ଲକଡାଉନ୍ ଭୟ, ଘରମୁହାଁ ପ୍ରବାସୀ
ନୂଆଦିଲ୍ଲୀ,୮ ।୧: ଦେଶରେ ବଢି ଚାଲିଛି କରୋନା ସଂକ୍ରମଣ । ବିଶେଷଜ୍ଞଙ୍କ ମତ ଜାନୁୟାରୀ ଶେଷ ସୁଦ୍ଧା ଏହା ଶୀର୍ଷ ଛୁଇଁବ । ଏପଟେ ବେଳକୁ ବେଳ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବି ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି…
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି: ୧୫୦ ଜଣଙ୍କ ନାଁରେ ଏଫ୍ଆଇଆର୍
ନୂଆଦିଲ୍ଲୀ,୮ ।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟିକୁ ନେଇ ପୋଲିସ ଆଇପିସି ଧାରା ୨୮୩ ଅନୁଯାୟୀ ୧୫୦ ଜଣ ଅଜ୍ଞାତ ଲୋକଙ୍କ ବିରୋଧରେ ଏଫ୍ଆଇଆର୍ ଦାଖଲ କରିଛି । କୁଲଗଡି ଥାନାରେ ଏହା ଦାଖଲ କରାଯାଇଥିବା ସୂଚନା ମିଳିଛି…
ବର୍ଷ ଆରମ୍ଭରୁ କଶ୍ମୀରରେ ନିହତ ହେଲେଣି ୧୧ ଆତଙ୍କବାଦୀ
ଶ୍ରୀନଗର,୮।୧: ନୂଆବର୍ଷ ୨୦୨୨ର ପ୍ରଥମ ସପ୍ତାହରେ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୧୧ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜୈଶ ଆତଙ୍କବାଦୀ ଅଛନ୍ତି। ୧୧ ଜଣଙ୍କ ମଧ୍ୟରୁ ୬ ଜଣ ବିଦେଶୀ ଆତଙ୍କବାଦୀ ବୋଲି କଶ୍ମୀର…
‘ଗଙ୍ଗା ଘାଟଠୁ ଦୂରେଇ ରୁହନ୍ତୁ ଅଣହିନ୍ଦୁ’
ବାରଣାସୀ,୭।୧: ଅଣହିନ୍ଦୁଙ୍କୁ ଗଙ୍ଗା ଘାଟ ଓ ମନ୍ଦିରଠାରୁ ଦୂରେଇ ରହିବାକୁ ବାରଣାସୀରେ ପୋଷ୍ଟର ଲଗାଯାଇଛି। ଏଭଳି ପୋଷ୍ଟର ଦକ୍ଷିଣ ପନ୍ଥୀ ଗୋଷ୍ଠୀ ପକ୍ଷରୁ ବିଭିନ୍ନ ସ୍ଥାନରେ ଲଗାଯାଇଥିବା କହିଛି ପୋଲିସ। “କାଶୀରେ ମା’ ଗଙ୍ଗା ଘାଟ ଓ ମନ୍ଦିର ସନାତନ ଧର୍ମ,…
ଦେଶରେ ୧୫୦ କୋଟି ଟପିଲା ଟିକାକରଣ
ନୂଆଦିଲ୍ଲୀ,୭।୧: ଭାରତରେ କୋଭିଡ୍ ଟିକାକରଣ ଶୁକ୍ରବାର ୧୫୦ କୋଟି ଡୋଜ୍ ଅତିକ୍ରମ କରିଛି। ଏହା ଏକ ଐତିହାସିକ ସଫଳତା ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। କୋଲକାତାରେ ଚିତ୍ତରଞ୍ଜନ ନ୍ୟାଶନାଲ କ୍ୟାନସର ଇନ୍ଷ୍ଟିଚ୍ୟୁଟ୍ (ସିଏନ୍ସିଆଇ)ର ଦ୍ୱିତୀୟ କ୍ୟାମ୍ପସ୍ ଉଦ୍ଘାଟନ କରିବା ଅବସରରେ…
୬ ପୋଲିସ ଅଧିକାରୀଙ୍କ ନାଁରେ ହତ୍ୟା ମାମଲା
ଲକ୍ଷ୍ନୌ,୭।୧: କାନପୁର ବ୍ୟବସାୟୀ ମନୀଷ ଗୁପ୍ତାଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ୬ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରାଯାଇଛି। ଗତବର୍ଷ ସେପ୍ଟେମ୍ବରରେ ବ୍ୟବସାୟୀଙ୍କ ହତ୍ୟା ପରେ ସମସ୍ତ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ବିରୋଧରେ ହତ୍ୟା,…
ପଞ୍ଜାବରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ପ୍ରୟାସ ଚାଲିଛି
