ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….
ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ ତାଙ୍କ ନେତୃତ୍ୱ, ରାଜନୈତିକ ଜ୍ଞାନ ଓ ଦୂରଦର୍ଶିତାର ପ୍ରଶଂସା କରିଛନ୍ତି । ପୁଟିନ୍…
ଜନ୍ମଦିନରେ ମହିଳାଙ୍କୁ ପିଏମ୍ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା
ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ ପାଇଁ କିସ୍ତି ଜାରି କରିଥିବା ସୂଚନା ମିଳିଛି। ଏହା ଅଧୀନରେ ଯୋଗ୍ୟ ମହିଳାଙ୍କ…
ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…
ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ ରନ୍ଧାୱେ ଏକ ବ୍ୟାଗରେ ବୁଲା କୁକୁରକୁ ଧରି ନିଫାଡ଼ ନଗର ପଞ୍ଚାୟତର ଚିଫ୍…
ପେଟ୍ରୋଲ ଭରାଇବା ପରେ UPIରେ ଦେଇପାରିବେନି ଟଙ୍କା! କାହିଁକି ବିରୋଧ କରୁଛନ୍ତି ପେଟ୍ରୋଲ ପମ୍ପ ଡିଲର, ଜାଣନ୍ତୁ…
ନୂଆଦିଲ୍ଲୀ,୧୭।୯: ପେଟ୍ରୋଲ କିମ୍ବା ଡିଜେଲ ଭରାଇବା ପରେ UPI ମାଧ୍ୟମରେ ପେମେଣ୍ଟ କରୁଥିବା ଗ୍ରାହକଙ୍କ ପାଇଁ ଏକ ନୂଆ ନିୟମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ଅତିରିକ୍ତ ଚାର୍ଜ ଲାଗିବାର ବ୍ୟବସ୍ଥାକୁ ନେଇ…
ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…
ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆଦିଲ୍ଲୀର ଯଶୋଭୂମିରେ ଆଜିଠାରୁ ଆରମ୍ଭ ହୋଇଥିବା ଏହି ତିନିଦିନିଆ ସମ୍ମିଳନୀ ଓ ପ୍ରଦର୍ଶନୀ…
ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର
ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ପରିବାରରେ ଝଡ…
ପିଏମ ମୋଦିଙ୍କ ଜନ୍ମଦିନରେ ରାହୁଲଙ୍କ ଶୁଭେଚ୍ଛା, ବିଜୟ କହିଲେ- ମଜବୁତ ଭାରତ ପାଇଁ…
ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ନେତାଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ…
୧୦୦% ଟାରିଫ ଧମକରେ ନଇଁବନି ଭାରତ! ଟ୍ରମ୍ପଙ୍କୁ ଦେଲା କଡ଼ା ଜବାବ, କହିଲା…
ନୂଆଦିଲ୍ଲୀ, ୧୭।୯: ରୁଷିଆ ଓ ଇରାନ ବିରୋଧରେ ନୂଆ ପ୍ରତିବନ୍ଧକ ବ୍ୟବସ୍ଥା ସମ୍ପର୍କିତ ଆମେରିକୀୟ ଆଇନକୁ ନେଇ ଭାରତ ସତର୍କ ନଜର ରଖିଛି। ଆମେରିକାର ସଂସଦରେ ଏ ସମ୍ପର୍କିତ ବିଲ ପାରିତ ହେବା ପରେ ଗୁରୁବାର ବିଦେଶ ମନ୍ତ୍ରଣାଳୟ ଭାରତର ଆଭିମୁଖ୍ୟ…
ନଗର ନିଗମ ଫଳାଫଳ: ଭାଜପାକୁ ବଡ଼ ଝଟକା, ଆଉ ୪ ୱାର୍ଡରେ ଜିତିଲା କଂଗ୍ରେସ
ଜୟପୁର,୧୭।୯: ରାଜସ୍ଥାନର ଜୟପୁର, କୋଟା ଓ ଯୋଧପୁରର ୯ଟି ଆସନ ମଧ୍ୟରୁ ୮ଟିର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ଏହି ଆସନଗୁଡ଼ିକରେ ସେପ୍ଟେମ୍ବର ୧୬ ତାରିଖରେ ପୁନଃ ମତଦାନ ହୋଇଥିଲା। ଘୋଷିତ ଫଳାଫଳରେ କଂଗ୍ରେସ ୬ଟି ଆସନରେ ବିଜୟୀ ହୋଇଥିବା ବେଳେ…
ବଡ଼ ଘୋଷଣା କଲେ କେନ୍ଦ୍ର ସରକାର: ଡିଜେଲ ଉପରେ ୫ ଟଙ୍କା କମିଲା, ପେଟ୍ରୋଲରେ କେତେ? ଜାଣନ୍ତୁ ନୂଆ ହାର
ନୂଆଦିଲ୍ଲୀ,୧୭।୯: ସେପ୍ଟେମ୍ବର ୧୭ରେ ପେଟ୍ରୋଲିୟମ ଉତ୍ପାଦ ରପ୍ତାନି ଉପରେ ଲାଗୁଥିବା ୱିଣ୍ଡଫଲ ଟ୍ୟାକ୍ସରେ କେନ୍ଦ୍ର ସରକାର କଟକଣା କରିଛନ୍ତି। ପେଟ୍ରୋଲ, ଡିଜେଲ ଓ ଏଭିଏସନ ଟର୍ବାଇନ ଫ୍ୟୁଏଲ (ATF) ରପ୍ତାନି ଉପରେ ଲାଗୁଥିବା ଶୁଳ୍କରେ ଏହି ହ୍ରାସ କରାଯାଇଛି। ଏହାର ଫଳରେ…
PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ
ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ UPIକୁ ନେଇ ମଧ୍ୟ ଆଲୋଚନା ଜୋର ଧରିଛି। ଆଜି ଭାରତରେ ଚା’ ଭଳି ଛୋଟ…
ଭାରତ-ପାକ୍ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା
ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ ଧକ୍କା ହୋଇଛି। ଏହି ‘ଅଗ୍ରହଣୀୟ ଆଚରଣ’କୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ (ଏମ୍ଇଏ)…

