ଜାତୀୟ

ଯୌନ ନିର୍ଯାତନା ମାମଲା, ହାଇକୋର୍ଟଙ୍କ ‘ସ୍କିନ୍‌ ଟୁ ସ୍କିନ୍‌ କଣ୍ଟାକ୍ଟ’ ଫଇସଲା ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୮।୧୧: ଯୌନ ନିର୍ଯାତନା ମାମଲାରେ ବମ୍ବେ ହାଇକୋର୍ଟଙ୍କ ସ୍କିନ୍‌ ଟୁ ସ୍କିନ୍‌ କଣ୍ଟାକ୍ଟ ଫଇସଲାକୁ ସୁପ୍ରିମ୍‌କୋର୍ଟ ଖାରଜ କରି ଦେଇଛନ୍ତିି। ଶୀର୍ଷ କୋର୍ଟ ଏହି ପ୍ରସଙ୍ଗରେ କହିଛନ୍ତି ଯେ, ଏଭଳି ଘଟଣାରେ କ’ଣ ହାତରେ ଗ୍ଲୋଭସ୍‌ ପିନ୍ଧି ଅପରାଧୀ ଅପରାଧ କରିବେ…

ଦୁଇ ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀର ହେବ ଆତଙ୍କବାଦ ମୁକ୍ତ…

ନୂଆଦିଲ୍ଲୀ,୧୮।୧୧: ଜମ୍ମୁ -କଶ୍ମୀରରେ ଆତଙ୍କବାଦକୁ ନେଇ ଉପରାଜ୍ୟପାଳ ମନୋଜ ସିହ୍ନା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଆସନ୍ତା ଦୁଇ ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରୁ ଆତଙ୍କବାଦ ସମ୍ପୂର୍ଣ୍ଣ ରୂପେ ଲୋପ ହେବ ବୋଲି ସେ କହିିଛନ୍ତି। ମନୋଜ ସିହ୍ନାଙ୍କ ଏହି ବିବୃତ୍ତି ଏପରି…

ଆନ୍ଦୋଳନ କରିଥିବା କୃଷକଙ୍କ ପାଇଁ ଆଉ ଏକ ଘୋଷଣା କଲେ ଚନ୍ନି

ଚଣ୍ଡିଗଡ଼,୧୮ ।୧୧: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ କରିଥିବା କୃଷକଙ୍କ ମଧ୍ୟରେ ସଂଘର୍ଷ ଯୋଗୁ କେତେଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଥିଲା । ଏବେ କିନ୍ତୁ କୃଷକଙ୍କ ନାଁରେ ଥିବା ସମସ୍ତ ମାମଲାକୁ ରଦ୍ଦ କରିଦିଆଯିବ…

ପୁଣି ୟୁନେସ୍କୋକୁ ନିର୍ବାଚିତ ହେଲା ଭାରତ

ନୂଆଦିଲ୍ଲୀ,୧୮।୧୧: ମିଳିତ ଜାତିସଂଘର ଶିକ୍ଷା ଓ ସାଂସ୍କୃତିକ ସଂଗଠନର କାର୍ଯ୍ୟନିର୍ବାହୀ ବୋର୍ଡକୁ ଭାରତ ପୁନଃ ନିର୍ବାଚିତ ହୋଇଛି। ୟୁନେସ୍କୋ କାର୍ଯ୍ୟ ନିର୍ବାହୀ ବୋର୍ଡରେ ଭାରତ ୨୦୨୧-୨୫ ଯାଏ କାର୍ଯ୍ୟ କରିବ। ଭାରତ ସପକ୍ଷରେ ୧୬୪ ଖଣ୍ଡ ଭୋଟ ଥିଲା। ବୁଧବାର କାର୍ଯ୍ୟନିର୍ବାହୀ…

ଆହ୍ବାନ ସମୟରେ ପରିବର୍ତ୍ତନ ଲୋଡ଼ା…

ନୂଆଦିଲ୍ଲୀ,୧୮।୧୧: ପରିସ୍ଥିତି ଅନୁସାରେ ବଦଳିବାର ଜରୁରୀ। ବିଶେଷ ଭାବେ ଆହ୍ବାନ ମୂଳକ ସମୟରେ ପରିବର୍ତ୍ତନ ଲୋଡ଼ା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସିଡ୍‌ନୀ ଡାଏଲଗ୍‌ରେ ଭାରତର ‘ପ୍ରାଦୌଗିକ ବିକାଶ ଏବଂ କ୍ରାନ୍ତି’ ସମ୍ପର୍କରେ ନିଜର ମତ ଉପସ୍ଥାପନ କରିଛନ୍ତି। ଟେକ୍ନୋଲୋଜି…

ଥମିବାର ନାଁ ଧରୁନି ସଂକ୍ରମଣ…

ନୂଆଦିଲ୍ଲୀ,୧୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୯୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

ଖବରଦାତା, ଓକିଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅନି

ନୂଆଦିଲ୍ଲୀ,୧୮।୧୧: ତ୍ରିପୁରା ହିଂସା ବେଳେ ସଂଖ୍ୟାଲଘୁ ସମୁଦାୟକୁ ଟାର୍ଗେଟ କରାଯାଇଥିବା ନେଇ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ଜଣେ ଖବରଦାତା ଓ ଦୁଇଜଣ ଓକିଲ ଅନୁସନ୍ଧାନ ପରେ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଖବରଦାତା ଶ୍ୟାମ ମୀରା ସିଂ ଏବଂ ଆଇନଜୀବୀ ମୁକେଶ…

କାଶୀ ବିଶ୍ୱନାଥ କରିଡରର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୮ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୧୩ରେ ତାଙ୍କ ଲୋକସଭା ନିର୍ବାଚନ ମଣ୍ଡଳିରେ କାଶୀ ବିଶ୍ୱନାଥ କରିଡରର ଉଦ୍‌ଘାଟନ କରିବେ । ମିଳିଥିବା ସୂଚନାରୁ ଜଣାପଡିଛି କି ୧୩ ଡିସେମ୍ବରରୁ ପ୍ରାୟ ୧ ମାସ ପର୍ଯ୍ୟନ୍ତ ବାରାଣସୀରେ ବଡ ବଡ…

ଖୋଲିଲା କରତାରପୁର କରିଡର

ନୂଆଦିଲ୍ଲୀ,୧୮ ।୧୧: ଦୀର୍ଘ ପ୍ରାୟ ୨୦ ମାସ ପରେ ଖୋଲିଛି କରତାରପୁର କରିଡର । ପ୍ରଥମଥର ପାଇଁ ୨୮ ଜଣ ଭାରତୀୟ ଶିଖ ବୁଧବାର ଭିଜା ମୁକ୍ତ ପଥ ବ୍ୟବହାର କରି ପାକିସ୍ତାନର ପବିତ୍ର ଗୁରୁଦ୍ୱାର କରତାରପୁର ସାହେବ ପହଞ୍ଚିଛନ୍ତି ।…

ସିଡନି ସମ୍ବାଦରେ ମୁଖ୍ୟ ଭାଷଣ ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତୀୟ ସମୟ ଅନୁସାରେ ସକାଳ ୯ଟାରେ ସିଡନି ସମ୍ବାଦରେ ମୁଖ୍ୟ ଭାଷଣ ଦେବେ । ପ୍ରଧାନମନ୍ତ୍ରୀ ଦେଶର ପ୍ରାଦ୍ୟୋଗିକ ବିକାଶ ଓ କ୍ରାନ୍ତି ଉପରେ ନିଜର ମତ ପ୍ରକାଶ କରିବେ । ସୂଚନା…

ମସ୍‌ଜିଦରେ କୃଷ୍ଣଙ୍କ ମୂର୍ତ୍ତି ପ୍ରତିଷ୍ଠା କରିବୁ

ଲକ୍ଷ୍ନୌ,୧୭।୧୧: ଭଗବାନ କୃଷ୍ଣଙ୍କ ଅସଲ ଜନ୍ମସ୍ଥାନ ତଥା ମଥୁରାସ୍ଥିତ ମସ୍‌ଜିଦରେ ମୂର୍ତ୍ତି ସ୍ଥାପନ କରିବାକୁ ଘୋଷଣା କରିଛି ଅଖିଳ ଭାରତ ହିନ୍ଦୁ ମହାସଭା (ଏବିଏସ୍‌ଏମ୍‌)। ହିନ୍ଦୁ ମହାସଭା ନେତ୍ରୀ ରାଜ୍ୟଶ୍ରୀ ଚୌଧରୀ କହିଛନ୍ତି, ଡିସେମ୍ବର ୬ ତାରିଖରେ ଭଗବାନଙ୍କ ଅସଲ ଜନ୍ମସ୍ଥାନ…

ମହାରାଷ୍ଟ୍ରର ହିଂସା ପଛରେ ସୋସିଆଲ ମିଡିଆ

ମୁମ୍ବାଇ, ୧୭।୧୧: ତ୍ରିପୁରାରେ ସାମ୍ପ୍ରଦାୟିକ ହିଂସାକୁ ନେଇ ସୋସିଆଲ ମିଡିଆରେ କେତେକ ମିଛ ଖବର ପ୍ରସାରିତ ହୋଇଥିଲା। ଏହାକୁ ନେଇ ଗତ ୧୨ ତାରିଖରେ ମହାରାଷ୍ଟ୍ରର ଅମରାବତୀ, ମାଲେଗାଁଓ ଏବଂ ନାଣ୍ଡେଡ୍‌ ସହରରେ ହିଂସାକାଣ୍ଡ ଘଟିଥିଲା। ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ଆୟୋଜିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri