ନ୍ୟାୟପାଳିକା ଉପରେ ଦେଶବାସୀଙ୍କ ଭରସା
ନୂଆଦିଲ୍ଲୀ, ୧୮।୭: ବିଶ୍ୱର ସର୍ବବୃହତ୍ ଗଣତନ୍ତ୍ର ଭାରତର ବିଚାର ବ୍ୟବସ୍ଥା ଉପରେ ଦେଶବାସୀଙ୍କ ଭରସା ରହିଛି। ସେମାନେ କୋର୍ଟରୁ ନ୍ୟାୟ ପାଇବା ନେଇ ଦୃଢ଼ ନିଶ୍ଚିତ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍.ଭି. ରମାନା ଶନିବାର କହିଛନ୍ତି। ଯେତେବେଳେ...
ଦୈନିକ ସଂକ୍ରମଣ ଲକ୍ଷେ ଛୁଇଁବ
ନୂଆଦିଲ୍ଲୀ, ୧୮।୭: ଭାରତରେ ଅଗଷ୍ଟ ଶେଷ ବେଳକୁ କୋଭିଡ୍ ସଂକ୍ରମଣର ତୃତୀୟ ଲହର ଦେଖାଦେବ। ସେହି ସମୟରେ ଦୈନିକ ସଂକ୍ରମଣ ୧ ଲକ୍ଷ ଛୁଇଁବା ସମ୍ଭାବନା ରହିଛି ବୋଲି ଇଣ୍ଡିଆନ କାଉନ୍ସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ (ଆଇସିଏମ୍ଆର୍)ର ବରିଷ୍ଠ ବୈଜ୍ଞାନିକ...
ୟୁପିରେ କାଉଡିଆ ଯାତ୍ରା ବନ୍ଦ
ଲକ୍ଷ୍ନୌ, ୧୭ା୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ରାଜ୍ୟରେ କାଉଡିଆ ଯାତ୍ରାକୁ ଶନିବାର ବାତିଲ କରିଛନ୍ତି। କାଉଡିଆ ଯାତ୍ରାର ନିଷ୍ପତ୍ତିର ପୁନର୍ବିଚାର କରିବା ପାଇଁ ଶୁକ୍ରବାର ସୁପ୍ରିମକୋର୍ଟ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ପରାମର୍ଶ ଦେଇଥିଲେ। ସୋମବାର ସୁଦ୍ଧା...
ଗାଦି ଛାଡ଼ିବି ନାହିଁ
ନୂଆଦିଲ୍ଲୀ, ୧୭।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା ଇସ୍ତଫା ଦେବା ନେଇ ଚର୍ଚ୍ଚା ଜୋର୍ ଧରିଛି। ହେଲେ ସେ ଏହାକୁ ଏକ ଗୁଜବ କହି ଖଣ୍ଡନ କରିଛନ୍ତି। କର୍ନାଟକ ସରକାରରେ ନେତୃତ୍ୱ ପରିବର୍ତ୍ତନ ହେବନାହିଁ ବୋଲି ୟେଦୁରପ୍ପା ସ୍ପଷ୍ଟ କରିଛନ୍ତି।...
ମୁଖ୍ୟମନ୍ତ୍ରୀଙ୍କ ନାଁରେ ଏଫ୍ଆଇଆର୍ ନ ହେବାରୁ ଧାରଣାରେ ଆଇଏଏସ୍ ଅଫିସର
ନୂଆଦିଲ୍ଲୀ,୧୭।୭: ମୁଖ୍ୟ ସଚିବ ସ୍ତରର ଜଣେ ଆଇଏଏସ୍ ଅଧିକାରୀ ପ୍ରମାଣ ସହ ଏଫ୍ଆଇଆର୍ ଦାୟର କରିବାକୁ ଥାନାକୁ ଆସିଛନ୍ତି। କିନ୍ତୁ ଏହାକୁ ରେଜିଷ୍ଟର କରାଯାଉ ନାହିଁ। ମୁଖ୍ୟମନ୍ତ୍ରୀ ଉତ୍ତମ ଶାସନ କଥା କହୁଛନ୍ତି। ହେଲେ ତାଙ୍କ ବିରୋଧରେ ଅଭିଯୋଗ ଆସିଲେ,...
ସ୍ବାମୀଙ୍କ ଦଶାହ ପରେ ବିଷ ପିଇଲେ ମା’, ଝିଅ
ଗୁରୁଗ୍ରାମ(ହରିୟାଣା),୧୭।୭: ଜଣେ ୪୬ ବର୍ଷୀୟ ମହିଳା ଓ ତାଙ୍କ ୨୪ ବର୍ଷୀୟା ଝିଅ ଗୁରୁଗ୍ରାମ ସୋସାଇଟ୍ ସ୍ଥିତ ଫ୍ଲାଟରେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଟ୍ୟାକ୍ସ କନସଲଣ୍ଟାଣ୍ଟ ଭାବେ କାର୍ଯ୍ୟକରୁଥିବା ମହିଳାଙ୍କ ସ୍ବାମୀ ହରିଶ ଶେଟ୍ଟି ଗତ ୬ ତାରିଖରେ...
କୃଷକ-ସୁରକ୍ଷାକର୍ମୀ ମୁହାଁମୁହିଁ
ସିର୍ସା,୧୭।୭: କୃଷକଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ଓ ଗିରଫକୁ କେନ୍ଦ୍ର କରି ସିର୍ସାରେ ମୁହାଁମୁହିଁ ହୋଇଛନ୍ତି ଆନ୍ଦୋଳନକାରୀ ଓ ସୁରକ୍ଷାକର୍ମୀ। ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କ ମୁତୟନ ସତ୍ତ୍ୱେ ଆନ୍ଦୋଳନକାରୀମାନେ ବ୍ୟାରେକେଡ୍ ଭାଙ୍ଗି ଦେଇଛନ୍ତି। ଗତ ୧୧ ତାରିଖରେ ଭାଜପା...
କୂଅରୁ ମିଳିଲା ୧୧ ମୃତଦେହ
ଭୋପାଳ,୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ଅଞ୍ଚଳର ଲାଲ ପାତର ଗ୍ରାମରେ କୂଅ ଭୁଶୁଡ଼ିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। କୂଅରୁ ୧୧ ମୃତଦେହ ମିଳିବା ପରେ ଶୁକ୍ରବାର ମଧ୍ୟରାତ୍ରି ଶେଷ ହୋଇଛି ଉଦ୍ଧାର କାର୍ଯ୍ୟ। ଏହି...
ସମସ୍ତ କରୋନା ପଜିଟିଭ ରୋଗୀଙ୍କର ଟିବି ପରୀକ୍ଷା ହେଉ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୭ ।୭: କରୋନା ମହାମାରୀ ବେଳକୁ ବେଳ ତା’ର ନୂଆ ରୂପ ଦେଖାଇ ଚାଲିଥିବା ବେଳେ ବେଳକୁ ବେଳ ଭୟ ବି ଲୋକଙ୍କ ମନରୁ ଯାଇ ପାରୁନି । କରୋନା ଭାଇରସକୁ ନେଇ ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ସମସ୍ତ...
ଅନିତା ଯାଦବଙ୍କୁ କାହିଁକି ଭେଟିଲେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା
ଲକ୍ଷ୍ନୌ,୧୭ ।୭: କଂଗ୍ରେସ ମହାସଚିବ ତଥା ଉତ୍ତର ପ୍ରଦେଶ ପ୍ରଭାରି ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୩ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଇଛନ୍ତି । ଶନିବାର ସକାଳେ ସେ ଲଖିମପୁର ଖିରି ପହଞ୍ଚିଲେ । ସେଠାରେ ପ୍ରିୟଙ୍କା କେତେଜଣ ମହିଳାଙ୍କୁ...
ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ କେଜରିୱାଲ
ନୂଆଦିଲ୍ଲୀ,୧୭ ।୭: ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏବେଠାରୁ କିନ୍ତୁ ସବୁ ରାଜନୈତିକ ଦଳ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଦିଲ୍ଲୀର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି) ପ୍ରଥମ...
ଶାରୀରିକ ସମ୍ପର୍କ ବିନା ହୋଇଥିବା ନିର୍ଯାତନା ମଧ୍ୟ ବଳାତ୍କାର, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…
ମୁମ୍ବାଇ,୧୭।୭: ଶାରୀରିକ ସମ୍ପର୍କ ନ ରକ୍ଷା କରି ଯଦି ନିର୍ଯାତନା ଦିଆଯାଏ ତାକୁ ମଧ୍ୟ ବଳାତ୍କାର କୁହାଯିବ ବୋଲି ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଆଯାଇଛି। ଏହି ମାମଲାରେ କୋର୍ଟ ଜଣେ ୩୩ ବର୍ଷ ବୟସ୍କ ବ୍ୟକ୍ତିଙ୍କର...
Archives


