ଜାତୀୟ

ହନିଟ୍ରାପ୍‌ ମାୟାରେ ଯବାନ, ଆଇଏସ୍‌ଆଇ ଏଜେଣ୍ଟ୍‌ଙ୍କୁ ଦେଉଥିଲେ ଗୁପ୍ତ ସୂଚନା…

ପାଟନା,୧୫।୧୧: ପାଟନାରେ ଜଣେ ଭାରତୀୟ ସେନା ଯବାନଙ୍କୁ ହନିଟ୍ରାପ୍‌ ଅଭିଯୋଗରେ ଗିରଫ କରାଯାଇଛି। ତାଙ୍କୁ ରାଜଧାନୀର ଖାଗଲ ପୋଲିସ ଷ୍ଟେଶନ ଅଞ୍ଚଳରୁ ଗିରଫ କରାଯାଇଛି। ଗିରଫ ସେନା ଯବାନ ଜଣେ ପାକିସ୍ତାନୀ ମହିଳାଙ୍କ ସହ ଯୋଗାଯୋଗରେ ରହି ଦେଶର ଗୁପ୍ତ ସୁରକ୍ଷା…

ପ୍ରିୟଙ୍କା ଗାନ୍ଧୀ ଅସୁସ୍ଥ

ନୂଆଦିଲ୍ଲୀ,୧୫ ।୧୧: କଂଗ୍ରେସର ଉତ୍ତର ପ୍ରଦେଶ ପ୍ରଭାରୀ ତଥା ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୋମବାର ମୁରାଦାବାଦ ଗସ୍ତ କରିବାର ଥିଲା । ହେଲେ ଶେଷ ମୁହୂର୍ତ୍ତରେ ଏହାକୁ ସ୍ଥଗିତ ରଖାଯାଇଛି । ମିଳିଥିବା ସୂଚନା ଅନୁଯାୟୀ ପ୍ରିୟଙ୍କା ଭାଇରାଲ…

ମଣିପୁର ଆତଙ୍କବାଦୀ ଆକ୍ରମଣକୁ ନେଇ ଉଠୁଛି ପ୍ରଶ୍ନ

ଇମ୍ଫାଲ,୧୫ ।୧୧: ମଣିପୁରରେ ଆସାମ ରାଇଫଲ୍ସ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପାଇଁ ପିଏଲଏ ଓ ଏମ୍‌ଏନ୍‌ପିଏଫ୍ ନିଜକୁ ଦାୟୀ କରିଥିଲେ ବି ଏବେ ଏହାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ପ୍ରଶ୍ନ ହେଉଛି କୌଣସି ବାହାର ଦେଶ ଏହି…

ନଡ଼ାମୂଳ ଜଳାଇବାକୁ ନେଇ କାହିଁକି ଯୁକ୍ତିତର୍କ, ଦିଲ୍ଲୀ ସରକାରଙ୍କୁ ସୁପ୍ରମିକୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୧୫।୧୧: ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ପାଇଥିବା ଘଟଣାକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣର ମୁକାବିଲା ପାଇଁ ଜାରି ରହିଥିବା ନିର୍ମାଣ କାର୍ଯ୍ୟ, ପରିବହନ, ବିଦ୍ୟୁତ୍‌ ଶକ୍ତିର ଅଯଥା ଅପଚୟ ରୋକିବା ଏବଂ ଘରେ ଘରେ ଏନେଇ…

୨୦୨୩ ସୁଦ୍ଧା ସିକିମ୍‌କୁ ଗଡ଼ିବ ରେଳ…

ଗାଙ୍ଗଟକ୍‌,୧୫।୧୧: ଆସନ୍ତା ୨୦୨୩ ସୁଦ୍ଧା ସିକିମ୍‌କୁ ରେଳ ଗଡ଼ିବ। ଆସନ୍ତା ୨ ବର୍ଷ ମଧ୍ୟରେ ୪୪.୯୮ କିଲୋମିଟର ଦୀର୍ଘ ସେଭୋକେ-ରାଙ୍ଗପୋ ରେଳ ଲାଇନ କାର୍ଯ୍ୟକ୍ଷମ ହେବ। ଏନେଇ ନର୍ଥ-ଇଷ୍ଟ ଫ୍ରଣ୍ଟିଅର ରେଲଓ୍ବେର ଜେନେରାଲ ମ୍ୟାନେଜର ଅଶୁଂଳ ଗୁପ୍ତା ସୂଚନା ଦେଇଛନ୍ତି। ସେଭୋକା…

ଗଣବଳାତ୍କାର ଶିକାର ହେଲେ ନାବାଳିକା

ମୁମ୍ବାଇ,୧୫।୧୧: ମହାରାଷ୍ଟର ବିଡ ଅଞ୍ଚଳରେ ଏକ ଅଭାବନୀୟ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକା ବିବାହିତା ଯୁବତୀଙ୍କୁ ଦୀର୍ଘ ୬ମାସ ଧରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କୁ ୪୦୦ ଜଣ ଗଣବଳାତ୍କାର କରିଥିବା ଘଟଣା ସାମ୍ନାକୁ ଆସିଛି । ଏବେ…

