ଜାତୀୟ

ଅବିବାହିତ ଯୋଗୁ ସାଧାରଣ ଲୋକଙ୍କ ଯନ୍ତ୍ରଣା ବୁଝିପାରୁନାହାନ୍ତି ଯୋଗୀ: ଦିଗବିଜୟ

ନୂଆଦିଲ୍ଲୀ,୭।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ପରସ୍ପର ବିରୋଧରେ ଆରୋପ-ପ୍ରତ୍ୟାରୋପ ଅଭିଯୋଗ ଜାରି ରହିଛି। ଏବେ କଂଗ୍ରେସ ନେତା ତଥା ରାଜ୍ୟ ସଭା ସଦସ୍ୟ ଦିଗବିଜୟ ସିଂ କହିଛନ୍ତି, ଭାଜପାଏବଂ ଆରଏସଏସ…

ଜନ୍ମ ସହିତ ସମ୍ପ୍ରଦାୟ ଜଡ଼ିତ, ଅନ୍ୟ ଧର୍ମରେ ବିବାହ କଲେ ବି ମିଳିବ ମୂଳ ଜାତିଗତ ପ୍ରମାଣପତ୍ର…

ଥିରୁଭାନନ୍ତପୁରମ୍‌, ୭।୨ : ଜଣେ ବ୍ୟକ୍ତିଙ୍କ ଜନ୍ମ ତାଙ୍କ ସମ୍ପ୍ରଦାୟ ସହିତ ଜଡ଼ିତ। ପରେ ସେ ଅନ୍ୟ ଧର୍ମରେ ବିବାହ କଲେ ବି ତାଙ୍କୁ ମୂଳ ଜାତିଗତ ପ୍ରମାଣ ମିଳିବ। କେରଳ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ…

ଅକ୍ଷୟ କୁମାର ଉତ୍ତରାଖଣ୍ଡର ବ୍ରାଣ୍ଡ୍‌ ଆମ୍ବାସାଡର ହେବାକୁ ରାଜି

ନୂଆଦିଲ୍ଲୀ,୭।୨: ଉତ୍ତରାଖଣ୍ଡର ‘ବ୍ରାଣ୍ଡ୍‌ ଆମ୍ବାସାଡର’ ଭାବେ କାର୍ଯ୍ୟ କରିବାକୁ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ରାଜିହୋଇଥିବା ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସୋମବାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଅଭିନେତା ଅକ୍ଷୟ କୁମାର ସୋମବାର ମୁଖ୍ୟମନ୍ତ୍ରୀ ଧାମିଙ୍କୁ ଡେରାଡୁନ୍‌ସ୍ଥିତ ବାସଭବନରେ…

ପଞ୍ଜାବ ବିଧାନସଭା ନିର୍ବାଚନର ୧୩ ଦିନ ପୂର୍ବରୁ ରାମ ରହିମ୍‌ଙ୍କୁ ୨୧ ଦିନିଆ ପାରୋଲ…

ଚଣ୍ଡିଗଡ଼, ୭।୨ : ପଞ୍ଜାବ ବିଧାନସଭା ନିର୍ବାଚନର ୧୩ ଦିନ ପୂର୍ବରୁ ପଞ୍ଜାବ ହରିୟାଣା ହାଇକୋର୍ଟ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମଙ୍କୁ ୨୧ ଦିନିଆ ପାରୋଲ ଅନୁମତି ଦେଇଛନ୍ତି। ଏବେ ସେ ସୁନାରିଆ ଜେଲରୁ ବାହାରକୁ ଆସିବେ।…

ସରକାରୀ କାର୍ଯ୍ୟାଳୟରୁ ହଟିଲା କଟକଣା

ନୂଆଦିଲ୍ଲୀ,୭।୨: କୋଭିଡ୍‌ ସଂକ୍ରମଣ କମିବା ପରେ କେନ୍ଦ୍ର ସରକାର କଟକଣା କୋହଳ କରିଛନ୍ତି। ସୋମବାର କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ ୧୦୦ ପ୍ରତିଶତ କର୍ମଚାରୀ ଯୋଗଦେଇଛନ୍ତି। ମହାମାରୀ ସ୍ଥିତିର ସମୀକ୍ଷା ପରେ କରୋନା କଟକଣାକୁ କୋହଲ କରିବାକୁ ନିଷ୍ପତ୍ତି ନିଆଯାଇଥିବା କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର…

ଖରାପ ପାଗ ଯୋଗୁ ପ୍ରଧାନମନ୍ତ୍ରୀଙ୍କ ବିଜନୌର ଗସ୍ତ ବାତିଲ…

ଲକ୍ଷ୍ନୌ, ୭।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ସୋମବାର ବିଜନୌରରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ବାତିଲ କରାଯାଇଛି। ଖରାପ ପାଗ ଯୋଗୁ ଏଭଳି କରାଯାଇଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ…

ଶାନ୍ତିଶ୍ରୀ ଜେଏନ୍‌ୟୁର ପ୍ରଥମ ମହିଳା କୁଳପତି…

ନୂଆଦିଲ୍ଲୀ, ୭।୨ : ଦେଶର ପ୍ରତିଷ୍ଠିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ର ନୂତନ କୁଳପତି ଭାବେ ପ୍ରଫେସର ଶାନ୍ତିଶ୍ରୀ ଧୁୁଲିପୁଡି ପଣ୍ଡିତଙ୍କୁ ନିଯୁକ୍ତି ଦିଆଯାଇଛି। ସେ ଜେଏନୟୁ ପ୍ରଥମ ମହିଳା କୁଳପତି ଭାବେ ଦାୟିତ୍ୱ ସମ୍ଭାଳିବେ। ଧୁଲିପୁଡି ପୁଣେର ସାବିତ୍ରୀ…

୫ ଟଙ୍କାରେ ବିକ୍ରି ହେଉଛି ବ୍ୟକ୍ତିଗତ ଗୁପ୍ତ ତଥ୍ୟ, ସାଇବର ଠକେଇ ଟ୍ରେନିଂ କ୍ୟାମ୍ପ୍‌ ପାଲଟିଛି ଝାଡ଼ଖଣ୍ଡ…

ନୂଆଦିଲ୍ଲୀ, ୭।୨ : ଅନଲାଇନ ଠକେଇ ସମ୍ପ୍ରତି ବଢ଼ି ଚାଲିଛି। ସାଇବର ଠକେଇ ଅପରାଧ ଏବେ ଏକ ଆହ୍ବାନ ହୋଇ ଛିଡ଼ା ହୋଇଛି। ବହୁ ଲୋକ ଏହାର ଶିକାର ହେଉଛନ୍ତି। ଡାଟା କାରବାର ସାଇବର ଠକେଇର ବ୍ୟବସାୟର ଏକ ଅବିଚ୍ଛେଦ୍ୟ ଅଙ୍ଗ।…

ଭାଜପା-କଂଗ୍ରେସ କେବଳ ଉତ୍ତରାଖଣ୍ଡକୁ ଲୁଟିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୭।୨ : ଆମ୍‌ ଆଦ୍‌ମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ଭାଜପା-କଂଗ୍ରେସ କେବଳ ଉତ୍ତରାଖଣ୍ଡକୁ ଲୁଟିଛନ୍ତି। ଉଭୟ ଦଳ ରାଜ୍ୟରେ ୧୦ ବର୍ଷ ଲେଖାଏଁ କ୍ଷମତାରେ ରହି କୌଣସି ବିକାଶ କାର୍ଯ୍ୟ…

ମାସେ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳେ…

ନୂଆଦିଲ୍ଲୀ, ୭।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ମାସେ ପରେ ଦୈନିକ ସଂକ୍ରମଣ ଲକ୍ଷେ ତଳେ ରହିଛି। ଗତ ୨୪ ଘଣ୍ଟାରେ…

ଓୱାଇସିଙ୍କ ଦୀର୍ଘ ଜୀବନ କାମନା କରି ୧୦୧ ଛେଳିଙ୍କୁ ବଳି ଦେଲେ ବ୍ୟବସାୟୀ!

ହାଇଦ୍ରାବାଦ,୭ ।୧: ଏଆଇଏମ୍‌ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ଗାଡି ଉପରକୁ ଗୁଳି ମାଡ କରିବା ଘଟଣାକୁ ନେଇ ହାଇଦ୍ରାବାଦର ଜଣେ ବ୍ୟବସାୟୀ ଓୱାଇସିଙ୍କ ଦୀର୍ଘ ଜୀବନ କାମ କରି ୧୦୧ ଛେଳି ବଳି ଦେଇଥିବା ଜଣାପଡିଛି । ଏହି କାର୍ଯ୍ୟକ୍ରମରେ ମାଲାକପେଟ…

‘ବ୍ରାହ୍ମଣ’ର ଅର୍ଥ ବୁଝାଇଲେ ମନ୍ତ୍ରୀ

ଲକ୍ଷ୍ନୌ,୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସିଲାଣି । ଇତିମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ଦିନେଶ ଶର୍ମା ‘ବ୍ରାହ୍ମଣ’ର ଅର୍ଥ ବୁଝାଇ ଆସିଛନ୍ତି ଚର୍ଚ୍ଚାକୁ । ସେ କହିଛନ୍ତି ବ୍ରାହ୍ମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?