ଜାତୀୟ

ବୃଦ୍ଧ ନେଇଛନ୍ତି ୧୧ଥର କରୋନା ଟିକା! ପରେ ଦେଖିବାକୁ ମିଳିଲା ଏମିତି ପ୍ରତିକ୍ରିୟା

ପାଟନା,୬।୧: ବିହାରର ମାଧେପୁରାରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ୮୪ ବର୍ଷ ବୟସ୍କା ବ୍ରହ୍ମଦେବ ମଣ୍ଡଳ ୧୧ଥର କରୋନା ଟିକା ନେଇଥିବା ଦାବି କରିଛନ୍ତି। ୧୨ ଥର ଟିକା ନେବାବେଳେ ସେ ଏହା ଖୁଲାସା କରିଛନ୍ତି। କୁହାଯାଉଛି ଯେ ବୃଦ୍ଧଙ୍କ…

ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର କରୋନା ଯୋଦ୍ଧାଙ୍କୁ ଟାର୍ଗେଟ କରିଛି। ଇତି ମଧ୍ୟରେ ଦେଶରେ ୧୦୦୦ରୁ ଅଧିକ ଡାକ୍ତର କରୋନାରେ…

ଆଇପିସି-ସିଆର୍‌ପିସି ସଂଶୋଧନ ଲାଗି ସମସ୍ତ ଏମ୍‌ପିଙ୍କୁ ଚିଠି ଲେଖି ମତାମତ ଲୋଡିଲେ ଶାହା…

ନୂଆଦିଲ୍ଲୀ, ୬।୧ : କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସମସ୍ତ ଏମ୍‌ପିମାନଙ୍କୁ ଚିଠି ଲେଖି ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି), ଆପରାଧିକ ଦଣ୍ଡ ପ୍ରଦାନ ପ୍ରକିୟା ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମରେ ସଂଶୋଧନ ଲାଗି ମତାମତ ଲୋଡିଛନ୍ତି। ଶାହା…

ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ମନା, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୬।୧ : ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ଦେବା ମନା। ଏନେଇ ସତର୍କ ସୂଚନା ଜାରି ହୋଇଛି। କୋଭାକ୍ସିନ୍‌ ଟିକା ନିର୍ମାତା ଭାରତ ବାୟୋଟେକ ସ୍ପଷ୍ଟ କରିଛି ଯେ ଟିକା ନେବା ପରେ ୧୫ରୁ ୧୮ ବର୍ଷ ବୟସ୍କ…

ତିହାର ଜେଲ୍‌ରେ ଅଘଟଣ, ୫ କଏଦୀଙ୍କ ସାମୁହିକ ଆତ୍ମହତ୍ୟା ଉଦ୍ୟମ…

ନୂଆଦିଲ୍ଲୀ, ୬।୧ : ତିହାର ସେଣ୍ଟ୍ରାଲ ଜେଲରେ ଅଘଟଣ ଘଟିଛି। ଏଠାରେ ୫ ଜଣ କଏଦୀ ସାମୁହିକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଜେଲର କର୍ମଚାରୀମାନେ ଠିକ ସମୟରେ ଏହା ଜାଣିବା ପରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜଣେ କଏଦୀଙ୍କୁ…

ଅତ୍ୟଧିକ ସମ୍ବେଦନଶୀଳ ଅଞ୍ଚଳରେ ଫସି ଯାଇଥିଲେ ମୋଦି, ପାକ୍ ସୀମା ଥିଲା ମାତ୍ର ୩୦ କିଲୋମିଟର ଦୂର!

ନୂଆଦିଲ୍ଲୀ,୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପଞ୍ଜାବ ଗସ୍ତ ସମୟରେ ଏକ ସମ୍ବେଦନଶୀଳ ଅଞ୍ଚଳରେ ଫସି ଯାଇଥିବା ଜଣାପଡିଛି । କେତେଜଣ ବିରୋଧ ପ୍ରଦର୍ଶନକାରୀ ହଠାତ୍ ଚାଲି ଆସିବାରୁ ପ୍ରଧାନମନ୍ତ୍ରୀଙ୍କ ଗାଡି ଅଧା ରାସ୍ତାରେ ଅଟକି ଯାଇଥିଲା । ପାଖାପାଖି…

୨୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୨,୬୩୦…

ନୂଆଦିଲ୍ଲୀ, ୬।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୩୦ ଛୁଇଁଛି।…

ସ୍ଥିତି ଅଣାୟତ୍ତ, ୯୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୯୦ ହଜାର…

୮୧ ଦିନ ପରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଉପରେ, ମହାରାଷ୍ଟ୍ରରେ ୨୩୦ ଡାକ୍ତର କରୋନା ସଂକ୍ରମିତ

ନୂଆଦିଲ୍ଲୀ,୬ ।୧: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଦୀର୍ଘ ୮୧ ଦିନ ପରେ ସଂକ୍ରମଣ ୨,୧୪,୦୦୪ରେ ପହଞ୍ଚିଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ୦.୬୧ ପ୍ରିତିଶତ ସକ୍ରିୟ ମାମଲା ରହିଛି । ଗତ ୨୪ ଘଣ୍ଟାରେ…

ଶୁକ୍ରବାରଠାରୁ ସିଭିଲ୍‌ ସର୍ଭିସ (ମେନ୍‌) ପରୀକ୍ଷା

ନୂଆଦିଲ୍ଲୀ, ୬।୧(ପି.ଟି.): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସିଭିଲ୍‌ ସର୍ଭିସ (ମେନ୍‌) ପରୀକ୍ଷା, ୨୦୨୧ ଶୁକ୍ରବାରଠାରୁ ଆରମ୍ଭ ହେବ ବୋଲି ବୁଧବାର କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ କୁହାଯାଇଛି। ପରୀକ୍ଷାର୍ଥୀ ଏବଂ ପରୀକ୍ଷା ପରିଚାଳନା ପଦାଧିକାରୀ ଯେପରି କୌଣସି…

ଅନ୍‌ଲାଇନରେ ନିଲାମ ବିଜ୍ଞାପନ

ପ୍ରଥମେ ସୁଲ୍ଲି ଡିଲ୍ସ ଏବେ ବୁଲ୍ଲି ବାଈ ଆପ୍‌। ଗତ ବର୍ଷ ସୁଲ୍ଲି ଡିଲ୍ସ ଆପ୍‌ ନିଷିଦ୍ଧ ହେବା ପରେ ବୁଲ୍ଲି ବାଈ ଆପ୍ଲିକେଶନକୁ ନେଇ ସଦ୍ୟ ବିବାଦ ମୁଣ୍ଡ ଟେକିଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ମହିଳାଙ୍କୁ ନିଲାମ କରାଯିବା ସମ୍ପର୍କିତ…

କେମିକାଲ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌: ୫ ମୃତ

ସୁରଟ,୬ ।୧: ଗୁଜରାଟ ସୁରଟରେ ଗୁରୁବାର ସକାଳୁ ଏକ ଅଘଟଣ ଘଟିଛି । ସଚିନ ଜିଆଇଡିସି ଅଞ୍ଚଳରେ ଏକ କେମିକାଲ ଟ୍ୟାଙ୍କରରେ ଗ୍ୟାସ ଲିକ ହେବାରୁ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୨ ଡଜନରୁ ଅଧିକ ଲୋକ ଆହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri