ପୋଲିସ ଟ୍ରେନିଂ ସେଣ୍ଟରରେ କରୋନା
ରାୟପୁର,୧୬।୭: ଛତିଶଗଡ଼ ରାଜନାନ୍ଦଗାଓଁ ସ୍ଥିତ ପୋଲିସ ଟ୍ରେନିଂ ସେଣ୍ଟରରେ ବ୍ୟାପିଲା କରୋନା। ଏଠାରେ ୩୫ଜଣ ଯବାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଏହି ଟ୍ରେନିଂ...
ଟିଏମ୍ସିରେ ସାମିଲ ହୋଇପାରନ୍ତି ଶତ୍ରୁଘ୍ନ ସିହ୍ନା
କୋଲକାତା,୧୬।୭: ୟଶବନ୍ତ ସିହ୍ନାଙ୍କ ପରେ ଆଉ ଜଣେ ରାଷ୍ଟ୍ରୀୟ ନେତା ଶତ୍ରୁଘ୍ନ ସିହ୍ନା ଖୁବ୍ଶୀଘ୍ର କଂଗ୍ରେସର ହାତଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍ସି)ରେ ସାମିଲ ହୋଇପାରନ୍ତି। ଶତ୍ରୁଘ୍ନଙ୍କ ସହ ଆଲୋଚନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଯଦି ସବୁ ଠିକ୍ଠାକ୍ ରୁହେ ତେବେ ଜୁଲାଇ...
ଗୁଜରାଟକୁ ମୋଦିଙ୍କ ଫାଇଭ୍ ଷ୍ଟାର ଗିପ୍ଟ
ନୂଆଦିଲ୍ଲୀ,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନସିଂ ଜରିଆରେ ଗୁଜରାଟରେ କିଛି ପ୍ରୋଜେକ୍ଟର ଉଦ୍ଘାଟନ କରିଛନ୍ତି । ଏଥିରେ ଗାନ୍ଧିନଗରର ରେଲୱେ ଷ୍ଟେଶନ, ଏକ୍ୱେଟିକ ଓ ରୋବୋଟିକ ଗ୍ୟାଲେରୀ, ଗୁଜରାଟ ସାଇନ୍ସ ସିଟିରେ ନେଚର ପାର୍କ ଇତ୍ୟାଦି...
ଆଫଗାନିସ୍ତାନରେ ଭାରତୀୟ ସାମ୍ବାଦିକଙ୍କୁ ହତ୍ୟା; ଜାଣନ୍ତୁ କିଏ ଥିଲେ ଦାନିଶ
ନୂଆଦିଲ୍ଲୀ,୧୬।୭: ପୁଲିଟର ପୁରସ୍କାର ବିଜେତା ଭାରତୀୟ ଫଟୋ ସାମ୍ବାଦିକ ଦାନିଶ ସିଦ୍ଦିକିଙ୍କୁ ଶୁକ୍ରବାର ଆଫଗାନିସ୍ତାନରେ ହତ୍ୟା କରାଯାଇଛି। ସେ କାନ୍ଦାହାରର ସ୍ପିନ୍ ବୋଲଡାକ ହିଂସାକାଣ୍ଡ ଘଟଣାର କଭରେଜ୍ କରୁଥିଲେ। ଗତ କିଛିଦିନ ଧରି ସିଦ୍ଦିକି କାନ୍ଦାହାରରେ ଥିଲେ। ସେଠାରୁ ବିବାଦର...
ଦିଲ୍ଲୀ ଗସ୍ତରେ କର୍ନାଟକ ମୁଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ,୧୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରପ୍ପାଙ୍କ ଦିଲ୍ଲୀ ଗସ୍ତ ପୁଣି ଥରେ ରାଜ୍ୟର ନେତୃତ୍ୱ ପରିବର୍ତ୍ତନକୁ ନେଇ ରହିଥିବା କଳ୍ପନା ଜଳ୍ପନାକୁ ଆହୁରି ବଢ଼ାଇଦେଇଛି। କାରଣ ଗତ କିଛି ସମୟରୁ ଏହି ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଲାଗି ରହିଛି। ୭୮ବର୍ଷୀୟ...
ଅଗଷ୍ଟ ଶେଷ ବେଳକୁ ଆସିପାରେ କରୋନାର ତୃତୀୟ ଲହର: ଆଇସିଏମ୍ଆର୍
ନୂଆଦିଲ୍ଲୀ,୧୬ ।୭: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସରୁ ସରୁ ତୃତୀୟ ଲହର ଆରମ୍ଭ ହେବାର ଭୟ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆସିଏମ୍ଆର୍)ର ଡିଭିଜନ ଅଫ୍ ଏପିଡେମିୟୋଲୋଜି ଆଣ୍ଡ...
ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ୪-ଟି ମନ୍ତ୍ର ଦେଲେ ମୋଦି
ନୂଆଦିଲ୍ଲୀ,୧୬।୭: ଦେଶରେ କେତେକ ରାଜ୍ୟରେ ଲଗାତର ଭାବେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଯାହାକୁ ନେଇ କେନ୍ଦ୍ର ସରକାର ଚିନ୍ତା ପ୍ରକଟ କରିଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ଟି ରାଜ୍ୟର...
ଡରୁଥିବା ଲୋକେ ଭାଜପାରେ ଯୋଗ ଦିଅନ୍ତି:ରାହୁଲ
ନୂଆଦିଲ୍ଲୀ,୧୬ ।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦଳ ଛାଡି ଚାଲିଯାଉଥିବା ନେତାଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଡରୁଥିବା ନେତା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଯାଆନ୍ତି । ସୋସିଆଲ ମିଡିଆ କର୍ମୀଙ୍କ ସହ ଭର୍ଚୁଆଲ ବୈଠକରେ...
‘ୟୁପି କେବଳ, ଦେଶରେ ନୁହେଁ ଅଷ୍ଟ୍ରେଲିଆରେ ହୋଇଛି ପ୍ରଶଂସିତ’
ଲକ୍ଷ୍ନୌ,୧୬।୭: ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭାଜପା ନିଜର ମିଶନ ଆରମ୍ଭ କରିଦେଇଛି। ପ୍ରଧାନମନ୍ତ୍ରୀଙ୍କ ବାରଣାସୀ ଗସ୍ତ ପରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡା ଶୁକ୍ରବାର ଉତ୍ତରପ୍ରଦେଶର ରାଜ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସମ୍ବୋଧିତ...
ଯୌତୁକରେ ବାଇକ୍ ନ ମିଳିବାରୁ ସ୍ତ୍ରୀଙ୍କୁ ଲଣ୍ଡା କଲେ ସ୍ବାମୀ
ବହରାଇଚ୍,୧୬।୭: କାହିଁ କେତେ କାଳରୁ ଯୌତୁକ ପ୍ରଥା ଚାଲିଆସିଛି। ଏହି କୁପ୍ରଥା ଯୋଗୁ ଅନେକ ଝିଅଙ୍କୁ ନିର୍ଯାତନା ସହ ଜୁଇର ନିଆଁରେ ଜଳୁଥିବାର ଦେଖିବାକୁ ମିଳେ। ଇତିମଧ୍ୟରେ ଉତ୍ତରପ୍ରଦେଶରୁ ଏକ ନିଆରା ନିର୍ଯାତନାର ଖବର ସାମ୍ନାକୁ ଆସିଛି। ଯୌତୁକରେ ବାଇକ୍...
ଟି-ସିରିଜ୍ର ପରିଚାଳନା ନିର୍ଦ୍ଦେଶକଙ୍କ ବିରୋଧରେ ବଳାତ୍କାର ମାମଲା
ମୁମ୍ବାଇ,୧୬।୭: ଟି-ସିରିଜ୍ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଭୂଷଣ କୁମାରଙ୍କ ବିରୋଧରେ ବଳାତ୍କାର ମାମଲା। ମୁମ୍ବାଇର ଡିଏନ୍ ନଗର ପୋଲିସ ଥାନାରେ ଏନେଇ ଏକ ମାମଲା ରୁଜୁ ହୋଇଛି। ଟି-ସିରିଜ୍ର ପ୍ରୋଜେକ୍ଟରେ କାମ ଦେବା ଲାଳସା ଦେଖାଇ ଭୂଷଣ ଜଣେ ୩୦ବର୍ଷିୟ...
ସମୟ ପୂର୍ବରୁ ଜନ୍ମ ଅବା ନବଜାତକଙ୍କ ନିକଟରେ କରୋନା ଭୟ!
ନୂଆଦିଲ୍ଲୀ,୧୬ ।୭: ଦେଶରେ ଜାରି ରହିଥିବା କରୋନା ମହାମାରୀ ଚିନ୍ତା ବଢାଇ ଚାଲିଛି । ଦ୍ୱିତୀୟ ଲହରରେ ସମୟ ପୂର୍ବରୁ ଜନ୍ମିତ ଶିଶୁ ଅବା ନବଜାତକଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଦେଖାଗଲାଣି । ବିଶେଷଜ୍ଞଙ୍କ କହିବା କଥା ହେଲା ତୃତୀୟ...
Archives


