ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ
ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ ଯୋଜନା (APY) ଜାରି ରଖିବା ଏବଂ ୨୦୩୦-୩୧ ପର୍ଯ୍ୟନ୍ତ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି…
ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ
ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା ଏକ ପୋଖରୀରେ ପଡ଼ିଯାଇଥିଲା। କେପି କଲେଜ ପଛରେ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକମାନେ…
ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା
ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ମଧ୍ୟରେ ସମ୍ପର୍କରେ ଫାଟକୁ ପ୍ରକାଶ କରିବା ପାଇଁ ବିସ୍ଫୋରକ ପୋଷ୍ଟ ପରେ…
ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…
ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ ଭାବରେ ଉଲ୍ଲେଖ ଅଛି ଯେ, ଯଦି ଜାନୁଆରୀ ୧୯ର ନୋଟିସକୁ ୨୪ ଘଣ୍ଟା ମଧ୍ୟରେ…
ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ
ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ ସ୍ମୃତିଚାରଣ କରିଥିଲେ। ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ଚାୱଲା ଫେବୃଆରୀ ୨୦୦୩ରେ ସ୍ପେସ ସଟଲ…
ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ
ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍.ଏନ୍. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ ଏହା ଚତୁର୍ଥ ଘଟଣା। ରାଜ୍ୟ ପ୍ରସ୍ତୁତ ଭାଷଣରେ ଧ୍ୟାନ ରଖିବା ପାଇଁ ବାଚସ୍ପତି ଏମ୍.…
ଲିଭ୍ ଇନ୍ ରିଲେଶନଶିପ୍ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ
ଚେନ୍ନାଇ,୨୧ା୧: ଲିଭ୍-ଇନ୍ ରିଲେଶନଶିପ୍ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ ଯଦି ଭବିଷ୍ୟତରେ ଅଶାନ୍ତି ଦେଖାଦିଏ, ତେବେ ମହିଳା ଜଣଙ୍କୁ ସ୍ତ୍ରୀର ଅଧିକାର ମିଳିପାରିବ ବୋଲି…
ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର
ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400 ପ୍ରଣାଳୀ ପରେ, ଭାରତ ଏବେ ନିଜସ୍ୱ ଜ୍ଞାନକୌଶଳରେ ନିର୍ମିତ ‘ହାଇ-ପାୱାର ଲେଜର ଅସ୍ତ୍ର’ ପ୍ରସ୍ତୁତ…
ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ
କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ହାୱଡ଼ା ଓ ଗୁୱାହାଟୀ ମଧ୍ୟରେ ଏହି ଟ୍ରେନର ଶୁଭାରମ୍ଭ…
ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା
ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର ଶେୟାର ଗୁଡ଼ିକରେ ବ୍ୟାପକ ହ୍ରାସ ପାଇଛି। ଫଳରେ ନିବେଶକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି…
ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ
ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ କୋର୍ଟଙ୍କ ମନ୍ତବ୍ୟକୁ ନେଇ ମେନକା ଦେଇଥିବା ପ୍ରତିକ୍ରିୟା ଏବଂ ତାଙ୍କର “ବଡି ଲାଙ୍ଗୁଏଜ୍”କୁ ନେଇ…
ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ
ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ଜଣେ ବ୍ୟକ୍ତି ଯେତେବେଳେ ଲୋକଙ୍କ ଭାବନା ସହିତ ଯୋଡ଼ି ହୁଅନ୍ତି ସେତେବେଳେ ସେ…
Archives