ମୋବାଇଲରେ ଦୈନିକ ୪.୮ ଘଣ୍ଟା ବିତାଉଛନ୍ତି ଭାରତୀୟ

ନୂଆଦିଲ୍ଲୀ,୧୫ା୧୧: ସ୍ମାର୍ଟଫୋନରେ ସବୁଠାରୁ ଅଧିକ ସମୟ ବିତାଉଥିବା କ୍ଷେତ୍ରରେ ଭାରତର ସ୍ଥାନ ୪ର୍ଥରେ ରହିଛି। ମୋବାଇଲ ଆପ୍‌ ଆନାଲିଷ୍ଟ କମ୍ପାନୀ ଏପ୍‌ ଏନି ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ମୁତାବକ, ଦୈନିକ ୫.୫ ଘଣ୍ଟା ସମୟ ସହ ତାଲିକାରେ ଇଣ୍ଡୋନେସିଆ ପ୍ରଥମ…

ପ୍ରଦୂଷଣ ଲକଡାଉନ୍‌ ପାଇଁ ସରକାର ପ୍ରସ୍ତୁତ, ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ…

ନୂଆଦିଲ୍ଲୀ,୧୫।୧୧: ରାଜଧାନୀ ଦିଲ୍ଲୀରେ ସୃଷ୍ଟି ହୋଇଥିବା ବାୟୁ ପ୍ରଦୂଷଣ ପାଇଁ ସରକାର ଲକଡାଉନ୍‌ ଲାଗି ପ୍ରସ୍ତୁତ ହେଉଛନ୍ତି। ଏସମ୍ପର୍କିତ ଏକ ସତ୍ୟପାଠ ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିଓ୍ବାଲଙ୍କ ସରକାର ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଛି। ସରକାର ଦିଲ୍ଲୀରେ ସମ୍ପୂର୍ଣ୍ଣ ଲକଡାଉନ୍‌ ଲାଗୁ କରିବାକୁ…

ପ୍ରକୃତିକୁ ନଷ୍ଟ କରିବା ସମାଜ କଲ୍ୟାଣର ପଥକୁ ସୁଗମ କରେ ନାହିଁ…

ନୂଆଦିଲ୍ଲୀ,୧୫।୧୧: ପ୍ରକୃତି ହି ସବୁଠାରୁ ଶକ୍ତିଶାଳୀ। ଏପରିସ୍ତଳେ ପ୍ରକୃତିକୁ ନଷ୍ଟ କରିବା ଅବା ଏହାର ପ୍ରକ୍ରିୟାରେ ହସ୍ତକ୍ଷେପ କରିବା ଦ୍ୱାରା ନକାରାତ୍ମକ ପ୍ରଭାବ ସୃଷ୍ଟି ହୋଇଥାଏ। ପ୍ରକୃତିକୁ ନଷ୍ଟ କରିବା ସମାଜ କଲ୍ୟାଣର ପଥ ସୁଗମ କରେ ନାହ ବୋଲି ପ୍ରଧାନମନ୍ତ୍ରୀ…

ଶାସନରେ ସୁଧାର ଲକ୍ଷ୍ୟ, ୭୭ ମନ୍ତ୍ରୀଙ୍କୁ ୮ ଦଳରେ ବାଣ୍ଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୧୧: ଦେଶର ଶାସନବ୍ୟବସ୍ଥାରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପରିଷଦ ସହିତ ପାଞ୍ଚଟି ’ଚିନ୍ତନ ଶିବିର’ରେ ଯୋଗଦେଥିଲେ। ଏହି ଶିବିର ଚାରି ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା। ଏଥିରେ ମନ୍ତ୍ରୀମାନେ ଉପସ୍ଥାପନା କରିଥିବା ବିଭିନ୍ନ ପ୍ରସଙ୍ଗରେ…

ହାରୁଛି କରୋନା…

ନୂଆଦିଲ୍ଲୀ,୧୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୨୯୯ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ…

ନ୍ୟାୟ ବ୍ୟବସ୍ଥା ସ୍ବାଧୀନତାର ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ

ନୂଆଦିଲ୍ଲୀ, ୧୫।୧୧(ପି.ଟି.): ତଳ କୋର୍ଟ ଓ ଜିଲା ଅଦାଲତଗୁଡ଼ିକର କାର୍ଯ୍ୟ ଜରିଆରେ ଲକ୍ଷ ଲକ୍ଷ ଲୋକ ଭାରତୀୟ ନ୍ୟାୟ ବ୍ୟବସ୍ଥାର ମନୋଭାବ ସମ୍ପର୍କରେ ଅବଗତ ହୋଇଥାନ୍ତି ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ.ଭି. ରମନା କହିଛନ୍ତି। ତେଣୁ ସବୁ ସ୍ତରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri