ଜାତୀୟ

ମାଷ୍ଟରଷ୍ଟ୍ରୋକ୍‌ ନା ପରାଜୟ ଭୟ

ନୂଆଦିଲ୍ଲୀ,୨୦।୧୧: ଗୁରୁନାନକ ଦେବଙ୍କ ୫୫୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପ୍ରତ୍ୟାଶିତ ଘୋଷଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯେଉଁ କୃଷି ଆଇନକୁ ନେଇ ଏତେ ତୁମ୍ବିତୋଫାନ ହେଲା, ୭୦୦ରୁ ଊର୍ଦ୍ଧ୍ୱ କୃଷକଙ୍କ ଜୀବନ ଚାଲିଗଲା ତାକୁ ନେଇ ହଠାତ୍‌ କିପରି…

ବିଚାର ବିଭାଗୀୟ ତଦନ୍ତ ଦାବିକଲା ଗୁପ୍‌କାର ମେଣ୍ଟ

ଶ୍ରୀନଗର, ୨୦।୧୧: ହାଇଦରପୋରା ଏନ୍‌କାଉଣ୍ଟରର ବିଚାର ବିଭାଗୀୟ ତଦନ୍ତ ଲାଗି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱରେ ୬ ଦଳୀୟ ଗୁଫ୍‌କାର ମେଣ୍ଟ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ର ଲେଖିଛନ୍ତି। ଗତ ସୋମବାର ଶ୍ରୀନଗରର ହାଇଦରପୋରାରେ…

ଆନ୍ଧ୍ରରେ ବର୍ଷା ବିତ୍ପାତ: ୧୭ ମୃତ

ତିରୁପତି, ୨୦।୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ରୟାଲସୀମା ଅନ୍ତର୍ଗତ ୪ ଜିଲାରେ ବର୍ଷା ଓ ବନ୍ୟାରେ ଶୁକ୍ରବାର ୧୭ ଜଣଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ନିଖୋଜ ହୋଇଯାଇଛନ୍ତି। ଚେୟେରୁ ନଦୀରେ…

ଗେହଲଟ ସରକାରଙ୍କୁ ଝଟକା: ଇସ୍ତଫା ଦେଲେ ୩ ମନ୍ତ୍ରୀ

ଜୟପୁର,୨୦ ।୧୧: ରାଜସ୍ଥାନରେ କ୍ୟାବିନେଟ ସମ୍ପ୍ରସାରଣ କଥା ଆଲୋଚନା ହେଉଥିବା ବେଳେ କଂଗ୍ରେସକୁ ବଡ ଝଟକା ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ଅଶୋକ ଗେହଲଟ ସରକାରଙ୍କ ୩ କ୍ୟାବିନେଟ ମନ୍ତ୍ରୀ ଇସ୍ତଫା ପ୍ରଦାନ କରିଛନ୍ତି । ମନ୍ତ୍ରୀମାନେ ଏହା ସ୍ପଷ୍ଟ…

କୃଷି ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ପାଳିବ ‘କୃଷକ ବିଜୟ ଦିବସ’ ରାଲି ସହ ବାହାରିବ କ୍ୟାଣ୍ଡେଲ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୦ ।୧୧: କେନ୍ଦ୍ର ସରକାର ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରି ନେଇଛନ୍ତି । ଏହାକୁ ନେଇ କଂଗ୍ରେସ ସାରା ଦେଶରେ ଶନିବାର ‘କୃଷକ ବିଜୟ ଦିବସ’ ପାଳନ କରୁଛି । ଏହି ଅବସରରେ ବିଭିନ୍ନ ସ୍ଥାନରେ ରାଲି ବାହାରିବା…

ପଞ୍ଜାବରେ ବଦଳିଲା ରାଜନୈତିକ ସମିକରଣ: ଭାଜପା ହୋଇପାରେ ଗେମ ଚେଞ୍ଜର, ୭୭ ଆସନରେ ପଡିପାରେ ପ୍ରଭାବ

ଚଣ୍ଡିଗଡ,୨୦ ।୧୧: ଗୁରୁପର୍ବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିନେବା ଘୋଷଣା କରିବା ପରେ ପଞ୍ଜାବ ରାଜନୀତିର ସମିକରଣ ବଦଳି ଯିବା ପରି ଲକ୍ଷ୍ୟ କରାଯାଇଛି । ଆଗାମୀ ୨୦୨୨ରେ ହେବାକୁ ଥିବା ୧୧୭…

କ୍ଷମତାକୁ ନ ଫେରିବା ଯାଏ ବିଧାନସଭା ଆସିବେ ନାହଁ

ଅମରାବତୀ, ୧୯।୧୧: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍‌ ପାର୍ଟି (ଟିଡିପି) ନେତା ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଶୁକ୍ରବାର ରାଜ୍ୟ ବିଧାନସଭାରୁ କକ୍ଷତ୍ୟାଗ କରିବା ସମୟରେ କାନ୍ଦି ପକାଇଥିଲେ। ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ସଦସ୍ୟମାନଙ୍କ ଅପମାନଜନକ ମନ୍ତବ୍ୟରେ କ୍ଷୁବ୍ଧ ଚନ୍ଦ୍ରାବାବୁ…

ବଢିଲା ବାୟୁସେନାର ଶକ୍ତି

ଝାନ୍‌ସୀ,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତୀୟ ବାୟୁସେନାକୁ ହିନ୍ଦୁସ୍ତାନ ଏରୋନଟିକ୍ସ ଦ୍ୱାରା ନିର୍ମିତ ହାଲୁକା କମ୍ବାକ୍ଟ ହେଲିକପ୍ଟର ପ୍ରଦାନ କରିଛନ୍ତି । ଡିଆରଡିଓ ଦ୍ୱାରା ଡିଜାଇନ ଓ ବିଇଏଲ ଦ୍ୱାରା ନିର୍ମିତ ଉନ୍ନତ ଇଲେକ୍‌ଟ୍ରୋନିକ ୱାରଫେୟାର ଶୁଟ୍ ଭାରତୀୟ…

ପ୍ରବଳ ବର୍ଷାରେ ଭୁଶୁଡିଲା ଘର, ଚାଲିଗଲା ୯ ଜୀବନ

ଚେନ୍ନାଇ,୧୯।୧୧: ତାମିଲନାଡୁର ଭେଲୋର ଜିଲା ପେରନାମବେଟରେ ଶୁକ୍ରବାର ପ୍ରବଳ ବର୍ଷାରେ ଘର ଭାଙ୍ଗି ଗୋଟିଏ ପରିବାରର ୯ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପେରନାମବେଟରେ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଅଗ୍ନିଶମ…

ଲଗାତାର ପଞ୍ଚମଥର ଲାଗି ଦେଶର ସବୁଠାରୁ ସ୍ୱଚ୍ଛ ସହର ତାଲିକାର ଶୀର୍ଷରେ ଇନ୍ଦୋର: ମିଳିବ ୩ ପୁରସ୍କାର

ନୂଆଦିଲ୍ଲୀ,୧୯ ।୧୧: ସ୍ୱଚ୍ଛତା ଅଭିଯାନରେ ପୁଣିଥରେ ବାଜି ମାରିଛିି ଇନ୍ଦୋର । ସ୍ୱଚ୍ଛତା ସର୍ବେକ୍ଷଣ ପରିଣାମ ଶନିବାର ଔପଚାରିକ ଭାବେ ଘୋଷଣା କରାଯିବ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହାକୁ ନେଇ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଲଗାତାର ୫ମ…

କୃଷି ଆଇନ୍‌ ପ୍ରତ୍ୟାହାର ଏକ ନିର୍ବାଚନୀ ଚାଲ୍‌: ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ତିନୋଟି କୃଷି ଆଇନକୁ ରଦ୍ଦ କରିବାର ନିଷ୍ପତ୍ତି ପରେ ବିରୋଧୀମାନେ ଏହାର ପ୍ରତିକ୍ରିୟା ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି କଂଗ୍ରେସର ବହୁ ବରିଷ୍ଠ ନେତା ଏହି ନିଷ୍ପତ୍ତି ନିର୍ବାଚନୀ ଚାଲ୍‌ ବୋଲି କହିଛନ୍ତି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ…

ଅଫ୍‌ଲାଇନରେ ହେବ ସିବିଏସ୍‌ଇ, ସିଆଇଏସ୍‌ସିଇ ପରୀକ୍ଷା

ନୂଆଦିଲ୍ଲୀ, ୧୯।୧୧(ପି.ଟି.):ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ଟର୍ମ-୧ ପରୀକ୍ଷା ହାଇବ୍ରିଡ୍‌ କିମ୍ବା ଭର୍ଚୁଆଲ ମୋଡ୍‌ରେ କରିବା ଲାଗି ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନସିଲ୍‌ ଫର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri