ଜାତୀୟ

ବ୍ରାହ୍ମଣ ଭୋଟ୍‌କୁ ମାୟାବତୀଙ୍କ ଲୋଭ

ଲକ୍ଷ୍ନୌ,୧୯ା୭: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ବ୍ରାହ୍ମଣଙ୍କ ଭୋଟକୁ ଲୋଭ କରିଛନ୍ତି ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ। ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ବ୍ରାହ୍ମଣ ସମାଜକୁ ଭାଜପା ଭ୍ରମରେ ରଖି ସେମାନଙ୍କ ଭୋଟ...

ଜାମିଆରେ ହେବ ଡାନିଶ୍‌ଙ୍କ ସମାଧି

ନୂଆଦିଲ୍ଲୀ,୧୯ା୭: ଆଫଗାନିସ୍ତାନରେ ହତ୍ୟାର ଶିକାର ହୋଇଥିବା ପୁଲିଜର ପୁରସ୍କାରପ୍ରାପ୍ତ ଭାରତୀୟ ଫଟୋ ଜର୍ନାଲିଷ୍ଟ ଡାନିଶ୍‌ ସିଦ୍ଦିକିଙ୍କ ମୃତଦେହକୁ ନୂଆଦିଲ୍ଲୀର ଜାମିଆ କବରସ୍ଥାନରେ ସମାଧି ଦିଆଯିବ। ଏ ନେଇ ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟି ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ରଏଟର୍ସ...

୪୦ ହଜାର ତଳେ ଦୈନିକ ସଂକ୍ରମଣ, ମୁତ୍ୟୁ ସଂଖ୍ୟା ୫ ଶହରୁ କମ୍‌…

ନୂଆଦିଲ୍ଲୀ,୧୯।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଶନିବାର ନୂଆ ଆକ୍ରାନ୍ତଙ୍କ...

ଶୋପିଆନ୍‌ ଏନ୍‌କାଉଣ୍ଟରରେ ଲଶ୍କର କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୯।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ଶୀର୍ଷ କମାଣ୍ଡର ଇଶଫାକ୍‌...

ଟାର୍ଗେଟ୍‌ରେ ଭାରତୀୟ ପ୍ରତିଷ୍ଠାନ

ନୂଆଦିଲ୍ଲୀ/ କାବୁଲ, ୧୯।୭: ଆଫଗାନିସ୍ତାନରେ ଥିବା ଭାରତୀୟ ପ୍ରତିଷ୍ଠାନଗୁଡ଼ିକୁ ଟାର୍ଗେଟ କରିବା ଲାଗି ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଦେଶର ଆତଙ୍କବାଦୀ ସଂଗଠନଗୁଡ଼ିକୁ ତାଲିବାନ ସହ ମିଶି କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛି। ଏହି ନିର୍ଦ୍ଦେଶକ୍ରମେ ପାକିସ୍ତାନରୁ ୧୦...

ଜାଲରେ ୪୦ ଭାରତୀୟ ନେତା, ଖବରଦାତା

ନୂଆଦିଲ୍ଲୀ, ୧୯ା୭: ଇସ୍ରାଏଲର ସାଇବର ସୁରକ୍ଷା କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେର ପୁଣି ଥରେ ଚର୍ଚ୍ଚାରେ। ଏହି ସ୍ପାଏଓ୍ବେର ଜାଲରେ ଭାରତ ସମେତ ବିଶ୍ୱର ଅନେକ ମନ୍ତ୍ରୀ, ବିରୋଧୀ ଦଳ ନେତା ଓ ଖବରଦାତା ପଡ଼ିଥିବା...

ମୁମ୍ବାଇରେ ବର୍ଷା ବିତ୍ପାତ: ୩୨ ମୃତ

ମୁମ୍ବାଇ, ୧୯।୭: ମୁମ୍ବାଇରେ ରାତି ସାରା ଲଗାଣ ବର୍ଷା ଯୋଗୁ ଭୂସ୍ଖଳନ ଘଟି କେତେକ ଘର ଭୁଶୁଡ଼ି ପଡ଼ିବାରୁ ୩୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବଜ୍ରପାତରେ ୨ଜଣଙ୍କର ଜୀବନ ଯାଇଛି। ପ୍ରବଳ ବର୍ଷା ଫଳରେ ସହରର ଅନେକ ଅଞ୍ଚଳ ଜଳମଗ୍ନ...

ରାଜନୀତିରେ ଛକା ମାରିଲେ ସିଦ୍ଧୁ

ନୂଆଦିଲ୍ଲୀ,୧୮।୭: କଂଗ୍ରେସ ହାଇକମାଣ୍ଡ ନବଜ୍ୟୋତ ସିଂ ସିଦ୍ଧୁଙ୍କୁ ପଞ୍ଜାବ ପିସିସି ସଭାପତି ଭାବେ ରବିବାର ନିଯୁକ୍ତି ଦେଇଛନ୍ତି। ଫଳରେ ଦୀର୍ଘଦିନ ଧରି ଦଳରେ ଲାଗି ରହିଥିବା କଳ୍ପନାଜଳ୍ପନାର ଅବସାନ ହୋଇଛି। ଏଥିସହିତ ୪ ଜଣଙ୍କୁ ପିସିସିର କାର୍ଯ୍ୟକାରୀ ସଭାପତି ନିଯୁକ୍ତ...

ପ୍ରଶ୍ନ ଘେରରେ କେନ୍ଦ୍ର ମନ୍ତ୍ରୀଙ୍କ ନାଗରିକତା

ନୂଆଦିଲ୍ଲୀ,୧୮।୭: ମୌସମୀ ଅଧିବେଶନ ପୂର୍ବରୁ ରାଜ୍ୟ ଗୃହ ମନ୍ତ୍ରୀ ନିଶିତ ପ୍ରାମାଣିକଙ୍କ ଜନ୍ମ ସ୍ଥାନ ଓ ନାଗରିକତା ଉପରେ ପ୍ରଶ୍ନ ଉଠିଛି। ଏ ସମ୍ପର୍କରେ ତଦନ୍ତ ନିର୍ଦ୍ଦେଶ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଥିଲେ ଆସାମର କଂଗ୍ରେସ ଏମ୍‌ପି...

‘ଯେମିତି ହେଲେ ଭାଜପାକୁ ହରାଇବୁ’

ଲକ୍ଷ୍ନୌ,୧୮।୭: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପୁଣି ଥରେ ମେଣ୍ଟ ସହାରା ନେଇପାରେ କଂଗ୍ରେସ। ଏ ନେଇ ଇଙ୍ଗିତ କରିଛନ୍ତି କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା। ରବିବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟର ମୋଟ ୪୦୩...

ଦରଦାମ ବୃଦ୍ଧିକୁ ନେଇ ଘେରିବେ ବିରୋଧୀ

ନୂଆଦିଲ୍ଲୀ,୧୮ା୭: କୋଭିଡ୍‌ କଟକଣା ମଧ୍ୟରେ ସୋମବାର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବ। ସପ୍ତଦଶ ଲୋକ ସଭାର ଷଷ୍ଠ ଅଧିବେଶନରେ ୨୦ଟି କାର୍ଯ୍ୟଦିବସ ରହିବ। ଲୋକ ସଭା ଓ ରାଜ୍ୟ ସଭାରେ ଗୃହକାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇ ସନ୍ଧ୍ୟା...

ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଘରେ ଇଡି ଅଧିକାରୀ

ମୁମ୍ବାଇ,୧୮।୭: ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଛନ୍ତି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ତଥା ଏନ୍‌ସିପି ନେତା ଅନୀଲ ଦେଶମୁଖ। ରବିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ୨ଟି ଟିମ୍‌ ନାଗପୁର ଜିଲାରେ ଥିବା ଦେଶମୁଖଙ୍କ ୨ଟି ଘରେ ଚଢାଉ କରିଥିଲା। ଗୋଟିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri