ଦିଲ୍ଲୀରୁ ଖୁସି ଖବର, ଡେଲ୍ଟା ଭାରିଆଣ୍ଟ୍ କ୍ଷେତ୍ରରେ ୯୯ ପ୍ରତିଶତ ପ୍ରଭାବଶାଳୀ ହେଉଛି ଭାକ୍ସିନ୍…
ମୁମ୍ବାଇ/ପୁଣେ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...
ସାବଧାନ ! ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ, ଚେତାବନୀ ଦେଲେ ନୀତି ଆୟୋଗ…
ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଲୋକଙ୍କ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ହର୍ଡ ଇମ୍ୟୁନିଟି ସୃଷ୍ଟି ହୋଇ ନାହିଁ। ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ ବୋଲି ନୀତି ଆୟୋଗ ପକ୍ଷରୁ କୁହାଯାଇଛି। ନୀତି ଆୟୋଗ...
୪୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨...
କୂଅରେ ପଡ଼ି ୪ ମୃତ, ୧୩ ନିଖୋଜ
ବିଦିଶା (ଏମ୍ପି), ୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲା ଗଞ୍ଜବାସୌଦାର ଏକ କୂଅରେ ପଡ଼ି ୪ ଜଣଙ୍କର ମୃତ୍ୟୁ ଘଟିଛି। କୂଅଟିରେ ଏକ ବାଳିକା ଖସିପଡ଼ିଥିବାବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଥିଲେ। କିଛି ଲୋକ ଚାରିପଟେ ରୁଣ୍ଡ...
କାଉଡ଼ିଆ ଯାତ୍ରା ନିଷ୍ପତ୍ତିର ପୁନର୍ବିଚାର କର
ନୂଆଦିଲ୍ଲୀ, ୧୭।୭: କରୋନା ସମୟରେ ଉତ୍ତରପ୍ରଦେଶ ସରକାର କାଉଡ଼ିଆ ଯାତ୍ରାକୁ ଅନୁମତି ଦେଇଥିବାରୁ ଏହାର ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ ସରକାରଙ୍କୁ କହିଛନ୍ତି। ସୋମବାର ସୁଦ୍ଧା ଯଦି ସରକାର କାଉଡ଼ିଆ ଯାତ୍ରା ବନ୍ଦ ପାଇଁ ନିଷ୍ପତ୍ତି ନ ନିଅନ୍ତି,...
ଯୋଗୀଙ୍କୁ ଘେରିଲେ ପ୍ରିୟଙ୍କା
ଲକ୍ଷ୍ନୌ/ନୂଆଦିଲ୍ଲୀ,୧୭ା୭: ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଛନ୍ତି। ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି। ମୋଦିଙ୍କ ପ୍ରଶଂସାମୂଳକ ପ୍ରମାଣପତ୍ର...
ଯୋଗୀଙ୍କ ବିଫଳତାକୁ ଲୁଚାଇ ପାରିବେ ନାହିଁ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୬ା୭- ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ପ୍ରଶଂସା। ମୋଦିଙ୍କ ମିଛ ପ୍ରଶଂସା...
ଦେଶୀ ଘିଅକୁ ପଛରେ ପକାଇଲାଣି ପେଟ୍ରୋଲ
ନୂଆଦିଲ୍ଲୀ,୧୬।୭: ଦେଶୀ ଘିଅଠାରୁ ପେଟ୍ରୋଲ ଦର ଅଧିକ ହେଲାଣି। ଡେରାଡୁନ ସ୍ଥିତ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସରକାରଙ୍କୁ ଏଭଳି କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ...
ଖଣ୍ଡନ କଲେ କମଲ ନାଥ
ନୂଆଦିଲ୍ଲୀ,୧୬।୭: ବରିଷ୍ଠ କଂଗ୍ରେସ ନେତା କମଲ ନାଥ ଦଳର ଅଧ୍ୟକ୍ଷ ହେବା ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏହାକୁ ସେ ଖଣ୍ଡନ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ କମଲ ନାଥଙ୍କ ବୈଠକ ପରେ ତାଙ୍କୁ ଦଳରେ...
ତୃତୀୟ ଲହର ପିଲାଙ୍କ ପାଇଁ ବିପଦ
ନୂଆଦିଲ୍ଲୀ,୧୬।୭: ପିଲାମାନେ ମଧ୍ୟ ଆକ୍ରାନ୍ତ ହୋଇପାରନ୍ତି। ସେମାନଙ୍କୁ ସୁରକ୍ଷିତ ରଖିବା ଲାଗି ଆମକୁ ଉପଯୁକ୍ତ ଯୋଜନା ଦରକାର। ବର୍ତ୍ତମାନ ଦେଶର କୋଭିଡ୍-୧୯ ସ୍ଥିତି ସମ୍ପର୍କରେ ଆୟୋଜିତ ଏକ ସମ୍ମିଳନୀରେ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ...
ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ସମ୍ପତ୍ତି ଜବତ କଲା ଇଡି
ମୁମ୍ବାଇ,୧୬।୭: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଅଡୁଆ ବଢିବାରେ ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଦେଶମୁଖଙ୍କ ୪.୨୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ଏହି ସମ୍ପତ୍ତି ଦେଶମୁଖଙ୍କ ପରିବାର ଲୋକଙ୍କ...
ପୋଲିସ ଟ୍ରେନିଂ ସେଣ୍ଟରରେ କରୋନା
ରାୟପୁର,୧୬।୭: ଛତିଶଗଡ଼ ରାଜନାନ୍ଦଗାଓଁ ସ୍ଥିତ ପୋଲିସ ଟ୍ରେନିଂ ସେଣ୍ଟରରେ ବ୍ୟାପିଲା କରୋନା। ଏଠାରେ ୩୫ଜଣ ଯବାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଏହି ଟ୍ରେନିଂ...
Archives