ନୂଆଦିଲ୍ଲୀ,୭।୧: ଢ଼ିଲା ସୁରକ୍ଷା ବ୍ୟବସ୍ଥା କାରଣରୁ ୨୦ ମିନିଟ୍ ପାଇଁ ଏକ ଫ୍ଲାଏଓଭରରେ ଫସି ରହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି କରିବା ଲାଗି କେନ୍ଦ୍ର ସରକାର ଏକ ବଡ଼ ଷଡ଼ଯନ୍ତ୍ର କରିଥିବା ଅଭିଯୋଗ କରିଛନ୍ତି ପଞ୍ଜାବ…
ବୟଫ୍ରେଣ୍ଡଙ୍କୁ ଫେରି ପାଇବା ପାଇଁ ନବଜାତ ଶିଶୁକୁ ଉଠାଇନେଲେ
କୋଚି,୭।୧: କୋଟାୟାମସ୍ଥିତ ସରକାରୀ କଲେଜ ହସ୍ପିଟାଲରୁ ନବଜାତ ଶିଶୁ ଅପହରଣ ଘଟଣାର କିଛି ଘଣ୍ଟା ମଧ୍ୟରେ ଜଣେ ମହିଳାଙ୍କୁ ଗିରଫ କରିଛି ପୋଲିସ। ବ୍ୟକ୍ତିଗତ ଉଦ୍ଦେଶ୍ୟ ପାଇଁ ସେ ଏଭଳି ଅପରାଧ ଘଟାଇଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ପ୍ରାଥମିକ ତଦନ୍ତରୁ…
ଦିନକ ମଧ୍ୟରେ ଉତ୍ତର ଦିଅ
ନୂଆଦିଲ୍ଲୀ,୭।୧: ପଞ୍ଜାବର ଫିରୋଜପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ଉପରେ ଭଠିଣ୍ଡା ପୋଲିସକୁ ନୋଟିସ ଜାରି କରିଛି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ। ଉତ୍ତର ରଖିବାକୁ ନୋଟିସରେ ମାତ୍ର ୨୪ ଘଣ୍ଟା ସମୟ ଦିଆଯାଇଛି। କୃଷକମାନେ ବାଟ ନ ଛାଡ଼ିବାରୁ…
ସରକାରଙ୍କ ବଡ଼ ଉପହାର; ଅଧା ହେଲା ବିଜୁଳି ଦର
ଲକ୍ଷ୍ନୌ,୭।୧: ରାଜ୍ୟର ବିଦ୍ୟୁତ୍ ଉପଭୋକ୍ତାମାନଙ୍କୁ ଖୁସି କଲାଭଳି ଘୋଷଣା ଉତ୍ତରପ୍ରଦେଶ ସରକାର କରିଛନ୍ତି। ବିଦ୍ୟୁତ୍ ଦର ୫୦% ପର୍ଯ୍ୟନ୍ତ ହ୍ରାସ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। କେବଳ ସାଧାରଣ ଗ୍ରାହକ ନୁହନ୍ତି, ବରଂ ରାଜ୍ୟର କୃଷକମାନେ ମଧ୍ୟ ଏହାର ଲାଭ…
ଏଣିକି ୭ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍ରେ ରହିବେ ବିଦେଶ ଫେରନ୍ତା
ନୂଆଦିଲ୍ଲୀ,୭।୧: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ଭାରତ ସରକାରଙ୍କ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡଲାଇନ ଜାରି କରାଯାଇଛି। ପୂର୍ବରୁ କେବଳ ଆଟ୍ ରିସ୍କ ଦେଶରୁ ଆସୁଥିବା ବିଦେଶ ଫେରନ୍ତାଙ୍କ ପାଇଁ ବାଧ୍ୟତାମୂଳକ କ୍ୱାରେଣ୍ଟାଇନ ବ୍ୟବସ୍ଥା ଥିଲା। ହେଲେ…
ପ୍ରଧାନମନ୍ତ୍ରୀ ପଞ୍ଜାବର ଅପମାନ କରିଛନ୍ତି: ସିଦ୍ଧୁ
ଚଣ୍ଡିଗଡ଼,୭ ।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାକୁ ନେଇ ଲଗାତାର ଭାବେ ରାଜନୈତିକ ସରଗରମ ଲାଗି ରହିଛି । ଇତିମଧ୍ୟରେ ଶୁକ୍ରବାର ପଞ୍ଜାବ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଏକ ଖବରଦାତା ସମ୍ମିଳନୀରେ ଭାରତୀୟ ଜନତା ପାର୍ଟି…
Archives


