନୂଆଦିଲ୍ଲୀ,୨୨।୧୧: ସିବିଏସ୍ଇ ଦ୍ୱାଦଶ ବୋର୍ଡରେ ଇମ୍ପ୍ରୁଭ୍ମେଣ୍ଟ୍ ପରୀକ୍ଷାରେ ଦେଇ କମ୍ ନମ୍ବର ଅବା ଫେଲ୍ ହୋଇଥିବା ଶିକ୍ଷାର୍ଥୀଙ୍କର ପୂର୍ବ ମାର୍କ ବଜାୟ ରହିବା ଲାଗି ସୁପ୍ରିମ୍କୋର୍ଟରେ କରାଯାଇଥିବା ଏକ ଆବେଦନର ଶୁଣାଣିକୁ ଡିସେମ୍ବର ୬ କୁ ଘୁଞ୍ଚାଇ ଦିଆଯାଇଛି। ସିବିଏସ୍ଇକୁ ଏନେଇ…
ମୁଖ୍ୟମନ୍ତ୍ରୀଙ୍କୁ କିଛି ଜଣାନାହିଁ, କରୋନା ମୃତ୍ୟୁ କ୍ଷତିପୂରଣ ନେଇ ସୁପ୍ରିମ୍କୋର୍ଟଙ୍କ ଭର୍ସନା…
ନୂଆଦିଲ୍ଲୀ,୨୨।୧୧: କରୋନା ମୃତ୍ୟୁ କ୍ଷତିପୂରଣ ପ୍ରଦାନ ମାମଲାରେ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ଗୁଜରାଟ ରାଜ୍ୟ ସରକାରଙ୍କୁ ଭର୍ସନା କରାଯାଇଛି। ବିଚାରପତି ଏମ୍.ଆର୍.ଶାହା ଏବଂ ବି.ଭି. ନାଗରଥ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ପ୍ରସଙ୍ଗରେ ଏଭଳି କହିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଉପସ୍ଥିତ ଥିବା…
‘ଓୱାଇସି-ଭାଜପା ସମ୍ପର୍କ ମାମୁ-ଭଣଜା ଭଳି’
ଲକ୍ଷ୍ନୌ,୨୨।୧୧: କୃଷକ ଆନ୍ଦୋଳନର ନେତୃତ୍ୱ ନେଉଥିବା ରାକେଶ ଟିକାଏଟ କୃଷକ ମହାପଞ୍ଚାୟତରେ ଯୋଗଦେବା ପାଇଁ ଲକ୍ଷ୍ନୌରେ ପହଞ୍ଚିଛନ୍ତି। ସୋମବାର କୃଷକ ମହାପଞ୍ଚାୟତ ପୂର୍ବରୁ ସିଏଏ ବିଷୟରେ ପଚରାଯାଇଥିବା ଏକ ପ୍ରଶ୍ନରେ ରାକେଶ ଟିକାଏତ କହିଛନ୍ତି ଯେ, ଏଆଇଏମଆଇଏମ ସଭାପତି ଅସଦୁଦ୍ଦିନ ଓୱାଇସି…
ଚଳନ୍ତା ଟ୍ରେନ୍ରୁ ଖସିପଡ଼ିଲେ ମହିଳା
ମୁମ୍ବାଇ,୨୨ା୧୧: ସ୍ଥାନୀୟ ବାଇକୁଲା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନ ଧରିବାବେଳେ ଜଣେ ମହିଳା ହଠାତ୍ ଖସିପଡ଼ିଥିଲେ। ସୌଭାଗ୍ୟ ବଶତଃ ଜଣେ ଆରପିଏଫ ମହିଳା କର୍ମଚାରୀ ତାଙ୍କ ଜୀବନ ରକ୍ଷା କରିଛନ୍ତି। ରେଳବାଇ ପକ୍ଷରୁ ଏହି ଘଟଣାର ଭିଡିଓ ଟୁଇଟର ପେଜ୍ରେ ଶେୟାର…
‘ପ୍ରତି ମହିଳାଙ୍କୁ ମାସକୁ ମିଳିବ ହଜାର ଟଙ୍କା’
ମୋଗା,୨୨।୧୧: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ବଡ ନିର୍ବାଚନ ପ୍ରତିଶୃତି ଦେଇଛନ୍ତି। ପଞ୍ଜାବର ମୋଗାରେ ଏକ ସମାବେଶକୁ ସମ୍ବୋଧିତ କରିବାବେଳେ ସେ କହିଛନ୍ତି ଯେ, ଯଦି ପଞ୍ଜାବରେ ଆମ ଆଦମୀ ପାର୍ଟି ସରକାର ଗଠନ ହୁଏ ତେବେ ୧୮ ବର୍ଷରୁ…
ଭରଣପୋଷଣରେ ଖିଲାପ ଅଭିଯୋଗରେ ଏକକାଳୀନ ମାସେରୁ ଅଧିକ କାରାଦଣ୍ଡାଦେଶ କରି ହେବ ନାହିଁ…
ଚଣ୍ଡିଗଡ଼,୨୨।୧୧: ଭରଣପୋଷଣ ଆଦେଶର ଖିଲାପ ଅଭିଯୋଗରେ ଅଭିଯୁକ୍ତଙ୍କୁ ଏକକାଳୀନ ମାସେରୁ ଅଧିକ କାରାଦଣ୍ଡାଦେଶ କରି ହେବ ନାହିଁ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ପକ୍ଷରୁ ଏକ ମାମଲାର ଶୁଣାଣି ସମୟରେ କୁହାଯାଇଛି। ବିଚାରପତି ମଞ୍ଜୁରୀ ନେହେରୁ କୌଲଙ୍କ ନେତୃତ୍ୱରେ ଗଠିତ…
ସାବରିମାଲା ପ୍ରସାଦରେ ହଲାଲ ଗୁଡ଼ ବିବାଦ, ଖାଦ୍ୟ ସୁରକ୍ଷା ବିଭାଗର ସ୍ପଷ୍ଟୀକରଣ ଲୋଡିଲେ ହାଇକୋର୍ଟ…
ଥିରୁଭାନନ୍ତପୁରମ୍,୨୨।୧୧: ସାବରିମାଲା ମନ୍ଦିରରେ ପ୍ରସାଦ ଏବଂ ନୈବେଦ୍ୟ ପାଇଁ ବ୍ୟବହୃତ ହେଉଥିବା ଅଶୁଦ୍ଧ ହଲାଲ ଗୁଡ଼ ବିବାଦରେ କେରଳ ହାଇକୋର୍ଟ ଖାଦ୍ୟ ସୁରକ୍ଷା ବିଭାଗର ସ୍ପଷ୍ଟୀକରଣ ଲୋଡିଛନ୍ତି। ବିଚାରପତି ଅନୀଲ କେ. ନରେନ୍ଦ୍ରମ୍ ଏବଂ ପି.ଜି. ଅଜିତ୍ କୁମାରଙ୍କ ନେତୃତ୍ୱରେ ଗଠିତ…
ଦେଶର ଅର୍ଥନୀତିକୁ ହାତୀ ସହ ତୁଳନା କଲେ ଆନନ୍ଦ ମହିନ୍ଦ୍ରା: ଦେଖନ୍ତୁ ମଜାଦାର ଭିଡିଓ
ନୂଆଦିଲ୍ଲୀ,୨୨।୧୧: ମହିନ୍ଦ୍ରା ଗ୍ରୁପ୍ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରତିଦିନ କିଛି ନୂଆ ନୂଆ ମଜାଦାର ଶିକ୍ଷଣୀୟ ଭିଡିଓ ଶେୟାର କରନ୍ତି। ବିଶେଷ କଥା ହେଉଛି ତାଙ୍କ ପୋଷ୍ଟ ଦେଖିବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ଥାଏ।…
Archives


